ଗାଁରେ ମୌଳିକ ସୁବିଧା ଅପହଂଚ ହୋଇରହିଛି । ବାରମ୍ବାର ନିବେଦନ ପରେ ବି ବ୍ଲକ ପ୍ରଶାସନ ଶୁଣୁନାହାଁନ୍ତି । ଏଭଳି ବିଭିନ୍ନ ସମସ୍ୟାର ସମାଧାନ ନେଇ ବାରମ୍ବାର ଦାବି ସତ୍ୱେ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନଥିବା ଅଭିଯୋଗ ଆଣି ଗୁରୁବାର ଶ୍ରୀରାମପୁର ପଂଚାୟତର ଶତାଧିକ ମହିଳା ବିଡିଓଙ୍କ କାର୍ଯ୍ୟାଳୟ ଆଗରେ ହୋହାଲ୍ଲା କରିବା ସହିତ ବିଡ଼ିଓଙ୍କୁ ଘେରିଥିଲେ । କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଶ୍ରୀରାମପୁର […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ବଦମୋହନପୁର ଚିଦାନନ୍ଦ ଉଚ୍ଚ ବିଦ୍ୟାଳୟ ପରିସରରେ ପୋସକୋ ଆକ୍ଟ ଏବଂ ବାଲ୍ୟ ଅପରାଧ ଓ ପିଡିତା କ୍ଷତିପୁରଣ ସର୍ମ୍ପକିତ ସଚତେନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସଚତେନତା ସଭାରେ ତାଲୁକ ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ତଥା ସିନିଅର ସିଭିଲ ଜର୍ଜ ସୁଶ୍ରୀ ସଂଗୀତା ମଲ୍ଲିକ ମୁଖ୍ୟା ଅତିଥି ଭାବେ ଯୋଗ ଦେଇ ଛାତ୍ରୀଛାତ୍ର ମାନଙ୍କୁ ପୋସକୋ […]

କେନ୍ଦ୍ରାପଡା, ୨୭/୬: ଜ୍ଞାନପ୍ରଭା ମିଶନ ପକ୍ଷରୁ ବ୍ରହ୍ମଚାରିଣୀ ପ୍ରଶିକ୍ଷଣ ଶିବିର ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମିଶନର ସଦସ୍ୟାମାନେ ଉପସ୍ଥିତ ରହି ପ୍ରଶିକ୍ଷଣ ଶିବିରର ପ୍ରସ୍ତୁତି ବିଷୟରେ ଆଲୋଚନା କରିବା ସହିତ ବର୍ତ୍ତମାନଠାରୁ ଆବେଦନ ପତ୍ର ଗ୍ରହଣ କରାଯିବ ବୋଲି ଆଲୋଚନା ହୋଇଥିଲା । ଏହି ଶିବିରରେ କ୍ରିୟା, ଯୋଗ, ଧ୍ୟାନ, ଶୃଙ୍ଖଳିତ ଜୀବନ ଓ ସାଧିକାମାନଙ୍କ ଜୀବନୀ ଏବଂ ଶିକ୍ଷା ବିଷୟରେ ପ୍ରଶିକ୍ଷଣ […]

କେନ୍ଦ୍ରାପଡ଼ା, ୨୭ା୬: ପୋଷକତତ୍ୱପୂର୍ଣ୍ଣ ଫର୍ଟିଫାଏଡ୍ ଚାଉଳ ବ୍ୟବହାର ନିମନ୍ତେ ଏକ ସଚେତନତା ବୈଠକ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜାତିସଂଘର ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ଏବଂ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ, ଭୁବନେଶ୍ୱରର ମିଳିତ ସହଯୋଗରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଅନୀତା ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ । ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ଓଡ଼ିଶା ରାଜ୍ୟ […]

  ସୋସିଆଲ ମିଡିଆ ଏକ୍ସ(ଟ୍ୱିଟର)ଆକାଉଣ୍ଟ ଖୋଲିବାକୁ ନିର୍ଦେଶ  କେନ୍ଦ୍ରାପଡ଼ା, ୨୭ା୬: ପ୍ରଶାସନର କାର୍ଯ୍ୟକୁ ଲୋକାଭିମୁଖୀ କରିବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ । ଜିଲ୍ଲାର ସମସ୍ତ ତହସିଲ୍‌, ବ୍ଲକ୍ ଓ ବିଭିନ୍ନ ବିଭାଗକୁ ନିଜ ନିଜର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (ପୂର୍ବନାମ ଟ୍ୱିଟର) ଆକାଉଂଟ୍ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଲୋକଙ୍କ ଅଭିଯୋଗକୁ ଅଗ୍ରାଧିକାର ଦେଇ ସମସ୍ୟା ସମାଧାନ ଦିଗରେ […]

କେନ୍ଦ୍ରାପଡା, ୨୭/୬: କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟର ଶିକ୍ଷାନବିଶମାନଙ୍କୁ ଆଇନ ଶିକ୍ଷା ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ଉକ୍ତ ପ୍ରଶିକ୍ଷଣ ଶିବିର ଦୀର୍ଘ ୨୦ଦିନ ବ୍ୟାପୀ ଚାଲିଥିଲା । ଏହି ପ୍ରଶିକ୍ଷଣ ଶିବିରକୁ ଜିଲ୍ଲା ଓ ଦୌରା ଜଜ୍ ବିଶ୍ୱଜିତ୍ ମହାନ୍ତି ଉଦ୍‌ଘାଟନ କରିଥିଲେ । ଏହି ଶିବିରକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସୁମିତ୍ରା ସାହୁ ପରିଚାଳନା […]

କେନ୍ଦ୍ରାପଡା, ୨୭/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ନେତାଜୀ ମଡେଲ ସ୍କୁଲ ପରିସରରେ ନକୁଳ ଚରଣ ଦାସଙ୍କ ସ୍ମୃତି କମିଟି ଆନୁକୂଲ୍ୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ଭୂଦାନ କର୍ମୀ ନକୁଳ ଚରଣ ଦାସଙ୍କର ଚତୁର୍ଥ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ଏହି ଶ୍ରଦ୍ଧାଞ୍ଜଳୀ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ସ୍ୱର୍ଗତ ଦାସ ଜଣେ ପ୍ରକୃତ ଲଢୁଆ […]

କେନ୍ଦ୍ରାପଡ଼ା, ୨୭/୦୬: ଆଜି ଅପରାହ୍ଣ ୫ଘଟିକା ସମୟରେ ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ାର ମାନ୍ୟବର ବିଧାୟକ ଗଣେଶ୍ୱର ବେହେରା, ରାଜନଗରର ମାନ୍ୟବର ବିଧାୟକ ଧ୍ରୁବଚରଣ ସାହୁ, ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦେବାଶିଷ ଧଳ, ଉପଜିଲ୍ଲାପାଳ ତଥା ଟ୍ରଷ୍ଟ ବୋର୍ଡ଼ର ଅଧ୍ୟକ୍ଷ ରବୀନ୍ଦ୍ର […]

କେନ୍ଦ୍ରାପଡା ଜିଲା ପଟ୍ଟମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶିଶିର କୁମାର ନାୟକଙ୍କ ମନମାନି କାର୍ଯ୍ୟକ୍ରମକୁ ବିରୋଧ କରି ବୁଧବାର ସକାଳେ ଅଭିଭାବକ ମାନେ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ତାଙ୍କୁ ବହିଷ୍କାର କରିବାକୁ ଗ୍ରାମବାସୀ ଓ ଅଭିଭାବକମାନେ ଦାବି କରିଥିଲେ । ପ୍ରକାଶ ଯେ, ୨୦୧୯-୨୦ ଶିକ୍ଷା ବର୍ଷରୁ ପ୍ରଧାନ ଶିକ୍ଷକ ଅଳପୁଆ ଉଚ୍ଚ ବିଦ୍ୟାଳୟରେ ଯୋଗ ଦେବା ପର ଠାରୁ […]

କେନ୍ଦ୍ରାପଡ଼ା, ୨୬ା୬: ଆସନ୍ତା ଜୁଲାଇମାସ ପହିଲାରୁ ପ୍ରତ୍ୟେକ ସୋମବାର କେନ୍ଦ୍ରାପଡା ଜିଲ୍ଲାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ପୂର୍ବ ଭଳି ଚାଲିବ । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ନିର୍ଦେଶ ଦିଆଯାଇଛି । ରାଜ୍ୟର ଜନସାଧାରଣଙ୍କ ସ୍ୱାର୍ଥ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏସମ୍ପର୍କରେ ନିର୍ଦେଶ ଦେବା ପରେ ରାଜ୍ୟ ସାଧାରଣ ପ୍ରଶାସନ […]

କେନ୍ଦ୍ରାପଡ଼ା, ୨୬ା୬: ନିଶା ଏକ ସାମାଜିକ ବ୍ୟାଧି । ଏହି ବ୍ୟାଧିରୁ ମୁକ୍ତ ହୋଇ ସୁସ୍ଥ ଓ ଆନନ୍ଦପ୍ରଦ ଜୀବନ ଜୀଇଁବା ସହ ଏକ ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ ଜଣାଇଛନ୍ତି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ । ‘ଆନ୍ତର୍ଜାତିକ ନିଶା ନିବାରଣ ଓ ଅନୈତିକ ଚାଲାଣ ଦିବସ’ ପାଳନ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଆୟୋଜିତ ସାଧାରଣସଭାରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜିଲ୍ଲାପାଳ କହିଛନ୍ତି […]

କେନ୍ଦ୍ରାପଡ଼ା, ୨୬ା୬: କାକଟ- ଦାନପୁର କେନାଲବନ୍ଧ ଆର.ଡି. ରାସ୍ତା ଗମନାଗମନ ପାଇଁ ଅତ୍ୟନ୍ତ ଅନୁପଯୁକ୍ତ ହୋଇପଡିଛି । ଖାଲଖମାରେ ପରିପୂର୍ଣ୍ଣ ହୋଇପଡିଥିବା ଏହି ରାସ୍ତାଟିରେ ଦୈନିକ ଦୂର୍ଘଟଣାମାନ ଘଟି ଧନଜୀବନ ହାନୀ ହେଉଥିବା ଦେଖାଯାଇଛି । ପୂର୍ବରୁ ଜଳସେଚନ ବିଭାଗ ଅଧିନରେ ଥିବା ଏହି ରାସ୍ତାଟି ଗ୍ରାମ୍ୟ ଉନ୍ନୟନ ବିଭାଗ(ଆର.ଡି.) ବିଭାଗକୁ ହସ୍ତାନ୍ତର ହେବା ପରେ ପ୍ରାୟ ୧୦ବର୍ଷ ତଳେ କାକଟ ଠାରୁ ଦାନପୁର ପର୍ଯ୍ୟନ୍ତ ପିଚୁ କରାଯାଇଥିଲା । […]

କେନ୍ଦ୍ରାପଡା,୨୬/୬: କେନ୍ଦ୍ରାପଡା ମେଡିକାଲ ରୋଡ ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର କର୍ମକର୍ତ୍ତାଗଣ ନବନିର୍ବାଚିତ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ସେମାନେ ବିଧାୟକଙ୍କ ଗରାପୁରସ୍ଥିତ ବାସଭବନରେ ଭେଟି ବିଭିନ୍ନ ଦସମସ୍ୟା ଉପରେ ଆଲୋଚନା କରିଥିଲେ । ବିଧାୟକ ଶ୍ରୀ ବେହେରା ସେମାନଙ୍କର ଅଭାବ ଅସୁବିଧା ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଥିଲେ । ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ସଂଘର ସଭାପତି ପୀତାମ୍ବର ଦାସ, ସାଧାରଣ ସମ୍ପାଦକ ହେମନ୍ତ […]

କେନ୍ଦ୍ରାପଡାତା.୨୬/୬- ପୂର୍ବାହ୍ନରେ ବାରୁଅ ସ୍ଥିତ ଜିଲ୍ଲାର ଏକ ମାତ୍ର ଗୋଷ୍ଠୀବେତାର କେନ୍ଦ୍ର ରେଡିଓ ଭାବଗ୍ରାହୀର ସରୋଜିନୀ ପରିଡାଷ୍ଟୁଡିଓ ପରିସରରେବିଶ୍ୱ ନିଶା ନିବାରଣ ଦିବସଉପରେ ଆଧାରିତ ଏକ ଆଲୋଚନାଚକ୍ର ଅନୁଷ୍ଠିତହୋଇଯାଇଛି । ଭାବଗ୍ରାହୀକଳା ନିକେତନ ଏବଂ ରେଡିଓଭାବଗ୍ରାହୀର ପ୍ରାଣ ପ୍ରତିଷ୍ଠାତାସଙ୍ଗୀତ ନିର୍ଦ୍ଦେଶକ ତଥା ସୁସଙ୍ଗଠକ ବିମଳ ପ୍ରସାଦ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହିକାର୍ଯ୍ୟକ୍ରମରେ ସମାଜସେବୀ ନିରଂଜନ ପରିଡା, ରେଡିଓ ଭାବଗ୍ରାହୀର ମୁଖ୍ୟଟ୍ରଷ୍ଟି ଧୀରାମଣି ପରିଡା, ଆର୍‌.ଡି.ସି.ୱା.ଇ.ଓ.ର ସଂପାଦକ ଚିତରଂଜନ ପ୍ରଧାନ, ସ୍ୱେଚ୍ଛାସେବୀ […]

  କେନ୍ଦ୍ରାପଡ଼ା, ୨୫ା୬: କେନ୍ଦ୍ରାପଡାରେ ଦିନକୁ ଦିନ ମାଟି ମାଫିଆଙ୍କ ମନମାନୀ ବଢିବାରେ ଲାଗିଛି । ସରକାରୀ ଜମିରୁ ମାଟି ତାଡିନେଇ ଯାଉଥିବା ବେଳେ ଏବେ ବ୍ୟକ୍ତିଗତ ଜମିରୁ ମାଟି ତାଡିନେଉଥିବା ମାଟି ମାଫିଆଙ୍କ ଦୈାରାତ୍ମ୍ୟ ସମସ୍ତ ସୀମା ସହରଦ ପାରି କରି ଦେଇଛି । କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଡେରାବିଶ ତହସିଲ ଅଧିନ ଚାନ୍ଦୋଳ ଖରଦାସାହି ଗ୍ରାମର ଅତନୁ ଘୋଷାଲଙ୍କ ପ୍ଲଟ ନମ୍ବର ୨୬୨୧ ଓ ୨୬୪୯ […]

କେନ୍ଦ୍ରାପଡ଼ା, ୨୩ା୬: କେନ୍ଦ୍ରାପଡା ଜିଲ୍ଲା ବିଜେପି ପକ୍ଷରୁ କଳା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍ଥାନୀୟ କାକଟସ୍ଥିତ ଏକ ବେସରକାରୀ ମଣ୍ଡପରେ ଜିଲ୍ଲା ବିଜେପି ଉପ ସଭାପତି ଅଭିମନ୍ୟୁ ଗୋଛାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ବୈଦ୍ୟନାଥ ଚାଟାର୍ଜୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁନାକର ବେହେରା, ଆଳି ବିଜେପି ନେତା କୃଷ୍ଣଚନ୍ଦ୍ର ପଣ୍ଡା, କେନ୍ଦ୍ରାପଡା ବିଧାନସଭା ନେତ୍ରୀ ଗୀତାଞ୍ଜଳୀ ସେଠୀ, ସାଧାରଣ ସମ୍ପାଦକ ଉପୀନ […]

କେନ୍ଦ୍ରାପଡ଼ା  ଓ ରାଜନଗର ବିଧାନସଭା ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ଲକର ୩୧ (କେନ୍ଦ୍ରାପଡ଼ା -୧୨ ଓ ରାଜନଗର-୧୯) ପଂଚାୟତରେ ପାନୀୟଜଳ ସମସ୍ୟା ଓ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରା ଓ ରାଜନଗର ବିଧାୟକ ଧ୍ରୁବ ସାହୁ ବ୍ଲକ ସମ୍ମିଳନୀ କକ୍ଷରେ ପ୍ରଶାସନିକ ଅଧିକାରୀ ଓ ପଂଚାୟତ ପ୍ରତିନିଧିଙ୍କୁ ନେଇ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । […]

କେନ୍ଦ୍ରାପଡା ୨୫/୬: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ନିକିରାଇ ପଞ୍ଚାୟତର ସଫଳ ହୋମିଓ ଚିକିତ୍ସକ ଶରତ ଚନ୍ଦ୍ର ଜେନାଙ୍କ ଅଷ୍ଟମ ବାର୍ଷିକୀ ଶ୍ରାଦ୍ଧୋତ୍ସବ ଅବସରରେ ନିକିରାଇସ୍ଥିତ ବାସ ଭବନ ସମ୍ମୁଖରେ ଉପସ୍ଥିତ ଗ୍ରାମବାସୀ ତଥା ଆମନ୍ତ୍ରିତ ଅତିଥିମାନଙ୍କୁ ଆମ୍ବ, ବକୁଳ, ପିଜୁଳି, ଗୁଆ, କୃଷ୍ଣଚୂଡା, ଅଶୋକ, ରାଧାଚୂଡା, ଆକାଶି, ସୁଗନ୍ଧରାଜ ପ୍ରଭୃତି ବିଭିନ୍ନ ପ୍ରକାର ଶତାଧିକ ଚାରା ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ୍ ପ୍ରଫୁଲ୍ଲ କୁମାର ଜେନା, ବିଜୟ […]

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ପୋଖରୀପଡା ପତିତପାବନ ରଥ ଯାତ୍ରା ପାଇଁ ପ୍ରସ୍ତୁତି ବୈଠଳ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ରାଜନଗର ବିଧାୟକ ଧ୍ରୁବ ସାହୁ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ପୌର ଅଧକ୍ଷ ହେମନ୍ତ ସାହୁ, ,ମନ୍ଦିର ପରିଚାଳନା କମିଟି ସଭାପତି ପୂର୍ଣ୍ଣ ଚନ୍ଦ୍ର ଦାଶ ପ୍ରମୁଖ ଯୋଗ ଦେଇ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ […]

ଶିଳ୍ପ ବିହିନ କେନ୍ଦ୍ରାପଡ଼ା ଜିଲା ଅର୍ଥନୀତି ମୁଖ୍ୟତଃ କୃଷି ଉପରେ ନିର୍ଭରଶୀଳ । ଉଦ୍ୟୋଗ ଭଳି କ୍ଷେତ୍ରରେ କେନ୍ଦ୍ରାପଡ଼ା ଜିଲା ଅଗ୍ରଣୀ ହୋଇପାରିନାହିଁ । ଉଦ୍ୟୋଗ କ୍ଷେତ୍ରରେ ଜିଲାକୁ ଆଗକୁ ବଢ଼ାଇବା ପାଇଁ ଯେଉଁ ସାମଗ୍ରୀକ ଚେଷ୍ଟା ଆବଶ୍ୟକ ତାହା ଦେଖିବାକୁ ମିଳିପାରୁନାହିଁ । ଶିକ୍ଷିତ ବେକାର ଯୁବତୀଯୁବକ ନିଯୁକ୍ତି ପଛରେ ନ ଧାଇଁ ଆତ୍ମନିର୍ଭରଶୀଳ ହେବାକୁ ବିଭ୍‌ିନ୍ନ ସଭାସମିତିରେ ଆହ୍ୱାନ କରାଯାଉଛି । ଏଥିପାଇଁ ଜିଲା ଶିଳ୍ପ କେନ୍ଦ୍ର […]

କେନ୍ଦ୍ରାପଡ଼ା, ୨୪ା୬: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଲୟରେ ବିଭିନ୍ନ ବିଷୟରେ ସ୍ନାତ୍ତୋକୋତ୍ତର(ପିଜି) ଶିକ୍ଷା ପାଇଁ କ୍ଲାସ ଖୋଲିଥିଲେ ମଧ୍ୟ ପାଠ୍ୟକ୍ରମ ଚୟନ, ଶିକ୍ଷାଦାନ ଓ ପରିଚାଳନାରେ ଗୁରୁତ୍ତର ବାଧା ସୃଷ୍ଟି ହୋଇଥିବା ଆଜି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି । ଏହିସବୁ ସମସ୍ୟା ଗୁଡିକୁ ନେଇ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ସୃଷ୍ଟି ହୋଇଛି । ଏନେଇ ଆଜି କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ସ୍ନାତ୍ତୋକୋତ୍ତର(ପିଜି) ଛାତ୍ରଛାତ୍ରୀମାନେ ଜିଲ୍ଲାପାଳଙ୍କୁ ଭେଟି ଅଭିଯୋଗ […]

କେନ୍ଦ୍ରାପଡ଼ା, ୨୪ା୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡ଼ା ପଞ୍ଚାୟତର ସମିତିସଭ୍ୟା ସନ୍ଧ୍ୟାରାଣୀ ସେଠୀଙ୍କ ଅକାଳ ବିୟୋଗରେ ଆଜି କେନ୍ଦ୍ରାପଡ଼ା ବ୍ଲକରେ ଏକ ଶୋକସଭା ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଅଧକ୍ଷା ରଶ୍ମିତା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ/ସଭ୍ୟାମାନେ ଯୋଗଦେଇ ସ୍ୱର୍ଗତା ସେଠୀଙ୍କ ଉଦେଶ୍ୟରେ ଦୁଇ ମିନିଟ ନିରବ ପ୍ରାଥନା କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବିଡ଼ିଓ ବନ୍ଦନା […]

କେନ୍ଦ୍ରାପଡ଼ା, ୨୪ା୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଭରତପୁର ଫୋରପୋଲ ଠାରୁ ଗୋବରୀ କେନାଲ ବନ୍ଧ ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି । ପ୍ରାୟ ୨୦ବର୍ଷ ତଳେ ନିର୍ମାଣ ହୋଇଥିବା ଏହି ରାସ୍ତାର ଅବସ୍ଥା ବର୍ତ୍ତମାନ ଚଳାଚଳ ପାଇଁ ଅତ୍ୟନ୍ତ ଅନୁପଯୁକ୍ତ ହୋଇପଡିଛି । ଖାଲଖମାରେ ପରିପୂର୍ଣ୍ଣ ହୋଇପଡିଥିବା ଏହି ରାସ୍ତାରେ ଦୈନିକ ଦୂର୍ଘଟଣା ଘଟି ଧନଜୀବନ କ୍ଷୟକ୍ଷତି ହେବାରେ ଲାଗିଛି । ଏହି ରାସ୍ତା […]

କେନ୍ଦ୍ରାପଡା, ୨୪/୬: ଜ୍ଞାନପ୍ରଭା ମିଶନ ଦ୍ୱାରା ଆୟୋଜିତ ପରମହଂସ ପ୍ରଜ୍ଞାନାନନ୍ଦଜୀ ମହାରାଜଙ୍କ ମାର୍ଗଦର୍ଶନରେ ଶିକ୍ଷକମାନଙ୍କୁ ନେଇ ସୃଜନିକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ପରମହଂସଜୀ “ଆଦର୍ଶ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା’ ଉପରେ ମାର୍ଗଦର୍ଶନ କରିଥିଲେ । ଆଦର୍ଶ ଶିକ୍ଷକଙ୍କ ଦ୍ୱାରା ଆଦର୍ଶ ଛାତ୍ର, ଆଦର୍ଶ ବିଦ୍ୟାଳୟ ଏବଂ ଆଦର୍ଶ ସମାଜ କିପରି ଗଠନ ହୋଇପାରିବ ସେହି ବିଷୟରେ ଆଲୋକପାତ କରିଥିଲେ । ଏଥିରେ ୨୫୦ରୁ ଉର୍ଦ୍ଧ୍ୱ […]