ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ

ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ

କେନ୍ଦ୍ରାପଡ଼ା,୧୨ା୧୨: ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ଗୁରୁବାର ଜିଲ୍ଲାପାଳଙ୍କ ସମିଳନୀକକ୍ଷରେ ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ସ୍କୁଲ ଓ କଲେଜ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସଡ଼କ…
ବାଲିପାଟଣାରେ ବିଶାଳ ଗୋପୂଜନ କାର୍ଯ୍ୟକ୍ରମ

ବାଲିପାଟଣାରେ ବିଶାଳ ଗୋପୂଜନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବାଲିପାଟଣା ପଂଚାୟତ ଠାରେ ଗୃହ ଲଷ୍ମୀ ପୂଜା କମିଟି ପକ୍ଷରୁ ଏକ ବିଶାଳ ଗୋପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମାଜସେବୀ ଅରୁଣ କୁମାର ନାୟକଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି…
ପଟ୍ଟାମୁଣ୍ଡାଇ ବ୍ଲକରେ ପାନୀୟଜଳ ଓ ପରିମଳ ତାଲିମ

ପଟ୍ଟାମୁଣ୍ଡାଇ ବ୍ଲକରେ ପାନୀୟଜଳ ଓ ପରିମଳ ତାଲିମ

ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ପକ୍ଷରୁ ଘରେ ଘରେ ବିଶୁଦ୍ଧ ପାନୀୟଜଳ ଯୋଗାଇବା, ଜଳର ସୁପରିଚାଳନା ଓ ସ୍ୱଚ୍ଛ ନିର୍ମଳ ପରିବେଶ ପାଇଁ ବ୍ୟବସ୍ଥିତ ପରିମଳ ବ୍ୟବସ୍ଥା ଉପରେ ପଂଚାୟତ ପ୍ରତିନିଧି ଓ ନିର୍ବାହୀ ଅଧିକାରୀଙ୍କୁ ନେଇ ଏକ ଦିନିକିଆ ତାଲିମ…
ଆଦର୍ଶ ଶିକ୍ଷକଙ୍କ ସ୍ମୃତିସଭା

ଆଦର୍ଶ ଶିକ୍ଷକଙ୍କ ସ୍ମୃତିସଭା

କେନ୍ଦ୍ରାପଡ଼ା,୧୨ା୧୨: କେନ୍ଦ୍ରାପଡା ବ୍ଲକ ଅଧିନ ଭାଗବତପୁର ଗ୍ରାମପଞ୍ଚାୟତର ବାଲିଆ ସରକାରୀ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ଯାଗର ରାଉତଙ୍କ ଦ୍ୱାଦଶାହ ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ଓ ବରିଷ୍ଠ ନାଗରିକ ମଞ୍ଚ ଆନୁକୂଲ୍ୟରେ ତାଙ୍କ ପଟକୁରାସ୍ଥିତ ବାସଭବନରେ ଏକ ସ୍ମୃତିସଭା ଅନୁଷ୍ଠିତ…
ଏମ୍‌ଏନ୍ ହାଇସ୍କୁଲର ୭୧ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

ଏମ୍‌ଏନ୍ ହାଇସ୍କୁଲର ୭୧ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷା ଅନୁଷ୍ଠାନ ଏମ୍‌ଏନ୍ ହାଇସ୍କୁଲର ୭୧ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଜୟ ରାଉତରାୟଙ୍କ ପୌରୋହିତ୍ୟ ଅନୁଷ୍ଠିତ ଉତ୍ସବ ସଭାରେ ମୁଖ୍ୟ ଅତିଥି ଭାବେ…
ବାରୋ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଦିବସ

ବାରୋ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଦିବସ

କେନ୍ଦ୍ରାପଡ଼ା,୧୨ା୧୨: ଗୁରୁବାର ଅପରାହ୍ନ ୩ଟାରେ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆରୋଗ୍ୟ ମନ୍ଦିର, ବାରୋ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଦିବସ ପାଳନ କରିଛି । କଳାମାଟିଆ ଗ୍ରାମ ରାଧାକୃଷ୍ଣ ମନ୍ଦିର ଓ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଆଶାକର୍ମୀ ସଂଯୁକ୍ତା ପ୍ରଧାନ ଗ୍ରାମବାସୀଙ୍କୁ ଏକଜୁଟ କରାଇଥିଲେ…
ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଦରଦାମ ବୃଦ୍ଧି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଦରଦାମ ବୃଦ୍ଧି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦ୍ରାପଡ଼ା,୧୨ା୧୨: ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.) କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଦେଶର ସମ୍ପତ୍ତିକୁ ବିଦେଶୀ ଓ ଦେଶୀ କମ୍ପାନୀକୁ ବିକ୍ରୀ କରିବା, ଆଦାନୀ ଭଳି କମ୍ପାନୀ ଦେଶର ସମ୍ବଳ ଲୁଣ୍ଠନ କରୁଥିବା ବେଳେ ରାଜ୍ୟର ଡବଲ ଇଞ୍ଜିନ ସରକାର ନିତ୍ୟ ବ୍ୟବହାର୍ଯ୍ୟ…
ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ

ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ

କେନ୍ଦ୍ରାପଡ଼ା,୧୧ା୧୨: ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ -୨୦୨୪ ଇଛାପୁର ସରକାରୀ ହାଇସ୍କୁଲ ପରିସରରେ ବୁଧବାର ଉଦଘାଟିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳଙ୍କ ଦାୟୀତ୍ୱରେ…
ଚା ଦୋକାନ ଟେବୁଲ

ଚା ଦୋକାନ ଟେବୁଲ

ଆଜି ଚାହା ଦୋକାନ ଟେବୁଲରେ କେତେ ଜଣ ଲୋକ ବସି ବାତତଳାପ ହେଉଥିଲେ । ସେଥିରେ କେତେ ଜଣ ମୁହଁ ଚିହ୍ନା ଲୋକ ବସିଥାନ୍ତି । ସେମାନଙ୍କ ବାର୍ତାଳାପରେ ରାଜେନ୍ଦ୍ର ବାବୁ କହିଲେ – ରାଜନିତିରେ ସବୁ ସମ୍ଭବ । ଏକ…
କେନ୍ଦ୍ରାପଡାରେ ଭାରତ ସ୍କାଉଟସ୍ ଏବଂ ଗାଇଡସ୍‌ର ଜିଲ୍ଲା କ୍ୟାମ୍ପୋରୀ ଉଦଯାପିିତ ରାଜ୍ୟ ସ୍ତରରେ ପୁରସ୍କୃତ ହେବ କେନ୍ଦ୍ରାପଡା ଜିଲ୍ଲା ସ୍କାଉଟସ୍ ଓ ଗାଇଡସ୍‌

କେନ୍ଦ୍ରାପଡାରେ ଭାରତ ସ୍କାଉଟସ୍ ଏବଂ ଗାଇଡସ୍‌ର ଜିଲ୍ଲା କ୍ୟାମ୍ପୋରୀ ଉଦଯାପିିତ ରାଜ୍ୟ ସ୍ତରରେ ପୁରସ୍କୃତ ହେବ କେନ୍ଦ୍ରାପଡା ଜିଲ୍ଲା ସ୍କାଉଟସ୍ ଓ ଗାଇଡସ୍‌

କେନ୍ଦ୍ରାପଡ଼ା,୧୦ା୧୨: କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟସ ଏବଂ ଗାଇଡସର ଚତୁର୍ଦଶ କ୍ୟାମ୍ପୋରୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ସିଦ୍ଧ ମରିଚିଆଣୀ ବିଦ୍ୟାପୀଠରେ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ସ୍କାଉଟସ ଓ ଗାଇଡସର ରାଜ୍ୟ ମୁଖ୍ୟ…
ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଦିବସ ପାଳିତ

ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଦିବସ ପାଳିତ

ପଟ୍ଟାମୁଣ୍ଡାଇ ୧୦/୧୨ - କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଓ ଆଇନ ସଚେତନତା ଶିବିର ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆଇନ ସେବା ସମିତି ଅଧ୍ୟକ୍ଷା ତଥା ବରିଷ୍ଠ…
କଷଣଅଂଟା ହାଇସ୍କୁଲରେ ଅଭିମୁଖୀକାରଣ କାର୍ଯ୍ୟକ୍ରମ

କଷଣଅଂଟା ହାଇସ୍କୁଲରେ ଅଭିମୁଖୀକାରଣ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୯/୧୨ -ରାଜ୍ୟ ସରକାରଙ୍କ ଦ୍ୱାରା ପଟ୍ଟାମୁଣ୍ଡାଇ ବ୍ଲକରେ ନୂତନ ଭାବେ ନିଯୁକ୍ତ ପାଇଥିବା କନିଷ୍ଠ ଶିକ୍ଷକମାନଙ୍କୁ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ ସହ ୬ବର୍ଷ ପୂରଣ କରିଥିବା ଶିକ୍ଷକମାନଙ୍କୁ ସ୍ଥାୟୀ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା…
ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡ଼ା,୯ା୧୨: ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଜରିଆରେ ଏକ ନଅ ଦଫା ସମ୍ବଳିତ ଦାବିପତ୍ର ସୋମବାର ପ୍ରଦାନ କରାଯାଇଛି। ଦାବିପତ୍ରରେ ଉଲ୍ଲେଖ ରହିଛି ଯେ…
ନିମ୍ନମାଧ୍ୟମିକ ଶିକ୍ଷକ ସଙ୍ଘର ଜିଲ୍ଲା ସାମ୍ବିଧାନିକ ସମ୍ମିଳନୀ

ନିମ୍ନମାଧ୍ୟମିକ ଶିକ୍ଷକ ସଙ୍ଘର ଜିଲ୍ଲା ସାମ୍ବିଧାନିକ ସମ୍ମିଳନୀ

କେନ୍ଦ୍ରାପଡ଼ା,୯ା୧୨: ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଙ୍ଘ କେନ୍ଦ୍ରାପଡ଼ା ଜିଲ୍ଲାଶାଖାର ସାମ୍ବିଧାନିକ ସମ୍ମିଳନୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂଗଠନର ସଭାପତି ଦୟାନିଧି ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ସକାଳେ ସଙ୍ଘ ପତାକା ଉତ୍ତୋଳନ କରାଯାଇ…
୯ ମାସ ହେଲା ଦରମା ପାଉନାହାନ୍ତି ସିଆରପି, ଏମବିକେ, ପ୍ରାଣୀମିତ୍ର ବିଧାନସଭାରେ ପ୍ରଶ୍ନ

୯ ମାସ ହେଲା ଦରମା ପାଉନାହାନ୍ତି ସିଆରପି, ଏମବିକେ, ପ୍ରାଣୀମିତ୍ର ବିଧାନସଭାରେ ପ୍ରଶ୍ନ

ପଟ୍ଟାମୁଣ୍ଡାଇ ୯/୧୨- ପଟ୍ଟାମୁଣ୍ଡାଇ ଅଂଚଳରେ କାର୍ଯ୍ୟରତ ଏମବିକେ, ସିଆରପି, ବ୍ୟାଙ୍କ ମିତ୍ର ଓ ପ୍ରାଣୀ ମିତ୍ରମାନେ ଦୀର୍ଘ ୯ ମାସ ହେଲା ଦରମା ନପାଇ ହନ୍ତସନ୍ତ ହେଉଛନ୍ତି । ଦରମା ଦାବୀ କରି ସେମାନେ ରାଜ ରାସ୍ତାକୁ ଓହ୍ଲାଇଛନ୍ତି । ଏ…
ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୯ା୧୨: ସାରାବିଶ୍ୱରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦିବସ ପାଳିତ ହେଉଛି । କିନ୍ତୁ ଏପର୍ଯ୍ୟନ୍ତ ପ୍ରାର୍ଥନା ଦିବସ ବିଶ୍ୱସ୍ତରରେ ପାଳିତ ହେବା କିମ୍ବା ୟୁନେସ୍କୋ ପକ୍ଷରୁ ମାନ୍ୟତାପ୍ରାପ୍ତ ହୋଇ ପାରିନଥିବା ଅତ୍ୟନ୍ତ ପରିତାପର ବିଷୟ । ତେଣୁ ଏ…
ଡିସେମ୍ବର ୧୩ରେ ନିର୍ମାଣ ଶ୍ରମିକଙ୍କ ରଣହୁଙ୍କାର

ଡିସେମ୍ବର ୧୩ରେ ନିର୍ମାଣ ଶ୍ରମିକଙ୍କ ରଣହୁଙ୍କାର

କେନ୍ଦ୍ରାପଡା, ୯ା୧୨: କେନ୍ଦ୍ରାପଡା ଜିଲ୍ଲା ଶ୍ରମ ଅଫିସ୍‌ରେ ୨୦୧୮ ମସିହାରୁ ୪୦୦୦ ନିର୍ମାଣ ଶ୍ରମିକଙ୍କ ପିଲାଙ୍କ ଛାତ୍ରବୃତ୍ତି ଆବେଦନପତ୍ର, ୧୭୦୦ରୁ ଉର୍ଦ୍ଧ୍ୱ ଶ୍ରମିକଙ୍କ କନ୍ୟା ବିବାହ ସହାୟତା ପାଇଁ ଦରଖାସ୍ତ ଓ ୬୦୦ରୁ ଉର୍ଦ୍ଧ୍ୱ ମୃତ୍ୟୁକାଳୀନ ସହାୟତା ଲାଗି ଦରଖାସ୍ତମାନ ଜିଲ୍ଲା…
ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ଶ୍ରୀ କ୍ଷେତ୍ରପାଳ ସ୍ପୋଟିଂ ୟୁନିଅନ ବିଜୟୀ

ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ଶ୍ରୀ କ୍ଷେତ୍ରପାଳ ସ୍ପୋଟିଂ ୟୁନିଅନ ବିଜୟୀ

କେନ୍ଦ୍ରାପଡ଼ା,୯ା୧୨: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍‌ର ଚତୁର୍ଥ ଦିବସରେ ପଞ୍ଚୁପାଣ୍ଡବ କ୍ରିକେଟ କ୍ଲବ ଓ ଶ୍ରୀ କ୍ଷେତ୍ରପାଳ ସ୍ପୋଟିଂ ୟୁନିଅନ ମଧ୍ୟରେ ଅନୁଷ୍ଠିତ…
ଜୟହିନ୍ଦ୍ ଉଚ୍ଚ ବିଦ୍ୟାଳୟର ୧୯୮୦ ମସିହା ମାଟ୍ରିକ ବ୍ୟାଚ୍ ବନ୍ଧୁମିଳନ

ଜୟହିନ୍ଦ୍ ଉଚ୍ଚ ବିଦ୍ୟାଳୟର ୧୯୮୦ ମସିହା ମାଟ୍ରିକ ବ୍ୟାଚ୍ ବନ୍ଧୁମିଳନ

ପଟ୍ଟାମୁଣ୍ଡାଇ ୯ା୧୨: ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ନିକଟସ୍ଥ ଜୟହିନ୍ଦ୍ ଉଚ୍ଚ ବିଦ୍ୟାଳୟରେ ୧୯୮୦ ମସିହା ମାଟ୍ରିକ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁମିଳନ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ପ୍ରେମାନନ୍ଦ ପ୍ରଧାନଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟରେ ଅବସରପ୍ରାପ୍ତ ଶିକ୍ଷକ…
ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ରାଜ୍ୟ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ରାଜ୍ୟ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ୮/୧୧ -ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ "ଓଡ଼ିଆ ସାହିତ୍ୟରେ ଆଦିବାସୀ ଜୀବନଚର୍ଯ୍ୟା"ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ଅଧ୍ୟାପିକା ଶାନ୍ତି ସିଂହଙ୍କ ସଂଯୋଜନାରେ ଆୟୋଜିତ…
ରାଷ୍ଟ୍ରସେବା ପାଇଁ ସମର୍ପିତ ଥିଲେ ଗୁରୁଚରଣ ବାବୁ: ଶିଳ୍ପମନ୍ତ୍ରୀ ଚର୍ତୁଦଶତମ ଜିଲ୍ଲା ସ୍ତରୀୟ ଶ୍ରାଦ୍ଧବାର୍ଷିକୀ ପାଳିତ

ରାଷ୍ଟ୍ରସେବା ପାଇଁ ସମର୍ପିତ ଥିଲେ ଗୁରୁଚରଣ ବାବୁ: ଶିଳ୍ପମନ୍ତ୍ରୀ ଚର୍ତୁଦଶତମ ଜିଲ୍ଲା ସ୍ତରୀୟ ଶ୍ରାଦ୍ଧବାର୍ଷିକୀ ପାଳିତ

କେନ୍ଦ୍ରାପଡ଼ା,୮ା୧୨: ବିଶିଷ୍ଟ ସମାଜସେବୀ, ସାମ୍ବାଦିକ ତଥା ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରଚାରକ ସ୍ୱର୍ଗତ ଗୁରୁଚରଣ ଦାସଙ୍କ ଚର୍ତୁଦଶତମ ଶ୍ରାଦ୍ଧ ବାର୍ଷିିକୀ ସମାରୋହ ରବିବାର କେନ୍ଦ୍ରାପଡା ପୈାରସଂସ୍ଥା ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ରାଜ୍ୟ ଶିଳ୍ପ, ଦକ୍ଷତା…
ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟରେ ବାଲାବାବା କ୍ଲବ ବିଜୟୀ

ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟରେ ବାଲାବାବା କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୮ା୧୨: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍‌ର ତୃତୀୟ ଦିବସରେ ବାଲାବାବା କ୍ଲବ ଓ କେନ୍ଦ୍ରାପଡା ଟାଇଗର୍ସ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏହି…
ପୋଖରୀରେ ବୁଡି ଶିଶୁ ମୃତ

ପୋଖରୀରେ ବୁଡି ଶିଶୁ ମୃତ

ପଟ୍ଟାମୁଣ୍ଡାଇ ୮/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଦଳିତସାହିର ଏକ ପୋଖରୀରେ ବୁଡ଼ି ୪ ବର୍ଷର ଶିଶୁ ପୁତ୍ରର ମୁତ୍ୟୁ ହୋଇଛି।ମୃତ ଶିଶୁ ହେଲେ ଶଶିକାନ୍ତ ମଳିକଙ୍କ ଶିଶୁପୁତ୍ର ପ୍ରଭୁପାଦ ମଳିକ (୪) ବୋଲି ଜଣାପଡିଛି ।ସାମାନ୍ୟ ଅସାବଧାନତା କାରଣରୁ ଏହି…
ଆଜିର ଶିଶୁ ଆସନ୍ତାକାଲିର ଭବିଷ୍ୟତ , ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ଓଷ୍ଟା ଶିଶୁ ଉତ୍ସବ-୨୦୨୪

ଆଜିର ଶିଶୁ ଆସନ୍ତାକାଲିର ଭବିଷ୍ୟତ , ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ଓଷ୍ଟା ଶିଶୁ ଉତ୍ସବ-୨୦୨୪

ପଟ୍ଟାମୁଣ୍ଡାଇ ୭/୧୨-ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ଓଷ୍ଟା ଶିଶୁ ଉତ୍ସବ-୨୦୨୪ ନରସିଂହପୁର ପଂଚାୟତ ଅନ୍ତର୍ଗତ ଅଠରବାଟିଆ ବଜ୍ର ମା କାଳୀ ହାଇସ୍କୁଲ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ଓଷ୍ଟା ସଭାପତି ବିଜୟ କୁମାର ଆଚାର୍ଯ୍ୟଙ୍କ ପୌରହିତ୍ୟରେ…