ରାଜ୍ୟ

ଗୀତା ଜୟନ୍ତୀ ପାଳନ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ରୋଡର ଈଶ୍ୱରପୁରସ୍ଥିତ ବ୍ରହ୍ମ ଗୈାଡିୟ ସେବା ସଂସ୍ଥାନ ଭାଗବତ ଦାସ ମଠ ପରିସରରେ ପବିତ୍ର ଗୀତା ଜୟନ୍ତୀ ପାଳିତ ହୋଇଯାଇଛି। ମଠର ମହନ୍ତ...

ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ବିଶ୍ୱ ପ୍ରାର୍ଥନା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି...

ପଟ୍ଟାମୁଣ୍ଡାଇରେ ଚତୃର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ

ପଟ୍ଟାମୁଣ୍ଡାଇ ୧୪/୧୨- ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଚତୃର୍ଥ ଲୋକ ଅଦାଲତ ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ ପରିସରରେ ଅନୁଷ୍ଠିତ ହୋଇଯାଇଛିା ତାଲୁକ ଆଇନ ସେବା...

କଂସାର-ସାହାସପୁର ହାଇସ୍କୁଲର ହୀରକ ଜୟନ୍ତୀ ଉଦଘାଟିତ

କେନ୍ଦ୍ରାପଡ଼ା,୧୩ା୧୨: ଗ୍ରାମ ପରିବେଶ ସହିତ ବିଦ୍ୟାଳୟର ପରିବେଶ ଶିକ୍ଷାଦାନ ଉପରେ ପ୍ରଭାବ ପକାଇଥାଏ। ଗାଁ ଗଣ୍ଡାରେ ମଦର ପ୍ରସାର ଶିକ୍ଷା ବ୍ୟବସ୍ଥା ଏବଂ ଉତ୍ତରପିଢିଙ୍କି ପଙ୍ଗୁ କରିଦେବ।...

୨୭ ଡିସେମ୍ବରରେ ଯୁବ ସାଂସ୍କୃତିକ ମହୋତ୍ସବ

କେନ୍ଦ୍ରାପଡା, ୧୩ା୧୨: ବିବିଧ କଳାର ସମାବେଶୀ ମଞ୍ଚ "ସିମ୍ଫୋନି’ ପକ୍ଷରୁ ଚଳିତ ମାସ ୨୭ ଡିସେମ୍ବରରେ ପ୍ରଥମ ଜିଲ୍ଲା ଯୁବ ସାଂସ୍କୃତିକ ମହୋତ୍ସବ "ଯୁବ ତରଙ୍ଗ’ର ଆୟୋଜନ...

ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ , ସୁପର ଲିଗ ମ୍ୟାଚରେ ନେତାଜୀ ୟୁଥ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୧୩ା୧୨: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ତରଫରୁ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଓସିଏ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ମ୍ୟାଚ୍‌ରେ ନେତାଜୀ ୟୁଥ...

ଚମକିଲେ ଡେରାବିଶର ଛାତ୍ର,ଇସ୍ରୋ ଯିବେ ଯୁବ ଜ୍ୟୋତିର୍ବିଜ୍ଞାନୀ ସନ୍ତୋଷ

କେନ୍ଦ୍ରାପଡା ୧୩/୧୨-କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକର ଛାତ୍ର ସନ୍ତୋଷ କୁମାର ମହାନ୍ତି ନିଜର ପାରଦର୍ଶିତା ଦେଖାଇ ଇସ୍ରୋ ଯିବାପାଇଁ ମନୋନୀତ ହୋଇଛନ୍ତି। ଭୁବନେଶ୍ୱର ପଠାଣୀସାମନ୍ତ ପ୍ଲାନୋଟୋରିୟମ ଓ...

ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ

କେନ୍ଦ୍ରାପଡ଼ା,୧୨ା୧୨: ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ଗୁରୁବାର ଜିଲ୍ଲାପାଳଙ୍କ ସମିଳନୀକକ୍ଷରେ ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)...

ବାଲିପାଟଣାରେ ବିଶାଳ ଗୋପୂଜନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବାଲିପାଟଣା ପଂଚାୟତ ଠାରେ ଗୃହ ଲଷ୍ମୀ ପୂଜା କମିଟି ପକ୍ଷରୁ ଏକ ବିଶାଳ ଗୋପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।...

ପଟ୍ଟାମୁଣ୍ଡାଇ ବ୍ଲକରେ ପାନୀୟଜଳ ଓ ପରିମଳ ତାଲିମ

ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ବ୍ଲକ ପକ୍ଷରୁ ଘରେ ଘରେ ବିଶୁଦ୍ଧ ପାନୀୟଜଳ ଯୋଗାଇବା, ଜଳର ସୁପରିଚାଳନା ଓ ସ୍ୱଚ୍ଛ ନିର୍ମଳ ପରିବେଶ ପାଇଁ ବ୍ୟବସ୍ଥିତ ପରିମଳ ବ୍ୟବସ୍ଥା...

ଆଦର୍ଶ ଶିକ୍ଷକଙ୍କ ସ୍ମୃତିସଭା

କେନ୍ଦ୍ରାପଡ଼ା,୧୨ା୧୨: କେନ୍ଦ୍ରାପଡା ବ୍ଲକ ଅଧିନ ଭାଗବତପୁର ଗ୍ରାମପଞ୍ଚାୟତର ବାଲିଆ ସରକାରୀ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ଯାଗର ରାଉତଙ୍କ ଦ୍ୱାଦଶାହ ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ଓ...

ଏମ୍‌ଏନ୍ ହାଇସ୍କୁଲର ୭୧ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

ପଟ୍ଟାମୁଣ୍ଡାଇ ୧୨/୧୨ -ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷା ଅନୁଷ୍ଠାନ ଏମ୍‌ଏନ୍ ହାଇସ୍କୁଲର ୭୧ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ...

ବାରୋ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଦିବସ

କେନ୍ଦ୍ରାପଡ଼ା,୧୨ା୧୨: ଗୁରୁବାର ଅପରାହ୍ନ ୩ଟାରେ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆରୋଗ୍ୟ ମନ୍ଦିର, ବାରୋ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଦିବସ ପାଳନ କରିଛି । କଳାମାଟିଆ ଗ୍ରାମ ରାଧାକୃଷ୍ଣ ମନ୍ଦିର...

ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଦରଦାମ ବୃଦ୍ଧି ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦ୍ରାପଡ଼ା,୧୨ା୧୨: ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.) କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଦେଶର ସମ୍ପତ୍ତିକୁ ବିଦେଶୀ ଓ ଦେଶୀ କମ୍ପାନୀକୁ ବିକ୍ରୀ କରିବା, ଆଦାନୀ ଭଳି କମ୍ପାନୀ ଦେଶର...

ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ

କେନ୍ଦ୍ରାପଡ଼ା,୧୧ା୧୨: ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ -୨୦୨୪ ଇଛାପୁର ସରକାରୀ ହାଇସ୍କୁଲ ପରିସରରେ ବୁଧବାର ଉଦଘାଟିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ୍‌ଙ୍କ...

ଚା ଦୋକାନ ଟେବୁଲ

ଆଜି ଚାହା ଦୋକାନ ଟେବୁଲରେ କେତେ ଜଣ ଲୋକ ବସି ବାତତଳାପ ହେଉଥିଲେ । ସେଥିରେ କେତେ ଜଣ ମୁହଁ ଚିହ୍ନା ଲୋକ ବସିଥାନ୍ତି । ସେମାନଙ୍କ...

କେନ୍ଦ୍ରାପଡାରେ ଭାରତ ସ୍କାଉଟସ୍ ଏବଂ ଗାଇଡସ୍‌ର ଜିଲ୍ଲା କ୍ୟାମ୍ପୋରୀ ଉଦଯାପିିତ ରାଜ୍ୟ ସ୍ତରରେ ପୁରସ୍କୃତ ହେବ କେନ୍ଦ୍ରାପଡା ଜିଲ୍ଲା ସ୍କାଉଟସ୍ ଓ ଗାଇଡସ୍‌

କେନ୍ଦ୍ରାପଡ଼ା,୧୦ା୧୨: କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟସ ଏବଂ ଗାଇଡସର ଚତୁର୍ଦଶ କ୍ୟାମ୍ପୋରୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ସିଦ୍ଧ ମରିଚିଆଣୀ ବିଦ୍ୟାପୀଠରେ ମଙ୍ଗଳବାର ଉଦଯାପିତ ହୋଇଯାଇଛି।...

ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଦିବସ ପାଳିତ

ପଟ୍ଟାମୁଣ୍ଡାଇ ୧୦/୧୨ - କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବ ଅଧିକାର ଓ ଆଇନ ସଚେତନତା ଶିବିର ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟ...

କଷଣଅଂଟା ହାଇସ୍କୁଲରେ ଅଭିମୁଖୀକାରଣ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୯/୧୨ -ରାଜ୍ୟ ସରକାରଙ୍କ ଦ୍ୱାରା ପଟ୍ଟାମୁଣ୍ଡାଇ ବ୍ଲକରେ ନୂତନ ଭାବେ ନିଯୁକ୍ତ ପାଇଥିବା କନିଷ୍ଠ ଶିକ୍ଷକମାନଙ୍କୁ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ...

ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡ଼ା,୯ା୧୨: ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଜରିଆରେ ଏକ ନଅ...

ନିମ୍ନମାଧ୍ୟମିକ ଶିକ୍ଷକ ସଙ୍ଘର ଜିଲ୍ଲା ସାମ୍ବିଧାନିକ ସମ୍ମିଳନୀ

କେନ୍ଦ୍ରାପଡ଼ା,୯ା୧୨: ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଙ୍ଘ କେନ୍ଦ୍ରାପଡ଼ା ଜିଲ୍ଲାଶାଖାର ସାମ୍ବିଧାନିକ ସମ୍ମିଳନୀ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂଗଠନର ସଭାପତି...

୯ ମାସ ହେଲା ଦରମା ପାଉନାହାନ୍ତି ସିଆରପି, ଏମବିକେ, ପ୍ରାଣୀମିତ୍ର ବିଧାନସଭାରେ ପ୍ରଶ୍ନ

ପଟ୍ଟାମୁଣ୍ଡାଇ ୯/୧୨- ପଟ୍ଟାମୁଣ୍ଡାଇ ଅଂଚଳରେ କାର୍ଯ୍ୟରତ ଏମବିକେ, ସିଆରପି, ବ୍ୟାଙ୍କ ମିତ୍ର ଓ ପ୍ରାଣୀ ମିତ୍ରମାନେ ଦୀର୍ଘ ୯ ମାସ ହେଲା ଦରମା ନପାଇ ହନ୍ତସନ୍ତ ହେଉଛନ୍ତି...

ବିଶ୍ୱ ପ୍ରାର୍ଥନା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୯ା୧୨: ସାରାବିଶ୍ୱରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦିବସ ପାଳିତ ହେଉଛି । କିନ୍ତୁ ଏପର୍ଯ୍ୟନ୍ତ ପ୍ରାର୍ଥନା ଦିବସ ବିଶ୍ୱସ୍ତରରେ ପାଳିତ ହେବା କିମ୍ବା ୟୁନେସ୍କୋ...

ଡିସେମ୍ବର ୧୩ରେ ନିର୍ମାଣ ଶ୍ରମିକଙ୍କ ରଣହୁଙ୍କାର

କେନ୍ଦ୍ରାପଡା, ୯ା୧୨: କେନ୍ଦ୍ରାପଡା ଜିଲ୍ଲା ଶ୍ରମ ଅଫିସ୍‌ରେ ୨୦୧୮ ମସିହାରୁ ୪୦୦୦ ନିର୍ମାଣ ଶ୍ରମିକଙ୍କ ପିଲାଙ୍କ ଛାତ୍ରବୃତ୍ତି ଆବେଦନପତ୍ର, ୧୭୦୦ରୁ ଉର୍ଦ୍ଧ୍ୱ ଶ୍ରମିକଙ୍କ କନ୍ୟା ବିବାହ ସହାୟତା...