କେନ୍ଦ୍ରାପଡାରେ ବନ୍ଦେ ମାତରମ୍ର ସାମୁହିକ ଗାନ ଓ ସ୍ୱଦେଶୀ ଶପଥ ପାଠ
କେନ୍ଦ୍ରାପଡ଼ା,୭ା୧୧:ବଙ୍କୀମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଦ୍ୱାରା ରଚିତ ରାଷ୍ଟ୍ରଗୀତ ବନ୍ଦେ ମାତରମର ୧୫୦ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ, […]
