କେନ୍ଦ୍ରାପଡା,୨୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ସାଇ ବିହାରରେ ଶ୍ରୀ ଶିରିଡି ସାଇ ଜନକଲ୍ୟାଣୀ ଟ୍ରଷ୍ଟ ପକ୍ଷରୁ ଶିରିଡି ସାଇ ମନ୍ଦିରର ପ୍ରଥମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ପାଳନ କରାଯାଇଛି । ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକଙ୍କ ତତ୍ତ୍ୱାବଧାନରେ ସୋମବାର ପ୍ରାତଃ ୭ଟାରେ ଜଳାଧିବାସ, ୮ଟା ସମୟରେ ଶାନ୍ତିହୋମ, ୧୦ଟା ସମୟରେ ମହାଭିଷେକ କରାଯିବା ପରେ ମଧ୍ୟାହ୍ନରେ ଆରତୀ କରାଯାଇଥିଲା । ଏହି ଅବସରରେ ପ୍ରଜ୍ଞାନ ମିଶନର ପରମହଂସ ପ୍ରଜ୍ଞାନାନନ୍ଦଜୀ […]

କେନ୍ଦ୍ରାପଡ଼ା, ୨୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପକ୍ଷରୁ ଗରିବ ମହିଳାମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଲଘୁଚାପ ବର୍ଷା ପରେ ପରେ ପ୍ରବଳ ଶୀତ ଲାଗି ରହିଛି। ସେହି ଶୀତରୁ ରକ୍ଷା ପାଇବା ନିମନ୍ତେ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ନିଆଳ ଗ୍ରାମର ଗରିବ ମହିଳାମାନଙ୍କୁ ଶିତବସ୍ତ୍ର କମ୍ବଳ ବଣ୍ଟନ କରିଛନ୍ତି। ଏହି କାର୍ଯ୍ୟକ୍ରମକୁ ଆଶ୍ରମର ବ୍ରହ୍ମଚାରୀ ନୃସିଂହ ଦାସ […]

କେନ୍ଦ୍ରାପଡା,୨୩/୧୨: ରାଜ୍ୟର ଅଗ୍ରଣୀ ସାହିତ୍ୟ ପ୍ରତିଷ୍ଠାନ କୋରୋସ୍ଥିତ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର କର୍ମକର୍ତ୍ତାମାନେ ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ ହୋଇ ସଂସଦର ଗୌରବ ବୃଦ୍ଧି କରିଛନ୍ତି । ଗତକାଲି ଭୁବନେଶ୍ୱରସ୍ଥିତ ରେଡ୍‌କ୍ରସ୍ ଭବନରେ ପଲ୍ଲୀକବି ନନ୍ଦକିଶୋର ବଳ ଫାଉଣ୍ଡେସନ ପକ୍ଷରୁ ପ୍ରାୟୋଜିତ ରାଜ୍ୟସ୍ତରୀୟ ପଲ୍ଲୀକବିଙ୍କ ୧୪୯ତମ ଜନ୍ମଜୟନ୍ତୀ ପାଳନ ଅବସରରେ ଉଲ୍ଲେଖଯୋଗ୍ୟ ଭୂମିକା ଏବଂ ସାରସ୍ୱତ ସାଧନା ପାଇଁ ରାଜଶ୍ରୀ ତଥା ବେଳାଭୂମି ସାହିତ୍ୟ ସଂସଦର ସଭାପତି ବିଶିଷ୍ଟ […]

ପଟ୍ଟାମୁଣ୍ଡାଇ ତା ୨୩/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତଅମୃତମଣୋହି ଶୁଦ୍ଧାନନ୍ଦ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ଅଧକ୍ଷ ନିଗମାନନ୍ଦ ସାମଲଙ୍କ ପୌରହିତ୍ୟ ଓ ନିର୍ମଳା ଜେନାଙ୍କ ସଂଯୋଜନା ରେ ଆୟୋଜିତ ଉତ୍ସବରେ ମାର୍ଗଦର୍ଶକ ସ୍ୱାମୀ ଅଦୈତା ନନ୍ଦ ସରସ୍ବତୀ ମୁଖ୍ୟଅତିଥି, ଶିକ୍ଷାବିତ ଅଶୋକ କୁମାର ଦାସ ମୁଖ୍ୟବକ୍ତା ସାମ୍ବାଦିକ ଚିତ୍ତରଞ୍ଜନ ମଲ୍ଲିକ,ଇଂ ପ୍ରଦ୍ୟୁମ୍ନ ରାଉତ ଓ ଅମୃତମଣୋହି ସରପଞ୍ଚ ପ୍ରତିନିଧି ସିଦ୍ଧାର୍ଥ ଦାସ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ […]

ପଟ୍ଟାମୁଣ୍ଡାଇ ୨୩/୧୨ -ବରଗଡ ଜିଲ୍ଲା ବରପାଲି ବାଳକ ହାଇସ୍କୁଲରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ବାଲବୈଜ୍ଞାନିକ ପ୍ରଦର୍ଶନୀରେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗଙ୍ଗାରାମପୁର ଗ୍ରାମ ପଂଚାୟତ ଗଙ୍ଗାରାମପୁର ହାଇସ୍କୁଲର କୁନି ବୈଜ୍ଞାନିକ ପ୍ରାଣ ତୋଷ ପ୍ରଧାନଙ୍କ ପ୍ରକଳ୍ପ ପ୍ରଥମ ସ୍ଥାନ ଅଧିକାର କରିଛନ୍ତିା ଏହି ଉପଲକ୍ଷେ ପ୍ରଧାନଶିକ୍ଷକ ଚିତରଞ୍ଜନ କବିଙ୍କ ପୌରହିତ୍ୟରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳାଇ ମୁଖ୍ୟଅତିଥି ,ପୋଖରୀଆପଡ଼ା ସାଧନାକେନ୍ଦ୍ର […]

କେନ୍ଦ୍ରାପଡ଼ା,୨୩ା୧୨: ବିଦ୍ୟୁତ୍ କର୍ମଚାରୀଙ୍କ ନିଯୁକ୍ତି ଓ ଦରମା ସମେତ ବିଭିିନ୍ନ ସମସ୍ୟା ସମାଧାନ ନହେବା ଯୋଗୁଁ କର୍ମଚାରୀମାନେ ସୋମବାର ବିଦ୍ୟୁତ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି । ସାରା ଓଡିଶାକୁ ଆଲୋକିତ କରୁଥିବା ବିଦ୍ୟୁତ୍ ଶ୍ରମିକଙ୍କ ଭାଗ୍ୟ ଆଜି ଅନ୍ଧାରରେ ଏହି ବାର୍ତ୍ତା ନେଇ ଓଡିଶା ବିଦ୍ୟୁତ୍ କର୍ମଚାରୀ ମହାସଂଘ ଡାକରାରେ ସାରା ଓଡିଶାରେ ବିଦ୍ୟୁତ୍ ବଣ୍ଟନ ବିଭାଗରେ କାର୍ଯ୍ୟରତ ବିଦ୍ୟୁତ୍ କର୍ମଚାରୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି । ପାରାଦୀପ ବିଦ୍ୟୁତ୍ […]

ପଟ୍ଟାମୁଣ୍ଡାଇ ତା ୨୩/୧୨- ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ପକ୍ଷରୁ “ଦି କଲଚରାଲ ଡିପିକ୍ସନ ଅଫ ଓମେନ ଇନ ମିଡ଼ିଆ ଫୋକଲୋର ଆଣ୍ଡ ଲିଟିରେଚର :ଇଫେକ୍ଟସ ଅନ ସୋସି ଏଟାଲ ପରସେପସନସ ଇସ୍ୟୁଜ ଆଣ୍ଡ ଚ୍ୟାଲେଞ୍ଜେସ ଶୀର୍ଷକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।  ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟ ଓ ଅଧ୍ୟାପକ ଡ଼ ମାନସ କୁମାର ନାୟକ ଙ୍କ ସଂଯୋଜନାରେ ଆୟୋଜିତ ଆଲୋଚନାଚକ୍ରରେ ବିହାର ମହାତ୍ମାଗାନ୍ଧୀ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ […]

ପଟ୍ଟାମୁଣ୍ଡାଇ ତା ୨୩/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ବାସୁଦେବ ମଠରେ ତିନି ଦିନ ବ୍ୟାପି ହରିବଂଶ ପଠନ ଓ ପ୍ରବଚନ ଜ୍ଞାନ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ପଣ୍ଡିତ ରବୀନ୍ଦ୍ର ଦାଶ ଓ ମୃତ୍ୟୁଞ୍ଜୟ ପଣ୍ଡା ହରିବଂଶ ପାଠ କରିଥିଲେ । ପଣ୍ଡିତ ଦାଶ ବାସୁଦେବଙ୍କୁ ନୈବେଦ୍ୟ ଅର୍ପଣ,ଘଟ ସ୍ଥାପନ, ହୋମ ଯଜ୍ଞ ଆଦି କାର୍ଯ୍ୟ ଯଥାଵିଧି ସମ୍ପନ୍ନ କରିଥିଲେ । ପ୍ରତ୍ୟେକ ସନ୍ଧ୍ୟାରେ ଭାଗବତ ବ୍ୟାଖ୍ୟାକାର ଦତ୍ତହରି […]

ଭୁବନେଶ୍ୱର, ୨୨ା୧୨-ଓଡ଼ିଶାରେ ସାମ୍ବାଦିକ ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ ରହିଛି। ଏହି ବନ୍ଧୁମାନଙ୍କ ସୁରକ୍ଷା, ଅଧିକାର ଓ ସୁବିଧା ପାଇଁ ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା ସହ ସେମାନଙ୍କୁ ବିଧିବିଦ୍ଧ ଭାବେ ମାନ୍ୟତା ପ୍ରଦାନ କରିବା ତଥା ପେନ୍‌ସନ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ଅନୁରୋଧ କରିବେ ବୋଲି କହିଛନ୍ତି। […]

ପଟ୍ଟାମୁଣ୍ଡାଇ ୨୨/୧୨ କ-ପଟ୍ଟମୁଣ୍ଡାଇ ଅଂଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଫଳରେ ବ୍ୟାପକ ମାତ୍ରାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ପାଣିରେ ପାଚିଲା ଧାନ ଲୋଟିରହିଛି । ଯଦିଓ ବର୍ଷା ହ୍ରାସ ପାଇଛି ତେବେ ବିଲରେ ପାଣି ଛିଡ଼ା ହୋଇଛି। ପାଣି ଖଲାସ କରିବାକୁ ନେଇ ଚାଷୀ ନାକେଦମ ହେଲେଣି। କ୍ଷେତରୁ ପାଣି ଶୀଘ୍ର ନ ଛାଡ଼ିଲେ ଧାନ ଗଜା ହୋଇଯିବା ଆଶଙ୍କା […]

ପଟ୍ଟାମୁଣ୍ଡାଇ ତା ୨୩/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ପଂଚାୟତ ଅଢାଖଣ୍ଡ ଗ୍ରାମରେ ଗ୍ୟାସ ଫାଟି ଗତକାଲି ରବୀନ୍ଦ୍ର ମଲିକଙ୍କ ଘର ପୋଡି ଯାଇଥିଲା  । ଖବର ପାଇ ଗତକାଲି ନରସିଂହପୁର ସରପଞ୍ଚ ଦିପ୍ତିମୟୀ ପରିଡା ଘଟଣାସ୍ଥଳରେ ପହଂଚି ବିପନ୍ନ ପରିବାରକୁ ଚୁଡା, ଗୁଡ଼, ଅଟା, ବିସ୍କୁଟ, ପାଲ ସହିତ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଆଜି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ […]

ପଟ୍ଟାମୁଣ୍ଡାଇ୨୨/୧୨ – ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ତରଫରୁ ଜାତୀୟ ଗଣିତ ଦିବସ ୨୦୨୪ ଓ ଗାଣିତିକ ଶ୍ରୀନିବାସ ରାମାନୁଜନଙ୍କ ୧୩୭ ତମ ଜନ୍ମଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସସର ଦିଲୀପ କୁମାର ଭୂୟାଁଙ୍କ ପୌରହିତରେ ଅନୁଷ୍ଠିତ ସଭାରେ ଗଣିତ ବିଭାଗର ମୁଖ୍ୟ ଅଧ୍ୟାପକ ଅରବିନ୍ଦ ପାଣ୍ଡ୍ୱ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଆଏ.କ୍ୟୁ.ଏସି ସଂଯୋଜକ ତଥା ରସାୟନ ବିଭାଗର ପ୍ରାଧ୍ୟାପକ ଡ଼ଃ ସୁନୀଲ […]

କେନ୍ଦ୍ରାପଡ଼ା, ୨୨ା୧୨: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ମହିପାଳ ସ୍ଥିତ କୁନ୍ତଳା କୁମାରୀ ଆର୍ଟ ଓ କ୍ରାଫ୍ଟ ସ୍କୁଲର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମାଳତୀଲତା ଚାରିଟେବୁଲ ଟ୍ରଷ୍ଟର ସମ୍ପାଦକ ହିମାଂଶୁ ଶେଖର ଦାଶଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବକୁ ୨୦ନମ୍ବର ୱାର୍ଡ କାଉନସିଲର ଅସୀମା ନାୟକ ଉଦ୍‌ଘାଟନ କରି କୁନି କୁନି ପିଲାମାନଙ୍କ ଦ୍ୱାରା ପ୍ରସ୍ତୁତ ଚିତ୍ରକଳା ଅତ୍ୟନ୍ତ ମନଲୋଭା ହୋଇଥିବା ବକ୍ତବ୍ୟ ରଖିଥିଲେ। […]

କେନ୍ଦ୍ରାପଡ଼ା, ୨୨ା ୧୨: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଜଳସମ୍ପଦ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷ ୨୨ତାରିଖ ଠାରୁ ଜାନୁଆରୀମାସ ୫ତାରିଖ ପର୍ଯ୍ୟନ୍ତ ପାଳନ ଅବସରରେ ରବିବାର ପୂର୍ବାହ୍ନରେ ପାଣି ପଞ୍ଚାୟତ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁଭ ଉଦଘାଟନ କରିଛନ୍ତି। ଏହି ରଥଟି ଆଜିଠାରୁ ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ବ୍ଲକ ମୁଖ୍ୟାଳୟ ଓ ସେଚ […]

କେନ୍ଦ୍ରାପଡ଼ା, ୨୨ା୧୨: ବଳଦେବ ସେନା ଆନୁକୂଲ୍ୟରେ ପଞ୍ଚମ ବାର୍ଷିକ ରକ୍ତଦାନ ଶିବିର ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଯାତ୍ରୀ ନିବାସରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟଚିକିତ୍ସାଳୟ ରକ୍ତ କେନ୍ଦ୍ରର କର୍ମଚାରୀ ରାକେଶ କୁମାର ମିଶ୍ରଙ୍କ ସହଯୋଗରେ ୮୧ୟୁନିଟ ରକ୍ତ ସଂଗୃହିତ ହୋଇଥିଲା। ଗରାପୁର ସ୍ଥିତ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଏହି ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ। ଏହି ଉଦଘାଟନୀ ଉତ୍ସବରେ କେନ୍ଦ୍ରାପଡ଼ା ଟାଉନ ଥାନା […]

ପଟ୍ଟାମୁଣ୍ଡାଇ ୨୨/୧୨ -ପଟ୍ଟାମୁଣ୍ଡାଇ ହରିହରାନନ୍ଦ ବାଳାଶ୍ରମର ୨୦ତମ ବାର୍ଷିକ ଉତ୍ସବ ସମାରୋହରେ ପାଳିତହୋଇଯାଇଛି I ଏହି ବାର୍ଷିକ ଉତ୍ସବକୁ ବାଳାଶ୍ରମ ପ୍ରତିଷ୍ଠାତା ଆନ୍ତର୍ଯ୍ୟାତିକଖ୍ୟାତିସମ୍ପନ୍ନ କ୍ରିୟା ଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦ ଉଦଘାଟନ କରିଥିଲେ I ବାଳାଶ୍ରମ ଅଧ୍ୟାକ୍ଷ ଡ଼ ମଳୟ କୁମାର ନନ୍ଦଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ଶିବାନନ୍ଦ ସେଣ୍ଟି ନାରୀ ବାଳକ ହାଇସ୍କୁଲ ପ୍ରତିଷ୍ଠାତା ସ୍ୱାମୀ ଶିବଚିଦାନନ୍ଦ ସରସ୍ବତୀ ମୁଖ୍ୟଅତିଥି,ସ୍ୱାମୀ ଜୀବମୁକ୍ତାନନ୍ଦ ମହାରାଜ,ପ୍ରଭୁ ଜଗନ୍ନାଥ ଭକ୍ତ ଡ଼ ସେକ […]

ଚଣ୍ଡିଗଡ଼,୨୧୧୨- ପଞ୍ଜାବର ମୋହାଲିରେ ଏକ ୬ ମହଲା କୋଠା ଭୁଶୁଡି ପଡିବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍ ସେଣ୍ଟର ଥିଲା। ଏହାତଳୁ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। କୁହାଯାଉଛି, ଖନନ ଚାଲିଥିବା ନିକଟସ୍ଥ କୋଠାରେ କାମ ଚାଲିଥିଲା। ଏହି କାରଣରୁ କୋଠା ଭୁଶୁଡି ପଡ଼ିଛି। ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି […]

କେନ୍ଦ୍ରାପଡା, ୨୧ା୧୨:ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ୱାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍ ବିବୃତିରେ ଜଣାଇଛନ୍ତି। ଗତ ପଞ୍ଚାୟତ ନିର୍ବାଚନ ପରଠାରୁ କୁରୁଣ୍ଟି ପଞ୍ଚାୟତର ଏହି ଦୁଇ ନେତା ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ରହିବା ସହ ଦଳୀୟ କର୍ମୀଙ୍କୁ ବିଭିନ୍ନ ସମୟରେ ହଇରାଣ […]

କେନ୍ଦ୍ରାପଡା,୨୧ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମସ୍ଥିତ ରୁଦ୍ରାଣୀ ପବ୍ଲିକ ସ୍କୁଲ ଏବଂ କିଡସ୍ ପ୍ଲେ ସ୍କୁଲର ମିଳିତ ଆନୁକୂଲ୍ୟରେ ୨୦ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ମଞ୍ଚ ଉନ୍ମୋଚନ କରି କହିଥିଲେ ଯେ ଆଜିର ଶିଶୁ କାଲିର ନାଗରିକ । ପ୍ରବଚକ ମାନସଭୂଷଣ ହୃଷିକେଶ ରଥ ଅତିଥର […]

କେନ୍ଦ୍ରାପଡ଼ା, ୨୧ା୧୨: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍ ପରବର୍ତ୍ତୀ ଅବପାତ ପ୍ରଭାବରେ ଶୁକ୍ରବାର ଠାରୁ ବର୍ଷା ଲାଗି ରହିଥିବାରୁ ଚାଷୀମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଗତ କିଛି ଦିନ ହେବ ଚାଷୀମାନେ ବିଲରୁ ଧାନ କାଟି ସେହି ବିଲରେ ଶୁଖିବା ପାଇଁ ପକାଇଥିବା ବେଳେ ଏବେ ବର୍ଷା ହୋଇଯିବାରୁ ସେହି କଟା ହୋଇଥିବା ଧାନ ବିଲରୁ ଖଳାକୁ ଆଣିବା ଆଉ ସମ୍ଭବ ହୋଇ ପାରୁନି। କାରଣ […]

କେନ୍ଦ୍ରାପଡ଼ା, ୨୧ା୧୨: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ସାଂସ୍କୃତିକ ଓ କ୍ରୀଡା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଅନୁଷ୍ଠିତ ଏହି ଉତ୍ସବରେ ଦୁଇଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ନିଜର ପ୍ରତିଭାକୁ ପ୍ରଦର୍ଶନ କରିଥିଲେ। ଉଦଯାପନୀ ଉତ୍ସବରେ ଅଧ୍ୟକ୍ଷ ପ୍ରଫେସର ତୁଷାରକାନ୍ତ ବରାଳ ଅଧ୍ୟକ୍ଷତା କରି ବର୍ତ୍ତମାନ ଚାପଗ୍ରସ୍ତ ପିଲାମାନଙ୍କ ପାଇଁ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟ ଅତିଥି […]

2

କେନ୍ଦ୍ରାପଡା,୨୧ା୧୨: ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶିନୀ ବରଗଡ ଜିଲ୍ଲାର ବରପାଲି ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ତିନିଦିନଧରି ଉଦ୍‌ଯାପିତ ହୋଇଯାଇଛି। ଏହି ପ୍ରଦର୍ଶନୀରେ କେନ୍ଦ୍ରାପଡାର ୭ଟି ପ୍ରକଳ୍ପ ମଧ୍ୟରୁ ୪ଗୋଟି ପ୍ରକଳ୍ପ ଜୋନସ୍ତରକୁ ମନୋନୀତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଓଡିଶା ଆଦର୍ଶ ବିଦ୍ୟାଳୟ ତରାଣ୍ଡୋ ଏକାଦଶ ଶ୍ରେଣୀର ଛାତ୍ରୀ ସ୍ୱାତୀପ୍ରଜ୍ଞା ରଥ ଖାଦ୍ୟ ସ୍ୱାସ୍ଥ୍ୟ ବିଷୟବସ୍ତୁରେ ପ୍ରଥମ ସ୍ଥାନ ଓ ପଟ୍ଟାମୁଣ୍ଡାଇର ଗଙ୍ଗାରାମପୁରସ୍ଥିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଦଶମ […]

ପଟ୍ଟାମୁଣ୍ଡାଇ ତା ୨୧/୧୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ବିଜେପି ସଂଗଠନକୁ ମଜଭୁତ କରିବା ପାଇଁ ପଦକ୍ଷେପ ନିଆଯାଇଛି I ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ପୌର ପରିଷଦ ନଂ ୧ୱାର୍ଡରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି I ପୂର୍ବତନ କାଉନସିଲର ବରିଷ୍ଠ ବିଜେପି ନେତା ପଦାରବିନ୍ଦ ସାହୁଙ୍କ ନେତୃତ୍ୱରେ ଆୟୋଜିତ ମିଶ୍ରଣ ପର୍ବ ରେ ରାଜନଗର ନିର୍ବାଚନମଣ୍ଡଳୀ ବିଜେପି ନେତା ଲଳିତ ବେହେରା,ବରିଷ୍ଠ ଯୁବନେତା ମିଟୁ ମନୋଜ ନାୟକ, ଯୁବନେତା […]

ପଟ୍ଟାମୁଣ୍ଡାଇ ୨୧/୧୨-ରାଜ୍ୟ ସରକାରଙ୍କ ନିର୍ଦେଶରେ ପ୍ରଶାସନ ଗାଁ ମୁହାଁ ହୋଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଳଭଦ୍ରପୁର ପଂଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର, ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭ୍ରାଂଶୁ ସାହୁ, ସରପଂଚ ପ୍ରିୟବ୍ରତ ଓଝା, ସମିତି ସଭ୍ୟ କୈଳାଶ ପରିଡା, ପଂଚାୟତ ନିର୍ବାହୀ ଅଧିକାରୀ ଜ୍ୟୋତି ରଞ୍ଜନ ସାମଲ ଓ ଏଡିଇଓ ବର୍ଷାରାଣୀ ଖୁଂଟିଆ ଯୋଗ ଦେଇ […]