କେନ୍ଦ୍ରାପଡ଼ା ପୁସ୍ତକମେଳାରେ ଅନୁଷ୍ଠିତ ହେବ ଯୁବ ଓ କିଶୋର ସ୍ପନ୍ଦନ

31 December 2025 kanika odisha 0

କେନ୍ଦ୍ରାପଡା ୩୦/୧୨- ଆସନ୍ତା ଜାନୁୟାରୀ ୬ ତାରିଖଠାରୁ ଆରମ୍ଭ ହେବାକୁ ଯାଉଥିବା ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ପ୍ରସ୍ତୁତି ବୈଠକ ସହ ଏହାର ଆୟୋଜକ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରସ୍‌(କେମ୍‌)ଏକ ବର୍ଷାନ୍ତ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି […]

ଜାନୁଆରୀ ପହିଲାରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ

30 December 2025 kanika odisha 0

କେନ୍ଦ୍ରାପଡ଼ା,୨୯ା୧୨:ଦିବ୍ୟଜୀବନ ସଙ୍ଘ କେନ୍ଦ୍ରାପଡା ଶାଖା ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଳନ ପାଇଁ ସମଗ୍ର ବିଶ୍ୱବାସୀଙ୍କୁ ନିବେଦନ କରିଛନ୍ତି। ସାରା ବିଶ୍ୱରେ ସମସ୍ତ ଦିବସ […]

କାଥରିନ ଦାସଙ୍କ ସ୍ମୃତିରେ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି

28 December 2025 kanika odisha 0

ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ କେନ୍ଦ୍ରାପଡ଼ା,୨୮ା୧୨:ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲାର ୪୮୫ଜଣ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି।ଟ୍ରଷ୍ଟର […]

ଟାଇମ୍ସ ଗୁରୁକୁଳ ସ୍କୁଲର ଦ୍ୱାଦଶ ବାର୍ଷିକ ଉତ୍ସବ

28 December 2025 kanika odisha 0

କେନ୍ଦ୍ରାପଡ଼ା ୨୮/୧୨ଜିଲ୍ଲାର କଲେଜ ଛକ ନିକଟ ଉଦୟ ନଗର ଠାରେ ଥିବା ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଟାଇମ୍ସ ଗୁରୁକୁଳ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରତିଷ୍ଠାତା ପ୍ରହ୍ଲାଦ ପାତ୍ରଙ୍କ ଅଧ୍ୟକ୍ଷତାରେ […]

ଜୟହିନ୍ଦ ହାଇସ୍କୁଲରେ ଗୁରୁ ପୂଜନ ଓ ବନ୍ଧୁମିଳନ

28 December 2025 kanika odisha 0

ପଟାମୁଣ୍ଡାଇ ୨୮/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲର ୧୯୮୯ ମାଟ୍ରିକ ବ୍ୟାଚ ପକ୍ଷରୁ ଗୁରୁ ପୂଜନ ଓ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି  । ପୁରାତନ ଛାତ୍ର ତଥା ପଟ୍ଟାମୁଣ୍ଡାଇ ବ୍ଲକ […]

ବଳଦେବ ହାଇସ୍କୁଲର ୧୯୭୯ବ୍ୟାଚ ବନ୍ଧୁମିଳନ

27 December 2025 kanika odisha 0

କେନ୍ଦ୍ରାପଡ଼ା,୨୭ା୧୨:କେନ୍ଦ୍ରାପଡା ଟାଉନ୍ ସ୍ଥିତ ବଳଦେବ ହାଇସ୍କୁଲର ୧୯୭୯ ମାଟ୍ରିକ ବ୍ୟାଚ ପୁରାତନ ଶିକ୍ଷାର୍ଥୀ ମାନଙ୍କ ଏକ ବନ୍ଧୁ ମିଳନ ଉତ୍ସବ ବୁଧବାର ଦାନପୁର ନିକଟ ମା’ ରାମଚଣ୍ଡୀ ପୀଠରେ ଅନୁଷ୍ଠିତ ହୋଇଯାଇଛି । ପୁରାତ୍ତନ […]

ସେବା ସ୍ୱାଭିମାନ ଓ ସଂଘର୍ଷ ପାଇଁ ବିଜେଡି କର୍ମୀ ପ୍ରତିଜ୍ଞା କରନ୍ତୁ: ବିଧାୟକ

26 December 2025 kanika odisha 0

ପଟ୍ଟାମୁଣ୍ଡାଇରେ ବିଜେଡି ପ୍ରତିଷ୍ଠା ଦିବସ ପଟ୍ଟାମୁଣ୍ଡାଇ ତା ୨୬/୧୨-ଓଡ଼ିଆ ସ୍ୱାଭିମାନର ପ୍ରତୀକ ପ୍ରବାଦପୁରୁଷ ବିଜୁ ପଟନାୟକଙ୍କ ଆଦର୍ଶରେ ଗଠିତ ବିଜେଡି ଦଳ ନବୀନ ପଟନାୟକଙ୍କ ନେତୃତ୍ୱରେ ଓଡିଶାର ବିକାଶ ପାଇଁ ଲଢେଇ ଜାରି ରଖିବ […]

ପଟ୍ଟାମୁଣ୍ଡାଇରେ ଶ୍ରୀରାମ ସେନା ପକ୍ଷରୁ ବାଜପାୟୀ ଜୟନ୍ତୀ ଓ ରକ୍ତଦାନ ଶିବିର

26 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୨୫/୧୨- କେନ୍ଦ୍ରାପଡ଼ା ଜିଲ୍ଲା ଶ୍ରୀରାମ ସେନା ପକ୍ଷରୁ ଜିଲ୍ଲା ସଭାପତି ଯୁବନେତା ଶାରଦା ପ୍ରସାଦ ରାଉତଙ୍କ ନେତୃତ୍ୱରେ ପଟ୍ଟାମୁଣ୍ଡାଇ ଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପାୟୀଙ୍କ […]

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ

25 December 2025 kanika odisha 0

କେନ୍ଦ୍ରାପଡ଼ା, ୨୫ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକ ଅବସରରେ ଜିଲ୍ଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ନବକ୍ରିଷ୍ଣ […]

ଏମପାୱାର ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ‘ପରିଶ୍ରମର କୌଣସି ବିକଳ୍ପ ନାହିଁ’

23 December 2025 kanika odisha 0

କେନ୍ଦ୍ରାପଡ଼ା,୨୩ା୧୨: ପରିଶ୍ରମର କୌଣସି ବିକଳ୍ପ ନାହିଁ। ପିଲାମାନେ ପରିଶ୍ରମ କରି ପାଠ ପଢିଲେ ସେ ପାଠ ସଠିକ କାମରେ ବିନିଯୋଗ ହେବ। ପିଲାମାନେ ହେଉଛନ୍ତି ଆମର ଭବିଷ୍ୟତ। ସେମାନେ ହେଉଛନ୍ତି ଆମ ପାଇଁ ବର୍ତ୍ତମାନର […]

ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ ବଣ୍ଟନ

20 December 2025 kanika odisha 0

କେନ୍ଦ୍ରାପଡ଼ା,୧୯ା୧୨:ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ୨ ଜଣ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ଜିଲ୍ଲାପାଳ ରଘୁରାମ ଆର. ଆୟର ୨ ଜଣ […]

କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ

20 December 2025 kanika odisha 0

କେନ୍ଦ୍ରାପଡ଼ା,୧୯ା୧୨:କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଇଛାପୁର ହାଇସ୍କୁଲରେ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା […]

ବିଧାୟକଙ୍କ ଦରମା ବୃଦ୍ଧି ଜନଶକ୍ତି ପାର୍ଟି ପ୍ରଧାନମନ୍ତ୍ରୀଙ୍କୁ ସ୍ମାରକ ପତ୍ର

20 December 2025 kanika odisha 0

କେନ୍ଦ୍ରାପଡା,୧୯ା୧୨: କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ଜନଶକ୍ତି ପାର୍ଟିର ସ୍ମାରକ ପତ୍ର ଦେଇ ଗରିବ ଓଡିଶାର ଜନସାଧାରଣଙ୍କୁ ଚିଟଫଣ୍ଡ ଟଙ୍କା ଫେରସ୍ତ, ବିଶୁଦ୍ଧ ପାନୀୟ ଜଳ ଯୋଗାଣ, ଶିକ୍ଷା ଓ କୃଷି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନର ନାରା […]

ଭିବି ଜୀ ରାମ ଜୀ ପ୍ରତ୍ୟାହାର ପାଇଁ ଆହ୍ୱାନ

20 December 2025 kanika odisha 0

କେନ୍ଦ୍ରାପଡ଼ା, ୧୯/୧୨-ନିଯୁକ୍ତି, ଦରବୃଦ୍ଧି, ଆର୍ଥୀକ ପରିଚାଳନା, ଆଭ୍ୟନ୍ତରୀଣ ସୁରକ୍ଷା, ବୈଦେଶିକ ନୀତି ଆଦି ସମସ୍ତ କ୍ଷେତ୍ରରେ ଏଗାର ବର୍ଷର ଭଜପା ସରକାର ଅସଫଳ ହୋଇଛି । ମାତ୍ର ନିଜର ବିଫଳତା ଲୁଚାଇବା ପାଇଁ ଗ୍ରାମୀଣ […]

ପଟ୍ଟାମୁଣ୍ଡାଇ ବିଦ୍ୟୁତ ଉପଭୋକ୍ତା ମଞ୍ଚ ଟି ପି ସି ଓ ଡ଼ି ଏଲ କର୍ମକର୍ତ୍ତା ଙ୍କ ସହ ଆଲୋଚନା

18 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୧୮/୧୨- ପଟ୍ଟାମୁଣ୍ଡାଇ ଅଂଚଳର ବିଦ୍ୟୁତ ଉପଭୋକ୍ତା ମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଜି ପଟ୍ଟାମୁଣ୍ଡାଇ ବିଦ୍ୟୁତ ଉପଭୋକ୍ତା ସଂଘ ସଭାପତି କାଉନସିଲର ଗୋପୀବଲ୍ଲଭ ନାୟକ ଓ ସମ୍ପାଦକ ଗୋପୀନାଥ ତ୍ରିପାଠୀ […]

ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ୧୩ତମ ବାର୍ଷିକ କ୍ରୀଡା ଉତ୍ସବ

18 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୧୮/୧୨ -ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରର ୧୩ତମ ବାର୍ଷିକ କ୍ରୀଡା ଉତ୍ସବ ୪ଦିନ ଧରି ଶିଶୁ ଶିକ୍ଷା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । […]

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗରେ ମାନବ ସଭ୍ୟତା ସଫଳତା ପଥରେ ଚାଲିଛି

18 December 2025 kanika odisha 0

ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ଆଲୋଚନାଚକ୍ର ପଟ୍ଟାମୁଣ୍ଡାଇ ୧୭/୧୨ – ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଶ୍ରେଣୀ କକ୍ଷରେ ପ୍ରଯୁକ୍ତି ବିଦ୍ୟାର ସମନ୍ୱିତ ଆହ୍ୱାନ ଓ ସମ୍ଭାବନା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି […]

କାକଟ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

18 December 2025 kanika odisha 0

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୨ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ପୌରସଭ୍ୟ ଉମେଶ ଚନ୍ଦ୍ର […]

ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

13 December 2025 kanika odisha 0

କେନ୍ଦ୍ରାପଡ଼ା,୧୨ା୧୨:ପ୍ରତିବର୍ଷ ଡିସେମ୍ବର ମାସରେ ବଳଦେବ ସେନା ପକ୍ଷରୁ ଆୟୋଜିତ ହୋଇଆସୁଥିବା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସାମାଜିକ ଦାୟିତ୍ୱ ଓ ସେବାମୂଳକ କାର୍ଯ୍ୟର ଏକ ଉଲ୍ଲେଖନୀୟ ଉଦାହରଣ। ଚଳିତ ବର୍ଷର ଷଷ୍ଠ ବାର୍ଷିକ ରକ୍ତଦାନ ଶିବିରକୁ […]

ଖଡ଼ିଅଙ୍ଗରେ ମିଲେଟ୍ ଶକ୍ତି ଟିଫିନ ସେଣ୍ଟର ଉଦ୍‌ଘାଟିତ

11 December 2025 kanika odisha 0

କେନ୍ଦ୍ରାପଡ଼ା,୧୧ା୧୨: କେନ୍ଦ୍ରାପଡା ପୌରାଞ୍ଚଳ ଅଧୀନ ୧୧ ନମ୍ବର ୱାର୍ଡ ଖଡ଼ିଅଙ୍ଗ ଠାରେ ଏକ ମାଣ୍ଡିଆ ଟିଫିନ ସେଣ୍ଟର ଉଦଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ପୌରପାଳିକା ଚେୟାରମ୍ୟାନ ଶ୍ରୀମତୀ ସରିତା ସାହୁ କହିଲେ ମାଣ୍ଡିଆ […]

ଜିଲ୍ଲା ତୈଳିକ ବୈଶ୍ୟ ସମାଜର ସମାବେଶ

11 December 2025 kanika odisha 0

କେନ୍ଦ୍ରାପଡା ୧୧/୧୨- ଆଜି କେନ୍ଦ୍ରାପଡ଼ା ଜିଲ୍ଲା ତୈଳିକ ବୈଶ୍ୟ ସମାଜର ଏକ ସମାବେଶ ସ୍ଥାନୀୟ ଗୌରିଶଙ୍କର ସଭାଗୃହରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ସଭାପତି ସରୋଜ ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବରେ ରାଜ୍ୟ […]

ବିଦ୍ୟାଳୟରେ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

11 December 2025 kanika odisha 0

କେନ୍ଦ୍ରାପଡା ୧୦/୧୨- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ମେହେନ୍ଦିପୂର୍ ସ୍ଥିତ ଲାଲ ବାହାଦୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସାହିତ୍ୟ ପତ୍ରିକା ‘କାୟାକଳ୍ପ’ ପକ୍ଷରୁ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ସନ୍ତୋଷ […]

ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଅଧିବେଶନ

11 December 2025 kanika odisha 0

କେନ୍ଦ୍ରାପଡା,୧୦ା୧୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ୭୫ତମ ଅଧିବେଶନ ଗୋପସ୍ଥିତ ରାମ ମନ୍ଦିର ପରିସରରେ ସଭାପତି ଡଃ ଉପେନ୍ଦ୍ରନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ସଂଗଠନ ସଂପାଦକ ବୈଷ୍ଣବ ଚରଣ […]

ମାନବିକ ଅଧିକାର ଦିବସ ପାଳିତ

11 December 2025 kanika odisha 0

କେନ୍ଦ୍ରାପଡା,୧୦ା୧୨: କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସ୍ଥାନୀୟ ସେଣ୍ଟ ଜାଭିୟର ହାଇସ୍କୁଲ ଗୋପ କେନ୍ଦ୍ରାପଡା ଠାରେ ମାନବିକ ଅଧିକାର ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାଧିକରଣର ସଚିବ ସନ୍ତୋଷ […]