ଭାରତରେ ଗରିବ ମାପକ ମାନଦଣ୍ଡରେ ପରିବର୍ତ୍ତନ , ଦାରିଦ୍ର୍ୟ ଦୂରୀକରଣର ନେଇ ତ୍ରୁଟିପୂର୍ଣ୍ଣ ଦାବି

(ରଶ୍ମିତା ସେଠୀ) ଦରିଦ୍ରତାଙ୍କୁ ନେଇ ଦୀର୍ଘଦିନ ହେଲା ଦେଶରେ ବିତର୍କ ଚାଲୁଥିବା ବେଳେ ଦରିଦ୍ର କାହାକୁ କୁହାଯିବ ଓ ସେମାନଙ୍କ ସଂଖ୍ୟା କେତେ ସେନେଇ ପ୍ରଶ୍ନ ଉଠୁଛି...

ବଡ଼ମୋହନପୁରରେ ବିଜେଡି ମିଶ୍ରଣ ପର୍ବ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୋହନପୁର ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ରେକର୍ଡ ବିଜୟ ପାଇଁ କ୍ଷେତ୍ର ପ୍ରସ୍ତୁତ କରିଛି ବିଜେଡି । ଉଭୟ ଲୋକସଭା...

ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଘର ଜଳି ପୋଡି ପାଉଁଶ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଚଉଦକୁଲାଟ ଫାଣ୍ଡି ଗାଙ୍ଗପଡା ଗ୍ରାମର ଅଶୋକ ଜେନାଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଛାଳଘର ପୋଡି ପାଉଁଶ...

ଶତ ପ୍ରତିଶତ ଭୋଟ୍‌ଦାନ ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ଅନନ୍ୟ ପ୍ରୟାସ

କେନ୍ଦ୍ରାପଡ଼ା, ୨୭ା୪: ଶତ ପ୍ରତିଶତ ଭୋଟଦାନ ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅନନ୍ୟ ପ୍ରୟାସ ଜାରି ରହିଛି । କେବେ...

ଭାଜପା ପ୍ରତି ସମର୍ଥନ ଉତ୍ସାହଜନକ : ଲଳିତ ବେହେରା

ଆଗାମୀ ସାଧାରଣ ନିର୍ବାଚନରେ ଉଭୟ କେନ୍ଦ୍ରାପଡ଼ା ଲୋକସଭା ଓ ରାଜନଗର ବିଧାନସଭା ଆସନରେ ଭାଜପା ପ୍ରତି ଜନସମର୍ଥନ ଉତ୍ସାହଜନକ ବୋଲି ଆଜି ପଟ୍ଟାମୁଣ୍ଡାଇ ଭାଜପା କାର୍ଯ୍ୟାଳୟରେ ଭାରତିୟ...

କେନ୍ଦ୍ରାପଡା ଭାଜାପା ପ୍ରାର୍ଥୀ ଘୋଷଣା  ନେଇ ଅଡୁଆ ସ୍ଥିତି

କେନ୍ଦ୍ରାପଡା( ଲକ୍ଷ୍ମୀକାନ୍ତ ନାୟକ )କେନ୍ଦ୍ରାପଡା ଲୋକସଭାର ଭାଜପା ପ୍ରାର୍ଥୀ ତଥା ହେବି ୱେଟ୍ ନେତା କୁହାଯାଉଥିବା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ପାଇଁ ଏବେ ଅଡୁଆ ପରିସ୍ଥିତି...

ପାରା କ୍ରୀଡାବିତ୍‌ଙ୍କୁ ପୁନର୍ବାସ ପକ୍ଷରୁ ନିଉମୋସନ ମୋଟରାଇଜ ହୁଇଲ ଚେୟାର ପ୍ରଦାନ

କେନ୍ଦ୍ରାପଡା ୨୬/୪ - ଦୁର୍ଘଟଣା ବଶତଃ ଚଳନଶକ୍ତି ହରାଇଥିବା ମଣିଷ ଭିତରେ ପ୍ରତିଭାର ସୁପ୍ତ ପ୍ରାଚୁର‌୍ୟ୍ୟ ଅନାବିସ୍କୃତ ହୋଇ ରହିଥାଏ । ଯଦି ତାକୁ ପ୍ରୋତ୍ସାହନ ଓ...

ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବର ବୃକ୍ଷରୋପଣ ମେଧାବୀ ଛାତ୍ର ଦ୍ୱାରା ବୃକ୍ଷରୋପଣ କରାଇ ପ୍ରଧାନ ଶିକ୍ଷୟିତ୍ରୀ ପ୍ରଶଂସିତ

କେନ୍ଦ୍ରାପଡ଼ା, ୨୫ା୪:ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ,କୁଶିଆପାଳ ଇକୋ କ୍ଲବ ପକ୍ଷରୁ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶୁଭ୍ରାଲିନ୍...

ପୁନର୍ବାସ ପକ୍ଷରୁ ‘ସୁଗମ ନିର୍ବାଚନ ଓ ଭିନ୍ନକ୍ଷମଙ୍କ ଗଣତାନ୍ତ୍ରିକ ଅନ୍ତର୍ଭୁକ୍ତି’ ପ୍ରସଙ୍ଗରେ ସଚେତନତା ସଭା

କେନ୍ଦ୍ରାପଡା ୨୪/୪- ଚଳିତ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଭିନ୍ନକ୍ଷମଙ୍କ ପାଇଁ କାର୍ଯରତ କେନ୍ଦ୍ରାପଡ଼ାର ସ୍ୱେଚ୍ଛାସେବୀ ସଂଗଠନ ପୁନର୍ବାସ ତରଫରୁ ମାଧପୁର ସ୍ଥିତ କାର୍ଯ୍ୟାଳୟ ସଭାଗୃହରେ ଏକ...

ଇନ୍ଦିରା ଆବାସ ହିତାଧିକାରୀଙ୍କ ଠାରୁ ଲାଞ୍ଚ ନେଇଥିବା ଡେରାବିଶ ବ୍ଲକର ପୂର୍ବତନ କିରାଣୀଙ୍କୁ ୨ବର୍ଷ ସଶ୍ରମ କାରାଦଣ୍ଡ

କେନ୍ଦ୍ରାପଡ଼ା, ୨୪ା୪: କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକର ପୂର୍ବତନ କିରାଣୀ ତଥା ଡିଲିଙ୍ଗ ଆସିଷ୍ଟାଣ୍ଟ ମାଧବ ଚରଣ ଆଚାର୍ଯ୍ୟଙ୍କୁ ଜନୈକ ଇନ୍ଦିରା ଆବାସ ହିତାଧିକାରୀଙ୍କ ଠାରୁ ଗୃହ...

ଜଳସେବା କେନ୍ଦ୍ର ମାଧ୍ୟମରେ ଭୋଟର୍ ସଚେତନତା

କେନ୍ଦ୍ରାପଡ଼ା, ୨୪ା୪: ଆସନ୍ତା ଜୁନ୍ ମାସ ୧ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଏକକାଳୀନ ଉଭୟ ଲୋକସଭା ଓ ବିଧାନସଭା ପାଇଁ ନିର୍ବାଚନ ତାରିଖ ଚୂଡ଼ାନ୍ତ ହୋଇଛି ।...

ଗୁଲନଗର ବୁଢାଗୋବିନ୍ଦଜୀୟୁଙ୍କ ଜମି ହଡପ ମାମଲା . ସୁପ୍ରିମକୋର୍ଟଙ୍କ ଆଦେଶକୁ ଅମାନ୍ୟ, ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡ଼ା,୨୪ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ବୁଢାଗୋବିନ୍ଦଜୀୟୁଙ୍କ ଜମି ଜବରଦଖଲ ମାମଲା ସୁପ୍ରିମକୋର୍ଟରେ ଚାଲୁଅଛି । ସୂଚନାଯୋଗ୍ୟ ଯେ ତିନିମୁହାଣୀସ୍ଥିତ ବୁଢାଗୋବିନ୍ଦଜୀୟୁଙ୍କ ଜମିକୁ କିଛି ଅସାଧୁ...

ଅଣୁକବି ବ୍ରହ୍ମାନନ୍ଦ ଦାସଙ୍କ ୮୬ତମ ଜୟନ୍ତୀ ପାଳିତ

କେନ୍ଦ୍ରାପଡା,୨୩ା୪: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ଅଣୁକବି ବ୍ରହ୍ମାନନ୍ଦ ଦାସଙ୍କ ୮୬ତମ ଜୟନ୍ତୀ ସାହିତ୍ୟ ସଂସଦର କାର୍ଯ୍ୟକାରୀ ସଭାପତି କରୁଣାକର ଦାସଙ୍କ ପୌରୋହିତ୍ୟରେ ଆଜି ଅପରାହ୍ନରେ...

ଏସ୍‌.ୟୁ.ସି.ଆଇ(ସି) ପାର୍ଟି କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀଙ୍କୁ ସହଯୋଗ ପାଇଁ ସାମ୍ବାଦିକ ସମ୍ମିଳନୀ

  କେନ୍ଦ୍ରାପଡ଼ା, ୨୩ା୪: ଏସ୍‌.ୟୁ.ସି.ଆଇ(ସି) ପାର୍ଟି ପକ୍ଷରୁ ମଙ୍ଗଳବାର କେନ୍ଦ୍ରାପଡା ସହରର ହାଇସ୍କୁଲ ଛକ ନିକଟସ୍ଥ ଗୋକୁଳ ଚନ୍ଦ୍ର ସଂଗୀତ ସଦନ ପରିସରରେ କମ୍ୟୁନିଷ୍ଟ କେନ୍ଦ୍ରାପଡା ଲୋକସଭା...

ସରସ୍ୱତୀ ସରକାରୀ ହାଇସ୍କୁଲରେ ନିରାପତା ଏବଂ ସୁରକ୍ଷା ସମ୍ପର୍କିତ କର୍ମଶାଳା : ଇକୋ କ୍ଲବର ବୃକ୍ଷରୋପଣ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୨୩ା୪ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁରସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ନିରାପତା ଓ ସୁରକ୍ଷା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।...

ଭୋଟ ହାର ବୃଦ୍ଧି ପାଇଁ ସଚେତନତା କାର୍ଯ୍ୟକ୍ରମ

ନଦୀ ପରି ଭୋଟଦାନର ସଚେତନତା ବାର୍ତା ବହିଯାଉ ପ୍ରାଣରୁ ପ୍ରାଣକୁ ବତୀଘର ପରି ଭୋଟଦାନ ଜାଗରଣର ପ୍ରଦୀପ ଉଜ୍ଜ୍ୱଳି ଉଠୁ ପ୍ରତିଟି ହୃଦୟରେ  ଶତ ପ୍ରତିଶତ ଭୋଟ୍‌ଦାନ...

ପଟ୍ଟାମୁଣ୍ଡାଇ ମୈଦାନକୁ ଓହ୍ଲାଇଲେ ବୈଜୟନ୍ତ

ପଟ୍ଟାମୁଣ୍ଡାଇ ୨୨/୪ ଅନନ୍ତ ଦାଶ -କେନ୍ଦ୍ରାପଡ଼ା ଲୋକସଭା ଭାଜପା ପ୍ରାର୍ଥୀ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ସୋମବାର ପଟ୍ଟାମୁଣ୍ଡାଇରେ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି । ପ୍ରଥମେ ବେଲତଳ...

ବିଶ୍ୱ ଧରିତ୍ରୀ ଦିବସରେ ପ୍ଲାଷ୍ଟିକ ସଚେତନତା

ପଟ୍ଟାମୁଣ୍ଡାଇ ୨୨/୪ ଅନନ୍ତ ଦାଶ - ବିକାଶ ସାଥୀ ପକ୍ଷରୁ ବିଶ୍ୱ ଧରିତ୍ରୀ ଦିବସ ପାଳନ ଅବସରରେ ପ୍ଲାଷ୍ଟିକ ବର୍ଜନ ସଚେତନତା ଅଭିଯାନ କସ୍ତୁରୀ କଳା ନିକେତନ...

ଗାଁ ସାଥୀଙ୍କ ସାଂଗଠନିକ କର୍ମଶାଳା , ଆସନ୍ତା ମଇ୨୨ରେ ହେବ ଶପଥ ସମାବେଶ

କେନ୍ଦ୍ରାପଡ଼ା, ୨୨ା୪: ଗାଁ ସାଥୀ(ମେଟ୍‌) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ଓଡିଶା ପ୍ରଦେଶ ଶାଖାର ଆହ୍ୱାନ କ୍ରମେ କେନ୍ଦ୍ରାପଡା ଜିଲ୍ଲା ଶାଖା ସଂଘର ସଭାପତି ଅନିଲ କୁମାର...

ବିଜେପିରେ ଯୋଗଦେଲେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳି ସେଠୀ

କେନ୍ଦ୍ରାପଡା,୨୨ା୪ : କେନ୍ଦ୍ରାପଡା ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ ଆଜି ବିଜେପିରେ ଯୋଗ ଦେଇଛନ୍ତି । ସେ କେନ୍ଦ୍ରାପଡା ବିଧାନସଭା ଆସନରୁ ବିଜେପିର ପ୍ରାର୍ଥୀ ହେବେ...

ଶ୍ରୀ ଶ୍ରୀ ରାଧାରମଣ ଦେବଙ୍କ ଶୁଭ ଆବିର୍ଭାବ ମହୋତ୍ସବ ଉଦଯାପିତ

କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ପଟ୍ଟାମୁଣ୍ଡାଇ ରାଧାରମଣ ମଠରେ ପ୍ରଭୁ ଶ୍ରୀ ଶ୍ରୀ ରାଧାରମଣ ଦେବଙ୍କ ଶୁଭ ଆବିର୍ଭାବ ମହୋତ୍ସବ ଉଦଯାପିତ ହୋଇଯାଇଛି । ପୁରୀ...

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ : ପ୍ରଶାସନ ପକ୍ଷରୁ ହେଉନାହିଁ ଯାଂଚ , ବୋତଲ ପାଣି ଠାରୁ ସୁରେଇ ପାଣି ଭଲ

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଏଥିରୁ ନିସ୍ତାର ମିଳିପାରିନାହିଁ । ଉପକୂଳ ଓଡ଼ିଶା କେନ୍ଦ୍ରାପଡା ଜିଲାରେ ଆଜିବି ତାପମାତ୍ରା ୪୨ ଡିଗ୍ରୀ ପାଖାପାଖି ରହିଛି ।...

ସାନନୟନ ପୁରରେ ହନୁମାନ ଜୟନ୍ତୀ

କେନ୍ଦ୍ରାପଡା ୨୧/୪- ତେଣ୍ଡାକୁଡା ପଞ୍ଚାୟତର ସାନନୟନ ପୁର ଗ୍ରାମରେ ହନୁମାନଜୀଉଙ୍କ ଦ୍ୱାଦଶତମ ବାର୍ଷିକ ଜନ୍ମୋସ୍ଥବ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ହନୁମାନ ଜୟନ୍ତୀ ଉପଲକ୍ଷେ ସକାଳୁ...

ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ଚୋରାଦେଶୀମଦ ଜବତ , ତଥ୍ୟ ଦେବାକୁ ମନାକଲା ବିଭାଗ

କେନ୍ଦ୍ରାପଡ଼ା,୨୧ା୪: କେନ୍ଦ୍ରାପଡା ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ଦେଶିମଦ ଜବତ ହୋଇଥିବା ସୂଚନା ମିଳିଛି । ଏକ ବିଶେଷ ସୁତ୍ରରୁ ଖବର ପାଇ କେନ୍ଦ୍ରାପଡା ଅବକାରୀ...

Skip to content ↓