ଓଡିଶା ରୂପାନ୍ତକରଣରେ ଗଠିତ ହେବାକୁ ଯାଉଥିବା ନବୀନ ଓଡିଶାର ଯୁବଛାତ୍ରମାନେ ସାରଥୀ ବୋଲି ରାଜ୍ୟ ସରକାରଙ୍କ ନୂଆ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ସମନ୍ୱିତ ଯୁବବିକାଶ କାର୍ଯ୍ୟକ୍ରମ ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ଡିଗ୍ରୀ କଲେଜ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜନଗର ବିଧାୟକ ଧ୍ରୁବ ସାହୁ ପ୍ରକାଶ କରିଛନ୍ତି ।  ଏହି ଉପଲକ୍ଷେ ବଡ଼ପଡା ଡିଗ୍ରୀ କଲେଜ  ଅଧକ୍ଷ ରମାକାନ୍ତ ଆଚାର୍ଯ୍ୟ  ଙ୍କ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜ ପକ୍ଷରୁ ସାମାଜିକ କଲ୍ୟାଣ ଓ ସଡ଼କ ଦୁର୍ଘଟଣା ରୋକିବା ଦିଗରେ ଯୁବବର୍ଗଙ୍କୁ ସଚେତନତା କରିବା ପାଇଁ ରାଜ୍ୟ ସରକାରଙ୍କ ନୂଆ-ଓ ଯୋଜନାରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁ ଉଦଘାଟନ କରିଥିଲେ । ନୂଆ-ଓ ନୋଡାଲ ଅଫିସର ପ୍ରାଧ୍ୟାପକ ଡ଼ ରମେଶ କୁମାର ସାହୁ ଓ ସମାଜକଲ୍ୟାଣ +୩ ନୋଡାଲ ଅଫିସର […]

କେନ୍ଦ୍ରାପଡ଼ା, ୨୦ା୧୨ : କେନ୍ଦ୍ରାପଡା ସହରର ବଡହାଟସ୍ଥିତ ମଦ୍ରାସା ଆରବିୟା ତାଲିମୂଲ ଇସଲାମ୍‌ର ୨୯ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ତିନିଦିନ ଧରି ଚାଲିଥିବା ଏହି କ୍ରୀଡା ପ୍ରତିଯୋଗିତାରେ ମଦ୍ରାସାର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଉଚ୍ଚାଡିଆଁ, ଲମ୍ବଡିଆଁ, ଏକଶହ, ଦୁଇଶହ ଓ ଚାରିଶହ ମିଟର ଦୈାଡ, ଗଣିତ ଦୈାଡ,ଜିଲାପି ଡିଆଁ, ମ୍ୟୁଜିକ ଚେୟାର ପ୍ରଭୃତି ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା । ଏହି ଉପଲକ୍ଷେ ମଦ୍ରାସାର ଅଧ୍ୟକ୍ଷ ମହମ୍ମଦ ଜାହାଙ୍ଗିରଙ୍କ […]

କେନ୍ଦ୍ରାପଡ଼ା, ୨୦/୧୨: ଇନ୍ଦୁପୁରସ୍ଥିତ ବିରୂପା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବିରୂପା ମହାବିଦ୍ୟାଳୟରେ “ନୂଆ-ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ଅଧୀନରେ ଚାଲିଥିବା ଦୁଇଦିନିଆ କ୍ରୀଡ଼ା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । କଲେଜ୍‌ର ଅଧ୍ୟକ୍ଷ ପ୍ରଫେସର୍ ଅଭିଜିତ ବୋଷଙ୍କ ପୌରହିତ୍ୟରେ ଆୟୋଜିତ ଏହାର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ସୂଚନା ଓ ଲୋକ ସଂପର୍କ ବିଭାଗର କେନ୍ଦ୍ରାଂଚଳ ଉପନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ନାୟକ ଯୋଗ ଦେଇଥିବା ବେଳେ […]

କେନ୍ଦ୍ରାପଡ଼ା,୨୦ା୧୨  : ଆସନ୍ତା ୨୩ତାରିଖରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଏସପିଙ୍କ ଆବାସିକ କାର୍ଯ୍ୟାଳୟ ସନ୍ନିକଟ ସାଇବିହାରରେ ନବ ନିର୍ମିତ ଶିରିଡି ସାଇ ମନ୍ଦିରର ଉଦଘାଟନ ଉତ୍ସବ ମହାସମାରୋହରେ ଶ୍ରୀ ଶିରିଡି ସାଇ ଜନକଲ୍ୟାଣ ଟ୍ରଷ୍ଟ ଆନୁକୂଲ୍ୟରେ ଅନୁଷ୍ଠିତ ହେବ । ଗୁରୁଜୀ ଡଃ. ଚନ୍ଦ୍ରଭାନୁ ଶତପଥୀଙ୍କ କର କମଳରେ ଏହି ଶିରିଡି ସାଇ ମନ୍ଦିରର ଉଦଘାଟନ ସହିତ ଶ୍ରୀସାଇନାଥଙ୍କ ଭବ୍ୟ ବିଗ୍ରହରେ ପ୍ରାଣ ପ୍ରତିଷ୍ଠା କରାଯିବ […]

କେନ୍ଦ୍ରାପଡା,୨୦/୧୨  – ବିଶିଷ୍ଟ ଜନନେତା ବିଜୟ ମହାପାତ୍ରଙ୍କୁ ସରକାରୀ ବିଧି ବ୍ୟବସ୍ଥା ଅନୁଯାୟୀ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ୧ଲକ୍ଷ୨୫ହଜାର ଟଙ୍କାର ଘରପୋଡ଼ି ସହାୟତାକୁ ଆଜି ଶ୍ରୀମହାପାତ୍ର ଜିଲ୍ଲା ରେଡ଼କ୍ରସକୁ ପ୍ରଦାନ କରିଛନ୍ତି । ଶ୍ରୀମହାପାତ୍ର ସଂଧ୍ୟାରେ ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କୁ ଭେଟି ଏହି ଅର୍ଥରାଶିର ଏକ ଚେକ୍ ପ୍ରଦାନ କରିବା ସହ ଏହାକୁ ଅସହାୟ ତଥା ପ୍ରପୀଡ଼ିତ ଲୋକଙ୍କ କାମରେ ଉପଯୋଗ କରିବା ସକାଶେ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି । […]

କେନ୍ଦ୍ରାପଡ଼ା, ୨୦/୧୨:ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗର କେନ୍ଦ୍ରାଂଚଳ ଉପନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ନାୟକ ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ଆସି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ ଓ ନିରୀକ୍ଷଣ କରିଛନ୍ତି । ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଆଲୋକ କୁମାର ମହାନ୍ତି, ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ଅଶୋକ ବଳିଆରସିଂହ, ଏସ୍‌ଆର୍‌ଏ ପ୍ରଦୀପ କୁମାର ଦାସ, ଜେଆର୍‌ଏ ଜୟଶ୍ରୀ […]

କେନ୍ଦ୍ରାପଡ଼ା, ୨୦ା୧୨: ଇଣ୍ଡିଆ ମେଣ୍ଟର କଂଗ୍ରେସ, ସିପିଆଇଏମ୍‌, ସିପିଆଇ ଓ ଆମ୍ ଆଦମୀ ପାର୍ଟିର ଏକ ମିଳିତ କର୍ମୀ ସମ୍ମିଳନୀ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ସଭାପତିତ୍ୱରେ କଂଗ୍ରେସ ଭବନ କଜଳାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିମ୍ନମତେ ଚାରିଗୋଟି ପ୍ରସ୍ତାବ ସର୍ବସମ୍ମତିକ୍ରମେ ଗ୍ରହଣ କରାଯାଇଛି । ସେଗୁଡିକ ହେଲା, କେନ୍ଦ୍ର ମୋଦୀ ସରକାରର ଦୂରାଚା. ସ୍ୱେଚ୍ଛାଚାର ଓ ଭ୍ରଷ୍ଟାଚାର ବିରୋଧରେ ମେଣ୍ଟ ନିରବଚ୍ଛିନ୍ନ ସଂଗ୍ରାମ ଜାରି ରଖିବ […]

ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟରେ ଜାଗା ମିଶନ କାର୍ଯ୍ୟକ୍ରମ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।. ଏଥିରେ ଓଡିଶା ଜାଗା ମିଶନ ଉପଦେଷ୍ଟା ଶାଶ୍ୱତୀ ମିଶ୍ର ଯୋଗ ଦେଇ ପଟ୍ଟାମୁଣ୍ଡାଇ ସହର ମଧ୍ୟରେ ଥିବା ବସ୍ତି ବାସିନ୍ଦାମାନଙ୍କ ଜାଗା ମିଶନ ଜରିଆରେ ପଟ୍ଟା ଯୋଗାଇ ଦେବା ପାଇଁ ହୋଇଥିବା ସରକାରୀ ନିଷ୍ପତି କେତେଦୂର କାର୍ଯ୍ୟକାରୀ ହୋଇଛି ଓ କେତେ ଲୋକ ପଟ୍ଟା ପାଇବାକୁ ବାକି ଅଛନ୍ତି ସେ ସମ୍ପର୍କରେ ସମୀକ୍ଷା […]

ପଟ୍ଟାମୁଣ୍ଡାଇ ଗୌରବମୟ କଳା ସଂସ୍କୃତି ଓଡିଶାକୁ ବିଶ୍ୱ ବିଜୟୀ କରିଛି ବୋଲି ଆଜି ଓଡିଶା ସଂସ୍କୃତି ଓ କଳା ପରିଷଦ କେନ୍ଦ୍ରାପଡ଼ା ଜିଲ୍ଲା ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପରିଷଦର ମୁଖ୍ୟ ଉପଦେଷ୍ଟା ତଥା କଟକ-ଚୌଦ୍ୱାର ପୂର୍ବତନ ବିଧାୟକ ଡ଼ ପ୍ରଭାତ ରଞ୍ଜନ ବିଶ୍ୱାଳ ପ୍ରକାଶ କରିଛନ୍ତି । ଓଡିଶା ସଂସ୍କୃତି ଓ କଳା ପରିଷଦ ରାଜ୍ୟ ସଭାପତି ଲଷ୍ମୀଧର ସାହୁଙ୍କ ପୌରହିତ୍ୟରେ ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ଠାରେ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଳକ୍ ଅନ୍ତର୍ଗତ ଖଡିଅଂଟା ପଂଚାୟତ ସରକାରି ନୋଡାଲ୍ ଉଚ୍ଚ ବିଦ୍ୟାଳୟର ୪୭ ତମ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଯାଇଅଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଶିଷ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତୀ ପାଇଁ ବିଦ୍ୟାଳୟରେ ଶିକ୍ଷକ ଘରେ ଅଭିଭାବକ ମାନଙ୍କର ପିଲାଙ୍କ ପ୍ରତି ଲକ୍ଷ୍ୟ […]

ନୂଆଦିଲ୍ଲୀ: ଭାରତକୁ ଫେରିଲା କୋଭିଡ଼ ।କେରଳ ସହ କର୍ଣ୍ଣାଟକରେ ସଙ୍ଗୀନ ହେଉଛି ସ୍ଥିତି । ସାରା ଦେଶକୁ ହାଇ ଆଲର୍ଟ । କୋଭିଡର ଜେଏନ୍ ୧ ଭାରିଆଣ୍ଟ ନେଇ ସବୁ ରାଜ୍ୟକୁ କେନ୍ଦ୍ର ସରକାର ଚିଠି ଜରିଆରେ ସତର୍କ କରିବା ସହ ସ୍ଥିତି ସମୀକ୍ଷା କରିବାକୁ ଦେଇଛନ୍ତି ପରାମର୍ଶ । ଆଗକୁ ବଡ଼ଦିନ ଓ ନୂଆବର୍ଷ ପାଳନ ଯୋଗୁଁ ଭିଡ଼ ବଢିବାର ଆଶଙ୍କା ରହିଛି । ଯାହାକୁ ନେଇ ଭୟ […]

ପଟ୍ଟାମୁଣ୍ଡାଇ ପୌର ପରିଷଦର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀମାନେ ନିର୍ଦ୍ଧିଷ୍ଟ ସମୟରେ ଗୃହ ନିର୍ମାଣ ସଂପୂର୍ଣ୍ଣ କରି ସରକାରୀ ପ୍ରୋତ୍ସାହନ ରାଶି ହାସଲ କରିବା ସହିତ ଜୀବନ ଧାରଣ ମାନ ଉନ୍ନତ କରିବାକୁ ରାଜନଗର ବିଧାୟକ ଧ୍ରୁବ ସାହୁ ଆଜି ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟ ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଂଟନ କରି ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପ୍ରକାଶ କରିଛନ୍ତି । ପୌର ନିର୍ବାହୀ ଅଧିକାରୀ […]

ପଟ୍ଟାମୁଣ୍ଡାଇ ପୌର ପରିଷଦ ବୈଠକ ପୌରାଧ୍ୟକ୍ଷ ହେମନ୍ତ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପୌରାଂଚଳ ବିକାଶ ପାଇଁ ରାଜ୍ୟସରକାରଙ୍କ ସମସ୍ତ ଯୋଜନାର ସଫଳ ରୂପାୟନ ସହ ସମସ୍ତ ମୌଳିକ ସମସ୍ୟା ସମାଧାନ କରି ପୌରାଂଚଳ ବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏଥି ସହିତ ସମସ୍ତ ଅସମ୍ପୂର୍ଣ୍ଣ ପ୍ରକଳ୍ପ ନିର୍ଧାରିତ ସମୟରେ […]

ଟିଏମ୍‌ସି କେନ୍ଦ୍ରର ଜିନିଷ ସବୁ ଗାଏବ, କେରଳ ଫେରନ୍ତା ପାଇଁ ଚିନ୍ତା ପୁଣି କରୋନା ମହାମାରୀ ସଂକ୍ରମଣ ଫେରିଛି । କରୋନାର ସବ୍‌ଭ୍ୟାରିଏଂଟ ଜେଏନ୍ ୧ କର୍ନାଟକ ଓ କେରଳରେ ଠାବ ହେବା ପରେ ଭୟ ବଢ଼ିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି କେନ୍ଦ୍ରସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ସବୁ ରାଜ୍ୟର ବୈଠକ ବସିବ । କୋଭିଡ୍ ସ୍ଥିତିର ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ଏହାକୁ […]

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚୟତର କୁମ୍ଭାରସାହିରେ କୁରାଳ ପଞ୍ଚମୀ ପାଳନ କରାଯାଉଛି । ଏହି ଅବସରରେ କୁମ୍ଭକାର ସମ୍ପ୍ରଦାୟର ଲୋକମାନେ ଲକ୍ଷ୍ମୀନାରାୟଣଙ୍କୁ ପୂଜା କରାଯାଉଛି । ଲକ୍ଷ୍ମୀନାରାୟଣ ପୂଜା କମିଟି ତରଫରୁ ରବିବାର ଦିନ ସନ୍ଧ୍ୟାରେ କଳସ ସ୍ଥାପନ କରାଯାଇ ପୂଜା ଆରମ୍ଭ କରାଯାଇଛି । ଏହି ପୂଜା ଗୁରୁବାର ଦିନ ବିସର୍ଜନ କରାଯିବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି । ପ୍ରତିଦିନ ପ୍ରସାଦ ସେବନ ସହ […]

କେନ୍ଦ୍ରାପଡ଼ା, ୧୯ା୧୨ : ମାନବ ସମାଜର କଲ୍ୟାଣ ସାଧନ ସବୁ ଧର୍ମର ମୂଳମନ୍ତ୍ର । ସମାଜରେ ସୁଖ ଶାନ୍ତି ପ୍ରତିଷ୍ଠା ପ୍ରତ୍ୟେକ ଧର୍ମର ଲକ୍ଷ୍ୟ ହୋଇଥିଲେ ମଧ୍ୟ ବିଭିନ୍ନ ଧର୍ମର ଅନୁଗାମୀମାନଙ୍କର ଧର୍ମର ଅନ୍ତର୍ନିହିତ ଉଦ୍ଦେଶ୍ୟ ସମ୍ପର୍କରେ ସଠିକ୍ ଅବଧାରଣାର ଅଭାବ କାରଣରୁ ସମୟ ସମୟରେ କେତେକ ସମ୍ପ୍ରଦାୟ ମଧ୍ୟରେ ବିଭେଦ ସୃଷ୍ଟି କରି ସମାଜର ଅଶେଷ କ୍ଷତି ସାଧନ କରିଥାଏ । ମାତ୍ର ଭେଦଭାବ କୌଣସି ମଧ୍ୟରେ ନଥାଏ […]

ମହାମାରୀ କରୋନାକୁ ତାଲିକାରୁ ହଟାଇ ଦିଆଯାଇଥିବା ବେଳ ଏବେ ପୁଣି ଥରେ ଚିନ୍ତା ବଢାଇଛି । କିଛି ଦିନ ହେବ କ୍ରମାଗତ ଭାବେ ରୋଗୀ ଚିହ୍ନଟ ହେବା ସ୍ୱାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଛି । କରୋନାର ସବ୍‌ଭ୍ୟାରିଏଣ୍ଟ ଜେଏନ୍ ୧ କର୍ନାଟକ ଓ କେରଳ ସମେତ ଦେଶର କେତେକ ସ୍ଥାନରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିିଛି । କେତେ ଜଣଙ୍କ ଜୀବନ ବି ନେଲାଣି, କରୋନାର ନୂଆ ପ୍ରଜାତି । […]

କେନ୍ଦ୍ରାପଡା ପୈାରସଂସ୍ଥା ପକ୍ଷରୁ ବାରମ୍ବାର ନୋଟିସ ପରେବି ବକେୟା ଦୋକାନ ଭଡା ପଇଠ ନକରିବାରୁ ଗୋଟିଏ ହୋଟେଲ ଏବଂ ଅନ୍ୟ ଏକ ପାଥୋଲାବକୁ ସିଲ କରିଦିଆଯାଇଛି । ସୂଚନା ଅନୁଯାୟୀ କେନ୍ଦ୍ରାପଡା ସହରର ପୁରୁଣା ବସଷ୍ଟାଣ୍ଡ ସେଣ୍ଟ୍ରାଲ ମାର୍କେଟରେ ଥିବା ଏକ ହୋଟେଲ’ ପ୍ରାୟ ୪୧ମାସର ବକେୟା ଦୋକାନ ଭଡା ୩ଲକ୍ଷ ୪୭ହଜାର ଟଙ୍କା ବକେୟା ରଖିଥିଲା । ସେହିଭଳି ଖଡିଅଙ୍ଗସ୍ଥିତ ପୁରୁଣା ମେଡିକାଲ ଛକ ମାର୍କେଟ କମ୍ପେ୍ଲକ୍ସରେ ଥିବା […]

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଜିଲ୍ଲା ଯୁବ ରେଡକ୍ରସ କାର୍ଯ୍ୟକାରୀ କମିଟି ଆନୁକୂଲ୍ୟରେ ଭାରତୀୟ ରେଡକ୍ରସ ସୋସାଇଟିର ଓଡିଶା ରାଜ୍ୟ ଶାଖା ଅଧିନ କେନ୍ଦ୍ରାପଡା ଜିଲ୍ଲା ଯୁବ ରେଡକ୍ରସର ଏକ ସମୀକ୍ଷା ବୈଠକ ଆଜି ଅପରାହ୍ନରେ କେନ୍ଦ୍ରାପଡା ମହାବିଦ୍ୟାଳୟ ମିନି କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଯୁବ ରେଡକ୍ରସ କାର୍ଯ୍ୟକାରୀ କମିଟିର ଅଧ୍ୟକ୍ଷ ତଥା ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି […]

ମାନ୍ୟବର ମୁଖ୍ୟମନ୍ତ୍ରୀ କଥା କମ କହନ୍ତି କାମ ବେଶି କରନ୍ତି । ଆମ୍ଭେମାନେ ତାଙ୍କର ଶିଷ୍ୟ । ତାଙ୍କର ଆଦର୍ଶରେ ଅନୁପ୍ରାଣିତ ହୋଇ ଲୋକମାନଙ୍କ ପାଇଁ ଭଲ କାମ କରିବା , ସାଧାରଣ ଲୋକଟି ମୁହଁରେ ହସ ଫୁଟାଇବା ବୋଲି ରାଜ୍ୟ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କହିଛନ୍ତି । ରାଜନଗର ବ୍ଲକ କେରଡାଗଡଠାରେ ଏକସାଧାରଣ ସଭାରେ ଯୋଗଦେଇ ସେ କହିଛନ୍ତି । ସୋମବାର ଅପରାହ୍ନରେ ହେଲିପ୍ୟାଡ ଯୋଗେ କେରଡାଗଡ […]

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ କେରଡାଗଡ-ଗୋପାଳପୁର ପୂର୍ତ ବିଭାଗ ରାସ୍ତା ବିଭାଗ ପାଇଁ ଲେଉଟିଆ କିଆରୀ ପାଲଟିଥିବା ଅଭିଯୋଗ ହେଉଛି । ସାନବଡଗୋପାଳପୁର ବଜାରଠାରୁ କେରଡାଗଡ ପର୍ଯ୍ୟନ୍ତ ୭ କିଲୋମିଟର ରାସ୍ତାରେ ଅନେକ ସ୍ଥାନରେ ପିଚୁ ଉଠିଯିବା ସହ ରାସ୍ତା ଦବି ଯାଇଛି । ଏହି ରାସ୍ତାରେ ଗାଢ ସୃଷ୍ଟି ହୋଇ ବାଇକ ଆରୋହୀଙ୍କ ପାଇଁ ମରଣଯନ୍ତା ପାଲଟିଛି । ରାସ୍ତାର ଦୁଇପାଶ୍ୱର୍ରେ ଘାସ ଓ ଲତା ପିଚୁ ପର୍ଯ୍ୟନ୍ତ […]

ପଟ୍ଟାମୁଣ୍ଡାଇ କଲେଜ କ୍ରୀଡା ସଂସଦ ପକ୍ଷରୁ ରାଜ୍ୟ ସରକାରଙ୍କ ନୂଆ -ଓ ଯୋଜନାରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା କରାଯାଇଥିଲା । ଦୁଇ ଦିନ ଧରି ଅନୁଷ୍ଠିତ କ୍ରୀଡା ପ୍ରତିଯୋଗିତାକୁ କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁ ଉଦଘାଟନ କରିଥିଲେ । ଏଥିରେ ୧୩ନଂ କାଉନସିଲର ଲାସ୍ୟମୟୀ ସାହୁ,ନୂଆ -ଓ ନୋଡାଲ ଅଫିସର ପ୍ରାଧ୍ୟାପକ ଡ଼ ରମେଶ ସାହୁ, କ୍ରୀଡା ବିଭାଗ ନୋଡାଲ ଅଫିସର କ୍ୟାପଟେନ ମନୋଜ ପରିଡା, ଅଧ୍ୟାପକ ଶ୍ରୀମନ୍ତ […]

  କେନ୍ଦ୍ରାପଡା, ୧୮/୧୨-ନବୀନ ଓଡିଶା ଓ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌ଙ୍କୁ କେନ୍ଦ୍ରାପଡାରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ହଜାର ହଜାର ମୋଟର ସାଇକଲ ଶୋଭାଯାତ୍ରାରେ ବିଜେଡି କର୍ମୀମାନେ କେନ୍ଦ୍ରାପଡା ସହରସ୍ଥ ତିନିମୁହାଣୀଠାରୁ ସହର ପରିକ୍ରମା କରାଇ ଶ୍ରୀ ବଳଦେବଜୀଉ ମନ୍ଦିରକୁ ପାଛୋଟି ଆଣିଥିଲେ । ସେଠାରେ ଉପସ୍ଥିତ ଥିବା ମନ୍ତ୍ରୀ ଅତନୁ ସବ୍ୟସାଚ୍ଚୀ ନାୟକ, ବିଧାୟକ ଶଶିଭୂଷଣ ବେହେରା ସ୍ୱାଗତ କରି ମନ୍ଦିର ଭିତରକୁ ନେଇଥିଲେ । […]