ଡବ୍ଲ୍ୟୁ ଟି ଆଇ ପକ୍ଷରୁ କୁମ୍ଭୀର ଆକ୍ରମଣ ନେଇ ସର୍ଭେ

କୁମ୍ଭୀର ଆକ୍ରମଣରେ ଚଳିତବର୍ଷ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକରେ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି । ଏଭଳି ଏକ ଅଭାବନୀୟ ପରିସ୍ଥିତିରେ...

ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରାର ଶୁଭାରମ୍ଭ

ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ସାଉଁଟିବା ପାଇଁ କେନ୍ଦ୍ରାପଡ଼ାରୁ ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା ଆରମ୍ଭ ହୋଇଛି । ଏହି ଯାତ୍ରାକୁ ପତାକା ଦେଖାଇ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ...

ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୦ା୧୧ :“ବିକଶିତ ଭାରତ ସଙ୍କଳ୍ପ ଯାତ୍ରା” ନିମନ୍ତେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ...

ମଞ୍ଜୁରୀପ୍ରାପ୍ତ ଋଣ ପ୍ରଦାନ ଦାବୀରେ ୨୪ରେ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା

କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଅଧୀନରେ ଥିବା ବଡ଼ମୂଳବସନ୍ତ ପ୍ରାଥମିକ କୃଷି ସମବାୟ ସମିତିର ଚାଷୀମାନେ ଚଳିତବର୍ଷର ଖରିଫ ଋଣ ପାଇବାରୁ ବଂଚିତ ହେବାକୁ...

ଦକ୍ଷତା ବିକାଶ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ପରିସରରେ ଏକ ଦକ୍ଷତା ବିକାଶ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବ୍ୟାଙ୍କିଙ୍ଗ୍‌, ଫାଇନାନ୍ସ ଏବଂ...

ଭାଜପା ତରଫରୁ ଜନ ଆକ୍ରୋଶ ବ୍ଲକ ଘେରାଉ

ଭାରତୀୟ ଜନତା ପାର୍ଟି,କେନ୍ଦ୍ରାପଡ଼ା ବ୍ଲକ ତରଫରୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭିଚାର ବିରୁଦ୍ଧରେ ଜନ ଆକ୍ରୋଶ ବ୍ଲକ ଘେରାଉ ଅନୁଷ୍ଠିତ ହୋଇଯାଇଛି...

ଖଣତା ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଖଣତା ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ...

ଉଷା ଦେବୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ତମାଖୁ ସଚେତନତା

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଉଷା ଦେବୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଯୁବ ରେଡକ୍ରସ ପକ୍ଷରୁ ତମାଖୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ...

ବ୍ଲକସ୍ତରୀୟ ମିଶନ ଶକ୍ତି ଋଣ ପ୍ରଦାନ ମେଳା

ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତିକରଣ ଓ ଆତ୍ମନିର୍ଭରଶିଳ ହେବାକୁ ବିଭିନ୍ନ ଯୋଜନା ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ସେଥିମଧ୍ୟରୁ ମିଶନ...

ଅଗ୍ନିବିପନ୍ନଙ୍କୁ ସହାୟତା ପ୍ରଦାନ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ଗ୍ରାମପଞ୍ଚାୟତର ପାଣି ସାଉଁଳିଆ ଗ୍ରାମର ସୁରେନ୍ଦ୍ର ମଲିକ, ଦୀନବନ୍ଧୁ ମଲିକ ଓ କୃପାସିନ୍ଧୁ ମଲିକଙ୍କ ବାସଗୃହ ପୋଡି ଯାଇଥିବା ଏବଂ...

ବିଜେପି ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ଘେରାଉ , ବ୍ଲକ ଘେରାଉ କାର୍ଯ୍ୟକ୍ରମ କେବଳ ଏକ ଆନ୍ଦୋଳନ ନୁହେଁ, ଏହା ହେଉଛି ଲୋକଙ୍କ ଅସନ୍ତୋଷର ପ୍ରତିଫଳନ-ଭୁବନମୋହନ ଜେନା

ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ବ୍ଲକରେ ଚାଲିଥିବା ଦୁର୍ନୀତି ପିସି କାରବାର ଓ ସାଧାରଣ ଲୋକ ନ୍ୟାୟ ପାଉ ନ ଥିବା ଦାବିକରି ସୋମବାର...

କବି କୁଞ୍ଜ ବିହାରୀ ପୃଷ୍ଟିଙ୍କ କାଳ୍ପନିକ କାବ୍ୟ ମା’ମାଟି ମୋହ ଲୋକାର୍ପିତ

କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ସଭାଗୃହରେ କବି ନିକୁଞ୍ଜ ବିହାରୀ ପୃଷ୍ଟିଙ୍କ ଦ୍ୱିତୀୟ କାଳ୍ପନିକ କାବ୍ୟ “ମା’ ମାଟି ମୋହ” ଲୋକାର୍ପର୍ିତ ହୋଇଯାଇଛି । “ଆମ ଗାଁ ସାହିତ୍ୟ...

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର କର୍ମକର୍ତ୍ତା ନିର୍ବାଚନ

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର କର୍ମକର୍ତ୍ତା ନିର୍ବାଚନ ଆଜି ସ୍ଥାନୀୟ ସଖୀବଟଠାରେ ସଂସଦର ନିର୍ବାଚନ କମିଶନର ଡଃ ସୁରେନ୍ଦ୍ରନାଥ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ...

ପିଏମ୍‌ଶ୍ରୀ ଯୋଜନାରେ ରୂପାନ୍ତରିତ କେନ୍ଦ୍ରାପଡା କେନ୍ଦ୍ରୀୟ ବିଦ୍ୟାଳୟ

କେନ୍ଦ୍ର ସରକାରଙ୍କ ପିଏମ୍‌ଶ୍ରୀ (ପ୍ରାଇମ୍ ମିନିଷ୍ଟର ସ୍କୁଲସ୍ ଫର୍ ରାଇଜିଂ ଇଣ୍ଡିଆ) ଯୋଜନାରେ ରୂପାନ୍ତରିତ ହୋଇଛି କେନ୍ଦ୍ରୀୟ ବିଦ୍ୟାଳୟ କେନ୍ଦ୍ରାପଡା । ଏଠାରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା...

ଜିଲ୍ଲା ବୋଇତବନ୍ଦାଣ ସମିତିର ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ

ରାଜ୍ୟର ପୁରାତନ ସାସ୍କୃତିକ ଅନୁଷ୍ଠାନ କେନ୍ଦ୍ରାପଡ଼ା ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୫ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ଆଜି ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ...

ଜିଲ୍ଲା କଂଗ୍ରେସ ପକ୍ଷରୁ ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ୧୦୬ତମ ଜୟନ୍ତୀ କଜଳାସ୍ଥିତ କଂଗ୍ରେସ ଭବନ ପରିସରରେ ପାଳିତ ହୋଇଯାଇଛି । ଏହି...

ଯୈାନ ଶୋଷଣ ନିରୋଧ ଆଇନ ସଚେତନତା ଶିବିର

କେନ୍ଦ୍ରାପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ କର୍ମ କ୍ଷେତ୍ରରେ ମହିଳାମାନଙ୍କ ଉପରେ ହେଉଥିବା ଯୌନ ଶୋଷଣ ବିରୋଧରେ...

ନବଜାତ ଶିଶୁ ଯତ୍ନ ସପ୍ତାହ ପାଳିତ

ଶିଶୁ ଜନ୍ମର ପ୍ରଥମ ୨୪ ଘଂଟା ଓ ପ୍ରଥମ ୨୮ ଦିନ ଅତ୍ୟନ୍ତ ସମ୍ବେଦନଶୀଳ । ତେଣୁ ନବଜାତ ଶିଶୁଙ୍କ ଯତ୍ନ ଦିଗରେ ସମସ୍ତେ ସଚେତନ ହେବା...

୭୦ତମ ସର୍ବ ଭାରତୀୟ ସମବାୟ ସପ୍ତାହ ପାଳନ , ଜିଲ୍ଲା ସ୍ତରୀୟ ମହୋତ୍ସବ

ସମବାୟ ବିଭାଗ ଓ କେନ୍ଦ୍ରାପଡା  ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ୭୦ତମ ସର୍ବ ଭାରତୀୟ ସମବାୟ ସପ୍ତାହ ପାଳନ ଅବସରରେ ଜିଲ୍ଲା...

ପୁନର୍ବାସ ପକ୍ଷରୁ ବୌଦ୍ଧିକ ଭିନ୍ନକ୍ଷମ ଶିଶୁଙ୍କ ବାକ୍ ଓ ଶ୍ରବଣ ପରୀକ୍ଷା ଶିବିର

ସାଧାରଣତଃ ବୌଦ୍ଧିକ ଭିନ୍ନକ୍ଷମ ଶିଶୁମାନେ ବାକ୍ ଓ ଶ୍ରବଣ ଶକ୍ତି ବାଧିତ ହୋଇଥିବାର ପରିଲଖିତ ହୁଏ । ଭିନ୍ନକ୍ଷମଙ୍କ ନିମନ୍ତେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ଦ୍ୱାରା...

ପୁତୁରା ଶବସତ୍କାର ବେଳେ ବଡବାପା ହୁଦଘାତରେ ମୃତ

ମଣିଷ ଜୀବନରେ  ମୃତ୍ୟୁ କେତେବେଳେ ଓ କେମିତି ଆସେ ତାହା କେହି କହିପାରିବେନି। ଏମିତି ଏକ ମୃତ୍ୟୁ ମଣିଷ  ଜୀବନରେ ଘଟିଛି ଯେ ପୁତୁରାର ଶବ ସତ୍କାର...

ନଦୀକୁ ଗାଧେଇବାକୁ ଯାଇ ଯୁବକ ନିଖୋଜ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା ଗ୍ରାମପାଖ ବ୍ରାହ୍ମଣୀ ନଦୀରେ ଗାଧେଇବାକୁ ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଯୁବକ ଜଣକ ଅଣ୍ଢରା ଗାଁର ବିକ୍ରାନ୍ତ...

ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଯାପିତ

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡ଼ିଆରେ ଦୁଇ ଦିନ ଧରି ଚାଲିଥିବା ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଆଜି ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଏବଂ...

Skip to content ↓