ପଟ୍ଟାମୁଣ୍ଡାଇ ତା ୧୨/୪- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଣ୍ଟା ହାଇସ୍କୁଲରେ ୨୦୦୭ ମାଟ୍ରିକ ବ୍ୟାଚ ଛାତ୍ରଛାତ୍ରୀଙ୍କ ପକ୍ଷରୁ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ପ୍ରଧାନଶିକ୍ଷକ ଆଶିଷ କୁମାର ଦାସଙ୍କ ପୌରହିତ୍ୟରେ ଆୟୋଜିତ ଗୁରୁ ପୂଜନ ଉତ୍ସବରେ ପ୍ରାକ୍ତନ ପ୍ରଧାନଶିକ୍ଷକ ପଣ୍ଡିତ ତ୍ରୈଲୋକ୍ୟ ପ୍ରସାଦ ମିଶ୍ର, ପ୍ରାକ୍ତନ ଶିକ୍ଷକ ସର୍ବେଶ୍ୱର ଜେନା, ଅଭୟ ଜେନା ବିଦ୍ୟାଧର ମହାନ୍ତି, ମଧୁସୂଦନ ଦାସ, ଗୋକୁଳ ଜେନା ରବୀନ୍ଦ୍ର ଦାଶ ପିତାମ୍ବର ପ୍ରଧାନ…
Read more: ଖଡ଼ିଅଣ୍ଟା ହାଇସ୍କୁଲରେ ଗୁରୁ ପୂଜନ