କେନ୍ଦ୍ରାପଡ଼ାର କୋଟି କୋଟି ଟଙ୍କା ଲୁଟିନେଲେ ବାପ ଓ ପୁଅ ସମେତ ମୁନ୍ନା

କେନ୍ଦ୍ରାପଡ଼ା,୨ା୩: କେନ୍ଦ୍ରାପଡ଼ାର କୋଟି କୋଟି ଟଙ୍କା ଲୁଟିନେଲେ ବାପ ଓ ପୁଅ ସମେତ ମୁନ୍ନା । ବିଗତ ୫ ବର୍ଷ ମଧ୍ୟରେ ୬୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା...

ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

କେନ୍ଦ୍ରାପଡ଼ା, ୨ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପୁରୁଣା ବିଲ୍ଡିଂରେ ଆଜି ଅପରାହ୍ନ ଆକସ୍ମିକ ଅଗ୍ନିକାଣ୍ଡ ଘଟି ସମ୍ପୂର୍ଣ୍ଣ ବିଲ୍ଡିଂଟି ଜଳି ପୋଡି ପାଉଁଶ...

ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ

କେନ୍ଦ୍ରାପଡ଼ା,୨ା୩ : କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ବିଭାଗୀୟ ଅଧିକାରୀ ଗଣେଶ ଚନ୍ଦ୍ର ରାଉତ କାର୍ଯ୍ୟରୁ ଅବସରଗ୍ରହଣ କରିଥିବାଙ୍କୁ ତାଙ୍କୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ...

ମାର୍ଚ୍ଚ ୫ରେ ଯାତ୍ରୀବାହୀ ରେଳ ଚଳାଚଳ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣେଶ୍ୱର

କେନ୍ଦ୍ରାପଡ଼ା,୨ା୩: ଆସନ୍ତା ମାର୍ଚ୍ଚ ୫ ତାରିଖ ଦୈତାରୀ-ପାରାଦ୍ୱୀପ ଜାତୀୟ ରାଜପଥର ୮ ଲେନ୍ ପ୍ରଶସ୍ତିକରଣ ପ୍ରକଳ୍ପର ଶିଳାନ୍ୟାସ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ଚଣ୍ଡିଖୋଲ ଗସ୍ତ କାର୍ଯ୍ୟକ୍ରମକୁ ପୂର୍ବତନ ମନ୍ତ୍ରୀ...

ଗାଧୋଉଥିବାବେଳେ ନଦୀରେ ବୁଡି ଦୁଇ ଯୁବକଙ୍କ ନିଖୋଜ , ଆଗ୍ରାରୁ ଆସି ରଙ୍ଗ କାମ କରୁଥିଲେ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ନିମପୁର ଗାଁ ନିକଟ ବ୍ରାହ୍ମଣୀ ନଦୀରେ ଶନିବାର ମଧ୍ୟାହ୍ନରେ ଦୁଇ ଯୁବକ ଗାଧୋଇବା ବେଳେ ଅସାବଧାନତା ବଶତଃ  ଗଭିର ପାଣି ବୁଡି...

କୋରୋ ପଞ୍ଚାୟତ ନୋଡାଲ ହାଇସ୍କୁଲ ପକ୍ଷରୁ ଅବସର କାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା,୧ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ପଞ୍ଚାୟତ ନୋଡାଲ ହାଇସ୍କୁଲ ପକ୍ଷରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ବରିଷ୍ଠ ସହାୟକ ଗଣେଶ ଚନ୍ଦ୍ର ରାଉତଙ୍କୁ ଅବସର କାଳୀନ...

ଗ୍ରାମାଞ୍ଚଳ ପାରିବାରିକ ଘଟଣାକୁ ନେଇ ପରବେଷଣ ହେବ ମଞ୍ଚସ୍ଥ ନାଟକ

କେନ୍ଦ୍ରାପଡ଼ା,୧ା୩: ଦୀର୍ଘ ୪୦ବର୍ଷ ଧରି ଆୟୋଜିତ ହୋଇଆସୁଥିବା ପଦ୍ମପୁର ଗ୍ରାମର ସାଂସ୍କୃତିକ ଅନୁଷ୍ଠାନ ଗୋପାଳଜିୟୁ ଡ୍ରାମାଟିକ୍ କ୍ଳବ୍ ଦ୍ୱାରା ପରିବେଷଣ ହେବାକୁ ଯାଉଛି ଦୁଇଟି ମଞ୍ଚସ୍ଥ ନାଟକ...

ବଦଳିଲେ କେନ୍ଦ୍ରାପଡା ଏସପି : ସିଦ୍ଧାର୍ଥ କଟାରିଆ ହେଲେ ନୂଆ ଏସପି

କେନ୍ଦ୍ରାପଡ଼ା, ୨୮ା୨: କେନ୍ଦ୍ରାପଡାରେ ବିନୋଥ ଯୁଗଳ କିଶୋର ଏସପି ଭାବରେ ଗତ ଜାନୁଆରୀମାସ ୨୮ତାରିଖରେ ଯୋଗଦେଇଥିଲେ । କେନ୍ଦ୍ରାପଡାରେ ମାତ୍ର ଏକମାସ ୨ଦିନ କାର୍ଯ୍ୟ କରିବା ପରେ...

କେନ୍ଦ୍ରାପଡାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଚକ ଚୌକି ଦିବସ-୨୦୨୪ ପାଳନ

କେନ୍ଦ୍ରାପଡ଼ା,୧ା୩: ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ଆନ୍ତର୍ଜାତୀୟ ଚକ ଚୌକି ଦିବସ ମହାସମାରୋହରେ ପାଳନ କରିବା...

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧ା୩: ଆଜି ଅପରାହ୍ନ ୧୦ଘଟିକା ସମୟରେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଗ୍ରୀଷ୍ମପ୍ରବାହ ମୁକାବିଲା ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି...

୧୭ବର୍ଷ ହେଲା ଅଧାରେ ପଡିଛି କଣ୍ଠିଆନାଳ ସେତୁ,ବିପଦ ସଂକୁଳ ନୌକା ଯାତ୍ରା , ୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଥିଲେ ବି କାମ ଆଗଉନି

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଂଚାୟତ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ଗତ ୧୭ବର୍ଷ ହେବ ବନ୍ଦ ପଡିଥିବା ବେଳେ ଗତ ବର୍ଷ ରାଜ୍ୟ ସରକାର...

ଅନ୍ୟକୁ ନୂଆ ଜୀବନ ଦେଇ ପଂଚଭୂତରେ ଲୀନ ହେଲେ ଯୁକ୍ତ ଦୁଇ ଛାତ୍ର

ପଂଚଭୂତରେ ଲୀନ ହେଲେ ନିଜର ଦୁଇ କିଡନୀ ଦାନ କରି ଦୁଇ ଜଣକୁ ନୂଆ ଜୀବନ ଦେଇଥିବା କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ନୟାକୋଟ ଗ୍ରାମର ରମେଶ...

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ଜେଲଦଣ୍ଡାଦେଶ ସହ  ୭୦ହଜାର ଟଙ୍କା ଜରିମାନା

କେନ୍ଦ୍ରାପଡା, ୨୯/୨: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରିଛନ୍ତି ଜିଲ୍ଲା ଫାଷ୍ଟଟ୍ରାକ ଆଡହକ କୋର୍ଟର ଅତିରିକ୍ତ ଜିଲ୍ଲା ଜଜ୍...

ପ୍ରାର୍ଥିଙ୍କ ‘ନିର୍ବାଚନ ଖର୍ଚ୍ଚ ତଦାରଖ’ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡ଼ା, ତା ୨୯/୦୨: ଜିଲ୍ଲା ପ୍ରଶାସନ ପକ୍ଷରୁ ଆସନ୍ତା ସାଧାରଣ ନିର୍ବାଚନ-୨୦୨୪ ସମୟରେ ପ୍ରାର୍ଥିଙ୍କ ନିର୍ବାଚନ ଖର୍ଚ୍ଚ ତଦାରଖ (ଇଲେକ୍ସନ୍ ଏକ୍ସପେଣ୍ଡିଚର୍ ମନିଟରିଂ) ଉପରେ ଏକ ଦିବସୀୟ...

ପଟ୍ଟାମୁଣ୍ଡାଇ ବ୍ଲକରେ ଆମ ବ୍ୟାଙ୍କ ଉଦଘାଟିତ

ସାରା ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨ହଜାର ସି ଏସ ପି ଜରିଆରେ ସରକାର ଆମ ବ୍ୟାଙ୍କ ସେବା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଭୁବନେଶ୍ୱର...

ଜିଲ୍ଲାରେ ପ୍ରଥମ ଥର ନିମନ୍ତେ ଅବସରଦିନ ଫାଇନାଲ ପେନସନ ମଞ୍ଜୁରୀପତ୍ର ପାଇଲେ ଶିକ୍ଷୟିତ୍ରୀ

କେନ୍ଦ୍ରାପଡ଼ା,୨୯ା୨ : କେନ୍ଦ୍ରାପଡା ଜିଲ୍ଲାରେ ପ୍ରଥମ ଥର ନିମନ୍ତେ ଜନୈକ ଶିକ୍ଷୟିତ୍ରୀ ଅବସର ଦିନ ଫାଇନାଲ ପେନସନ ମଞ୍ଜୁରୀପତ୍ର ପାଇଥିବା ଦେଖାଯାଇଛି । କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା...

କେନ୍ଦ୍ରାପଡା ସହରବାସୀଙ୍କ ପାଇଁ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା,୨୯ା୨: କେନ୍ଦ୍ରାପଡା ପୈାରସଂସ୍ଥା ଅନ୍ତର୍ଗତ ୫ଟି ୱାର୍ଡର ଅଧିବାସୀଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସୁଦ୍ଧ ପାନୀୟ ଜଳ ପ୍ରକଳ୍ପର ଆଭାସୀ ମାଧ୍ୟମରେ ଲୋକାର୍ପଣ...

ଫିଟ ଅଫ ଫାୟାର ଡ୍ୟାନ୍ସ ଏକାଡେମୀର ଛାତ୍ର ରାକେଶ , ଜାତୀୟ ରିଅଲିଟି ସୋ’ରେ ପ୍ରଥମ ରନର୍ସ-ଅଫ ଟ୍ରଫି ହାତେଇଲେ

ଷ୍ଟାର ପ୍ଲସ ଟିଭି ଚ୍ୟାନେଲ ଓ ହଟ ଷ୍ଟାରରେ ହେଉଥିବା ଜାତୀୟ ସ୍ତରରେ ଡ୍ୟାନ୍ସ ରିଅଲିଟି ଶୋ ‘ଡ୍ୟାନ୍ସ ପ୍ଲସ-ପ୍ରୋରେ ଭାଗ ନେଇ କମାଲ କରିଛନ୍ତି କେନ୍ଦ୍ରାପଡ଼ା...

ପେନ୍‌ସନ ଧାରୀମାନଙ୍କର ବାର୍ଷିକ ସମ୍ମିଳନୀ

କେନ୍ଦ୍ରାପଡା, ୨୮/୨: କେନ୍ଦ୍ରାପଡାର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ୪୧ତମ ବାର୍ଷିକ ସମ୍ମିଳନୀ ଶ୍ୟାମସୁନ୍ଦରପୁରଗଡା ନିକଟସ୍ଥ ଚଣ୍ଡିଆ ପ୍ୟାଲେସ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି...

ଶିକ୍ଷୟିତ୍ରୀ କାକୁଲି ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

କେନ୍ଦ୍ରାପଡ଼ା,୨୮ା୨: ଶିକ୍ଷୟିତ୍ରୀ କାକୁଲି ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି । କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ପଞ୍ଚାୟତର ବିରସ୍ୱତୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର...

ଜିଲ୍ଲା ବିଜ୍ଞାନକେନ୍ଦ୍ରର ଭିସିରେ ଶୁଭ ଦେଲେ ମୁଖ୍ୟମନ୍ତ୍ରୀ,ଅଂଚଳବାସୀଙ୍କ ପକ୍ଷରୁ କୃତଜ୍ଞତା

  କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ବନ୍ତୋରେ ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଯୋଗେ ବୁଧବାର ଜିଲ୍ଲା ବିଜ୍ଞାନ କେନ୍ଦ୍ରର ଶୁଭ...

ପଟ୍ଟାମୁଣ୍ଡାଇରେ ଜିଲ୍ଲା ବିଜ୍ଞାନକେନ୍ଦ୍ରର ଭିଡିଓ କନଫରେନ୍ସରେ ଶୁଭ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଂଚାୟତ ବନ୍ତୋ ଠାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ରର  ଭିଡିଓ କନଫରେନ୍ସ ଯୋଗେ ଶୁଭ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।...

୫କୋଟି ୧୫ଲକ୍ଷ ଟଙ୍କା ବ୍ୟୟରେ ବଡ଼ପଡା-ଦେଉଳି ରାସ୍ତା ଶିଳାନ୍ୟାସ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ଠାରୁ ଦେଉଳି ପର୍ଯ୍ୟନ୍ତ ରାସ୍ତାର ନିର୍ମିତ ପାଇଁ ବୁଧବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ସ୍ଥାନୀୟ ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି...

 ଇନ୍ଦୁପୁରରେ ଲୋକକଳା ମହୋତ୍ସବ

କେନ୍ଦ୍ରାପଡ଼ା,୨୭ା୨: ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ସାମାଜିକ ଅନୁଷ୍ଠାନ ମହାବୀର ସାଂସ୍କୃତିକ ସଂଗଠନ ଆନୁକୂଲ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ସହଯୋଗରେ ଓଡ଼ିଶାରୁ ବିଲୁପ୍ତ...

Skip to content ↓