ଗୋବରୀ କେନାଲ ମଟାମ ହେବାରୁ ଫକିରାବାଦରେ କୃତିମ ବନ୍ୟା

କେନ୍ଦ୍ରାପଡା ଗୋବରୀ କେନାଲରେ ଚାଷ ପାଇଁ ବହୁ ବିଳମ୍ବରେ ପାଣି ଛଡା ଯିବାରେ କେନାଲରେ ପାଣି ମଟାମ ହୋଇଛି । ଫଳରେ କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଫକିରାବାଦ,...

ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ , ଗଣମାଧ୍ୟମ ସମାଜର ଜାଗ୍ରତ ପ୍ରହରୀ- ଅତିରିକ୍ତ ଜିଲ୍ଲାପାଳ

କେନ୍ଦ୍ରାପଡ଼ା, ୧୬ା୧୧ : ଗଣମାଧ୍ୟମ ସମାଜର ଦର୍ପଣ । ଯେଉଁଠି ପ୍ରତଫଳିତ, ପ୍ରତିଧ୍ୱନିତ ଓ ପ୍ରତିବିମ୍ବିତ ହୁଏ ସମାଜର ପ୍ରକୃତ ରୂପ । ସାମ୍ବାଦିକମାନେ ସମାଜର ଜାଗ୍ରତ...

ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ରୋକାଯାଉ :ଜନଶକ୍ତି ପାର୍ଟି

ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ଘଟିଥିଲେ ମଧ୍ୟ ଉଭୟ କେନ୍ଦ୍ର ବିଜେପି ଓ ରାଜ୍ୟ ବିଜେଡି ସରକାର ଚୁପ ହୋଇବସିଛନ୍ତି । କେନ୍ଦ୍ର ଓ...

ଅଳଭା ଗଣ୍ଡାକିଆ ଲକ କାର୍ଯ୍ୟକାରୀ ହେଲେ ଶିଳ୍ପର ବିକାଶ ହେବା ସହ ଉତିକଣ ଅଂଚଳର ଚାଷୀଙ୍କ ମୁହଁରେ ହସ ଫୁଟିବ

ତାଳଦଣ୍ଡା କେନାଲର ଭଳି ବୋଟିଂର ଭ୍ରମ ସୃଷ୍ଟି କରିବ ଜଳସେଚନ ଓ ବାଣିଜ୍ୟ କାରବାରର ଏକମାତ୍ର ବିକଳ୍ପ ଆମ ରାଜ୍ୟର ସର୍ବ ପୁରାତନ ପଟ୍ଟାମୁଣ୍ଡାଇ ମେନ କେନାଲକୁ...

ଆସନ୍ନ ମରୁଡିର ପ୍ରତିକାର କର- କୃଷକସଭା

ସମଗ୍ର କେନ୍ଦ୍ରାପଡା ଜିଲ୍ଲାକୁ ମରୁଡି ଘୋଷଣା ଦାବିରେ ଆଜି ଓଡିଶା କୃଷକ ସଭା (ଏଆଇକେଏସ) କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସହିତ...

ସମର୍ଥ କୋଚିଂ ସେଟଂରରେ ଶିଶୁ ଦିବସ ପାଳିତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସମର୍ଥ କୋଚିଂ ସେଟଂର ପକ୍ଷରୁ ମଙ୍ଗଳବାର ଶିଶୁ ଦିବସ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କୋଚିଂ ସେଟଂରର ପରିଚାଳକ ଶଶୀକାନ୍ତ ସାହୁଙ୍କ...

ସଙ୍ଘବଦ୍ଧ ଆକ୍ରମଣରେ ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

କେନ୍ଦ୍ରାପଡା ଜିଲ୍ଲା ଦୈାରାଜଜ୍ ବିଶ୍ୱିଜତ ମହାନ୍ତି ଏକ ସଙ୍ଘବଦ୍ଧ ଆକ୍ରମଣ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିବା ସହିତ ୫ହଜାର ଟଙ୍କା...

ରାଜଶ୍ରୀର ମନୋଜ୍ଞ ଆକାଶୀୟ ଆଲୋଚନା ଚକ୍ର, ଇପତ୍ରିକା “ରାଜଶ୍ରୀ’ ଅକ୍ଟୋବର ସଂଖ୍ୟା ଉନ୍ମୋଚନ ଏବଂ କବିତା ପାଠୋତ୍ସବ

କେନ୍ଦ୍ରାପଡା - ରାଜଶ୍ରୀ କଳା ଓ ସାହିତ୍ୟ ସଂସଦର ମାସିକ ବନ୍ଧୁ ମିଳନ ପର୍ବ ଗତ ସୋମବାର ଦିନ ଆବାସୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବନ୍ଧୁ...

ପିଆଜ ଦର ବୃଦ୍ଧିର ପ୍ରତିବାଦ ଜାରୀ ; ଇନ୍ଦୁପୁରରେ ୨୫ଟଙ୍କାରେ ବିକିଲା କଂଗ୍ରେସ

ରାଜ୍ୟରେ ପିଆଜ ବଜାରରେ ନିଆଁ ଲାଗିଛି। ରାଜ୍ୟର ୨୩ବର୍ଷର ଅପାରଗ ସରକାର ପ୍ରତିବର୍ଷ ଖାଉଟିଙ୍କୁ ଚଢ଼ା ଦରରେ ପିଆଜ ଓ ଆଳୁକୁ ବିକ୍ରି କରୁଛନ୍ତି। ପିଆଜରେ ସ୍ବାବଲମ୍ବୀ...

ପାଣିସାଉଁଳିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ,୩ ବଖରା ଘର ପୋଡି ନଷ୍ଟ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗା ପଞ୍ଚାୟତ ପାଣି ସାଉଁଳିଆ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟି ସୁରେନ୍ଦ୍ର ମଳିକଙ୍କ ୩ ବଖରା ଘର ପୋଡି ନଷ୍ଟ ହୋଇଯାଇଛି।...

ନେତାଜୀ ମଡେଲ ସ୍କୁଲରେ ବିଜ୍ଞାନ ଓ ଶିଶୁମେଲା

କେନ୍ଦ୍ରାପଡା ସହରର ମାଧପୁର ସ୍ଥିତ ନେତାଜୀ ମଡେଲ ସ୍କୁଲରେ ଶିଶୁମେଳା ଓ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷ ଅଜୟ କୁମାର ପୃଷ୍ଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ମଦ୍ରାସା ଆରବିଆ ତାଲିମୁଲ ଇସଲାମରେ ଜାତୀୟ ଶିକ୍ଷା ଦିବସ ପାଳିତ

କେନ୍ଦ୍ରାପଡା ସହରର ବଡହାଟସ୍ଥିତ ମଦ୍ରାସା ତାଲିମୁଲ ଆରବିଆ ଇସଲାମରେ ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମଦ୍ରାସାର ସଭାପତି ମୀର ହସିମୁଲ୍ଲାଙ୍କ ସଭାପତିତ୍ୱରେ...

ରାସ୍ତା ଜବରଦଖଲ ଉଛେଦ ପାଇଁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଅ ଗ୍ରାମପଞ୍ଚାୟତର ତିନୋଟି ରାସ୍ତା ଜବରଦଖଲ ହେତୁ ଅନେକ ଅସୁବିଧା ସୃଷ୍ଟି ହେଉଥିବାରୁ ପଞ୍ଚାୟତବାସୀ ଏସମ୍ପର୍କରେ ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର...

ଭରତପୁର ଦକ୍ଷୀଣକାଳୀ ମନ୍ଦିରରେ କାଳୀ ପୂଜା

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶକ୍ତିପୀଠ ଭରତପୁର ମା’ଦକ୍ଷୀଣକାଳୀ ମନ୍ଦିରରେ କାଳୀ ପୂଜା ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ମା’ଦକ୍ଷୀଣକାଳୀଙ୍କର ଷୋଡଶ ଉପଚାରରେ ପୂଜା...

ପଟ୍ଟାମୁଣ୍ଡାଇ ବ୍ଲକ ଘେରାଉ ପାଇଁ ଭାଜପାର ପ୍ରସ୍ତୁତି ବୈଠକ

ଦୁର୍ନୀତି ଓ ପିସି କାରବାର ବନ୍ଦ ପାଇଁ ରାଜ୍ୟ ଭାଜପା ପକ୍ଷରୁ ଓଡିଶାର ୩୧୪ ବ୍ଲକ ଘେରାଉ ପାଇଁ ନିଷ୍ପତି ନିଆଯାଇଛି । ରାଜ୍ୟ ଭାଜପା ଆହ୍ୱାନରେ...

ବିଦେଶରେ ଫସିଛନ୍ତି ୨୧ ଜଣ ଶ୍ରମିକ,ଭିଡିଓ ଜାରି କରି କହିଲେ ନିର୍ଯାତନାର କାହାଣୀ

ରୋଜଗାର କରି  ନିଜ ପରିବାରର ପ୍ରତିପୋଷଣ କରିବା ଆଶାରେ ବିଦେଶ ଯାଇ କାମ କରୁଥିବା ଓଡିଆ ଯୁବକ ମାନେ ସେଠାରେ ନିର୍ଯ୍ୟାତିତ ହେବା ସହ ଶାରୀରିକ, ମାନସିକ...

ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟବୀମା କାର୍ଡ଼ ବଂଟନ

କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର ଆଜି ଗୋପବନ୍ଧୁ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର କାର୍ଡ଼ ବଂଟନ କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା...

ଝୁଲନ୍ତା ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ଗୋଗୁଆ-ଚଉଦକୁଲାଟ ରାସ୍ତାର ଏକ ଗଛରେ ସୋମବାର ଜନୈକ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି । ଗଛ...

ବେଲତଳ ଧ୍ୟାନମନ୍ଦିରରେ ଗୀତା ଜ୍ଞାନ ଯଜ୍ଞ ଉଦଯାପିତ

ପ୍ରଜ୍ଞାନ ମିଶନ ପଟ୍ଟାମୁଣ୍ଡାଇ ଶାଖା ପକ୍ଷରୁ ବେଲତଳ ହରିହରାନନ୍ଦ ଧ୍ୟାନ ମନ୍ଦିରରେ ୮ ତାରିଖରୁ ଆରମ୍ଭ ହୋଇଥିବା ଗୀତା ଜ୍ଞାନ ଯଜ୍ଞ ୧୧ ତାରିଖରେ ଉଦଯାପିତ ହୋଇଯାଇଛି...

କେନ୍ଦ୍ରାପଡ଼ା ଜିଲ୍ଲାକୁ ମରୁଡି ଘୋଷଣା କରାଯାଉ :ଓଡିଶା କୃଷକସଭା

କେନ୍ଦ୍ରାପଡ଼ା ଜିଲ୍ଲାକୁ ମରୁଡି ଘୋଷଣା କରିବା ପାଇଁ ଓଡିଶା କୃଷକସଭା କେନ୍ଦ୍ରାପଡ଼ା ଜିଲ୍ଲା ଶାଖା ପକ୍ଷରୁ ଦାବୀ କରାଯାଇଛି । ଏ ସମ୍ପର୍କରେ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବା...

ବିଜେପି ଓ କଂଗ୍ରେସକୁ କଡା ଜବାବ ଦେବାକୁ ବିଜେଡି ନେତା ଓ କର୍ମୀଙ୍କୁ ପ୍ରଶିକ୍ଷଣ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପ୍ରତି ନିର୍ବାଚନ ମଣ୍ଡଳୀରେ ଦଳୀୟ ଜନପ୍ରତିନିଧି , କର୍ମକର୍ତା ଓ କର୍ମୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କାର୍ଯ୍ୟକ୍ରମ ରାଜନଗର ନିର୍ବାଚନ ମଣ୍ଡଳୀରେ...

କଲିକତାରୁ ପାରାଦୀପ ଆସୁଥିବା ସଦାନନ୍ଦ ବସରେ ଅଗ୍ନିକାଣ୍ଡ, ଜଣେ ମହିଳା ମୃତ

କେନ୍ଦ୍ରାପଡ଼ା : କଲିକତାରୁ ପାରାଦୀପ ଆସୁଥିବା ବସରେ ଅଗ୍ନିକାଣ୍ଡ ଘଟି ଜଣେ ମହିଳା ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ୧୬ନମ୍ବର ଜାତୀୟ...

କୋଲକାତାରୁ ପାରାଦୀପ ଆସୁଥିବା ବସ୍ ଜଳିଗଲା

କୋଲକାତା ବାବୁଘାଟ ବସ୍ ଟର୍ମିନାଲରୁ ପାରାଦୀପ ଆସୁଥିବା ଏକ ଶତୀତାପ ନିୟନ୍ତ୍ରିତ ଯାତ୍ରୀବାହୀ ବସ୍ ‘ଶିବମ୍ ଟ୍ରାଭେଲ୍ସ’ ଶୁକ୍ରବାର ରାତି ପ୍ରାୟ ସାଢ଼େ ୧୦ଟାରେ ଚଳନ୍ତା ଅବସ୍ଥାରେ...

ସେଣ୍ଟ ଯୋସେଫ ସ୍କୁଲରେ ବାର୍ଷିକ ବିଜ୍ଞାନ କମ୍ପ୍ୟୁଟର ଚିତ୍ରାଙ୍କନ ଓ ହସ୍ତକଳା ପ୍ରଦର୍ଶନୀ

କେନ୍ଦ୍ରାପଡା ସହର ଉପକଣ୍ଠରେ ଅବସ୍ଥିତ ଜିଲ୍ଲାର ଏକମାତ୍ର ଆଇ.ସି.ଏସ.ଇ ବିଦ୍ୟାଳୟରେ ବିଜ୍ଞାନ, କମ୍ପ୍ୟୁଟର, ଚିତ୍ରାଙ୍କନ ଓ ହସ୍ତକଳା ପ୍ରଦର୍ଶନୀ ଆଜି ଉତ୍ସାହ, ପ୍ରେରଣା ଓ ଆନନ୍ଦ ମୁଖରିତ...

Skip to content ↓