ରାଜ୍ୟ

ସରକାରୀ ଅଙ୍କୁଶ ନାହିଁ ଗଢ଼ିଉଠୁଛି କୋଚିଂ ସେଂଟର

ଘରୋଇ ସ୍କୁଲ ମୁହାଁ ଅଭିଭାବକ ଅଗ୍ନିନିରାପନ ବ୍ୟାବସ୍ଥା ରହୁନି ବିପଦମୁକ୍ତ ନୁହେଁ ଆବାସିକ ବିଦ୍ୟାଳୟ ପଟ୍ଟାମୁଣ୍ଡାଇ ୧୮/୧୨ -କେନ୍ଦ୍ରାପଡା ଜିଲାର ୨ୟ ବୃହତମ ସହର ଭାବେ ପରିଗଣିତ...

ଧୋୟାଂଚଳର ବିଶିଷ୍ଟ ଚିକିତ୍ସକ ଶତ୍ରୁଘ୍ନ ନାଥଶର୍ମାଙ୍କ ଶ୍ରାଦ୍ଧବାର୍ଷିକୀ

ପଟ୍ଟାମୁଣ୍ଡାଇ ୧୮/୧୨ -ପଟ୍ଟାମୁଣ୍ଡାଇ ଧୋୟାଂଚଳର ବିଶିଷ୍ଟ ଚିକିତ୍ସକ ସମାଜସେବୀ ଶତ୍ରୁଘ୍ନ ନାଥଶର୍ମାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସମାଜସେବୀ ଭରତ ଚନ୍ଦ୍ର...

ଶ୍ରୀ ଅରବିନ୍ଦଙ୍କ ପୂର୍ଣ୍ଣଯୋଗ ହେଉଛି ଏକମାତ୍ର ଯୋଗ, ଯାହା ମାନବର ରୂପାନ୍ତର ଓ ଦିବ୍ୟଜୀବନ ପ୍ରତିଷ୍ଠାର ଆସ୍ଥାରଖେ ,ଶ୍ରୀମା’ ଶ୍ରୀ ଅରବିନ୍ଦଙ୍କ ୩୦ତମ ବାର୍ଷିକ ପାଠଚକ୍ର ସମ୍ମିଳନୀ

ପଟ୍ଟାମୁଣ୍ଡାଇ ୧୮/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସଂସାରଫଳ ଗ୍ରାମରେ ଶ୍ରୀ ଅରବିନ୍ଦଙ୍କ ୩୦ତମ ପାଠଚକ୍ର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମା’ ଶ୍ରୀ ଅରବିନ୍ଦଙ୍କୁ ପୁଷ୍ପାର୍ପଣ ସହ ନୀରବ...

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ କର୍ମଚାରୀଙ୍କ ବିୟୋଗ

କେନ୍ଦ୍ରାପଡ଼ା, ୧୮ା୧୨ : ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର କର୍ମଚାରୀ ତପନ କୁମାର ପରିଡାଙ୍କ ହୃଦଘାତ ଜନିତ କାରଣରୁ ୫୯ ବର୍ଷ ବୟସରେ ପରଲୋକ ହୋଇଯାଇଛି।...

ଜିଲ୍ଲାସ୍ତରୀୟ ‘ମତ୍ସ୍ୟ ଓ ପ୍ରାଣି ସମ୍ପଦ ମେଳା-୨୦୨୪’ର ଶୁଭ ଉଦଘାଟନ

କେନ୍ଦ୍ରାପଡ଼ା, ୧୮ା୧୨: କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆଠାରେ ଆୟୋଜିତ ‘ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା-୨୦୨୪’ର ଶୁଭ ଉଦଘାଟନ କରିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ...

ଜିଲ୍ଲାସ୍ତରୀୟ ସିନିୟର ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ସୁପର ଲିଗ ମ୍ୟାଚରେ କେନ୍ଦ୍ରାପଡା ଟାଇଗର୍ସ କ୍ରିକେଟ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୧୮ା୧୨:କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ଏକାଦଶ ମ୍ୟାଚ୍‌ରେ କେନ୍ଦ୍ରାପଡା...

କେନ୍ଦ୍ରାପଡା ଜିଲ୍ଲା କୋଷାଗାର ଅଧିକାରୀଙ୍କୁ ସମ୍ବର୍ଦ୍ଧିତ

କେନ୍ଦ୍ରାପଡା,୧୮ା୧୨:ଜାତୀୟ ପେନସନ୍ ଦିବସ ଉପଲକ୍ଷେ କେନ୍ଦ୍ରାପଡା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ତରଫରୁ ସ୍ଥାନୀୟ ଜିଲ୍ଲା କୋଷାଗାର ଅଧିକାରୀ ଓ ତାଙ୍କର ସହକର୍ମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।...

କେନ୍ଦ୍ରାପଡା ମହାବିଦ୍ୟାଳୟ ମୁଖ୍ୟ ଅଟ୍ଟାଳିକା କାନ୍ଥ ଭୁଷୁଡି ପଡିବା ଆଶଙ୍କା

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବଦ୍ୟାଳୟର କନଫରେନ୍ସ ହଲ ସମ୍ମୁଖ ବାରଣ୍ଡାର କାନ୍ଥ ଭୁଷୁଡି ପଡିବାର ଆଶଙ୍କା ସୃଷ୍ଟି ହୋଇଛି। କେଉଁ ମୁହୂର୍ତରେ ଏହି କାନ୍ଥ ଓ ତାଜା...

କାଟକ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୧ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।...

ଏମଏନ ହାଇସ୍କୁଲର ପୁରାତନ ଛାତ୍ର ସଂସଦର ସମ୍ପାଦକ ପ୍ରଫେସର ବୈଷ୍ଣବ ଚରଣ ସିଂଙ୍କ ପରଲୋକ , ବିଭିନ୍ନ ମହଲରେ ଶୋକ

ପଟ୍ଟାମୁଣ୍ଡାଇ ୧୭/୧୨ -ରେଭେନ୍ସା ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ତଥା ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲର ପୁରାତନ ଛାତ୍ର ସଂସଦର ସମ୍ପାଦକ ବୈଷ୍ଣବ ଚରଣ ସିଂଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି।...

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କ ପକ୍ଷରୁ ଅଗ୍ନିବିପନ୍ନଙ୍କୁ ସହାୟତା

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଅର୍ବାନ କୋପରେଟିଭ ବ୍ୟାଙ୍କ ପକ୍ଷରୁ ଅଗ୍ନି ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ନହଙ୍ଗ ପଞ୍ଚାୟତର ବଡ଼ସରାଦେଇପୁର ଗ୍ରାମର...

ସମୟ ସୀମା ଭିତରେ କାମ ନ ସାରିଲେ ଠିକାଦାରଙ୍କ ଉପରେ ଆକ୍ସନ୍‌: ମନ୍ତ୍ରୀ

ଭୁବନେଶ୍ୱର ୧୭/୧୨- ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ମାଣାଧୀନ ଏକ ଶହ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ପରେ...

ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି କିଛି କହି ତାଚ୍ଛଲ୍ୟ କରିଛନ୍ତି

ଭୁବନେଶ୍ୱର, ୧୭।୧୨: ଦିଲ୍ଲୀରେ ବିଜେଡି ଏମ୍‌ପିଙ୍କ ସାମବାଦିକ ସମ୍ମିଳନୀକୁ ବିଜେପି ପକ୍ଷରୁ କାଉଣ୍ଟର କରାଯାଇଛି। ରାଜ୍ୟ ବିଜେପି ସଭାପତି କାଉଣ୍ଟର କରି କହିଛନ୍ତି, ଠାକୁର ଘରେ କିଏ...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଧାର ସେବା ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା,୧୭ା୧୨ - କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଏକ ଆଧାର ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା...

କେନ୍ଦ୍ରାପଡ଼ା ମାଟିର ପୁଅ ଓଡ଼ିଶା ଭଲି ଟିମର ଅଧିନାୟକ ଅଭିନ୍ନ ସାମଲଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ୧୬/୧୨ - କେନ୍ଦ୍ରାପଡ଼ା ମାଟି ଭଲିବଲର ମାଟି। ଏହି ମାଟିର ସନ୍ତାନ ଅନେକ ରାଜ୍ୟ ସ୍ତରୀୟ ଓ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇ କେନ୍ଦ୍ରାପଡ଼ାକୁ...

କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉତ୍ସବ ଉଦଯାପିତ

କେନ୍ଦ୍ରାପଡ଼ା,୧୬ା୧୨: କଂସାର-ସାହାସପୁର ଉଚ୍ଚବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବ ଉଦଯାପିତ ହୋଇଯାଇଛି। ଏହି ଉତ୍ସବରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପିତାମାତା ଛାତ୍ରଛାତ୍ରୀଙ୍କର...

ଶିଶୁ ଭବିଷ୍ୟତରେ ସୁନାଗରିକ ହୋଇ ଦେଶ ଗଠନରେ ସହାୟକ ହେବେ

କେନ୍ଦ୍ରାପଡ଼ା,୧୬ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ମେହେନ୍ଦିପୁରସ୍ଥିତ ଲାଲ ବାହାଦୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୪୧ତମ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଓଷ୍ଟାର ପ୍ରାକ୍ତନ...

ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ,

କେନ୍ଦ୍ରାପଡା୧୬ା୧୨-ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ।...

ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଜେଜେ-ଜେଜେମା, ଅଜା-ଆଈ ଦିବସ ପାଳିତ

କେନ୍ଦ୍ରାପଡ଼ା,୧୫ା୧୨: କେନ୍ଦ୍ରାପଡା ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଜେଜେ-ଜେଜେମା, ଅଜା-ଆଈ ଦିବସ ୧୪ ତାରିଖ ଶନିବାର ପାଳିତ ହୋଇଯାଇଛି । ପ୍ରାଥମିକ ବିଭାଗର ସମସ୍ତ ଛାତ୍ରଛାତ୍ରୀଙ୍କର ଜେଜେ,...

ବାଲିଯାତ୍ରା ମହୋତ୍ସବ କମିଟି ତରଫରୁ କନ୍ତିଆ ମଠରେ ବନ୍ଧୁ ମିଳନ

କେନ୍ଦ୍ରାପଡ଼ା,୧୫ା୧୨: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟି ତରଫରୁ ଏକ ବନ୍ଧୁମିଳନ ଓ ବଣଭୋଜି ଭରତପୁରସ୍ଥିତ ମହାପୁରୁଷ ମଧୁଦାସ ପୀଠ କନ୍ତିଆ ମଠ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି ।...

ବରିଷ୍ଠ ନାଗରିକ ମାନଙ୍କୁ ପରିଚୟ ପତ୍ର ପ୍ରଦାନ

ପଟ୍ଟାମୁଣ୍ଡାଇ ୧୫/୧୨-ବହୁ ମୁହୂର୍ତରେ ବରିଷ୍ଠ ନାଗରିକ ମାନଙ୍କୁ ଅବହେଳା କରାଯାଉଥିବାର ଅନେକ ଉଦାହରଣ ରହିଛି । ମୁଖ୍ୟତଃ ବରିଷ୍ଠ ନାଗରିକ ମାନେ ବସ ଟ୍ରେନରେ ଯାତାୟତ କରିବା...

କଂସାର-ସାହାସପୁର ଉଚ୍ଚବିଦ୍ୟାଳୟ ହୀରକ ଜୟନ୍ତୀର ଦ୍ୱିତୀୟ ସନ୍ଧ୍ୟା

କେନ୍ଦ୍ରାପଡ଼ା,୧୪ା୧୨: କେବଳ ପାଠପଢିଲେ ହେବ ନାହିଁ। ପାଠ ସହିତ ଶାଠର ଆବଶ୍ୟକତା ରହିଛି। ଯାହାର ଯେଉଁ ପ୍ରତିଭା ଅଛି ତାହା ପିଲାମାନଙ୍କ କ୍ଷେତ୍ରରେ ପ୍ରୟୋଗ କରିବା ଉଚିତ।...

ଜିଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ସୁପର ଲିଗ ମ୍ୟାଚରେ କେନ୍ଦ୍ରାପଡା ଲାୟନ୍ସ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୧୪ା୧୨:କେନ୍ଦ୍ରାପଡା ଜିଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ୮ମ ମ୍ୟାଚ୍‌ରେ ଲାୟନ୍ସ...

ଗୁଲନଗରରେ କୁରାଳ ପଞ୍ଚମୀ ଉଦ୍‌ଯାପିତ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର କୁମ୍ଭାର ସାହିରେ ଲକ୍ଷ୍ମୀନାରାୟଣ କ୍ଲବ ପକ୍ଷରୁ କୁରାଳ ପଞ୍ଚମୀ ଉତ୍ସବ ଉଦ୍‌ଯାପିତ ହୋଇଛି । ଏହି ଉତ୍ସବ ୬...