ରାଜ୍ୟ

ଜୁନ୍ ୧ରେ ମତଦାନ ପାଇଁ ଇଭିଏମ୍ ପ୍ରସ୍ତୁତ

କେନ୍ଦ୍ରାପଡ଼ା, ତା ୨୫/୦୫: ଜିଲ୍ଲାରେ ଜୁନ୍ ୧ ତାରିଖରେ ଭୋଟ୍‌ଗ୍ରହଣ ପାଇଁ ଇଭିଏମ୍ ମେସିନ୍‌ର କମିସନିଂ କାର୍ଯ୍ୟ ଶେଷ ହୋଇଛି । ଭାରତର ନିର୍ବାଚନ ଆୟୋଗଙ୍କ ନିୟମାନୁସାରେ...

ରାଜନଗର ଭାଜପା ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ଭାରତୀୟ ଜନତା ପାଟୀ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ହୋଇଛି । ଭାଜପା ନିର୍ବାଚନୀ ପ୍ରଚାର କ୍ୟାସେଟରେ...

ପୌରାଞ୍ଚଳରେ ବିଜେଡିର ବିଶାଳ ରୋଡସୋ

ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ବିଭିନ୍ନ ଦଳର ନିର୍ବାଚନ ପ୍ରଚାର ସେତେ ଜୋରଦାର ହେବାରେ ଲାଗିଛି । ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଗଡ଼ ଭାବେ ପରିଚିତ...

ଯୋଡି ଶଙ୍ଖ ଇତିହାସ ରଚିବ , ନୀଳକଣ୍ଠପୁରରେ ବିଜେଡି କର୍ମୀ ସମ୍ମିଳନୀ

କେନ୍ଦ୍ରାପଡ଼ା ଜିଲ୍ଲା ସମେତ ସାରା ଓଡିଶାରେ ଯୋଡି ଶଙ୍ଖ ଇତିହାସ ରଚିବ ଓ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହୋଇ ବିରଳ ରେକର୍ଡ ସୃଷ୍ଟି...

କୃଷିକର୍ମଚାରୀଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରେ ଥିବା ଜିଲ୍ଲା କୃଷି କାର୍ଯ୍ୟାଳୟରେ କାର୍ଯ୍ୟରତ କୃୃଷି କର୍ମଚାରୀ ରାଜେନ୍ଦ୍ର ସିଂ (୪୨)ଙ୍କ ଚିକିତ୍ସାଧିନ ଅବସ୍ଥାରେ ମ୍ୟୃତ୍ୟୁ ହୋଇଛି ।ସୁଚନା ଅନୁଯାଇ ମୟୁରଭଞ...

ପଟ୍ଟାମୁଣ୍ଡାଇ ଉତିକଣରେ ଧ୍ରୁବଙ୍କ ବିଶାଳ ରୋଡସୋ, ସମଗ୍ର ଅଂଚଳ ଶଙ୍ଖମୟ

ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ବିଭିନ୍ନ ଦଳର ନିର୍ବାଚନ ପ୍ରଚାର ସେତେ ଜୋରଦାର ହେବାରେ ଲାଗିଛି । ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଗଡ଼ ଭାବେ ପରିଚିତ...

ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ବିଜେଡି ସରକାର ଓଡିଶାବାସୀଙ୍କୁ ପ୍ରତାରଣା କରିଛି – ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ

କେନ୍ଦ୍ରାପଡା,୨୪/୫ - ଭାରତୀୟ ଜନତାପାର୍ଟି କେନ୍ଦ୍ରାପଡା ଲୋକସଭା କ୍ଷେତ୍ରରେ ସାମ୍ବାଦିକ ସମ୍ମିଳନୀ ଗରାପୁର ସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସାମ୍ବାଦିକ ସମ୍ମିଳନୀରେ...

ସ୍ୱାଧୀନ ସାଂସଦ ପ୍ରାର୍ଥୀ ପ୍ରତାପ ମହାନ୍ତିଙ୍କ ନିର୍ବାଚନ ପ୍ରଚାର

କେନ୍ଦ୍ରାପଡ଼ା ଜିଲ୍ଲାର ସୂଚନା ଅଧିକାର କର୍ମୀ ଚାଷୀ ନେତା ପ୍ରତାପ ଚନ୍ଦ୍ର ମହାନ୍ତି କେନ୍ଦ୍ରାପଡ଼ା ଲୋକସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ମୈଦାନରେ ଅବତୀର୍ଣ୍ଣ ହୋଇଛନ୍ତି...

ଅଲ୍ ଓଡିଶା ଓବିସି ମଞ୍ଚର ସଭାପତି ଅନାଦି ଚରଣ ସାହୁଙ୍କ କଂଗ୍ରେସରେ ଯୋଗଦାନ

କେନ୍ଦ୍ରାପଡା, ୨୩ା୫- ଆଜି ଅଲ୍ ଓଡିଶା ଓବିସି ମଞ୍ଚର ସଭାପତି ଅନାଦି ଚରଣ ସାହୁ ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି । ଏହି ଅବସରରରେ...

ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ସଚେତନତା ଶିବିର

ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ବୁଧବାର ପ୍ରକଳ୍ପ ୟୁ ପି ବିଦ୍ୟାଳୟ ବେଲତଳ ଠାରେ ଲୋକଙ୍କ ଉପଯୋଗୀ ସେବା ସମ୍ବନ୍ଧୀୟ ବିବାଦର ସମାଧାନ ସମ୍ପର୍କରେ...

ପାଟକୁରାରେ ବିଜେଡି ସଂସଦ ପ୍ରାର୍ଥୀ ଅଂଶୁମାନ ଓ ବିଧାୟକ ପ୍ରାର୍ଥୀ ଅରବିନ୍ଦଙ୍କ ରୋଡସୋ

କେନ୍ଦ୍ରାପଡ଼ା, ୨୨ା୫: କେନ୍ଦ୍ରାପଡା ଲୋକସଭା କ୍ଷେତ୍ର ଅନ୍ତର୍ଗତ ପାଟକୁରା ବିଧାନସଭା କ୍ଷେତ୍ରରେ ବିଜେଡି ସଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଓ ବିଜେଡି ବିଧାୟକ ପ୍ରାର୍ଥୀ ଅରବିନ୍ଦ ମହାପାତ୍ର...

ଭାରତୀୟ ଜନତା ପାର୍ଟିର ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡ଼ା, ୨୧/୫- ଭାରତୀୟ ଜନତା ପାର୍ଟି କେନ୍ଦ୍ରାପଡା ଜିଲ୍ଲା ତରଫରୁ ହୋଟେଲ ସ୍ୱୟଂସିଦ୍ଧାଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଭାରତୀୟ ଜନତା...

ନୂତନ ଉଦାହରଣ ସୃଷ୍ଟି କଲେ ନବଦମ୍ପତି, ଉଭୟ କରିଲେ ରକ୍ତଦାନ ଓ ବୃକ୍ଷରୋପଣ

  କେନ୍ଦ୍ରାପଡା, ୨୧/୫: ଆଜିର ସମୟ ଚକ୍ରରେ ମଣିଷ ସବୁବେଳେ ନିଜର ବ୍ୟକ୍ତିଗତ ଜୀବନ ପାଇଁ ବ୍ୟସ୍ତ ରହିଥାଏ । ମଣିଷ ଗୋଟେ ସାମାଜିକ ପ୍ରାଣୀ ।...

କେନ୍ଦ୍ରାପଡା ଲୋକସଭା କଂଗ୍ରେସ ପ୍ରଚାର କମିଟି ଗଠନ

କେନ୍ଦ୍ରାପଡା ୨୧/୫: କେନ୍ଦ୍ରାପଡା ଲୋକସଭା ନିର୍ବାଚନର ପ୍ରଚାର ଓ ପ୍ରସାରକୁ ତ୍ୱରାନ୍ୱିତ କରିବା ନେଇ ଓଡିଶା ପ୍ରଦେଶ ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତ ଚରଣ ଦାସଙ୍କ ନିର୍ଦେଶ...

ଷ୍ଟେଟବ୍ୟାଙ୍କର ନୂଆ ମୁଖ୍ୟ ପ୍ରବନ୍ଧକଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା ୨୧/୫-ଭାରତୀୟ ଷ୍ଟେଟବ୍ୟାଙ୍କ, କେନ୍ଦ୍ରାପଡା ମୁଖ୍ୟ ଶାଖାରେ ନୂତନଭାବେ ଯୋଗଦେଇଥିବା ମୁଖ୍ୟ ପ୍ରବନ୍ଧକ ବିଶ୍ୱଜିତ ରାଉତରାୟଙ୍କୁ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ତରଫରୁ ପୁଷ୍ପଗୁଚ୍ଛ ପ୍ରଦାନକରି ସମ୍ବର୍ଦ୍ଧିତ...

ପୁନର୍ବାସରେ ଭିନ୍ନକ୍ଷମ ଶିଶୁଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

କେନ୍ଦ୍ରାପଡା, ୨୧/୫: ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ବିଭାଗ ସହଯୋଗିତାରେ ମାଧପୁରସ୍ଥିତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ କେନ୍ଦ୍ରରେ ଥେରାପି ଗ୍ରହଣ କରୁଥିବା ବୌଦ୍ଧିକ ଭିନ୍ନକ୍ଷମ ଶିଶୁଙ୍କ ସ୍ୱାସ୍ଥ୍ୟ...

ସୋସିଆଲ ମିଡିଆରେ ପ୍ରଚାର କଟକଣା ମାନୁ ନାହାଁନ୍ତି

୨୦୨୪ ସାଧାରଣ ନିର୍ବାଚନକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧି ଲଗାଇବା ସହ ଅନେକ କଟକଣା ଲଗାଇଛନ୍ତି । ଏଥିରେ...

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ପଟ୍ଟାମୁଣ୍ଡାଇ କଲେଜର ପୂର୍ବତନ ପ୍ରାଧ୍ୟାପକ ରବୀନ୍ଦ୍ର ପରିଡାଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ବରିଷ୍ଠ ନାଗରିକଙ୍କ ପାଇଁ...

ଖଣତା ଓ ଓଉପଦାରେ ବିଜେଡି ବନ୍ଧୁମିଳନ , ଯୋଡି ଶଙ୍ଖରେ ଭୋଟ ଦେବାକୁ ଆହ୍ୱାନ

ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶରେ ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ବିଜୟ କେତନ ସ୍ୱାଇଁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ନିର୍ବାଚନମଣ୍ଡଳୀ ବୁଲି ନବୀନ...

ପରଲୋକରେ ନିକ୍ଷେପକ ମଧୁସୂଦନ ମଲିକ

କେନ୍ଦ୍ରାପଡ଼ା, ୨୦ା୫: ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ନିକ୍ଷେପକ ମଧୁସୂଦନ ମଲିକ ୫୮ବର୍ଷ ବୟସରେ ଇହଳୀଳା ସମ୍ବରଣ କରିଛନ୍ତି । ଗତ ମେ...

ବିଜେପି ମହିଳା ମୋର୍ଚ୍ଚାର୍ର ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡ଼ା, ୨୦/୫- କେନ୍ଦ୍ରାପଡା ବ୍ଲକର ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପଠାରେ ମହିଳା ଭାରତୀୟ ଜନତା ପାର୍ଟିର ଏକ ସାମ୍ବାଦିକ ସମ୍ମିଳନୀ ଆଜି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସାମ୍ବାଦିକ...

ଓଡିଶାରେ ଡବଲ ଇଞ୍ଜିନ ସରକାର ନୁହେଁ କେବଳ ନବୀନ ଇଞ୍ଜିନ ସରକାର ଦରକାର

ରାଜନଗର-ପଟ୍ଟାମୁଣ୍ଡାଇ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସଙ୍କଳ୍ପବଦ୍ଧ ନିର୍ବାଚନ ଆସିଲେ ବିରୋଧି କନ୍ଦନ୍ତି କୁମ୍ଭିର କାନ୍ଦଣା ବିଜୁଜନତା ଦଳର ବରିଷ୍ଠ ନେତା କାର୍ତୀକ ପାଣ୍ଡିଆନ ସୋମବାର କେନ୍ଦ୍ରାପଡା ଲୋକସଭା...

ବଳି ପଡୁଛି ଗଛ ବଢୁଛି ତାପମାତ୍ରା : ବୃକ୍ଷ ଅବକ୍ଷୟ ଉପରେ ଲାଗୁନି ଅଙ୍କୁଶ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଜନବସିତ ବୃଦ୍ଧି ସାଙ୍ଗକୁ ଉନ୍ନୟନ ନାଁରେ ଦୈନିକ ଶତାଧିକ ଗଛ ବଳି ପଡୁଛି । ବିକାଶ ଆଳରେ ଦୈନିକ ବନକ୍ଷୟ ହେଉଥିବାରୁ...

କେନ୍ଦ୍ରାପଡା ବିଏସ୍‌ପି ସାଂସଦ ପ୍ରାର୍ଥୀ ସେକ୍ ସାଦିକ୍ ହୋସେନଙ୍କ ରୋଡ୍ ସୋ

କେନ୍ଦ୍ରାପଡ଼ା, ୧୯ା୫: କେନ୍ଦ୍ରାପଡାରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ କେନ୍ଦ୍ରାପଡା ଲୋକସଭା କ୍ଷେତ୍ରର ବହୁଜନ ସମାଜବାଦୀ ପାର୍ଟି (ବିଏସ୍‌ପି) ପ୍ରାର୍ଥୀ...