ରାଜ୍ୟ

ଦ୍ୱାବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳାର ତୃତୀୟ ପ୍ରସ୍ତୁତି ବୈଠକ “ବହିଥାକ ଖାଲି ରଖନ୍ତୁ” ପ୍ରମୋ ପୋଷ୍ଟର ଉନ୍ମୋଚିତ

କେନ୍ଦ୍ରାପଡା ୨୩/୧୨-କେନ୍ଦ୍ରାପଡା ଇଭେଣ୍ଟମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ ଏକବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ୩ୟ ପ୍ରସ୍ତୁତି ବୈଠକ ମାଧପୁର ସ୍ଥିତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଉପଦେଷ୍ଠା ଡଃ...

କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ଶିଶୁ ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡା,୨୩ା୧୨: ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଆଖୁଆ ଓଢଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ଦ୍ୱାରା କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ୨୮ତମ ଶିଶୁ...

ଗରାପୁର ଶିରିଡି ସାଇ ମନ୍ଦିରର ପ୍ରଥମ ବାର୍ଷିକ ଉତ୍ସବ ପାଳନ

କେନ୍ଦ୍ରାପଡା,୨୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ସାଇ ବିହାରରେ ଶ୍ରୀ ଶିରିଡି ସାଇ ଜନକଲ୍ୟାଣୀ ଟ୍ରଷ୍ଟ ପକ୍ଷରୁ ଶିରିଡି ସାଇ ମନ୍ଦିରର ପ୍ରଥମ ବାର୍ଷିକ ପ୍ରତିଷ୍ଠା ଉତ୍ସବ...

ଶିବାନନ୍ଦ ଆଶ୍ରମ ପକ୍ଷରୁ ମହିଳାମାନଙ୍କୁ ଶୀତବସ୍ତ୍ର ବଣ୍ଟନ

କେନ୍ଦ୍ରାପଡ଼ା, ୨୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପକ୍ଷରୁ ଗରିବ ମହିଳାମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଲଘୁଚାପ ବର୍ଷା ପରେ ପରେ...

ରାଜଶ୍ରୀର କବି କଥାକାର ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ

କେନ୍ଦ୍ରାପଡା,୨୩/୧୨: ରାଜ୍ୟର ଅଗ୍ରଣୀ ସାହିତ୍ୟ ପ୍ରତିଷ୍ଠାନ କୋରୋସ୍ଥିତ ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର କର୍ମକର୍ତ୍ତାମାନେ ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ ହୋଇ ସଂସଦର ଗୌରବ ବୃଦ୍ଧି କରିଛନ୍ତି...

ଶୁଦ୍ଧାନନ୍ଦ ବିଦ୍ୟାଳୟ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ତା ୨୩/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତଅମୃତମଣୋହି ଶୁଦ୍ଧାନନ୍ଦ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ଅଧକ୍ଷ ନିଗମାନନ୍ଦ ସାମଲଙ୍କ ପୌରହିତ୍ୟ ଓ ନିର୍ମଳା ଜେନାଙ୍କ ସଂଯୋଜନା...

ରାଜ୍ୟସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ପ୍ରଥମ ପ୍ରାଣତୋଷଙ୍କୁ ସମ୍ବର୍ଦ୍ଧନା

ପଟ୍ଟାମୁଣ୍ଡାଇ ୨୩/୧୨ -ବରଗଡ ଜିଲ୍ଲା ବରପାଲି ବାଳକ ହାଇସ୍କୁଲରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ବାଲବୈଜ୍ଞାନିକ ପ୍ରଦର୍ଶନୀରେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗଙ୍ଗାରାମପୁର ଗ୍ରାମ ପଂଚାୟତ...

ବିଦ୍ୟୁତ୍ ବିଭାଗ କର୍ମଚାରୀଙ୍କ ଗଣଧାରଣା

କେନ୍ଦ୍ରାପଡ଼ା,୨୩ା୧୨: ବିଦ୍ୟୁତ୍ କର୍ମଚାରୀଙ୍କ ନିଯୁକ୍ତି ଓ ଦରମା ସମେତ ବିଭିିନ୍ନ ସମସ୍ୟା ସମାଧାନ ନହେବା ଯୋଗୁଁ କର୍ମଚାରୀମାନେ ସୋମବାର ବିଦ୍ୟୁତ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି ।...

ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ତା ୨୩/୧୨- ପଟ୍ଟାମୁଣ୍ଡାଇ କଲେଜ ଇଂରାଜୀ ବିଭାଗ ପକ୍ଷରୁ "ଦି କଲଚରାଲ ଡିପିକ୍ସନ ଅଫ ଓମେନ ଇନ ମିଡ଼ିଆ ଫୋକଲୋର ଆଣ୍ଡ ଲିଟିରେଚର :ଇଫେକ୍ଟସ ଅନ...

ସଂସାରଫଳ ବାସୁଦେବ ମଠ ରେ ହରିବଂଶ,ପ୍ରବଚନଜ୍ଞାନଯଜ୍ଞ

ପଟ୍ଟାମୁଣ୍ଡାଇ ତା ୨୩/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ବାସୁଦେବ ମଠରେ ତିନି ଦିନ ବ୍ୟାପି ହରିବଂଶ ପଠନ ଓ ପ୍ରବଚନ ଜ୍ଞାନ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି...

ସାମ୍ବାଦିକଙ୍କ ପେନସନ୍ ବ୍ୟବସ୍ଥା ପାଇଁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୨୨ା୧୨-ଓଡ଼ିଶାରେ ସାମ୍ବାଦିକ ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ସାମ୍ବାଦିକ ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ ରହିଛି। ଏହି...

ଅଦିନିଆ ବର୍ଷା ଧୋଇ ନେଲା ବର୍ଷକର ଦାନା : ଧାନ କଚଡା ପାଣିରେ ଭାସୁଛି , ଚିନ୍ତାରେ ଚାଷୀ

ପଟ୍ଟାମୁଣ୍ଡାଇ ୨୨/୧୨ କ-ପଟ୍ଟମୁଣ୍ଡାଇ ଅଂଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଫଳରେ ବ୍ୟାପକ ମାତ୍ରାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା...

ଅଢାଖଣ୍ଡ ଅଗ୍ନିବିପନ୍ନ ପରିବାରକୁ ସାଂସଦଙ୍କ ସହାୟତା

ପଟ୍ଟାମୁଣ୍ଡାଇ ତା ୨୩/୧୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ପଂଚାୟତ ଅଢାଖଣ୍ଡ ଗ୍ରାମରେ ଗ୍ୟାସ ଫାଟି ଗତକାଲି ରବୀନ୍ଦ୍ର ମଲିକଙ୍କ ଘର ପୋଡି ଯାଇଥିଲା  । ଖବର ପାଇ...

ଜାତୀୟ ଗଣିତ ଦିବସ ମହାସମାରୋହରେ ପାଳିତ

ପଟ୍ଟାମୁଣ୍ଡାଇ୨୨/୧୨ - ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ତରଫରୁ ଜାତୀୟ ଗଣିତ ଦିବସ ୨୦୨୪ ଓ ଗାଣିତିକ ଶ୍ରୀନିବାସ ରାମାନୁଜନଙ୍କ ୧୩୭ ତମ ଜନ୍ମଜୟନ୍ତୀ ମହାସମାରୋହରେ ପାଳିତ...

କୁନ୍ତଳା କୁମାରୀ ଆର୍ଟ ଓ କ୍ରାଫ୍ଟ ସ୍କୁଲର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା, ୨୨ା୧୨: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ମହିପାଳ ସ୍ଥିତ କୁନ୍ତଳା କୁମାରୀ ଆର୍ଟ ଓ କ୍ରାଫ୍ଟ ସ୍କୁଲର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି...

କେନ୍ଦ୍ରାପଡ଼ା ଜିଲ୍ଲା ପରିକ୍ରମା କରିବ ପାଣି ପଞ୍ଚାୟତ ସଚେତନତା ରଥ

କେନ୍ଦ୍ରାପଡ଼ା, ୨୨ା ୧୨: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଜଳସମ୍ପଦ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷ ୨୨ତାରିଖ ଠାରୁ ଜାନୁଆରୀମାସ ୫ତାରିଖ ପର୍ଯ୍ୟନ୍ତ ପାଳନ ଅବସରରେ...

ବଳଦେବ ସେବା ପକ୍ଷରୁ ରକ୍ତଦାନ ଶିବିର

କେନ୍ଦ୍ରାପଡ଼ା, ୨୨ା୧୨: ବଳଦେବ ସେନା ଆନୁକୂଲ୍ୟରେ ପଞ୍ଚମ ବାର୍ଷିକ ରକ୍ତଦାନ ଶିବିର ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଯାତ୍ରୀ ନିବାସରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟଚିକିତ୍ସାଳୟ...

ହରିହରାନନ୍ଦ ବାଳାଶ୍ରମର ୨୦ତମ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ୨୨/୧୨ -ପଟ୍ଟାମୁଣ୍ଡାଇ ହରିହରାନନ୍ଦ ବାଳାଶ୍ରମର ୨୦ତମ ବାର୍ଷିକ ଉତ୍ସବ ସମାରୋହରେ ପାଳିତହୋଇଯାଇଛି I ଏହି ବାର୍ଷିକ ଉତ୍ସବକୁ ବାଳାଶ୍ରମ ପ୍ରତିଷ୍ଠାତା ଆନ୍ତର୍ଯ୍ୟାତିକଖ୍ୟାତିସମ୍ପନ୍ନ କ୍ରିୟା ଯୋଗୀ ପରମହଂସ...

୬ ମହଲା କୋଠା ଭୁଶୁଡ଼ି ଚାପି ହୋଇଗଲେ ୪, ଅନେକ ଆହତ

ଚଣ୍ଡିଗଡ଼,୨୧୧୨- ପଞ୍ଜାବର ମୋହାଲିରେ ଏକ ୬ ମହଲା କୋଠା ଭୁଶୁଡି ପଡିବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ତଳେ ଚାପି ହୋଇ ରହିଥିବା ଆଶଙ୍କା...

ଦଳ ବିରୋଧୀ କାର୍ଯ୍ୟ ପାଇଁ ରାଜନଗର ବିଜେଡିରୁ ୨ ନିଲମ୍ବିତ

କେନ୍ଦ୍ରାପଡା, ୨୧ା୧୨:ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ୱାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ...

ରୁଦ୍ରାଣୀ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

କେନ୍ଦ୍ରାପଡା,୨୧ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମସ୍ଥିତ ରୁଦ୍ରାଣୀ ପବ୍ଲିକ ସ୍କୁଲ ଏବଂ କିଡସ୍ ପ୍ଲେ ସ୍କୁଲର ମିଳିତ ଆନୁକୂଲ୍ୟରେ ୨୦ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ...

ଲଘୁଚାପ ବର୍ଷାରେ ଚାଷୀ ବେହାଲ

କେନ୍ଦ୍ରାପଡ଼ା, ୨୧ା୧୨: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍ ପରବର୍ତ୍ତୀ ଅବପାତ ପ୍ରଭାବରେ ଶୁକ୍ରବାର ଠାରୁ ବର୍ଷା ଲାଗି ରହିଥିବାରୁ ଚାଷୀମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ...

ବୀରହନୁମାନଜୀଉ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବ

କେନ୍ଦ୍ରାପଡ଼ା, ୨୧ା୧୨: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ସାଂସ୍କୃତିକ ଓ କ୍ରୀଡା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଅନୁଷ୍ଠିତ ଏହି ଉତ୍ସବରେ ଦୁଇଶହରୁ...

ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶିନୀରେ ଜିଲ୍ଲାର ୪ ପ୍ରକଳ୍ପ ଜୋନସ୍ତରକୁ ମନୋନୀତ

କେନ୍ଦ୍ରାପଡା,୨୧ା୧୨: ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶିନୀ ବରଗଡ ଜିଲ୍ଲାର ବରପାଲି ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ତିନିଦିନଧରି ଉଦ୍‌ଯାପିତ ହୋଇଯାଇଛି। ଏହି ପ୍ରଦର୍ଶନୀରେ କେନ୍ଦ୍ରାପଡାର ୭ଟି ପ୍ରକଳ୍ପ...