କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ୧୮ା୮- ରାଜ୍ୟର ବ୍ଲକମାନଙ୍କରେ ବ୍ୟାପକ ପିସି କାରବାର ବନ୍ଦ କରିବା ସହ ୯ ଦଫା ଦାବିକୁ ନେଇ ରାଜ୍ୟ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ରାଜ୍ୟର ୩୧୪ଟି ବ୍ଲକ ଘେରାଉ ଡାକରା ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପଟ୍ଟାମୁଣ୍ଡାଇ ନଗର କଂଗ୍ରେସ ସଭାପତି ଅମୁଲ୍ୟ ପ୍ରଧାନଙ୍କ ନେତୃତ୍ୱରେ କଂଗ୍ରେସର ବରିଷ୍ଠ ନେତା ଓ ଶତାଧିକ କର୍ମୀ କଂଗ୍ରେସ କାର୍ଯ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ବ୍ଲକ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମର ପ୍ରଫୁଲ୍ଲ ସେଠୀ ବିଲରେ ଚାଷ କରୁଥିବାବେଳେ ଗତ ୧୩ତାରିଖରେ ବଜ୍ରପାତରେ ପ୍ରାଣ ହରାଇଥିଲେ I ଖବର ପାଇ ରାଜନଗର ବିଧାୟକ ଧ୍ରୁବ ସାହୁ ମୃତ ପରିବାରକୁ ଭେଟି ସମବେଦନା ଜଣାଇବା ସହିତ ସମସ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ I ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦେଶରେ ପଟ୍ଟାମୁଣ୍ଡାଇ  ତହସିଲଦାର ଦିଲ୍ଲୀପ ସେଠୀ […]

ଚଳିତବର୍ଷ ଜାନୁଆରୀ ୨୬ ତାରିଖ ସାଧାରଣ ତନ୍ତ୍ର ଦିବସରେ ନୂଆଦିଲ୍ଲୀ ଠାରେ ଆୟୋଜିତ ଜାତୀୟ ପ୍ୟାରେଡରେ ଓଡିଶା ରାଜ୍ୟର ପ୍ରତିନିଧି ଭାବେ ଭାଗ ନେଇଥିବା ପଟ୍ଟାମୁଣ୍ଡାଇ କଲେଜ ଏନ ସି ସି ଛାତ୍ରୀ (ଏ ୧ ଓଡିଶା ) ଭାଗ୍ୟଶ୍ରୀ ଦାଶ ଅଂଚଳର ଗୌରବ ବୃଦ୍ଧି କରିଛନ୍ତି । ଏଥି ପାଇଁ ପଟ୍ଟାମୁଣ୍ଡାଇ ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ସ୍ଥାନୀୟ ଏମ ଏନ ହାଇସ୍କୁଲ ଠାରେ ଆୟୋଜିତ ୭୭ତମ […]

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବେଆଇନ ଦେଶୀ ଓ ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ, ଅଫିମ, ବ୍ରାଉନସୁଗାର କାରବାର କାୟା ମେଲିଛି ।  କିନ୍ତୁ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ ବୋଲି ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି । ଚୋରା ବ୍ୟବସାୟୀଙ୍କଠାରୁ ଅସାଧୁ କର୍ମଚାରୀମାନେ ମାସିକିଆ ଚାନ୍ଦା ନେଇ ମାତ୍ରାଧିକ ଅନୁକମ୍ପା ଦେଖାଉଛନ୍ତି ବୋଲି ସାଧାରଣରେ ଅଭିଯୋଗ ହେଉଛି । ଆଇନଜୀବୀ ପ୍ରମୋଦ ସାହୁ କୁହନ୍ତି ପଟ୍ଟାମୁଣ୍ଡାଇ ଅଂଚଳରେ […]

କେନ୍ଦ୍ରାପଡ଼ା,୧୬ା୮: କେନ୍ଦ୍ରାପଡା ସହରରେ ଏକ ଅଜଣା କାରକୁ ନେଇ କିଛି ସମୟ ଧରି ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା । କିନ୍ତୁ ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ କରିବା ପରେ ଲୋକଙ୍କ ମନରୁ ସନ୍ଦେହ ଦୂର ହୋଇଥିଲା । ଏଥିସହ ସେହି କାର ଛାଡି ପଳାଉଥିବା ୨ଜଣଙ୍କୁ କାବୁ କରିନେଇ ଟାଉନ ଥାନାରେ ଅଟକ ରଖି ପଚରାଉଚୁରା କରୁଥିବା ବେଳେ ସଂପୃକ୍ତ କାରଟିକୁ ଜବତ କରିଥିବା […]

କେନ୍ଦ୍ରାପଡ଼ା, ୧୭ା୮: ଡଃ ବି.ଆର୍‌. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ ସମ୍ମୁଖରୁ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତ୍ତୀ ସ୍ଥାନାନ୍ତର ଦାବିରେ ଆମ୍ବେଦକର ଷ୍ଟାଚ୍ୟୁ କମିଟି ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିଶାଳ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି । ଡଃ. ଆମ୍ବେଦକର ଷ୍ଟାଚ୍ୟୁ କମିଟି ସମ୍ପାଦକ ସୁଧୀର କୁମାର ମଲ୍ଲିକଙ୍କ ସଭାପତିତ୍ୱ୍ୱରେ ଅନୁଷ୍ଠିତ ଏହି ବିଶାଳ ଗଣଧାରଣାରେ କେନ୍ଦ୍ରାପଡାର ବହୁ ବୁଦ୍ଧିଜୀବୀ, ଆଇନଜିବୀ ଓ ଆମ୍ବେଦକର ପ୍ରେମୀମାନେ ଯୋଗଦେଇ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି […]

केंन्द्रापड़ा गांधी पदयात्रा मेमोरियल की ओर से 77वां स्वतंत्रता दिवस मनाया गया। इस अवसर पर सबसे पहले गारापुर के गांधीपीठ में महात्मा गांधी की प्रतिमा पर सामूहिक पुष्पमाला अर्पित की गई, फिर तिनीमुहानी पर महात्मा गांधी की दांडी यात्रा के स्मारक पर राष्ट्रीय ध्वजा फहराया गया। सबसे पहले केंन्द्रापड़ा विधायक […]

କେନ୍ଦ୍ରାପଡ଼ା,୧୬ା୮: ରାଜ୍ୟର ପୁରାତନ ସାସ୍କୃତିକ ଅନୁଷ୍ଠାନ ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୫ତମ ବାର୍ଷିକ ଅଧିବେଶନ ଗରାପୁରସ୍ଥିତ ରାଜୀବଗାନ୍ଧୀ ସେବାକେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଛି । ସମିତିର ସ୍ଥାୟୀ ମୁଖ୍ୟ ଉପଦେଷ୍ଟା ପ୍ରଦୀପ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଅଧିବେଶନରେ ଚଳିତ ବର୍ଷ ବୋଇତ ବନ୍ଦାଣ ଉତ୍ସବ କିପରି ସରସ ସୁନ୍ଦର ହେବ ସେ ସମ୍ପର୍କରେ ଉପସ୍ଥିତ ସଭ୍ୟ/ସଭ୍ୟାମାନେ ନିଜର ମତ ପୋଷଣ କରିଥିଲେ । ପ୍ରାରମ୍ଭରେ […]

କେନ୍ଦ୍ରାପଡ଼ା,୧୬ା୮: କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲାପାଳ ଅମ୍ରିତ ଋତୁରାଜ ମୁଖ୍ୟ ଅତିଥିଭାବେ ଯୋଗଦେଇ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆଠାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ । ଯେଉଁ ମହାମାନବମାନେ ବହୁକଷ୍ଟ ସ୍ୱୀକାର କରି ଆମକୁ ସ୍ୱାଧୀନତା ଦେଇଛନ୍ତି ସେମାନଙ୍କ କଷ୍ଟଲବ୍ଧ ସ୍ୱାଧୀନତାକୁ ଆମେ ସମଗ୍ର ଭାରତବାସୀ ମନେରଖିବା ଉଚିତ […]

କେନ୍ଦ୍ରାପଡ଼ା,୧୬ା୮ : ଗାନ୍ଧୀ ପଦଯାତ୍ରା ସ୍ମୃତି ପରିଷଦ ଆନୁକୂଲ୍ୟରେ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଥମେ ଗରାପୁରସ୍ଥିତ ଗାନ୍ଧୀପୀଠରେ ଥିବା ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ପୁଷ୍ପମାଲ୍ୟ ଅର୍ପଣ କରାଯିବା ପରେ ତିନିମୁହାଣି ଛକସ୍ଥିତ ମହାତ୍ମାଗାନ୍ଧୀଙ୍କ ଦାଣ୍ଡି ପଦଯାତ୍ରା ସ୍ମାରକୀ ସ୍ଥଳରେ ଜାତୀୟ ପତକା ଉତ୍ତୋଳନ କରାଯାଇଥିଲା । ପ୍ରଥମେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ସ୍ମାରକୀ ସ୍ଥଳରେ ଥିବା […]

କେନ୍ଦ୍ରାପଡ଼ା, ୧୭ା୮: ପ୍ରଦେଶ କଂଗ୍ରେସର ନିର୍ଦେଶକ୍ରମେ ଆସନ୍ତା କାଲି ୧୮ ତାରିଖରେ କଂଗ୍ରେସ ପକ୍ଷରୁ ରାଜ୍ୟର ସମସ୍ତ ବ୍ଲକକୁ ଘେରାଉ କରାଯିବା ସହ ରାଜ୍ୟପାଳଙ୍କ ଉଦେଶ୍ୟରେ ସଂପୃକ୍ତ ବ୍ଲକର ବିଡିଓଙ୍କ ଜରିଆରେ ଏକ ୯ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯିବ ବୋଲି କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ ସଭାପତି ତଥା ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନରେ ଆହୂତ ଏକ ସାମ୍ବାଦିକ ସମ୍ମିଳନୀରେ ମତବ୍ୟକ୍ତ କରିଥିଲେ । […]

  କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଶ୍ରୀରାମପୁର ପଂଚାୟତ କଦମଦାଣ୍ଡି ଗ୍ରାମ ନିକଟସ୍ଥ ବ୍ରାହ୍ମଣୀ ନଦୀରେ ବୁଧବାର ସକାଳେ ଏକ ଅଜଣା ଯୁବକର ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା ।ଏ ସମ୍ପର୍କରେ ଗ୍ରାମବାସୀ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରି ମୃତ ଦେହକୁ ଚିହ୍ନଟ କରିଥିଲା । ପ୍ରକାଶ ଯେ ଆଳି ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମର ସମୀର […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସହର ପୁରୁଣା ମାର୍କେଟ କମ୍ପେ୍ଲକ୍ସ ପାଖ ଏକ ପାନ ଦୋକାନ ଆଗରୁ ବାଇକ ଚୋରି କରିବା ସମୟରେ ସ୍ଥାନୀୟ ଲୋକେ ଚୋରକୁ ଧରି ପୋଲିସର ଜିମା ଦେଇଛନ୍ତି । ପୋଲିସ ଯୁବକ ଜଣକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି । ମିଳିଥିବା ସୁଚନାନୁଯାଇ ପଟ୍ଟାମୁଣ୍ଡାଇ ପୁରୁଣା ମାର୍କେଟ କମ୍ପେ୍କ୍ସ ପାଖ ଏକ ପାନଦୋକାନ ପାଖରୁ ବୁଧବାର ସଂନ୍ଧ୍ୟା ସାଢେ ୮ ଟା ବେଳେ ୩ […]

ରାଜ୍ୟ ରାଜନୀତିରେ କିଛିଦିନ ହେବ ଆଗୁଆ ନିର୍ବାଚନ ହେବ ବୋଲି ଚର୍ଚ୍ଚା ଆଲୋଚନା ଜୋର୍‌ ଧରିଛି। ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ଆଉ ଏକ ଚର୍ଚ୍ଚା ମଧ୍ୟ ଆଲୋଚନା ହେଉଛି । ନିକଟରେ ଓଡିଶା ଗସ୍ତରେ ଆସିଥିବା ଏକାଧିକ ନ୍ଦେନ୍ଦ୍ରମନ୍ତ୍ରୀ ଏହି ମେଣ୍ଟ ହେବା ନେଇ ଚାଲିଥିବା ଚର୍ଚ୍ଚାକୁ ବାରମ୍ବାର ଖଣ୍ଡନ କରୁଥିଲେ ସୁଦ୍ଧା ଏଭଳି ଆଲୋଚନା ବନ୍ଦ ହେଉନାହିଁ। ତେବେ ଏହି ଦୁଇଟି ଯାକ […]

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମଏନ ହାଇ ସ୍କୁଲ ପଡିଆ ଠାରେ ମଙ୍ଗଳବାର ୭୭ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଜାତୀୟ ଦିବସ ପାଳନ କମିଟିର ଅଧ୍ୟକ୍ଷ ତଥା ପଟ୍ଟାମୁଣ୍ଡାଇ ତହସିଲଦାର ଦିଲ୍ଲିପ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜନଗର ବିଧାୟକ ଧ୍ରୁବ ସାହୁ ଯୋଗ ଦେଇ ଜାତୀୟ ପତାକା ଉତେ³ାଳନ କରିବା ସହ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି । ବିଧାୟକ […]

कोरापुट जिले के जयपुर में फाइनेंस की किस्ती नहीं चुकाने पर एक युवक की हत्या कर दी गई है। इलाज के दौरान उनकी मौत हो गई. इससे आम जनता में हंगामा मच गया है. मृतक की पहचान जयपुर वेटनरी कॉलोनी के बिपिन बहादुर (42) । सूचना मिलने के बाद पुलिस […]

केंन्द्रापड़ा : केंद्रपाड़ा स्वायसासित  महाविद्यालय पंजीकृत निकाय के लिए एन.सी.सी. ल्यूमिनी एसोसिएशन ने ‘हर घर एक पौधा’ के तहत एक स्वैच्छिक चारा वितरण कार्यक्रम स्थापित किया गया है। हर साल की तरह इस साल भी  माईं एन.सी.सी. अलम्युनि एसोसिएशन ने ‘हर घर एक पौधा’ लगाने का शुरू किया गया हे […]

पूर्व विधायक ओर कटक महानगर निगम की पूर्व मेयर स्वर्गीय निवेदिता प्रधान के निधन पर केंन्द्रापड़ा के सान्तसाही स्थित अमर भवन में श्रद्धांजलि सभा आयोजित की गयी है. वरिष्ठ भाजपा अध्यक्ष वकील वैद्यनाथ चटर्जी की अध्यक्षता में आयोजित श्रद्धांजलि सभा में पत्रकार सच्चिदानंद बेहरा, वरिष्ठ भाजपा कार्यकर्ता नरसिंह प्रसाद पति, […]

କେନ୍ଦ୍ରାପଡ଼ା, ୧୪ା୮: ଡଃ ବି.ଆର୍‌. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ ସମ୍ମୁଖରୁ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତ୍ତୀ ନ ହଟାଯିବାରୁ ଆମ୍ବେଦକର ଷ୍ଟାଚ୍ୟୁ କମିଟି ପକ୍ଷରୁ ଆଜି ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଡଃ. ଆମ୍ବେଦକର ଷ୍ଟାଚ୍ୟୁ କମିଟି ସମ୍ପାଦକ ସୁଧୀର କୁମାର ମଲ୍ଲିକଙ୍କ ନେତୃତ୍ୱରେ କେନ୍ଦ୍ରାପଡାର ବହୁ ବୁଦ୍ଧିଜୀବୀ, ଆଇନଜିବୀ ଓ ଆମ୍ବେଦକର ପ୍ରେମୀମାନେ ଏହି ଦାବିପତ୍ର ପ୍ରଦାନ କରି ସେଥିରେ ଉଲ୍ଲେଖ କରିଛନ୍ତି ଯେ ଆନନ୍ଦ ଚନ୍ଦ୍ର […]

କେନ୍ଦ୍ରାପଡା ପୈାର ପରିଷଦର ସାଧାରଣ ବୈଠକ ପୈାରସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ପୈାରାଧ୍ୟକ୍ଷା ସରିତା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାଉନସିଲ ବୈଠକରେ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ଯୋଗଦେଇ ନୂତନ ଭାବେ ଯୋଗଦେଇଥିବା ପୋର ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ବିଶ୍ୱାଳଙ୍କୁ ଶୁଭେଛା ଜଣାଇଥିଲେ । ପୈାରନିର୍ବାହୀ ଅଧିକାରୀ ଶ୍ରୀ ବିଶା୍ୱଳ ବୈଠକରେ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇଥିଲେ । ପ୍ରଥମେ ଗତ ବୈଠକର ପ୍ରସ୍ତାବ ଗୁଡିକୁ […]

କେନ୍ଦ୍ରାପଡ଼ା,୧୪ା୮ : ପୂର୍ବତନ ବିଧାୟିକା ତଥା କଟକ ମହାନଗର ନିଗମର ମେୟର ସ୍ୱର୍ଗତା ନିବେଦିତା ପ୍ରଧାନଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା କେନ୍ଦ୍ରାପଡା ସହରର ସାନ୍ତସାହିସ୍ଥିତ ଅମର ଭବନରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ବିଜେପି ନେତା ତଥା ଆଇନଜୀବୀ ବୈଦ୍ୟନାଥ ଚାଟାର୍ଜୀଙ୍କସଭାପତିତ୍ୱରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ସାମ୍ବାଦିକ ସଚ୍ଚିଦାନନ୍ଦ ବେହେରା, ବରିଷ୍ଠ ବିଜେପି କାର୍ଯ୍ୟକର୍ତ୍ତା ନୃସିଂହ ପ୍ରସାଦ ପତ୍ରୀ, ଶିଶୁ ମନ୍ଦିରର ସମ୍ପାଦକ ହିମାଂଶୁଶେଖର ଦାଶ, ଆଇନିଜୀବୀ ଫକିର […]

କେନ୍ଦ୍ରାପଡ଼ା ୧୪ା୮: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପଞ୍ଜୀକୃତ ସଂସ୍ଥା ମାଇଁ ଏନ୍‌.ସି.ସି. ଅ।।ଲୁମିନି ଆସୋସିଏସନ ପକ୍ଷରୁ ‘ହର ଘର ଏକ ପୌଦ୍ଧା’ ଅନ୍ତର୍ଗତ ଏକ ସ୍ୱେଚ୍ଛାକୃତ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଯାଇଛି । ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମାଇଁ ଏନ୍‌.ସି.ସି. ଅ।ଲୁମିନି ଆସୋସିଏସନ ‘ହର ଘର ଏକ ପୌଦ୍ଧା’ ଲଗାଇବା ପାଇଁ ଯେଉଁ ଅଭିନବ ପ୍ରୟାସ ଆରମ୍ଭ କରିଥିଲା ତାହା ଅ।।ଜି କେବଳ କେନ୍ଦ୍ରାପଡା ଜିଲ୍ଲା ନୁହେଁ […]

କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକ ୧୭ନଂ ଜୋନ କଂଟାବଣ ଠାରେ ସ୍ୱାଧୀନତାର ଅମୃତ ମହୋତ୍ସବ ଓ ୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ ତ୍ରିରଙ୍ଗା ପଦଯାତ୍ରା ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ  ଆୟୋଜିତ ହୋଇଯାଇଛି  । ପୂର୍ବତନ ବିଧାୟକ ଡ଼ ଅଲେଖ କୁମାର ଜେନାଙ୍କ ନେତୃତ୍ୱରେ ଆୟୋଜିତ ଯାତ୍ରାରେ ଭାଜପା ମଣ୍ଡଳ ସଭାପତି ବନମାଳି ମହାପାତ୍ର, ଜ୍ୟୋତିପ୍ରକାଶ ପ୍ରଧାନ, ଶଙ୍କର ମହାନ୍ତି, ନିରଞ୍ଜନ […]

କେନ୍ଦ୍ରାପଡା ୧୩/୮- ଆଜି କେନ୍ଦ୍ରାପଡା ସହରସ୍ଥ ପୌରପାଳିକା ଟାଉନ୍‌ହଲ୍‌ଠାରେ ଓଡିଶା ସଂସ୍କୃତି କଳା ଏକାଡେମୀ(ଓକା) ଓ ସଙ୍ଗୀତ ମୂର୍ଚ୍ଛନା ଅନୁଷ୍ଠାନ ତରଫରୁ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ମହୋତ୍ସବ ପାଳନ କରାଯାଇଛି । ସକାଳ ୮ଟାରୁ ଓକା ଆଇଡଲ୍ ପକ୍ଷରୁ ଏକ ସାଂସ୍କୃତିକ ପ୍ରତିଯୋଗୀତା କରାଯାଇ କୃତୀତ୍ୱ ଅର୍ଜନ କରିଥିବା ପ୍ରତିଭାଙ୍କୁ ଟପ୍ ଟେନ୍ ଓକା ଆଇଡଲ୍ ସମ୍ମାନ ପ୍ରଦାନ କରାଯିବା ସହ ଓଡିଶାରେ ସୁନାମ ଅର୍ଜନ କରିଥିବା କେନ୍ଦ୍ରାପଡା ତୁଳସୀ କ୍ଷେତ୍ରର […]