କେନ୍ଦ୍ରାପଡା, ୨୬ା୮ – କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନକୁ ମିଥ୍ୟା ତଥ୍ୟ ଓ ଜାଲି କାଗଜପତ୍ର ଦେଖାଇ ଚଂଚକତା ଉପାୟରେ ଅନୁମତି ନେବା ସହିତ ଡିଜିଟାଲ ଡୋର ନମ୍ବର କରିବା ଆଳରେ ଲୋକଙ୍କୁ ଠକେଇ କରିବା ଶେଷରେ ନବଯୁଗ ଇନଫୋଟେକ ପ୍ରାଇଭେଟ ଲିମିଟେଡ କୁ ମହଙ୍ଗା ପଡ଼ିଛି । ଏଥିରେ ସଂପୃକ୍ତ ସଂସ୍ଥାର ତଥାକଥିତ ଜିଲ୍ଲା ପରିଚାଳକ ରେବତୀକାନ୍ତ ମହାପାତ୍ର ଓ ସହଯୋଗୀ ନବୀନ କିଶାନଙ୍କୁ କେନ୍ଦ୍ରାପଡ଼ା ଟାଉନଥାନା ପୋଲିସ ଗିରଫ […]
କେନ୍ଦ୍ରାପଡ଼ା,୨୬ା୮: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଂସାର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଡ଼ଭାଇକୁ କେତେଜଣ ଦୁର୍ବୁତ୍ତ ମାରୁଥିବା ଦେଖି ସାନଭାଇ ପ୍ରତିରୋଧକରିଥିଲେ । ଯାହାର ପରିଣାମସ୍ୱରୂପ ଦୁର୍ବୁତ୍ତମାନେ ତାଙ୍କୁ ଲୁହାରଡ୍ରେ ପିଟିପିଟି ମାରିଦେଇଛନ୍ତି । ଅଭିଯୋଗ ପାଇବା ପରେ ପୋଲିସ ତନାଘନା ଆରମ୍ଭ କରିଛି । ସୂଚନା ଯୋଗ୍ୟ ଯେ କଂସାର ଗ୍ରାମରେ ମୃତ ଉତ୍ତମ ସେଠୀଙ୍କ ବଡ଼ଭାଇ ରମେଶ ସେଠୀଙ୍କ ସହ ତାଙ୍କର […]
କେନ୍ଦ୍ରାପଡ଼ା, ୨୫ା୮: ବିଜେପିର ସମ୍ବିଧାନ ବିରୋଧି କୃଷକ, ଶ୍ରମିକ ମାରଣ ନୀତି ପାଇଁ ସି.ପି.ଆଇ. ଲଢେଇ ଡାକରା ଦେଇଛି । ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସି.ପି.ଆଇ.)ର କେନ୍ଦ୍ରାପଡା ଜିଲ୍ଲା ପରିଷଦ ବୈଠକ ବିକାଶ ସାମୁଖ୍ୟ କାର୍ଯ୍ୟାଳୟ ପରିସରରେ ସଭାପତି ସାଥି ବାବାଜୀ ଧଳଙ୍କ ସଭାପତିତ୍ୱରେ ଆରମ୍ଭ ହୋଇ ପ୍ରାରମ୍ଭରେ ବରିଷ୍ଠ କମ୍ୟୁନିଷ୍ଟ ନେତା ବାବାଜି ପରିଡା, ବରିଷ୍ଠ ଜନବାଦୀ ସାହିତ୍ୟିକ କୁମାର ହାସନ, ସ୍ୱାଧୀନତା ସଂଗ୍ରାମୀ ମକର ଦାସଙ୍କ ଉଦେଶ୍ୟରେ […]
ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବଳଦେବ ନଗର ଗ୍ରାମ ପାଖ ଏକ ପାଟ ନାଳିରେ ଗୁରୁବାର ସଂନ୍ଧ୍ୟାରେ ଏକ କୁମ୍ଭୀର ଭାସୁଥିବା ଗ୍ରାମବାସୀ ଦେଖି ରାଜନଗର ବନବିଭାଗକୁ ଖବର ଦେଇଥିଲେ । ଆଜି ବନବିଭାଗ କର୍ମଚାରୀ ମାନେ ଆସି କୁମ୍ଭୀରକୁ ଉଦ୍ଧାର କରବାକୁ ଚେଷ୍ଟାକରି ବିଫଳ ହୋଇଥିଲେ । ଯାହକୁ ନେଇ ସ୍ଥାନୀୟ ଅଂଚଳରେ କୌକୁଆଭୟ ଖେଳି ଯାଇଛି ।ସୂଚନାନୁସାରେ, କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ବଳଦେବନଗର ଗ୍ରାମରେ ଅନେକ ଧାନ […]
କେନ୍ଦ୍ରାପଡ଼ା, ୨୫ା୮: ନିଖିଳ ଉତ୍କଳ ପଞ୍ଚାୟତ ଅଧିକାରୀ ସଂଘର ଆହ୍ୱାନରେ ଜିଲ୍ଲାର ଶତାଧିକ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଦୁଇ ଦଫା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଅଷ୍ଟମ ଦିନରେ ପହଞ୍ଚିଛି । ଆଜି ସେହି ଧାରଣା ସ୍ଥଳରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ପହଞ୍ଚି ଧାରଣାକାରୀଙ୍କୁ ସମର୍ଥନ ଜଣାଇ କିଛି ସମୟ ସେଠାରେ ବସିରହିଥିଲେ । ସେମାନଙ୍କ ଦାବି ଗୁଡିକ ମଧ୍ୟରେ ପଞ୍ଚାୟତ ନିର୍ବାହୀ ଅଧିକାରୀମାନଙ୍କ ପ୍ରବେଶିକା ଶିକ୍ଷାଗତ […]
କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ମହିଳା ଟିମ୍ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରାଙ୍କ ସୁପାରିଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଘୋଷଣା କରାଯାଇଛି । ଜିଲ୍ଲା ସଭାପତି- ରୋସନା ସାହୁ, ଉପସଭାପତି- ଲତିକା ସାହୁ, ବୈଜୟନ୍ତୀବାଳା ଲେଙ୍କା, କବିତା ମଲ୍ଲିକ, ଭାରତୀ ଦଳାଇ, ସୁଲୋଚନା ସାହୁ, ମଞ୍ଜୁଲତା ରାଉତ, ନମିତା ସାହୁ, କଳ୍ପନା ବେହୁରା, ସବିତା ସାହୁ ଓ ମିନତୀ ପରିଡା । ସାଧାରଣ ସମ୍ପାଦକ- ବିଦୂଲତା […]
ଶିକ୍ଷା ହେଉଛି ବିକାଶ ଓ ସାମାଜିକ ପରିବର୍ତନର ମାର୍ଗଦର୍ଶକ ବୋଲି ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର ୟୁ କେ ମହାବୀର କଲେଜର ୪୩ତମ ପ୍ରତିଷ୍ଠା ଦିବସ ଓ ପ୍ରତିଷ୍ଠାତା ସ୍ୱର୍ଗତ ବୈକୁଣ୍ଠ ପ୍ରଧାନଙ୍କ ପ୍ରତିମର୍ତି ଉନ୍ମୋଚନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜନଗର ବିଧାୟକ ଧ୍ରୁବ ସାହୁ ପ୍ରକାଶ କରିଛନ୍ତି । କଲେଜ ଅଧ୍ୟକ୍ଷ ପ୍ରଫେସର ସବ୍ୟସାଚୀ ତ୍ରିପାଠୀଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ଯୋଗ ଦେଇ […]
ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୩ ବୁଧବାର ସଫଳତାର ସହ ଲ୍ୟାଣ୍ଡିଂ କରିଛି । ଏହି ଅବିସ୍ମରଣୀୟ ସଫଳତା ପାଇଁ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଦେଶର କୋଣ ଅନୁକୋଣରୁ ଧନ୍ୟବାଦର ସୁଅ ଛୁଟୁ ଥିବାବେଳେ ଇସ୍ରୋରେ ବୈଜ୍ଞାନିକ ଫ୍ଲାଇଙ୍ଗ ଜୋନ୍ରେ କାର୍ଯ୍ୟ ଭାର ନେଇ ଗତକାଲି ସଫଳ ହୋଇଥିବା ପଟ୍ଟାମୁଣ୍ଡାଇ ଅଂଚଳର ପୁଅ ସୁଶୀଲ କୁମାର ନାୟକଙ୍କ ପରିବାରରେ ଖୁସିର ଲହରୀ ଖେଳିଯାଇଛି । ଯାହା କେନ୍ଦ୍ରାପଡ଼ା ଜିଲ୍ଲା […]
चंद्रयान-3 की सफल लैंडिंग के बाद इसरो को साभिने बधाई भेजे। भारत ने चंद्र मिशन को सफलतापूर्वक पूरा कर एक बड़ा इतिहास रचा है। प्रधानमंत्री नरेंद्र मोदी ने इस उपलब्धि के लिए दक्षिण अफ्रीका से टीम चंद्रयान और देश के सभी वैज्ञानिकों को वीसी के जरिए बधाई दी. चंद्रयान-3 की […]
ଉତ୍କଳ ବିଶ୍ୱ ବିଦ୍ୟାଳୟ କୌଶଳ ବିକାଶ କେନ୍ଦ୍ର ଓ ପଟ୍ଟାମୁଣ୍ଡାଇ କଲେଜ ଆକ୍୍ୟୁଏସି ପଦାର୍ଥବିଜ୍ଞାନ, ରାଜନୀତିବିଜ୍ଞାନ ଓ ବାଣିଜ୍ୟ ବିଭାଗ ମିଳିତ ସହଯୋଗରେ କଲେଜ ପରିସରରେ ଏକ କୌଶଳ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଉତ୍କଳ ବିଶ୍ୱବିଦ୍ୟାଳୟ କୌଶଳ ବିକାଶ କେନ୍ଦ୍ର ନିର୍ଦେଶକ ପ୍ରଫେସର ଅବିଦ ଅଲ୍ଲୀ ଖାନ ମୁଖ୍ୟଅତିଥି ଓ ରିସର୍ଚ୍ଚ ଆସୋସିଏଟ ଡ଼ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ପକ୍ଷରୁ ବିଶିଷ୍ଟ ବାମପନ୍ଥୀ ନେତା ଦିବଂଗତ ବାବାଜୀ ପରିଡା,ପ୍ରାକ୍ତନ ପ୍ରଶାସନିକ ଅଧିକାରୀ ସୁରେଶ ମଦନରାୟ,ହରେକୃଷ୍ଣ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ସ୍ଥାନୀୟ ଟାଉନ କ୍ଳବ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ମଂଚ ଉପଦେଷ୍ଟା ଡ଼ କେଳୁ ଚରଣ ସ୍ୱାଇଁଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ମଂଚ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳ,ଉପଦେଷ୍ଟା ପ୍ରଫେସର ଦୁର୍ଯ୍ୟୋଧନ ପରିଡା, ସମ୍ପାଦକ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରୁ ବାହାରିଥିବା ୧୫ନଂ କେନାଲର ଶାଖା ଅଠରବାଟିଆ ମାଇନର୍ କେନାଲ ଶୁଖିଲା ପଡିଛି । ଫଳରେ ୨ ଶହ ଏକରରୁ ଉର୍ଦ୍ଧ୍ୱ ଚାଷ ଜମିରେ ରୁଆ ପୋତା କାର୍ଯ୍ୟ ହୋଇପାରିନାହିଁ । ବର୍ଷା ପାଣିକୁ ଭରସା କରି କେତେକ ଜମିରେ ହଳ କରାଯାଇଥିଲେ ମଧ୍ୟ ଜମିସବୁ ପାଣି ଅଭାବରୁ ଶୁଖିଲା ପଡିଛି । ରୁଆପୋତା କାର୍ଯ୍ୟ ଆଗେଇ ପାରୁନଥିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି […]
କେନ୍ଦ୍ରାପଡ଼ା, ୨୩ା୮: ଦୀର୍ଘଦିନ ଧରି କେନ୍ଦ୍ରାପଡା ଜିଲ୍ଲା ରେଳ ଦେଖିନଥିଲା ମାତ୍ର ୩ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ମାଲବାହି ରେଳ ଚାଲିଲେ ମଧ୍ୟ ଏ ପର୍ଯ୍ୟନ୍ତ ଯାତ୍ରୀବାହୀ ରେଳ ଚାଲି ପାରିଲା ନାହିଁ । ଯଦି ଆସନ୍ତା ଅକ୍ଟୋବର ମାସ ମଧ୍ୟରେ ପାସେଞ୍ଜର ରେଳ ଚାଲୁ ନହୁଏ ତେବେ ସମସ୍ତ ଜନ ସାଧାରଣଙ୍କୁ ଏକ ଜୁଟ କରି ଆସନ୍ତା ଆକ୍ଟୋବର ପ୍ରଥମ ସପ୍ତାହରେ କେନ୍ଦ୍ରାପଡାର ସମସ୍ତ ରେଳ ଷ୍ଟେସନରେ […]
କେନ୍ଦ୍ରାପଡ଼ା,୨୩ା୮ : ଚନ୍ଦ୍ରଯାନ-୩ର ନିରାପଦ ଓ ସଫଳ ଅବତରଣ ନିମନ୍ତେ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ, କେନ୍ଦ୍ରାପଡାର ଶିବାନନ୍ଦ ଆଶ୍ରମ ଓ ଶିବାନନ୍ଦ ବିଦ୍ୟାମନ୍ଦିର ପକ୍ଷରୁ ସାମୁହିକ ପ୍ରାର୍ଥନା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ଦିବ୍ୟଜୀବନ ସଙ୍ଘର ସଭାପତି ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଚନ୍ଦ୍ରଯାନ-୩ର ସଫଳତା ପୂର୍ବକ ଚନ୍ଦ୍ର ପୃଷ୍ଟରେ ଅବତରଣ ପାଇଁ ସାମୂହିକ ପ୍ରାର୍ଥନା କରାଯାଇଥିଲା । ଶିବାନନ୍ଦ ଆଶ୍ରମ ପରିସରରେ ଅନୁଷ୍ଠିତ ଏହି […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବାସୀଙ୍କୁ ଉତମ ପରିବହନ ସେବା ଯୋଗାଇବା ପାଇଁ ପଟ୍ଟାମୁଣ୍ଡାଇ ଠାରେ ଏକ ଅତ୍ୟାଧୁନିକ ସରକାରୀ ବସଷ୍ଟାଣ୍ଡ ନିର୍ମାଣ କରିବାକୁ ଅଂଚଳ ବାସୀ ଦୀର୍ଘଦିନର ଦାବୀ କରିଆସୁଥିଲେ । ଅଂଚଳବାସୀଙ୍କ ଦାବୀକୁ ଗୁରୁତ୍ୱ ଦେଇ ରାଜନଗର ବିଧାୟକ ଧ୍ରୁବ ସାହୁ ପଟ୍ଟାମୁଣ୍ଡାଇ ଠାରେ ଏକ ଅତ୍ୟାଧୁନିକ ସ୍ମାର୍ଟ ବସଷ୍ଟାଣ୍ଡ ନିର୍ମାଣ କରିବା ଦିଗରେ ପଦକ୍ଷେପ ନେବାକୁ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କୁ ଭେଟି ଅନୁରୋଧ କରିଥିଲେ । […]
ଇତିହାସ ରଚିଲା ଭାରତର ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଇସ୍ରୋର ଚନ୍ଦ୍ରଯାନ-୩ ନିରାପଦରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି । ଏପରି ସଫଳତା ହାସଲ କରିବାରେ ଭାରତ ବିଶ୍ୱର ୪ର୍ଥ ମହାକାଶ ସଂସ୍ଥାରେ ପରିଣତ ହୋଇଛି । ପୂର୍ବରୁ ଆମେରିକା, ରୁଷ, ଚୀନ ଓ ୟୁରୋପୀୟ ମହାକାଶ ସଂସ୍ଥା ଏହି ସଫଳତା ହାସଲ କରିଛନ୍ତି । ଏହି ସଫଳତା ହାସଲ ପରେ ଦକ୍ଷିଣ ଆଫ୍ରିକା ଗସ୍ତରେ ଥାଇ […]
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦ ଆସନ୍ତା ୩୧ ତାରିଖରେ ସ୍ୱାୟତ ଶାସନ ଦିବସ ପାଳିବ । ଏହି ଦିବସକୁ ଦୃଷ୍ଟିରେ ରଖି ବିଧାୟକ, ପ୍ରଶାସନିକ ଅଧିକାରୀ ପଟ୍ଟାମୁଣ୍ଡାଇ ପୌରାଅଂଚଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏ ନେଇ ପୌର ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି । ହେଲେ ୪ବର୍ଷ ତଳେ ଶିଳାନ୍ୟାସ ହୋଇଥିବା ପ୍ରକଳ୍ପରୁ ୨ରୁ ୩ଟି କାର୍ଯ୍ୟ ସମ୍ପୁଣ୍ଣ୍ର୍ ହୋଇଥିବା ବେଳେ କେତେକ ଅଧାପଡିଛି […]
କେନ୍ଦ୍ରାପଡ଼ା,୨୨ା୮ : ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ରୋଗୀ ଓ ଅନ୍ୟ ଜଣେ ଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି । ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଡଃ. ଦେବେନ୍ଦ୍ର କୁମାର ଦାସଙ୍କ ପରାମର୍ଶ କ୍ରମେ କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ଚଢେଇଗୁଆଁ ପାଟଣା ଗ୍ରାମର କର୍କଟ ରୋଗରେ ଆକ୍ରାନ୍ତ ନିର୍ମଳ କୁମାର ସ୍ୱାଇଁଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ଡେରାବିଶ ବ୍ଲକର ପବିତ୍ରପଡା […]
କେନ୍ଦ୍ରାପଡ଼ା,୨୨ା୮ : ଜିଲ୍ଲା ପ୍ରତିଭା ପୂଜା ସଂସଦ, କେନ୍ଦ୍ରାପଡା ପକ୍ଷରୁ ପୂଜ୍ୟପୂଜାର ସ୍ମୃତିକୁ ସଂରକ୍ଷଣ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି । କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଥିବା ପୁରାତନ ସ୍ମୃତି ଫଳକର ରକ୍ଷଣାବେକ୍ଷଣ କରାଯିବାର ଆବଶ୍ୟକତାକୁ ଉପଲବ୍ଧି କରିବା ପରେ ସଂସଦ ପକ୍ଷରୁ ପ୍ରଥମ ଦଫାରେ ପତ୍ରପୁର ପୋଲର ଉଭୟ ପାଶ୍ୱର୍ରେ ଲାଗିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ପୂର୍ବତନ ମନ୍ତ୍ରୀ ଶରତ କୁମାର […]
କେନ୍ଦ୍ରାପଡ଼ା, ୨୨ା୮: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଦାସଙ୍କର ଆଜି ସକାଳ ୬.୪୦ ମିନିଟ୍ ସମୟରେ ପରଲୋକ ହୋଇଯାଇଛି । ଏସ୍ସିବି ମେଡିକାଲରେ ଚିକିତ୍ସାଧିନ ଥିବା ଅବସ୍ଥାରେ ସେ ଇହଲୀଳା ସମ୍ବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା । ମୃତ୍ୟୁଶଯ୍ୟା ନିକଟରେ ପୁତ୍ର ପଂଚାନନ, ପୁତ୍ରବଧୂ, ଓ ନାତି ପ୍ରମୁଖ ଉପସ୍ଥିତ ଥିଲେ । ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କ କିଡ୍ନୀ ଓ ଫୁସଫୁସ୍ରେ ସଂକ୍ରମଣ […]
କେନ୍ଦ୍ରାପଡା, ୨୨ା୮ – କେନ୍ଦ୍ରାପଡା ଜିଲ୍ଲାର ସର୍ବ ପ୍ରାଚୀନ ସଂଗୀତ ଅନୁଷ୍ଠାନ ଗୋକୁଳ ଚନ୍ଦ୍ର ସଂଗୀତ ସଦନର ବାର୍ଷିକ ସାଧାରଣ ପରିଷଦ ବୈଠକ ସଭାପତି ଅମ୍ବିକା ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି । ବୈଠକ ଆରମ୍ଭରେ ସମ୍ପାଦକ ଉମାକାନ୍ତ ଜେନା ବିଗତ ସାଧାରଣ ପରିଷଦ ବୈଠକର ବିବରଣୀ ପାଠ କରିଥିଲେ ଏବଂ ଏହା ସର୍ବ ସମ୍ମତିକ୍ରମେ ଗୃହୀତ ହୋଇଥିଲା । ଏହାପରେ କାର୍ଯ୍ୟସୂଚୀ ଅନୁଯାୟୀ ସଭାପତି ଶ୍ରୀଦାସ […]
କେନ୍ଦ୍ରାପଡା ୨୨/୮: ଜିଲାପାଳଙ୍କ କାର୍ଯ୍ୟାଯାଳୟ ପରିସରରେ ସାମ୍ବାଦିକ ମାନଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି । ଜିଲ୍ଲାର ସାମ୍ବାଦିକ ମାନେ ଏନେଇ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଭେଟି ଲିଖିତ ଭାବେ ଅଭିଯୋଗ କରିବା ସହ ଆଲୋଚନା କରିଛନ୍ତି । ଅଭିଯୋଗ ଅନୁଯାୟୀ ମହାକାଳପଡ଼ା ଥାନା ଅନ୍ତର୍ଗତ ଓଳିଆ ଗ୍ରାମର ଭୀମସେନ୍ ସେଠି ନାମକ ଜଣେ ବ୍ୟକ୍ତି ଜିଲାପାଳଙ୍କ କାର୍ଯ୍ଯାଳୟରେ ନିୟମିତ […]
ପଟ୍ଟାମୁଣ୍ଡାଇ ୨୨-୮*—ସର୍ବଗୁଣ ସମ୍ପନ୍ନ ବ୍ୟକ୍ତିମାନେ ସାମ୍ବିଧାନିକ ପଦବୀ ମଣ୍ଡନ କଲେ ଭାରତବର୍ଷର ଗୌରବ ଓ ଗାରିମା ଅକ୍ଷୁର୍ଣ୍ଣ ରହିବ ବୋଲି ବିଶିଷ୍ଟ ଶିକ୍ଷାବିତ ସୁନାମଣି ଦାଶ ପ୍ରକାଶ କରିଛନ୍ତି । ଏକ ପ୍ରେସ ବିବୃତିରେ ଶ୍ରୀ ଦାଶ କହିଛନ୍ତି ବିଶ୍ୱ ଗଣତନ୍ତ୍ରର ଶ୍ରେଷ୍ଠ ନିଦର୍ଶନ ଭାରତବର୍ଷର ସାମ୍ବିଧାନିକ ବ୍ୟବସ୍ଥାରେ ଅଧୋଗତି ଦେଖାଦେଇଛି । ବହୁ ଅଯୋଗ୍ୟ ଲୋକ ଅର୍ଥବଳ ଓ ବାହୁବଳ ପ୍ରୟୋଗ କରି ସାଂସଦ, ବିଧାୟକ ଆଦି ବିଭିନ୍ନ […]