ପଟ୍ଟାମୁଣ୍ଡାଇ ଏମ.ଏନ ହାଇସ୍କୁଲ ୮୨ତମ ପ୍ରତିଷ୍ଠା ଦିବସ
ପଟ୍ଟାମୁଣ୍ଡାଇ ୧୪ା୧- ପଟ୍ଟାମୁଣ୍ଡାଇ ଅଚଂଳର ସର୍ବପୁରାତନ ଗୌରବମୟ ସରକାରୀ ଶିକ୍ଷାନୁଷ୍ଠାନ ଏମ.ଏନ ହାଇସ୍କୁଲର ୮୨ତମ ପ୍ରତିଷ୍ଠା ଦିବସ ପୁରାତନ ଛାତ୍ରସଂସଦ ପକ୍ଷରୁ ପାଳିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଜୟ କୁମାର […]
