କୁନ୍ଦୁପୁର-ବାବର ପୂର୍ତ୍ତବିଭାଗ ରାସ୍ତାର ଶିଳାନ୍ୟାସ ଓ କୁନ୍ଦୁପୁର ଗ୍ରାମ୍ୟ ପାନୀୟଜଳ ପ୍ରକଳ୍ପର ଲୋକାର୍ପିତ କଲେ ବିଧାୟକ

ରାଜନଗର ବିଧାୟକ ଧୃବ ସାହୁ କୁନ୍ଦୁପୁର-ବାବର ପୂର୍ତ ବିଭାଗ ରାସ୍ତାର ପ୍ରଶସ୍ତି ଓ ଉନ୍ନତିକରଣ ପାଇଁ ଶିଳାନ୍ୟାସ କରିଛନ୍ତି । କୁନ୍ଦୁପୁରଠାରୁ ବଡପଲୀ-ବାବର ପର୍ଯ୍ୟନ୍ତ ଯାଇଥିବା ରାସ୍ତାର...

ମୂଳବସନ୍ତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

ଶିଶୁମାନେ ହେଉଛନ୍ତି ଦେଶର ଆଗାମୀ ଭବିଷ୍ୟତ ପଟ୍ଟାମୁଣ୍ଡାଇ ତା୨୮.୧- ଶିଶୁମାନେ ଦେଶର ଆଗାମୀ ଭବିଷ୍ୟତ ହୋଇଥିବାରୁ ସେମାନଙ୍କୁ ଉଚିତ ମାର୍ଗ ଦର୍ଶନ ପ୍ରଦାନ କରି ଭଲ ମଣିଷ...

 କଟକର ଇଣ୍ଡିପେଣ୍ଡେନ୍ସ କ୍ଲବ ବି.ଏନ. ଏଫ. ସି. ମୁମ୍ବାଇକୁ ୨-୦ଗୋଲରେ ହରାଇଲା

ଚତୁର୍ଥ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ କ୍ୱାଟର ଫାଇନାଲ ମ୍ୟାଚ ଅନୁଷ୍ଠିତ   କେନ୍ଦ୍ରାପଡ଼ା,୨୮ା୧ : ଫକିରାବାଦ ଲକି ସ୍ପୋର୍ଟିଂ କ୍ଲବ...

ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଆ ସାହିତ୍ୟ ପ୍ରତିଯୋଗିତା

କେନ୍ଦ୍ରାପଡ଼ା,୨୮ା୧: ନିକିରାଇସ୍ଥିତ ବୀର ହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପ୍ରାୟୋଜିତ ‘ନୂଆ - ଓ ଆମ ଓଡିଶା ନବୀନ ଓଡିଶା’ ଯୋଜନା ଅନ୍ତର୍ଗତ ‘ଓଡିଆ...

ବାରୋ ପଡ଼ିଆରେ ନୂଆ-ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶା ଉତ୍ସବ ଅନୁଷ୍ଠିତ

  କେନ୍ଦ୍ରାପଡ଼ା, ୨୮/୦୧: ଆଜି ସ୍ଥାନୀୟ ବାରୋ ପଡ଼ିଆରେ ଜିଲ୍ଲାସ୍ତରୀୟ “ନୂଆ-ଓ’ ଯୁବ ଓଡ଼ିଶା ନବୀନ ଓଡ଼ିଶା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ...

ଜିଳ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ଭାବବିହ୍ୱଳ ବିଦାୟକାଳୀନ ସମ୍ବର୍ଦ୍ଧନା

  କେନ୍ଦ୍ରାପଡ଼ା ଜିଲ୍ଳାପାଳଭାବେ କାର୍ଯ୍ୟକରୁଥିବା ଅମ୍ରିତ୍ ଋତୁରାଜ ଶ୍ରମ କମିଶନ ଭାବେ ବଦଳି ହୋଇଛନ୍ତି । ରବିବାର ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନଙ୍କ ପକ୍ଷରୁ...

କେନ୍ଦ୍ରାପଡା ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ପୁରାତନ ଛାତ୍ରଛାତ୍ରୀଙ୍କ ସମ୍ମିଳନୀ

କେନ୍ଦ୍ରାପଡ଼ା,୨୮ା୧: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ପୁରାତନ ଛାତ୍ରଛାତ୍ରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ବାଣିଜ୍ୟ ବିଭାଗ ମୁଖ୍ୟ ପ୍ରଫେସର...

ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ବାର୍ଷିକ ଉତ୍ସବ

ଶିକ୍ଷାନୁଷ୍ଠାନ ହେଉଛି ବାସ୍ତବରେ ମଣିଷ ତିଆରି କାରଖାନା । ଶିକ୍ଷାନୁଷ୍ଠାନର ଶୈକ୍ଷିକ ପରିବେଶ, ଗୁରୁମାନଙ୍କ ଉପଯୁକ୍ତ ମାର୍ଗଦର୍ଶନ, ନିଷ୍ଠା ଓ ଅଧ୍ୟବସାୟ ଜାରି ରଖିଲେ ବିଦ୍ୟାର୍ଥୀମାନେ ଦୁନିଆର...

ବଲୁରିଆ ହାଇସ୍କୁଲ ୧୯୭୨ମାଟ୍ରିକ ବ୍ୟାଚ ବନ୍ଧୁମିଳନ

କେନ୍ଦ୍ରାପଡା ଜିଲା  ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଲୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ୧୯୭୨ ମ୍ୟାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀଙ୍କ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୁରାତନ ଛାତ୍ର...

ମେଡିକାଲ କଲେଜ ଓ ସବଡିଭିଜନ ପ୍ରତିଷ୍ଠା କରାଯାଉ :ଜନମଂଚ

କେନ୍ଦ୍ରାପଡ଼ା ଜିଲ୍ଲାବାସୀଙ୍କ ସମୂହ ସ୍ୱାର୍ଥ ଦୃଷ୍ଟିରୁ କେନ୍ଦ୍ରାପଡ଼ା ଠାରେ ମେଡିକାଲ କଲେଜ ଓ ପଟ୍ଟାମୁଣ୍ଡାଇ ଆଳି, ରାଜନଗର ଓ ରାଜକନିକା ଅଂଚଳବାସୀଙ୍କୁ ଉତମ ରାଜସ୍ୱ ସେବା ଯୋଗାଇବା...

ସରକାରଙ୍କ କୃଷକ ଶ୍ରମିକ ମାରଣ ନୀତି ବିରୋଧରେ କେନ୍ଦ୍ରାପଡାରେ ଟ୍ରାକ୍ଟର ଶୋଭାଯାତ୍ରା

କେନ୍ଦ୍ରାପଡ଼ା,୨୭ା୧: କେନ୍ଦ୍ରର ମୋଦି ସରକାରଙ୍କ କରପୋରେଟ୍ ସପକ୍ଷବାଦୀ ଓ ଜନବିରୋଧୀ ଆର୍ଥିକ ନୀତି ଫଳରେ ଦେଶରେ ଧନି ଓ ଦରିଦ୍ରଙ୍କ ମଧ୍ୟରେ ତାରତମ୍ୟ ରକେଟ ବେଗରେ ବଢି...

 ଚତୁର୍ଥ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

କେନ୍ଦ୍ରାପଡ଼ା,୨୭ା୧ : ଫକିରାବାଦ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ ଚତୁର୍ଥ ବାର୍ଷିକ ସର୍ବ ଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ...

ପଟ୍ଟାମୁଣ୍ଡାଇରେ ଜନରାଜ୍ୟ ଦିବସ ପାଳିତ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ପଟ୍ଟାମୁଣ୍ଡାଇ ପ୍ୟାରେଡ ପଡିଆ ଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ତହସିଲଦାର...

୭୫ତମ ସାଧାରଣତନ୍ତ୍ର ଦିବସ : ଗାଣତାନ୍ତ୍ରିକ ଅନୁଷ୍ଠାନକୁ ଶକ୍ତିଶାଳୀ କରିବା ପ୍ରତ୍ୟେକ ନାଗରିକଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା

କେନ୍ଦ୍ରାପଡା ଜିଲା ପ୍ରଶାସନ ପକ୍ଷରୁ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ଜିଲ୍ଲାପାଳ ଅମ୍ରିତ ଋତୁରାଜ ମୁଖ୍ୟ...

ଟ୍ରଷ୍ଟ ପକ୍ଷରୁ ମରଡପୁର ମୁଣ୍ଡାବସ୍ତିରେ ଶୀତବସ୍ତ୍ର ବଣ୍ଟନ

କେନ୍ଦ୍ରାପଡ଼ା,୨୫ା୧: ରାଜ୍ୟର ଅଗ୍ରଣୀ ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଶ୍ୟାମସୁନ୍ଦରପୁର ପଞ୍ଚାୟତର ମରଡପୁରସ୍ଥିତ ମୁଣ୍ଡାବସ୍ତିରେ ଶୀତବସ୍ତ୍ର କମ୍ବଳ, ପିଲାମାନଙ୍କୁ...

ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀ ଜଗନ୍ନାଥ ସଂସ୍କୃତି ଉତ୍ସବ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡା ଡିଗ୍ରୀ ମହାବିଦ୍ୟାଳୟରେ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀଜଗନ୍ନାଥ ସଂସ୍କୃତି ସମ୍ପର୍କିତ ନୂଆ-ଓ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ...

ପଟ୍ଟାମୁଣ୍ଡାଇ ପୌର ପରିଷଦରେ ମୁକ୍ତା ଦକ୍ଷତା ବିକାଶ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦରେ ମୁକ୍ତା ଯୋଜନା ସମ୍ପର୍କିତ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ,...

ନୂଆ-ଓ ଓଡିଶା ସାହିତ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ

କେନ୍ଦ୍ରାପଡା, ୨୫/୧:କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ରୁଷା ଭବନରେ ଓଡିଶା ସରକାରଙ୍କ ଦ୍ୱାରା ଆୟୋଜିତ ନୂଆ-ଓ ଓଡିଶା ସାହିତ୍ୟ ପ୍ରତିଯୋଗିତାର ଉଦ୍‌ଘାଟନ ଉତ୍ସବ ପାଳିତ ହୋଇଯାଇଛି । ଏହି...

ପଟ୍ଟାମୁଣ୍ଡାଇ ବିଶ୍ୱଶାନ୍ତି ମହାଯଜ୍ଞ ଶୁଭ ଦେଲେ ବିଧାୟକ

ପଟ୍ଟାମୁଣ୍ଡାଇ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ଅଂଚଳର ଅନ୍ୟତମ ଗଣପର୍ବ ଓ ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞର ପାରମ୍ପରିକ ରୀତିନୀତି ଅନୁଯାୟୀ ଶୁଭ ଦିଆଯାଇଛି ।...

ପଂଚାୟତ ଉପ ନିର୍ବାଚନ ଭୋଟର ତାଲିକା ପ୍ରକାଶନରେ ବିଳମ୍ବ , ପଂଚାୟତ ଅଫିସ ଆଗରେ ଧାରଣା ଦେଲେ ଭୋଟର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତ ସରପଂଚଙ୍କ ଦେହାନ୍ତ ପରେ ଉପନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନର ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏଥିନେଇ...

ଆନ୍ତର୍ଜାତୀୟ ସ୍ୱର୍ଣ୍ଣ ପଦକ ପ୍ରାପ୍ତ କେନ୍ଦ୍ରାପଡାର ସାହାଦତଙ୍କୁ ୫-ଟି ଅଧ୍ୟକ୍ଷଙ୍କ ଶୁଭେଛା

କେନ୍ଦ୍ରାପଡ଼ା,୨୫ା୧: ଆପେକ୍ସ ଆଙ୍ଗଲୋ ଆରବିକ ସ୍କୁଲର ଛାତ୍ର ସାହାଦତ ଖାନ ଅନ୍ତର୍ଜାତୀୟ ଦୈାଡ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ସେ...

କେନ୍ଦ୍ରାପଡା ମହାବିଦ୍ୟାଳୟରେ ଜାତୀୟ ମତଦାତା ଦିବସ ପାଳିତ

କେନ୍ଦ୍ରାପଡ଼ା,୨୫ା୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ ତତ୍ୱାବଧାନରେ...

ସମାଜସେବୀ ଶ୍ରୀବତ୍ସ ଓଝାଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା,୨୫ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ପଞ୍ଚାୟତର ସାହାସପୁର ଗ୍ରାମର ସମାଜସେବୀ ଶ୍ରୀବତ୍ସ ଓଝାଙ୍କ ଚତୁର୍ଥ ବାର୍ଷିକ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି...

ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ପକ୍ଷରୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା,୨୪ା୧: ନିଖିଳ ଓଡିଶା ମଧ୍ୟାହ୍ମ ଭୋଜନ ପାଚିକା ସହାୟିକା ସଙ୍ଘ ଜିଲ୍ଲା କମିଟି ପକ୍ଷରୁ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ...

Skip to content ↓