ଜିଲ୍ଲା ସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ

କେନ୍ଦ୍ରାପଡ଼ା,୫ା୯:କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଇଚ୍ଛାପୁର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ଜିଲ୍ଲାପାଳ ରଘୁରାମ ଆର.ଆୟାର ମୁଖ୍ୟଅତିଥି…

ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିରରେ ଗୁରୁ ଦିବସ

ପଟ୍ଟାମୁଣ୍ଡାଇ ୫/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଥିବା ଓଡ଼ିଶାର ସର୍ବବୃହତ ପଂଚକଳାତୀର୍ଥ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ଗଡମେକରର ବର୍ଣ୍ଣାତ୍ମ୍ୟ ଗୁରୁ ଦିବସ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଗଡମେକର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ ଗୁରୁଶ୍ରୀ ସୁଶାନ୍ତ ପାଣିଙ୍କ…

ଡେପୁଟୀ ନର୍ସିଂ ସୁପରିନଟେଣ୍ଡେଣ୍ଟଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା,୫ା୯:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଡେପୁଟି ନର୍ସିଙ୍ଗ ସୁପରିନଟେଣ୍ଡେଣ୍ଟ ବାସନ୍ତି ନାୟକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଏକ ସଭା ଶୁକ୍ରବାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ଼…

ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ

କେନ୍ଦ୍ରାପଡା,୪ା୯: ଆଜି କେନ୍ଦ୍ରାପଡା ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତ ଆଇନସ୍ନାତକ ଛାତ୍ରଛାତ୍ରୀମାନଙ୍କର ୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ. ରବିନ୍ଦ୍ର କୁମାର ବଳ ସଭାପତିତ୍ୱ କରିଥିଲେ ।…

ରାଜ୍ୟସ୍ତରୀୟ ଗୁରୁପୂଜନ ଉତ୍ସବ

କେନ୍ଦ୍ରାପଡ଼ା,୪ା୯:ବର୍ତ୍ତମାନ ସମସ୍ତ ଯୁବପିଢି ଓଡ଼ିଶାର ପରମ୍ପରାକୁ ଭୁଲି ବିଦେଶୀ ସଂସ୍କୃତିକୁ ଆପଣେଇ ନେଉଥିବା ବେଳେ ଓଡ଼ିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନା ଓ ଓଡ଼ିଶା କଲଚର ଆର୍ଟ ଏକାଡେମୀ (ଓକା)ର ମିଳିତ ଆନୁକୁଲ୍ୟରେ ଓଡ଼ିଶାର ପରମ୍ପରାକୁ ଆଗେଇନେବା ଲାଗି ଭୁବନେଶ୍ୱର ଜୟଦେବ…

ମଣ୍ଡଳ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ

କେନ୍ଦ୍ରାପଡ଼ା,୪ା୯:ଇଚ୍ଛାପୁର ଉଚ୍ଚ ବିଦ୍ୟାଳୟରେ ଏକ ମଣ୍ଡଳ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ତଥା ମଦ୍ରାସାର ପ୍ରଧାନ…

କେନ୍ଦ୍ରାପଡା ମହାବିଦ୍ୟାଳୟ ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

କେନ୍ଦ୍ରାପଡ଼ା,୧୪ା୮:ସ୍ୱାଧୀନତା ଦିବସର ଅବ୍ୟବହତି ପୂର୍ବରୁ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବିଶାଳ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଶାନ୍ତନୁ କୁମାର ଜେନାଙ୍କ ନେତୃତ୍ୱରେ ଏବଂ ସଂଯୋଜକ ପ୍ରାଧ୍ୟାପକ ରମାନାଥ ମହାନ୍ତି, ଏନଏସଏସ ଅଧିକାରୀ ଅଧ୍ୟାପକ…

ଯଶସ୍ୱିନି ପତ୍ରିକା ଉନ୍ମୋଚିତ

କେନ୍ଦ୍ରାପଡ଼ା,୧୪ା୮:ଶ୍ୟାମସୁନ୍ଦରପୁରଗଡାସ୍ଥିତ ଚଣ୍ଡିଆ ପ୍ୟାଲେସ ସଭା ଗୃହରେ ବିଶିଷ୍ଟ ସମାଜ ସେବୀ କବି ଡ଼ ନାରାୟଣ ପତିଙ୍କ ସମ୍ପାଦନାରେ ପ୍ରକାଶିତ ସାହିତ୍ୟ ପତ୍ରିକା “ଯଶସ୍ୱିନି’ର ଶୁଭ ଉନ୍ମୋଚନ ହୋଇଯାଇଛି। ବର୍ତ୍ତମାନର ସାମାଜିକ ସ୍ଥିତିକୁ ନେଇ ଭରପୁର ଆନନ୍ଦ ଦେଉଥିବା ଏହି ପତ୍ରିକାରେ ଅନେକ…

ବାରୋରେ ତ୍ରିରଙ୍ଗା ପଦଯାତ୍ରା

କେନ୍ଦ୍ରାପଡା ସଦର, ୧୪ା୮: ଅଗଷ୍ଟ ୧୪ମଧ୍ୟାହ୍ନ ୯ ଘଟିକା ସମୟରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଉପସ୍ୱାସ୍ଥ୍ୟ କେନ୍ଦ୍ର ବାରୋ ଠାରୁ ଆରମ୍ଭ ହୋଇ ବାରେ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ତ୍ରିରଙ୍ଗା ପଦଯାତ୍ରା ଆୟୋଜନ ହୋଇଥିଲା । ସ୍ଥାନୀୟ ସରପଞ୍ଚ ଗୋପୀନାଥ…

ପଟ୍ଟାମୁଣ୍ଡାଇ କଲେଜରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା୧୪/୮- ରାଜ୍ୟ ସରକାରଙ୍କ ନିର୍ଦେଶରେ ପଟ୍ଟାମୁଣ୍ଡାଇ କଲେଜରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ କ୍ୟାପଟେନ ମନୋଜ ପରିଡାଙ୍କ ନେତୃତ୍ୱରେ ୫ଶହରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଶତାଧିକ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ବିଭିନ୍ନ ଦେଶାତ୍ମବୋଧ…

ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୧୪/୮- ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ଏମ ଏନ ହାଇସ୍କୁଲ ଏନ ସି ସି ସ୍କାଉଟ ସହଯୋଗରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।  ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧକ୍ଷ ହେମନ୍ତ ସାହୁ ଓ ପୌର…

ଭାଜପା ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା ଶୋଭାଯାତ୍ରା

ପଟ୍ଟାମୁଣ୍ଡାଇ୧୪/୮ ପଟ୍ଟାମୁଣ୍ଡାଇ ଭାଜପା ତରଫରୁ ହର୍ ଘର୍ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ନଗର ଭାଜପା ସଭାପତି ଅଶୋକ ସାହୁଙ୍କ ନେତୃତ୍ୱରେ ଏକ ବିରାଟ ଶୋଭାଯାତ୍ରା ବାଲିପଡ଼ା ମହାବୀର ମନ୍ଦିର ନିକଟରୁ ବାହାରି ବଜାର ପରିକ୍ରମା କରି ଡକ୍ଟର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ…

ବାଲିପଡ଼ା ସ୍କୁଲ ପୁରାତନ ଛାତ୍ରସଂସଦ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ତା୧୪/୮- ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ବାଲିପଡ଼ା ନୋଡାଲ ଉ. ପ୍ରା. ବିଦ୍ୟାଳୟ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ ପ୍ରମୋଦ କୁମାର ନାୟକଙ୍କ ପୌରହିତ୍ୟରେ ଆୟୋଜିତ ମନୋଜ୍ଞ ଉତ୍ସବରେ ବେଙ୍ଗାଲୁର କାମ୍ବିୟାନ ନେଟୱାର୍କ…

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଣପ୍ରତିଷ୍ଠାତାଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୩ା୮:ନିଗମାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାଣପ୍ରତିଷ୍ଠାତା ତଥା ଗଗୁଆ ପଞ୍ଚାୟତର ରାହାମାସ୍ଥିତ ନିଗମାନନ୍ଦ ହାଇସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ଧ୍ରୁବ ଚରଣ ଦାଶ(୮୩)ଙ୍କର ପରଲୋକ ହୋଇଯାଇଛି। ସେ କିଛିଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପିଡିତ ଥାଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ…

ରାଧାରମଣ ମଠରେ ଝୁଲଣ ଯାତ୍ରା

ପଟ୍ଟାମୁଣ୍ଡାଇ ତା ୧୩/୮-କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ପଟ୍ଟାମୁଣ୍ଡାଇ ରାଧାରମଣ ମଠରେ ଝୁଲଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି I ୩ଦିନ ଧରି ଆୟୋଜିତ ଝୁଲଣ ଯାତ୍ରା ପବିତ୍ର ଗହ୍ମାପୂର୍ଣ୍ଣିମା ଅବସରରେ ଉଦଯାପିତ ହୋଇଯାଇଛି I ପୁରୀ ଗୋବର୍ଧନ ପୀଠ ସନ୍ଥ…

ବଗଡା ଗ୍ରାମପଞ୍ଚାୟତରେ ବରିଷ୍ଠ ନାଗରିକଙ୍କ ସମାବେଶ

କେନ୍ଦ୍ରାପଡ଼ା,୧୩ା୮:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଗ୍ରାମପଞ୍ଚାତର ବରିଷ୍ଠ ନାଗରିକମାନଙ୍କ ଏକ ସମାବେଶ ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବ୍ରଜକିଶୋର ବିଶ୍ୱାଳ ଏହି ସମାବେଶରେ ଅଧ୍ୟକ୍ଷତା କରିଥିଲେ। ବଗଡା ପଞ୍ଚାୟତର ସରପଞ୍ଚ ସୁବନୀ ସାହୁ ଏଭଳି ସଂଗଠନକୁ ସ୍ୱାଗତ…

ତୁଳସୀ ମହିଳା ମହାବିଦ୍ୟାଳୟରେ ଦଳୀୟ ସଭା ପରିଣତ କରିବା ବିରୁଦ୍ଧରେ ପ୍ରତିବାଦ

କେନ୍ଦ୍ରାପଡା,୧୨ା୮:ଆଜି  କେନ୍ଦ୍ରାପଡା ଜିଲ୍ଲା ବିଜୁଜନତା ଦଳର ସଭାପତି ଶିବ ପ୍ରସାଦ ଭଳ ଏକ ପ୍ରତିନିଧି ମଣ୍ଡଳି ତୁଳସୀ ମହିଳା ମହାବିଦ୍ୟାଳୟର ସଭାପତି ତଥା କେନ୍ଦ୍ରାପଡାର ଅତିରିକ୍ତ ଜିଲ୍ଲାପାଳ ନବ କିଶୋର ଜେନାକୁ ସାକ୍ଷାତ କରି ମହିଳା ବିଦ୍ୟାଳୟର ଏକ ସଭାକୁ ଦଳୀୟ…

ତୁଳସୀକ୍ଷେତ୍ର ପଣ୍ଡିତସଭାର ଚତୁର୍ଦ୍ଦଶ ଅଧିବେଶନ

କେନ୍ଦ୍ରାପଡା,୧୩ା୮:କେନ୍ଦ୍ରାପଡା ତୁଳସୀକ୍ଷେତ୍ର ପଣ୍ଡିତ ସଭାର ଚତୁର୍ଦ୍ଦଶ ଅଧିବେଶନ ଇଚ୍ଛାପୁର ସ୍ଥିତ ସିଦ୍ଧ ବଳଦେବଜୀୟୁ ମନ୍ଦିର ପରିସରରେ ବରିଷ୍ଠ ସଭ୍ୟ ପ୍ରବଚକ ଦାମୋଦର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଦିବଂଗତ ସଭାପତି ସ୍ୱର୍ଗତ ଧ୍ରୁବଚରଣ ପଣ୍ଡାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ…

ମିଳିତ ଜନଶୁଣାଣୀ ଶିବିର , ୭୫ ଅଭିଯୋଗ ଉପରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ନିର୍ଦେଶ

ପଟ୍ଟାମୁଣ୍ଡାଇ ତା ୧୧/୮- ଆଜି ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।  ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାର ନୂତନ ଜିଲ୍ଲାପାଳ ରଘୁରାମ ଆର ଆୟାର, ଏସ ପି ସିଦ୍ଧାର୍ଥ କଟାରିଆ, ଅତିରିକ୍ତ…

ଭୋଟର ତାଲିକାରେ ଯୋଗ୍ୟ ନାଗରିକଙ୍କୁ ବାଦ କରିବା ବନ୍ଦ କର ଏବଂ ମାନଦଣ୍ଡ ସରଳ କର- ସିପିଆଇ(ଏମ)

କେନ୍ଦ୍ରାପଡ଼ା,୧୧ା୮ :ଭାରତର କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) କେନ୍ଦ୍ରାପଡା ଜିଲ୍ଲା କମିଟିର ଏକ ପ୍ରତିନିଧି ଦଳ ଆଜି ନିର୍ବାଚନ କମିଶନଙ୍କ ଉଦେଶ୍ୟରେ କେନ୍ଦ୍ରାପଡାର ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନାଙ୍କୁ ଭେଟି ନିର୍ବାଚନୀ ତାଲିକା ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଭୋଟର ତାଲିକାର…

ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ଗୋମଙ୍ଗଳ ସମିତିରେ ଗୋପୂଜନ

କେନ୍ଦ୍ରାପଡ଼ା,୧୧ା୮:ଡେରାବିଶ ବ୍ଲକ ଅନ୍ତର୍ଗତ ନିଳିକଣାସ୍ଥିତ ଗୋମଙ୍ଗଳ ସମିତିରେ ପବିତ୍ର ଗହ୍ମା ପୂର୍ଣ୍ଣିମା (ବଳଭଦ୍ରଙ୍କ ଜନ୍ମ)ଅବସରରେ ବିଧି ଅନୁସାରେ ଗୋପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସମିତିର ସଭାପତି ଫକୀର ଚରଣ ଖଟୁଆଙ୍କ ଉପସ୍ଥିତିରେ ସମ୍ପାଦକ ସୁଶୀଲ କୁମାର ସାମଲ, ସହସମ୍ପାଦକ ତରୁଣ ରଞ୍ଜନ…

ପଟ୍ଟାମୁଣ୍ଡାଇ ଯୁବଛାତ୍ର ବିଜେଡି ପକ୍ଷରୁ ମହିଳା ନିର୍ଯ୍ୟାତନା ବିରୋଧରେ ଡିଜିଙ୍କ ଉଦେଶ୍ୟରେ ଦାବିପତ୍ର

ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ ପଟ୍ଟାମୁଣ୍ଡାଇ ତା ୧୧/୮- ରାଜ୍ୟ ବିଜେଡି ସୁପ୍ରିମୋ ପୂର୍ବତନ ମୁଖ୍ୟମନ୍ତ୍ରୀ ବିରୋଧୀଦଳ ନେତା ନବୀନ ପଟନାୟକଙ୍କ ଆହ୍ୱାନରେ ସାରା ରାଜ୍ୟରେ ଦେଖାଦେଇଥିବା ମହିଳା ନିର୍ଯ୍ୟାତନା, ବ୍ୟଭିଚାର, କଲେଜ ଛାତ୍ରୀ ପୋଡି ମାମଲା ବୃଦ୍ଧି ପାଇବା ସର୍ବୋପରି ମହିଳା…

ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଉଦ୍ ଯାପିତ

କେନ୍ଦ୍ରାପଡା ୧୦/୮- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମ ସ୍ଥିତ ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥଙ୍କ ଗୃହାଙ୍ଗନରେ ସଂସ୍ଥାପିତ ଶ୍ରୀରାମ ମନ୍ଦିରରେ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।…

ଫୋରଡ ଆଶ୍ରମରେ ଝୁଲଣ ମହୋତ୍ସବ , ଭଜନ ଓ ସଙ୍କୀର୍ତ୍ତନର ଅପୂର୍ବ ମୂର୍ଚ୍ଛନାରେ ଶ୍ରଦ୍ଧାଳୁ ବିଭୋର

କେନ୍ଦ୍ରାପଡା ୧୦/୮- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଫୋରଡ ସ୍ଥିତ ନାମାଚାର୍ଯ୍ୟବାୟା ବାବାଙ୍କ ଦ୍ୱାରା ଗୋବରୀ କୂଳରେ ସଂସ୍ଥାପିତ ବାୟା ଆଶ୍ରମରେ ଝୁଲଣ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମଠ ମହନ୍ତ ହୃଷୀକେଶ ଦାଶ ମହାରାଜଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଭବ୍ୟ କାର୍ଯ୍ୟକ୍ରମରେ…

ସାଧାରଣ ପୋର୍ଟାଲ, ଖବର ସଂଗ୍ରହକାରୀ, କାହାଣୀ ପ୍ରଦାନ କରେ

Skip to content ↓