ଗୋବରୀ ନଦୀର ଅସ୍ତିତ୍ୱ ପ୍ରତି ସରକାର ସମ୍ବେଦନଶୀଳ ନୁହଁନ୍ତି

18 January 2025 kanika odisha 0

ଗୋବରୀ ପୁନଉଦ୍ଧାର ନାଆଁରେ ୧୧ କୋଟି ଚଳୁ ପଟ୍ଟାମୁଣ୍ଡାଇ ୧୭/୧- -କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ପାଖ ଦେଇ ପ୍ରବାହିତ ଗୋବରୀ ନଦୀ ଏବେ ଶୁଷ୍କ ହୋଇପଡିଛି । ଫଳରେ ଏହି ନଦୀ ଉପରେ […]

ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

18 January 2025 kanika odisha 0

କେନ୍ଦ୍ରାପଡ଼ା,୧୮ା୧: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି। ଗତ ୭ତାରିଖ ଠାରୁ ୧୬ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ତାଲିମ ଶିବିରରେ ୧୦୨ଜଣ ଛାତ୍ରୀ […]

ପଟ୍ଟାମୁଣ୍ଡାଇ କଲେଜ ପଦାର୍ଥବିଜ୍ଞାନ ରାଜ୍ୟ ଆଲୋଚନାଚକ୍ର

17 January 2025 kanika odisha 0

ପଟ୍ଟାମୁଣ୍ଡାଇ ୧୭/୧-ପଟ୍ଟାମୁଣ୍ଡାଇ କଲେଜ ପଦାର୍ଥ ବିଜ୍ଞାନ ବିଭାଗ ଓ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ କଲେଜ ପଦାର୍ଥ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ ଇର୍ମର୍ଜିଙ୍ଗ ଟ୍ରେଣ୍ଡସ ଇନ ହାଇ ଏନେର୍ଜି ଫିଜକସ ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର […]

ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବାଳିକା ଆତ୍ମସୁରକ୍ଷା ଶିବିର

17 January 2025 kanika odisha 0

ପଟ୍ଟାମୁଣ୍ଡାଇ ୧୭/୧-ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ମିଳିତ ଆନୁକୂଲ୍ୟରେ ୮ଦିନ ଧରି ବାଳିକା ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ […]

କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବନ୍ଧୁମିଳନ

17 January 2025 kanika odisha 0

କେନ୍ଦ୍ରାପଡା,୧୭ା୧:କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବଣଭୋଜି ଓ ବନ୍ଧୁମିଳନ ଶୁକ୍ରବାର ନରେନ୍ଦ୍ରପୁର ଯଜ୍ଞ ପଡିଆ(ବଡଗୋବରୀ ଅଣ୍ଟା)ଠାରେ ସଭାପତି ଡଃ ଉପେନ୍ଦ୍ରନାଥ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ସଂଘର ଉପଦେଷ୍ଟା ପ୍ରାକ୍ତନ […]

ଏବିଭିପି ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

16 January 2025 kanika odisha 0

କେନ୍ଦ୍ରାପଡ଼ା,୧୬ା୧: କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା ଯୁବ ବ୍ୟାପାର, କ୍ରୀଡ଼ା ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ବିଶ୍ୱର ସର୍ବ ବୃହତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କେନ୍ଦ୍ରାପଡାର କାର୍ଯ୍ୟକର୍ତ୍ତର୍ାମାନେ […]

ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ

16 January 2025 kanika odisha 0

କେନ୍ଦ୍ରାପଡା,୧୬ା୧: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧିନରେ ଗୁରୁବାର କେନ୍ଦ୍ରାପଡା ଟାଉନହଲ୍‌ଠାରୁ ୧୦୧ଜଣ ବରିଷ୍ଠ ତୀର୍ଥଯାତ୍ରୀ ଶିରିଡି-ନାସିକ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଏହି ଉପଲକ୍ଷେ ଅପରାହ୍ନ ୩ଟାରେ ଅତିରିକ୍ତ ଜିଲ୍ଲାପାଳ ନିଲୁ […]

ତୃତୀୟ ଜିଲ୍ଲାସ୍ତରୀୟ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟଉଦ୍‌ଯାପିତ , ମେଡିଆ ଏକାଦଶ ଚମ୍ପିଆନ

16 January 2025 kanika odisha 0

କେନ୍ଦ୍ରାପଡା,୧୬ା୧: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ କଲେକ୍ଟୋରେଟ୍ ଷ୍ଟାଫ୍ କମିଟି ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଦ୍ୱିଦିବସୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ବୁଧବାର ଦିନ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ […]

କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଲୟରେ ମହିଳା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର

16 January 2025 kanika odisha 0

କେନ୍ଦ୍ରାପଡ଼ା,୧୬ା୧: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହିଳା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। ଏହି ଶିବିର ଗତ ୬ତାରିଖରେ ଆରମ୍ଭ ହୋଇଥିବା ବେଳେ ୧୫ତାରିଖରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମହାବିଦ୍ୟାଳୟ […]

କଂସାର ସାହାସପୁର ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ

16 January 2025 kanika odisha 0

କେନ୍ଦ୍ରାପଡ଼ା,୧୬ା୧: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ସାହସପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ରାଉଳ ଅଧକ୍ଷତାରେ ଅନୁଷ୍ଠିତ ଉତ୍ସବରେ କଂସାର […]

ଯୁବ ସମାଜସେବୀ ଦିଲ୍ଲିପ ସାହୁଙ୍କ ବିୟୋଗ

16 January 2025 kanika odisha 0

କେନ୍ଦ୍ରାପଡ଼ା,୧୬ା୧: ଯୁବ ସମାଜସେବୀ ଦିଲ୍ଲିପ କୁମାର ସାହୁ(ବିଜୁ)ଙ୍କର ଚିକିତ୍ସିତ ଅବସ୍ଥାରେ ଗୁରୁବାର ପ୍ରାତଃ ୪ଟାରେ ଭୁବନେଶ୍ୱରସ୍ଥିତ ଏକ ବେସରକାରୀ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ବିଜୁଙ୍କୁ ୪୯ବର୍ଷ ବୟସ ହୋଇଥିଲା। […]

ମହାବିଦ୍ୟାଳୟ ଖୁବଶୀଘ୍ର ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ହେବେ : ଉଚ୍ଚଶିକ୍ଷା ମନ୍ତ୍ରୀ

16 January 2025 kanika odisha 0

କେନ୍ଦ୍ରାପଡ଼ା,୧୫ା୧:କେନ୍ଦ୍ରାପଡ଼ା ମହାବିଦ୍ୟାଳୟକୁ ଖୁବଶୀଘ୍ର ସରକାରୀ ମହାବିଦ୍ୟାଳୟର ମାନ୍ୟତା ପ୍ରଦାନ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାକୁ ବୁଧବାର ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା […]

ନିମପୁର-ଶାସନ ନୋଡାଲ ହାଇସ୍କୁଲ ବାର୍ଷିକ କ୍ରୀଡା

15 January 2025 kanika odisha 0

ପଟ୍ଟାମୁଣ୍ଡାଇ,୧୫/୧ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ନୋଡାଲ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି। ପ୍ରଧାନଶିକ୍ଷକ ତପନ କୁମାର ରାୟଙ୍କ ପୌରହିତ୍ୟ ଓ କ୍ରୀଡା ଶିକ୍ଷକ ଅଜୟ କୁମାର ସାହୁଙ୍କ ସଂଯୋଜନାରେ […]

ହଳଦିଆ ମାଦ୍ରାସା ରେ ଡ଼.ସୈଫୁଦ୍ଦିନ କିଚଲୁ ଙ୍କ ଜନ୍ମ ଜୟନ୍ତୀ ପାଳନ

15 January 2025 kanika odisha 0

କେନ୍ଦ୍ରାପଡ଼ା୧୫/୧- କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ହଳଦିଆ ବସ୍ତିର ମିଲେତ ଇବ୍ରାହିମ ମଦ୍ରାସା ପରିସରରେ ଡ. ସୈଫୁଦ୍ଦିନ କିଚଳୁ ଙ୍କ ଜନ୍ମ ଜୟନ୍ତୀ ସମାଜସେବୀ ସେକ ଶାବିର ହୁସେନ ଙ୍କ ସହଯୋଗ ରେ ଅନୁଷ୍ଠିତ […]

ପରିଣତ ବୟସରେ ବର୍ଦ୍ଧିତ ଭତ୍ତା ପ୍ରଦାନ ବରଦାନ ସଦୃଶ- ଉଚ୍ଚଶିକ୍ଷା ମନ୍ତ୍ରୀ

15 January 2025 kanika odisha 0

କେନ୍ଦ୍ରାପଡ଼ା,୧୫ା୧: ଜିଲ୍ଲା ପ୍ରଶାସନ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ଜନସେବା ଦିବସ ଭାବେ ପାଳିତ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ […]

ବୟୋଜ୍ୟୋଷ୍ଠ ବ୍ୟକ୍ତି ସମାଜର ମାର୍ଗ ଦର୍ଶକ

15 January 2025 kanika odisha 0

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜେଜେ ବାପା ଓ ଜେଜେ ମା’ ସମ୍ମିଳନୀ ପଟ୍ଟାମୁଣ୍ଡାଇ ୧୫/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ ମୂଳବସନ୍ତ ପଂଚାୟତର ସାନ ମୂଳବସନ୍ତ ଠାରେ ଜେଜେ ବାପା ଜେଜେ ମା’ […]

ଯୁଗରୂପା ବିଦ୍ୟାଭବନର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ

15 January 2025 kanika odisha 0

କେନ୍ଦ୍ରାପଡ଼ା,୧୫ା୧: ମହାକାଳପଡା ବ୍ଲକ ଅନ୍ତର୍ଗତ ମହାକାଳପଡା ପଞ୍ଚାୟତସ୍ଥିତ ଯୁଗରୂପା ବିଦ୍ୟାଭବନର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ବିଦ୍ୟାଳୟର ପୁରାତନ ଛାତ୍ର ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ […]

ଜିଲ୍ଲାସ୍ତରୀୟ ଜୁନିୟର୍ ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ପ୍ରଥମ ଲିଗ୍ ମ୍ୟାଚ୍‌ରେ ଶ୍ରୀ କ୍ଷେତ୍ରପାଳ ସ୍ପୋର୍ଟିଂ ୟୁନିୟନ୍ ବିଜୟୀ

15 January 2025 kanika odisha 0

କେନ୍ଦ୍ରାପଡ଼ା,୧୫ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଜୁନିୟର୍ (୧୯ବର୍ଷରୁ କମ୍‌) ଆନ୍ତଃକ୍ଲବ ସୁପର ଲିଗ୍ ମ୍ୟାଚ୍ ଆଜି ଆରମ୍ଭ ହୋଇଯାଇଛି । […]

ବଜରଙ୍ଗୀ ୟୁଥ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

15 January 2025 kanika odisha 0

କେନ୍ଦ୍ରାପଡ଼ା,୧୫ା୧: ମହାକାଳପଡା ବ୍ଲକ ଅନ୍ତର୍ଗତ ମହାକାଳପଡା ଗ୍ରାମର ମା’ ଗଜଲକ୍ଷ୍ମୀ ପଡିଆଠାରେ ବଜରଙ୍ଗୀ ୟୁଥ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଦିନିକିଆ ଦିନ-ରାତି ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଦିନିକିଆ ଅନ୍ତଃଜିଲ୍ଲା ସ୍ତରୀୟ […]

ସଂକ୍ରାନ୍ତି ପୁରୁଷ ଫକୀରମୋହନ ଓଡିଆ ଜାତିର ଅସ୍ମିତା

14 January 2025 kanika odisha 0

କେନ୍ଦ୍ରାପଡା,୧୪ା୧: ଆଜି କେନ୍ଦ୍ରାପଡାର ନବଗଠିତ ସଂସ୍ଥା “କେନ୍ଦ୍ରାପଡା ଜିଲ୍ଲା ନାଟ୍ୟକଳା ସାହିତ୍ୟ ପରିଷଦ” ଦ୍ୱାରା ଉତ୍କଳୀୟ ସାହିତ୍ୟର ଉତ୍କଳ ସାହିତ୍ୟ ସ୍ରଷ୍ଟା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ଉପଲକ୍ଷେ ଏକ ସ୍ମୃତିସଭା ଅନୁଷ୍ଠାନର […]

ବଳଦେବ ଉଚ୍ଚ ବିଦ୍ୟାଳୟରେ ପଞ୍ଚସଖା ଶିକ୍ଷା ସେତୁର ସଭା

14 January 2025 kanika odisha 0

କେନ୍ଦ୍ରାପଡା,୧୪ା୧: ପୌରାଞ୍ଚଳସ୍ଥିତ ବଳଦେବ ଉଚ୍ଚ ବିଦ୍ୟାଳୟର ସଭାଗୃହରେ ପଞ୍ଚସଖା ଶିକ୍ଷା ସେତୁର ସଭାପତି ପ୍ରାକ୍ତନ ଅଧ୍ୟକ୍ଷ ଅଜୟ କୁମାର ସାମଲଙ୍କ ସଭାପତିତ୍ୱରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ରାତ୍ରି ଜଗୁଆଳି, […]

ତୃତୀୟ ଜିଲ୍ଲାସ୍ତରୀୟ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ

14 January 2025 kanika odisha 0

କେନ୍ଦ୍ରାପଡା,୧୪ା୧: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ କଲେକ୍ଟୋରେଟ୍ ଷ୍ଟାଫ୍ କମିଟି ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଦ୍ୱିଦିବସୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ସୋମବାର ଦିନ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡା […]

ମାର୍କେଟ କମ୍ଲେକ୍ସ ଗୃହ ଉଦଘାଟିତ

14 January 2025 kanika odisha 0

କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ସାହାସପୁର ଠାରେ ମାର୍କେଟ କମ୍ପେ୍ଲକ୍ସ ଗୃହ ମଙ୍ଗଳବାର ପବିତ୍ର ମକରସଂକ୍ରାନ୍ତୀ ଅବସରରେ ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ସରପଞ୍ଚ ସରୋଜିନୀ ନାୟକ ଓ […]

କବାଡିଆ ବେପାରୀଙ୍କ କବଜାରେ ଫୁଟ୍‌ପାଥ

14 January 2025 kanika odisha 0

କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡ଼ା ସହରର ଗୋବରୀ ନଦୀ ବାଇପାସ ରାସ୍ତାକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ଏକ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଏହାର ଅଧିକାଂଶ ଅଂଶ ଏବେ ଜବରଦଖଲରେ ଥିବା ଦେଖିବାକୁ ମିଳିଛି। କେତେକ […]