ରାଜ୍ୟ

ଆଷାଢ଼ରେ ଚାଷଜମି ଶୁଖିଲା: ଗଜାମରୁଡ଼ି ଆଶଙ୍କା

ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ଯୋଗୁ ଏବେ ଖରିଫ ଧାନ ଚାଷ ପ୍ରଭାବିତ ହେବାକୁ ବସିଛି । ପଟ୍ଟାମୁଣ୍ଡାଇ ଅଂଚଳ୍‌ରେ ଏବେ ଗଜାମରୁଡ଼ି ଆଶଙ୍କା ଦେଖା ଦେଲାଣି...

ରେସ୍ୱା ସ୍ୱେଛାସେବୀ ସଂଗଠନ ପକ୍ଷରୁ ମୃଦୁ ପାନୀୟ ବଣ୍ଟନ

କେନ୍ଦ୍ରାପଡ଼ା, ୧୬ା୭: କେନ୍ଦ୍ରାପଡା ଏକ ଭାଇଚାରାର ସହର । ଏଠି ସମସ୍ତ ସମ୍ପ୍ରଦାୟର ଲୋକମାନେ ଏକାଠି ହୋଇ ସମସ୍ତ ପର୍ବପର୍ବାଣୀ ପାଳନ କରିଥାନ୍ତି । ଏହାର ଏକ...

ପୁରାତନ ଛାତ୍ରମାନେ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ , କଲେଜ ପାଣ୍ଠିରୁ ହଡପ ହୋଇଥିବା କୋଟି କୋଟି ଟଙ୍କାର ଭିଜିଲାନ୍ସ ତଦନ୍ତ ଦାବି

କେନ୍ଦ୍ରାପଡ଼ା, ୧୬ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ରମାନେ ସୋମବାର ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ମହାବିଦ୍ୟାଳୟ ପାଣ୍ଠିରୁ ହଡପ ହୋଇଥିବା...

କାହା ପାଖରେ ଅଛି ରତ୍ନଭଣ୍ଡାର ଚାବି? ବଡ଼ ବୟାନ ଦେଲେ ନିରଞ୍ଜନ

ଭୁବନେଶ୍ୱର,୧୬।୭: ରତ୍ନଭଣ୍ଡାର ଚାବିକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ। ଚାବି କାହା ପାଖରେ ଅଛି ଓ କିଏ ରଖିଛି...

ଓଡିଶା ଆଦର୍ଶ ଯୁବ ସଂଗଠନ ପକ୍ଷରୁ ବୃକ୍ଷରୋପଣ

କେନ୍ଦ୍ରାପଡା, ୧୫/୭: ଓଡିଶା ଆଦର୍ଶ ଯୁବ ସଂଗଠନ ତରଫରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ପଞ୍ଚାୟତର ଗୁଣ୍ଡୁଚି ମଠ ନିକଟରେ ଆଜି ୨୦୦ରୁ ଅଧିକ ବୃକ୍ଷରୋପଣ କରାଯାଇଥିଲା...

କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲାପାଳ ପିତାମ୍ବର ସାମଲ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି

କେନ୍ଦ୍ରାପଡା ୧୫/୭ - କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପିତାମ୍ବର ସାମଲଙ୍କୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ସମବାୟ, ହସ୍ତତନ୍ତ, ବୟନ ଓ...

ଜନ୍ମବେଦି ରୁ ରତ୍ନବେଦିକୁ ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତି

ପଟ୍ଟାମୁଣ୍ଡାଇର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡାଯାତ୍ରା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡାଯାତ୍ରା ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ସୋମବାର ସମ୍ପନ୍ନ ହୋଇଛି...

ଭଙ୍ଗାଗଲା ଭିତର ରତ୍ନଭଣ୍ଡାର ତାଲ, ସିନ୍ଦୁକ-ଆଲ୍‌ମିରାରେ ରହିଛି ଅଳଙ୍କାର: ମୁଖ୍ୟ ପ୍ରଶାସକ

ପୁରୀ, ୧୪ା୭: ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଦିନ ୧ଟା ୨୮ରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇଛି । ରତ୍ନଭଣ୍ଡାର ଖୋଲିବା ପାଇଁ ଗଠନ କରାଯାଇଥିବା ସ୍ୱତନ୍ତ୍ର...

ଗ୍ରୀଲଭାଙ୍ଗି ଲକ୍ଷାଧିକ ଟଙ୍କାରେ ସୁନାଗହଣା ଚୋରି ଅଭିଯୋଗ

କେନ୍ଦ୍ରାପଡ଼ା, ୧୪ା୭: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ଗ୍ରାମର ପ୍ରିୟଦର୍ଶନ ସ୍ୱାଇଁଙ୍କ ଘରୁ ଗତକାଲି ବିଳମ୍ବିତ ରାତିରେ କେହିନଥିବାର ସୁଯୋଗ ନେଇ ଗ୍ରୀଲ ଭାଙ୍ଗି ଘର...

କେନ୍ଦ୍ରାପଡା ମହାବିଦ୍ୟାଳୟର ଆଲୁମିନି ବୈଠକ , କଲେଜରୁ ଏସି ଚୋରି ଘଟଣାର ଉପଯୁକ୍ତ ତଦନ୍ତ ପୂର୍ବକ ଦୋଷୀଙ୍କୁ ଦଣ୍ଡିତ ପାଇଁ ତଦନ୍ତକାରୀ ସଂସ୍ଥାକୁ ଦାବି

କେନ୍ଦ୍ରାପଡ଼ା, ୧୪ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଆଲୁମିନି ବୈଠକ ସଭାପତି ପ୍ରାଧ୍ୟାପକ ନନ୍ଦ କିଶୋର ପରିଡାଙ୍କ ଅଧ୍ୟକ୍ଷତାରେ   କଲେଜ ମିନି କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି...

କେନ୍ଦ୍ରାପଡା ପୂର୍ବତନ ସୈନିକ ସଂଘର ୨୮ତମ ବାର୍ଷିକ ଅଧିବେଶନ

କେନ୍ଦ୍ରାପଡା, ୧୪/୭: କେନ୍ଦ୍ରାପଡା ଜିଲ୍ଲା ପୂର୍ବତନ ସୈନିକ ସଂଘର ୨୮ତମ ସାଧାରଣ ବାର୍ଷିକ ଅଧିବେଶନ ଗରାପୁରସ୍ଥିତ ଶ୍ରୀଶ୍ରୀ ଶିବାନନ୍ଦ ଆଶ୍ରମରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଧିବେଶନରେ...

ଶିକ୍ଷାଧିନିୟମ କଟକଣା ବାଟବଣା, କୋଚିଂ ସେଂଟରରେ ପାଠ ପଢାଉଛନ୍ତି ସରକାରୀ ଶିକ୍ଷକ /ଅଧ୍ୟାପକ , ଯାଂଚ ହେଉନି କି କାର୍ଯ୍ୟାନୁଷ୍ଠାନ ହେଉନି

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ସରକାରୀ ଶିକ୍ଷକ, ଅଧ୍ୟାପକମାନେ ସରକାରୀ ନିୟମର ଖୋଲା ଉଲ୍ଲଂଘନ କରି ବେସରକାରୀ ଟ୍ୟୁସନ୍ ଓ କୋଚିଂ ସେଂଟରରେ ଶିକ୍ଷାଦାନ କରୁଛନ୍ତି । ଯାହାକୁ...

ସ୍ୱଚ୍ଛ ସୁନ୍ଦର ସହର ପ୍ରହସନ, ୪ବର୍ଷ ହେବ ଅଚଳାବସ୍ଥାରେ ଇ-ଟଏଲେଟ୍‌ , ବିନା ପ୍ଲାନରେ ଚାଲିଛି ପୌରପାଳିକା

କେନ୍ଦ୍ରାପଡା ଜିଲାର ବିଣିଜ୍ୟକ ପେଣ୍ଠସ୍ଥଳି ପଟ୍ଟାମୁଣ୍ଡାଇରେ ସ୍ୱଚ୍ଛ ପରିମଳ ବ୍ୟବସ୍ଥା ନେଇ ପୌରପରିଷଦ ପକ୍ଷରୁ ଦୀର୍ଘସୁତ୍ରୀ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି । ସଚେତନତା କ୍ୟାମ୍ପ ଠାରୁ ଆରମ୍ଭ...

ଜିଲ୍ଲାରେ ମେଡିକାଲ ପ୍ରତିଷ୍ଠା ପାଇଁ କ୍ରିୟାନୁଷ୍ଠାନ କମିଟିର ସାନି ଉଦ୍ୟମ

କେନ୍ଦ୍ରାପଡ଼ା, ୧୩ା୭: ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଦୀର୍ଘ ତିନି ବର୍ଷ ଧରି କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଧାରାବାହିକ ଭାବରେ ଚାଲିଥିବା ଆନ୍ଦୋଳନକୁ ପୂର୍ବତନ ସରକାର...

ବଳଦେବଜୀଉଙ୍କ ଗୁଣ୍ଡିଚା ମନ୍ଦିରରେ ସଙ୍ଗୀତ ଓ ନୃତ୍ୟ ମହୋତ୍ସବ

କେନ୍ଦ୍ରାପଡା, ୧୩/୭: କେନ୍ଦ୍ରାପଡାର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ସଂଗଠନ “ବାଗ୍‌ଦେବୀ କଳା ମନ୍ଦିର” ଆନୁକୂଲ୍ୟରେ...

ପୁନର୍ବାସ ପକ୍ଷରୁ ସପ୍ତାହବ୍ୟାପୀ ବୃକ୍ଷ ବଣ୍ଟନ କାର୍ଯ୍ୟକ୍ରମ

କେନ୍ଦ୍ରାପଡା, ୧୨/୭: ଜଳବାୟୁ ପରିବର୍ତ୍ତନ ଜନିତ ଆହ୍ୱାନ ସମ୍ପ୍ରତି ପୃଥିବୀର ଅସ୍ତିତ୍ୱ ଓ ଭବିଷ୍ୟତକୁ ନେଇ ଏକ ସଂକଟମୟ ଦୋଛକିରେ ଠିଆ କରାଇ ଦେଇଛି । ସାରାବିଶ୍ୱ...

ଅନ୍ତୋଦୟ କାର୍ଡରେ ଜାଲିଆତି : ଚାଉଳ ନପାଇ ଦୁଃଖରେ ଜିବନ କାଟୁଛନ୍ତି ବୃଦ୍ଧା

ଡେରାବିଶ - ୧୨/୭ - ଖାଦ୍ୟ ସୁରକ୍ଷା ଯୋଜନାରେ ସମସ୍ତ ଗରିବ ହିତାଧିକାରୀଙ୍କୁ ରାସନ ମିଳିବା ନେଇ ରାଜ୍ୟ ଓ କେନ୍ଦ୍ର ସରକାର ଯୋଗ୍ୟ ହିତାଧିକାରୀଙ୍କୁ ରାସନ...

ନୃସିଂହଜୀଉ ନୋଡାଲ ସ୍କୁଲରେ ବିଦାୟକାଳୀନ ସଭା

ପଟ୍ଟାମୁଣ୍ଡାଇ ତା ୧୨/୭-ପଟ୍ଟାମୁଣ୍ଡାଇ ବ୍ଲକ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ସିଦ୍ଧ ପରମହଂସ ନୋଡାଲ ଉପ୍ରା ସ୍କୁଲ କ୍ଲଷ୍ଟର ପକ୍ଷରୁ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା...

ଜନ୍ମଦିନରେ ୧୨୦ ଚାରା ରୋପଣ କଲେ ଛାତ୍ର

କେନ୍ଦ୍ରାପଡା,୧୨ା୭: କେନ୍ଦ୍ରାପଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ତୃତୀୟ ଶ୍ରେଣୀ ଛାତ୍ର ବିକାଶ ରଞ୍ଜନ ସାହୁ ବିଦ୍ୟାଳୟ ପରିସରରେ ୧୨୦ ଟି ବୃକ୍ଷର ଚାରା ଲଗାଇ ବିଶ୍ୱତାପ ନିୟନ୍ତ୍ରଣର ବାର୍ତ୍ତା...

ସରକାରୀ ସିନିଅର ବେସିକ ଉନ୍ନିତ ହାଇସ୍କୁଲରେ ବ୍ଲକ ସ୍ତରୀୟ ପ୍ରେରଣା ମହୋତ୍ସବ

କେନ୍ଦ୍ରାପଡ଼ା, ୧୨ା୭: କୁଶିଆପାଳସ୍ଥିତ ସରକାରୀ ସିନିଅର ବେସିକ ଉନ୍ନିତ ହାଇସ୍କୁୁଲରେ ବ୍ଲକ ସ୍ତରୀୟ ପ୍ରେରଣା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବ୍ଲକ ଶିକ୍ଷା ଅଧିକାରୀ...

କଲେଜରୁ ଏସି ଚୋରି ଘଟଣା , ପୁରାତନ ଛାତ୍ରମାନଙ୍କ ଧାରଣା , ପ୍ରତିଶୃତି ପରେ ସ୍ଥଗିତ

କେନ୍ଦ୍ରାପଡ଼ା, ୧୨ା୭: କେନ୍ଦ୍ରାପଡା ମହାବିଦ୍ୟାଳୟରୁ ଏସି ଚୋରି ଘଟଣାର ମାଷ୍ଟରମାଇଣ୍ଡ ଗିରଫ ଓ ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ ଦ୍ୱାରା କରାଯିବା ଦାବିରେ ଟାଉନ ଥାନା ସମ୍ମୁଖରେ ବିଗତ...

ନାବାର୍ଡ, ଏସ.ଏଫ.ଏସି ଓ ଓ.ଏନ.ଡି.ସି. ସହଯୋଗରେ ତରଙ୍ଗ ମେଳା

କେନ୍ଦ୍ରାପଡ଼ା, ୧୧ା୭: ନାବାର୍ଡ ଏସ.ଏଫ୍‌.ଏସି ଏବଂ ଓ ଏନ ଡିସିର ମିଳିତ ଆନୁକୁଲ୍ୟରେ କଟକ ବାଲିଯାତ୍ରା ପଡ଼ିଆରେ କୃଷକ ଉତ୍ପାଦକ ସଂଗଠନ ମାନଙ୍କୁ ନେଇ ତରଙ୍ଗ ମେଳା...

ସର୍ବଭାରତୀୟ ପାୱାର ଲିଫ୍ଟିଂରେ କେନ୍ଦ୍ରାପଡାର ରୋନିତ ରୋଶନଙ୍କୁ ରୌପ୍ୟ ପଦକ

କେନ୍ଦ୍ରାପଡ଼ା, ୧୧ା୭: ନ୍ୟାସନାଲ ସ୍ପୋର୍ଟ୍ସ ଫେଡେରେସନ ପକ୍ଷରୁ ମଧ୍ୟପ୍ରଦେଶ ରାଜ୍ୟର ଉଜୈନଠାରେ ଆୟୋଜିତ ସର୍ବ ଭାରତୀୟ ସିନିୟର ପାୱ।ର  ଲିଫ୍ଟିଂ ଚମ୍ପିଅନସିପ୍ ପ୍ରତିଯୋଗିତାରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ...

ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ସିଟୁର ସ୍ମାରକପତ୍ର

କେନ୍ଦ୍ରାପଡ଼ା, ୧୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦେଶ୍ୟରେ କେନ୍ଦ୍ରାପଡା ସିଟୁ ପକ୍ଷରୁ ଏକ ସ୍ମାରକପତ୍ର ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ଆଜି ପ୍ରଦାନ କରାଯାଇଛି ।...