ପଂଚାୟତ ଉନ୍ନତିକରଣ ସୂଚକାଙ୍କ ୨.୦ କର୍ମଶାଳା ଉଦଯାପିତ ପଟ୍ଟାମୁଣ୍ଡାଇ ୧୧/୭– ଆଗାମୀ ଦୁଇ ହଜାର ତିରିଶି ସୁଦ୍ଧା ଦୀର୍ଘ ସ୍ଥାୟୀ ଯୋଜନା ମାଧ୍ୟମରେ ଆଗାମୀ ପିଢ଼ିକୁ ସମସ୍ତ ସୁରକ୍ଷା ପ୍ରଦାନ ଲକ୍ଷରେ ପଟ୍ଟାମୁଣ୍ଡାଇ ବ୍ଲକ୍ ସମ୍ମିଳନୀ କକ୍ଷରେ ତାଲିମ ଶିବିର ୨ଦିନ ଧରି ଅନୁଷ୍ଠିତ ହୋଇ ଶୁକ୍ରବାର ଉଦଯାପିତ ହୋଇଯାଇଛି । ପଂଚାୟତର ଆଗ ଧାଡ଼ିର ଯୋଦ୍ଧା ଯଥା- ଆଶା, ଅଙ୍ଗନବାଡି କର୍ମୀ,ଶିକ୍ଷକ,ସରପଂଚ, ଜିଆରଏସ,ଏମବିକେ ,ପିଇଓ, ଗ୍ରାମସେବକ ଭଳି ପଂଚାୟତର…
Read more: ମଧ୍ୟହ୍ନ ଭୋଜନରେ ଅବହେଳା ନେଇ ଅସନ୍ତୋଷ