ରାଜ୍ୟ

ହଟିଲା ବ୍ରିଟସ ଆଇନ ଲାଗୁଲାଗୁ ହେଲା ନୂଆ ପୋଲିସ ଆଇନ

ଜୁଲାଇ ପହିଲା ସୋମବାର ଠାରୁ ସାରା ଦେଶରେ ୧୮୬୦ ମସିହାରୁ ଚାଲିଥିବା ବ୍ରିଟସ ଆଇନକୁ ହଟାଇ ନୂଆ ପୋଲିସ ଆଇନ ଲାଗୁ ହୋଇଛି । ନୂଆ ଆଇନ...

ଲାଗୁ ହେଲା ନୂଆ ଆଇନ:ପଟ୍ଟାମୁଣ୍ଡାଇ ଗ୍ରମାଂଚଳ ଥାନାରେ ସଚତେନତା

ପଟ୍ଟାମୁଣ୍ଡାଇ ୧/୭ ଫୌଜଦାରୀ ନ୍ୟାୟ ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ୩ଟି ନୂଆ ଆଇନ ଲାଗୁ କରିଛନ୍ତି । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଅନୁମୋଦନ...

ଦେଶରେ ନୂତନ ଭାରତୀୟ ନ୍ୟାୟ ସଂହିତା ଆରମ୍ଭ ନେଇ ଟାଉନ ଥାନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡା, ୨୯ା୬: ସାରା ଦେଶରେ ଆଜିଠାରୁ ନୂତନ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବାକୁ ଯାଉଥିବାରୁ ସାଧାରଣ ଲୋକମାନଙ୍କୁ ସେ ସମ୍ପର୍କରେ ସଚେତନ କରିବା ପାଇଁ କେନ୍ଦ୍ରାପଡା...

କାର୍ଯ୍ୟରତ ମହିଳା ସାମ୍ବାଦିକଙ୍କୁ ପୂର୍ବତନ ମନ୍ତ୍ରୀଙ୍କ କୁକୁର ଲଗାଇବା ଘଟଣାର ପ୍ରତିବାଦ ସହ ସାମ୍ବାଦିକ ନିରାପତ୍ତା ଆଇନ ଲାଗୁ କରିବା ଦାବିରେ କେଡିୟୁଜେ ର ଦାବିପତ୍ର

କେନ୍ଦ୍ରାପଡ଼ା ୧/୭- ସାରା ରାଜ୍ୟରେ ବିପନ୍ନ ହୋଇ ରହିଥିବା ସାମ୍ବାଦିକଙ୍କ ନିରାପତ୍ତା ଆଇନ ଲାଗୁ କରିବା ସହ ନିକଟରେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ଭୁବନେଶ୍ୱର ବାସ...

ମହାକାଳପଡ଼ା ବିକାଶ ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ ଏବଂ ବିଧାୟକଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ୧/୭-ମହାକାଳପଡ଼ା ବିକାଶ ମଞ୍ଚ ତରଫରୁ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଅବସରରେ ମହାକାଳପଡ଼ା ବିକାଶ ମଞ୍ଚ...

ସାହିତ୍ୟ ଭୂମି ପତ୍ରିକା ଉନ୍ମୋଚିତ

ପତ୍ରିକା ହଉବା ପୁସ୍ତକ ପଠନ ମଣିଷର ଭାବନା ସହିତ ଏକ ଅନ୍ତରଙ୍ଗ ସେତୁ ସୃଷ୍ଟି କରିଥାଏ । ପାଠକ ତାର ଅନ୍ତର୍ଦୃଷ୍ଟିର ସୀମାକୁ ପ୍ରସାରିତ କରିଥାଏ ।...

ଶିକ୍ଷାବିତ ଲଷ୍ମୀଧର ଦାଶମହାପାତ୍ରଙ୍କ ପରଲୋକ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ଶିକ୍ଷାବିତ ଲଷ୍ମୀଧର ଦାଶ ମହାପାତ୍ରଙ୍କ ବେଲତଳ ବାସଭବନରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ...

ସାହିତ୍ୟ ଭୂମି ପତ୍ରିକା ଉନ୍ମୋଚିତ

ପତ୍ରିକା ହଉବା ପୁସ୍ତକ ପଠନ ମଣିଷର ଭାବନା ସହିତ ଏକ ଅନ୍ତରଙ୍ଗ ସେତୁ ସୃଷ୍ଟି କରିଥାଏ । ପାଠକ ତାର ଅନ୍ତର୍ଦୃଷ୍ଟିର ସୀମାକୁ ପ୍ରସାରିତ କରିଥାଏ ।...

ମନଇଚ୍ଛା କାଟି ପାରିବେନି ତାଳଗଛ , ନିୟମ ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧/୭-ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି । ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ପାରମ୍ପରିକ ପଦ୍ଧତି ଆପଣାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ...

ମରଣାନ୍ତଙ୍କ ଆକ୍ରମଣରେ ବୃଦ୍ଧା ନିହତ, ଥାନାରେ ୨ଅଟକ

କେନ୍ଦ୍ରାପଡ଼ା, ୩୦ା୬: ଏକ ମରଣାନ୍ତଙ୍କ ଆକ୍ରମଣରେ ଜଣେ ବୃଦ୍ଧା ନିହତ ହୋଇଥିବା ବେଳେ ସେହି ପରିବାରର ବହୁ ଆହତ ହୋଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି...

ଶ୍ରୀବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନର ବାର୍ଷିକ ଉତ୍ସବ ଉଦଯାପିତ

କେନ୍ଦ୍ରାପଡ଼ା, ୩୦ା୬: ଆଇନ ମହାବିଦ୍ୟାଳୟ କଲୋନୀ ସ୍ଥିତ ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଶିକ୍ଷାନୁଷ୍ଠାନ ଶ୍ରୀ ବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନର ଦ୍ୱାବିଂଶତମ ବାର୍ଷିକ ଉତ୍ସବ ଆଜି ଉଦ୍‌ଯାପିତ...

କର୍କଟ ପିଡିତାକୁ ସହାୟତାର ହାତବଢାଇଲା ଚାରିଟେବୁଲ ଟ୍ରଷ୍ଟ

କେନ୍ଦ୍ରାପଡା, ୨୯/୬: କେନ୍ଦ୍ରାପଡ଼ା ସହରର କଜଳା ନିବାସୀ ନାରାୟଣ ମଲ୍ଲିକ(୪୫) ଗତ କିଛି ବର୍ଷ ହେବ ମୁଖ କର୍କଟ ରୋଗରେ ପିଡିତ ହେଇଛନ୍ତି । ଶ୍ରୀ ମଲ୍ଲିକ...

ଜଳସଂପଦ ସହନିର୍ବାହୀ ଯନ୍ତ୍ରିଙ୍କୁ ବିଦାୟ କାଳିନ ସମ୍ବର୍ଦ୍ଦନା

ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ସହନିର୍ବାହୀ ଯନ୍ତ୍ରୀ ପ୍ରଭାତ କୁମାର ସାହୁ ଆସନ୍ତାକାଲି ଅବସର ଗ୍ରହଣ କରିବେ । ସେ ୧୮/୧/୨୦୨୧ୁର ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଏସଡିଓ ଭାବେ...

ମାଲବାହି ଅଟୋ ସହ ବାଇକ ମୁହାଁମୁହିଁ ଧକ୍କା, ୧ ମୃତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଚନ୍ଦ୍‌ନନଗର ବାଲିଆ ଗ୍ରାମ ନିକଟରେ ଏକ ମାଲବାହି ଅଟୋ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ...

ପଟ୍ଟାମୁଣ୍ଡାଇ ତହସିଲରେ ଭିଜିଲାନ୍ସ ଚଢାଉ: ମୁଖ୍ୟ କିରାଣୀ ଗିରଫ

ପଟ୍ଟାମୁଣ୍ଡାଇ ୨୯/୬ -ଜମିପଟ୍ଟା ଆରଓଆର (ରାଇଟ୍ ଅଫ୍ ରେକର୍ଡସ) ଅବିକଳ (ସାଠିଫାଏ) ନକଲ କରିଦେବା ବାବଦରେ ଜଣେ ବ୍ୟକ୍ତିିଙ୍କଠାରୁ ୧୦ ହଜାର ଟଙ୍କା ଲାଂଚ ନେବାବେଳେ ପଟ୍ଟାମୁଣ୍ଡାଇ...

ବକ୍ତାରପୁର ମାଉସୀ ମା ମନ୍ଦିର ପକ୍ଷରୁ ରଥଯାତ୍ରା ପ୍ରସ୍ତୁତି ବୈଠକ

ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ମାଉସୀ ମା ମନ୍ଦିର ପରିଚାଳନା କମିଟି ପକ୍ଷରୁ ରଥ ଯାତ୍ରା ପାଇଁ ପ୍ରସ୍ତୁତି ବୈଠଳ ବକ୍ତାରପୁର ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି...

କମୁଛି ଚାଷ ଜମି, ବଢୁଛି ଘରବାରି : ଚାଷୀଙ୍କ ପାଇଁ ସମସ୍ୟା ଜମି କିସମ ପରିବର୍ତନ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ୮୦ ପ୍ରତିଶତ ଲୋକେ କୃଷି ଉପରେ ନିର୍ଭରଶୀଳ । ଏଠାକାର ଲୋକେ ବିଭିନ୍ନ ଚାଷବାସକରି ନିଜର ଗୁଜରାଣ ମେଂଟାଇ ଥାନ୍ତି ।...

ନୟାକୋଟ ପ୍ରାଥମିକବିଦ୍ୟାଳୟରେ ବିଦାୟକାଳୀନ ସଭା

ପଟ୍ଟାମୁଣ୍ଡାଇ ବ୍ଲକ ଜରିଆ ବଳଦେବ ସରକାରୀ ଉଚ୍ଚବିଦ୍ୟାଳୟ ଓ ସିଦ୍ଧ ପରମହଂସ ନୋଡାଲ ଉପ୍ରା ବିଦ୍ୟାଳୟ ପକ୍ଷରୁ ମିଳିତ ଭାବେ ନୟାକୋଟ ପ୍ରାଥମିକ ବିଦ୍ୟାଳୟ ଠାରେ ଅବସର...

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍‌ଦଣ୍ଡାଦେଶ

କେନ୍ଦ୍ରାପଡା, ୨୮ା୬: କେନ୍ଦ୍ରାପଡା ଜିଲ୍ଲାର ଆଳି ଥାନା ଅନ୍ତର୍ଗତ ଏକ ଗ୍ରାମର ଜନୈକ ନାବାଳିକାକୁ ଯୌନ ନିର୍ଯ୍ୟାତନା ଦେବା ଅଭିଯୋଗରେ ସଂପୃକ୍ତ ଅଭିଯୁକ୍ତକୁ କେନ୍ଦ୍ରାପଡା ଫାଷ୍ଟଟ୍ରାକ୍ ଆଡହକ...

ର୍ଦୁବ୍ୟବହାର କରୁଥିବା ଏମ.ବି.କେ. ଓ ସି.ଆର.ପି.ଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ସ୍ଥାୟୀ ମାନ୍ୟତା ଦାବିରେ ଜିପିଏଲଏଫ ଇସି ମେମ୍ବରଙ୍କ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

କେନ୍ଦ୍ରାପଡ଼ା, ୨୮ା୬: ଗ୍ରାମପଞ୍ଚାୟତ ସ୍ତରୀୟ ମିଶନସକ୍ତି ଫେଡେରେସନ୍‌(ଜି.ପି.ଏଲ.ଏଫ୍‌)କାର୍ଯ୍ୟକାରୀ କମିଟି ସଦସ୍ୟ(ଇ.ସି.)ମାନଙ୍କୁ ର୍ଦୁବ୍ୟବହାର କରୁଥିବା ଏମ.ବି.କେ. ଓ ସି.ଆର.ପି.ମାନଙ୍କ ବିରୋଧରେ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ...

କେନ୍ଦ୍ରାପଡା ପୋଲିସ ପକ୍ଷରୁ ସ୍ୱେଛାକୃତ ରକ୍ତଦାନ ଶିବିର , ୧୬୪ୟୁନିଟ ରକ୍ତ ସଂଗୃହିତ

କେନ୍ଦ୍ରାପଡ଼ା, ୨୮ା୬: କେନ୍ଦ୍ରାପଡା ପୋଲିସ ପକ୍ଷରୁ ପ୍ରଥମ ଥର ପାଇଁ ରିଜର୍ଭ ପୋଲିସ କାର୍ଯ୍ୟାଳୟର କନଫରେନ୍ସ ହଲ ପରିସରରେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଆଜି ଆୟୋଜିତ...

ଜିଲ୍ଲା ପ୍ରଶାସନର ‘ମା ପାଇଁ ଗଛଟିଏ’ ଅଭିଯାନ

କେନ୍ଦ୍ରାପଡ଼ା, ୨୮ା୬ : ଜିଲ୍ଲା ପ୍ରଶାସନ ପକ୍ଷରୁ ‘ମା ପାଇଁ ଗଛଟିଏ’ ଅଭିଯାନ କେନ୍ଦ୍ରାପଡାରେ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ଆଜି ସକାଳେ ବାରୋ ଗ୍ରାମପଞ୍ଚାୟତର...

ତୁଳସୀକ୍ଷେତ୍ର ଇସିଏମ୍ ମହାସଂଘର ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡା, ୨୮/୬: କେନ୍ଦ୍ରାପଡା ଜିଲ୍ଲା ତୁଳସୀକ୍ଷେତ୍ର ଇସିଏମ୍ ମହାସଂଘର ସଦସ୍ୟାମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସଦସ୍ୟାମାନେ ଶୁକ୍ରବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ...

କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ସଂଘ , ବିଧାୟକ ଗଣେଶ୍ୱର ବେହେରାଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା, ୨୮/୬: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର କର୍ମକର୍ତ୍ତାମାନେ ନବ ନିର୍ବାଚିତ ବିଧାୟକ ଗଣେଶ୍ୱର ବେହେରାଙ୍କୁ ତାଙ୍କର ଗରାପୁରସ୍ଥିତ ବାସ ଭବନରେ ଭେଟି ଫୁଲତୋଡା ଦେଇ...