କେନ୍ଦ୍ରପଡା ୨୫ା୭ ପୂର୍ବ ଶତ୍ରୁତା ଓ ଗୁଣି ଗାରେଡି ସନ୍ଦେହରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଂଚଳରେ ଜନୈକ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା କରାଯାଇଥିବାର ଖବର ମିଳିଛି । ସ୍ଥାନୀୟ ପୋଲିସ ଏ ସମ୍ପର୍କରେ ଏକ ମୋକଦମା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି । ଏହି ଘଟଣା ସମଗ୍ର ପଟ୍ଟାମୁଣ୍ଡାଇ ଅଂଚଳରେ ଆଲୋଡନ ସୃଷ୍ଟି କରିଛି । ପ୍ରକାଶ ଯେ, କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ […]
କେନ୍ଦ୍ରାପଡ଼ା,୨୫ା୭: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ପକ୍ଷରୁ ଆୟକର ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଚାଟାର୍ଡ ଆକାଉଁଟାଣ୍ଟ ମନୋଜିତ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତାଙ୍କ କଥାର କୁହୁକ ଦ୍ୱାରା ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଆୟକର ସମ୍ବଦ୍ଧିତ ବିଭିନ୍ନ ଉପାଦେୟ ତଥ୍ୟ ମାଧ୍ୟମରେ ବୁଝାଇଥିଲେ । ବିଭାଗୀୟ ମୁଖ୍ୟ ଅଧ୍ୟାପିକା ୱାଇ. […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୁର୍ତ ବିଭାଗ ଅଧିନରେ ଥିବା ଅଳଭା-ଗଣ୍ଡାକିଆ ଦୀର୍ଘ ୯ କି.ମି ରାସ୍ତାର ଉଭୟପାଶ୍ୱର୍ରେ ସୃଷ୍ଟି ହୋଇଛି କୃତ୍ର୍ରିମ ଜଙ୍ଗଲ । ଅନାବନା ଗଛଲତାରେ ରାସ୍ତାର ଉଭୟପାଶ୍ୱର୍ ପରିପୂର୍ଣ୍ଣ ହୋଇରହିଛି । ଅନାବନା ଗଛ ଜଙ୍ଗଲରେ ରାସ୍ତାର ଉଭୟପାଶ୍ୱର୍ ଢାଙ୍କି ହୋଇ ରହିଥିବାରୁ ଗାଡିମୋଟର ଯାତାୟତ ସମୟରେ ଦୈନିକ ଛୋଟବଡ ଦୂର୍ଘଟଣା ଘଟୁଛି । ଏହା ମଧ୍ୟରେ ଶରିଶୃପ ଓ ବିଷଧର ସାପମାନେ ବସା କରୁଥିବାରୁ ରାତ୍ରକାଳରେ […]
କେନ୍ଦ୍ରପଡା ୨୫ା୭ ଇଟଂରନେଟ ଯୁଗରେ ବିଜ୍ଞାନର ପ୍ରଗତି ସ୍ୱତେ ଏବେ ବି କିଛି ଲୋକ କୁସଂସ୍କାର ଅନ୍ଧବିଶ୍ୱାସକୁ ଜାବୁଡିଧରିଛନ୍ତି । ସେମାନେ ଅନ୍ଧବିଶ୍ୱାସର କବଳରେ ପଡି ନରହତ୍ୟାପରି ବିଭିତ୍ସକାଣ୍ଡ ଘଟାଇବାକୁ ଟିକିଏ ବି ପଛାଉନାହାଁନ୍ତି । ରବିବାର ରାତିରେ ଗୁଣିଗାରେଡି ସଂନ୍ଦେହରେ ଏକ ଲୋମହର୍ଷ କାରୀ ହତ୍ୟା ଘଟଣା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବନ୍ତପାଟଣା ଗ୍ରାମରେ ଦେଖିବାକୁ ମିଳିଛି । ଶିକ୍ଷା ଓ ବିଜ୍ଞାନ କ୍ଷେତ୍ରରେ ଅଗ୍ରଗତି କରିଥିବା କେନ୍ଦ୍ରାପଡା […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଜବରଦଖଲ ସମସ୍ୟା ବଢି ବଢି ଚାଲିଛି । ପ୍ରଶାସନର ଉଦାସୀନତା ଯୋଗୁଁ ସାଧାରଣ ଚାଷୀ ହୀନସ୍ତା ଭୋଗୁଥିବା ବେଳେ ଚାଷକ୍ଷେତକୁ କେନାଲ ପାଣି ମାଡୁନାହିଁ । ଗ୍ରାମାଂଚଳରେ ଜମି ଜବରଦଖଲ ଦୂରର କଥା ଖୋଦ ପଟ୍ଟାମୁଣ୍ଡାଇ ସହର ମହକୁମା ଓ ତା’ର ଆଖପାଖ ଅଂଚଳରେ ମୁଲ୍ୟବାନ ସରକାରୀ ଜମି ସମେତ ଗୋଚର, ଅନାବାଦୀ ଜମି ଓ ଜଳସେଚନ ବିଭାଗର କେନାଲ ବନ୍ଧ ଜମି ଓ ନୟନଜୋରୀ […]
ଉଠାଦୋକାନୀଙ୍କ ଉଛେଦ, ନୂତନ ମୋଟର ଆଇନ ପ୍ରୟୋଗ କାମରେ ଆସୁନି ସଡକ ଦୂର୍ଘଟଣାରେ ବହୁମୂଲ୍ୟ ଜୀବନହାନୀ ଘଟୁଥିବାରୁ ଦୂର୍ଘଟଣାକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି । ଏଥି ପାଇଁ ନୂତନ ମୋଟରଯାନ ଆଇନକୁ ମଧ୍ୟ କଡାକଡି ଭାବେ ଲାଗୁ କାଯାଇଛି । ପଟ୍ଟାମୁଣ୍ଡାଇ ସହରରେ ସଡକ ଦୂର୍ଘଟଣା ରୋକିବା ଓ ଟ୍ରାଫିକ ସମସ୍ୟାରେ ସୁଧାର ଆଣିବା ପାଇଁ ପୌର […]
କେନ୍ଦ୍ରାପଡା ଜିଲ୍ଲାର ସଙ୍ଗୀତ ମୂର୍ଚ୍ଛନା ଓ ଓଡିଶା ସଂସ୍କୃତି କଳା ଏକାଡେମୀ(ଓକା) ପକ୍ଷରୁ ରାଜ୍ୟ ସ୍ତରୀୟ ଓକା ଆଇଡଲ ପ୍ରତିଯୋଗିତା ଓ ମହର୍ଷି ବେଦବ୍ୟାସ ସମ୍ମାନ ମହୋତ୍ସବ ରାଉରକେଲାର ଗୋପବନ୍ଧୁ ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସଙ୍ଗୀତ ନିର୍ଦ୍ଦେଶକ ଦିନେଶ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ସଭାପତି ବସନ୍ତ କୁମାର ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବା […]
କେନ୍ଦ୍ରାପଡା ଜିଲ୍ଲା ପୁରୁଣା ମୁଖ୍ୟ ଚିକିତ୍ସାଳୟ କୋଠାରେ ଚବିଶ ଘଣ୍ଟିଆ ରୋଗୀ ସେବା ହେବ । ବିଶେଷଜ୍ଞ ଡାକ୍ତର ରୋଗୀଙ୍କ ଚିକିତ୍ସା କରିବେ । ଲାବୋରେଟୋରୀ କାର୍ଯ୍ୟକରିବା ଚାରୋଟି ଖଟିଆ ପଡିବ ବୋଲି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ କଲ୍ୟାଣ ଜନସ୍ୱାସ୍ଥ୍ୟ ସ୍ୱତନ୍ତ୍ର ସଚିବ ଅନିତ କୁମାର ମହାନ୍ତି କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ଚିଠି ଦ୍ୱାରା ଅବଗତ କରାଇଛନ୍ତି । ସରକାର କେନ୍ଦ୍ରାପଡା ସହରବାସୀଙ୍କ ଦାବିକୁ ମାନି ନେଥିବାରୁ […]
କେନ୍ଦ୍ରାପଡ଼ା, ୨୪/୭: ପ୍ରାୟ ବର୍ଷକ ତଳେ ଜେଲରୁ ଜାମିନରେ ଆସିଥିବା ଗ୍ୟାଙ୍ଗଷ୍ଟର ଟିଟୋ ଓରଫ ସୟଦ ଉସମାନ ଅଲ୍ଲୀକୁ ଗିରଫ କରାଯିବାକୁ ଓଡିଶା ଉଚ୍ଚ ନ୍ୟ୍ୟାାଳୟ ନିର୍ଦେଶ ଦେଇଛନ୍ତି । ହାଇକୋର୍ଟଙ୍କ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦେଶ ବଳରେ ଗ୍ୟାଙ୍ଗଷ୍ଟର ଟିଟୋ ପ୍ରାୟ ବର୍ଷକ ତଳେ ଜେଲରୁ ସର୍ତ୍ତମୂଳକ ଜାମିନରେ ଖଲାସ ହୋଇଥିଲା । କିନ୍ତୁ ଜାମିନ ସମୟରେ ହାଇକୋର୍ଟଙ୍କ ପକ୍ଷରୁ ଯେଉଁସବୁ ସର୍ତ୍ତ ରଖଯାଯାଇଥିଲା ତାହାକୁ ଗ୍ୟାଙ୍ଗଷ୍ଟର ଟିଟୋ ଖିଲାପ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଖଡ଼ିାଂଟା ପଂଚାୟତରେ ଆଜି ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ଖଡ଼ିଅଂଟା ସରପଂଚ ଜୀବନ କୃଷ୍ଣ ରାୟ ଯୋଗ ଦେଇ ପଲ୍ଲୀ ପ୍ରଶାସନର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଏଥିରେ ଆବାସ, ରାସନକାର୍ଡ,ଓ ଭତ।।କୁ ମିଶାଇ ସମୁଦାୟ ୩୦ଆପତିି ଅଭିଯୋଗ ଉପରେ […]
କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ନୂତନ କାର୍ଯାଳୟ ଗୃହ ପୌର ପରିଷଦ କାର୍ଯାଳୟ ନିକଟରେ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ ଶାଖାର ନୂତନ କାର୍ଯ୍ୟାଳୟ ଗୃହକୁ ଉଦଘାଟନ କରିଥିଲେ । ଶାଖା ପରିଚାଳକ ନିରୋଦ ନାୟକଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ,ଉପାଧକ୍ଷା ଜୟନ୍ତୀ ସ୍ୱାଇଁ,ବ୍ଲକ ବିଜେଡି ସଭାପତି କିଶୋର ସାହୁ,କଟକ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌର ପରିଷଦର ବିଭିନ୍ନ ୱାର୍ଡରେ ବିଜେଡି ସଂଗଠନକୁ ଅଧିକ ସୁଦୃଢ କରିବା ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ପରାମର୍ଶକ୍ରମେ ପଟ୍ଟାମୁଣ୍ଡାଇ ନଗର ବିଜେଡି ସଭାପତି ବୁଢ଼ା ଲେଙ୍କା ପଟ୍ଟାମୁଣ୍ଡାଇ ପୌର ପରିଷଦର ୨୦ଟି ୱାର୍ଡ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛନ୍ତି । ୱାର୍ଡ ନଂ -୧ ଶଙ୍କର ନାୟକ, ୱାର୍ଡନଂ -୨ ତାପସ ପ୍ରଧାନ ୱାର୍ଡ ନଂ -୩ ସୁମନ୍ତ ପାତ୍ର, ୱାର୍ଡ ନଂ -୪ […]
କେନ୍ଦ୍ରାପଡ଼ା, ୨୩/୭: ଶିକ୍ଷକ ଶିକ୍ଷିକା ଓ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ନେଇ ରାଜ୍ୟ ଓଷ୍ଟାର ନିଷ୍ପତ୍ତିକ୍ରମେ ଜିଲ୍ଲା ଓଷ୍ଟାର କନ୍ଭେନ୍ସନ୍ ସ୍ଥାନୀୟ ଗୁଲନଗର ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଓଷ୍ଟାର ସଭାପତି ପ୍ରମୋଦ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକର ପ୍ରାରମ୍ବରେ ଜିଲ୍ଲା ସମ୍ପାଦକ ନିର୍ମଳ କୁମାର ନାୟକ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ମୁଖ୍ୟ ଅତିଥି ଭାବେ ରାଜ୍ୟ ଓଷ୍ଟାର କୋଷାଧ୍ୟକ୍ଷ ଅଶୋକ […]
ଆଗେଇ ପାରୁନି ଚାଷ କାମ ଜଳସମ୍ପଦ ଅଫିସ ଅଗରେ ଧାରଣା ଚେତାବନୀ ପଟ୍ଟାମୁଣ୍ଡାଇ -ଧାରା ଶ୍ରାବଣରେ ଶୁଖିଲା ପଡିଛି ବିଲ । ବିଳମ୍ବରେ ଚଳିତ ସପ୍ତାହରେ କେନାଲରେ ପାଣି ଛଡାଯାଇଥିଲେ ହେଁ ଆବଶ୍ୟକତା ଠାରୁ କମ ପାଣି ଛଡାଯାଇଥିବାରୁ ବିଲରେ ପାଣି ମାଡିପାରୁନାହିଁ । ଫଳରେ ଚାଷ କାମ ଅଗେଇପାରୁନାହିଁ । ବସ୍ତୁତଃ ପଟ୍ଟାମୁଣ୍ଡାଇ ଅଂଚଳରେ ମରୁଡ଼ି ଆଶଙ୍କା ପ୍ରକାଶ ପାଇିଛି । ଚଳିତ ବର୍ଷ ସ୍ୱଳ୍ପ […]
ପଟ୍ଟାମୁଣ୍ଡାଇ ୨୩.୭-ଆନ୍ତର୍ଯ୍ୟାତିକ ଖ୍ୟାତିସମ୍ପନ୍ନ କ୍ରିୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦଙ୍କ ଦ୍ୱାରା ପ୍ରତିଷ୍ଠିତ ବେଲତଳ ହରିହରାନନ୍ଦ ଧ୍ୟାନ ମନ୍ଦିର ପକ୍ଷରୁ ଆସନ୍ତା ଅଗଷ୍ଟ ମାସ ୧୦ ତାରିଖରେ ପରମହଂସ ପ୍ରଜ୍ଞାନାନନ୍ଦ ମହାରାଜଙ୍କ ୬୪ ତମ ଜନ୍ମଜୟନ୍ତୀ ଉତ୍ସବ ଉପଲକ୍ଷେ ଏକ ମେଗା ରକ୍ତଦାନ ଶିବିର ଆୟୋଜନ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ୱାମୀ ସୁଗିତାନନ୍ଦ ଗିରିଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ସ୍ୱାମୀ ବିଶ୍ୱରୁପାନନ୍ଦ, ବିଜୟ ଭାସ୍କର,ଗୋପୀନାଥ କର, ବ୍ରଜ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲ ପୁରାତନ ଛାତ୍ରସଂସଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ଉପଦେଷ୍ଟା ପ୍ରଫେସର କୈଳାଶ ପାତ୍ର, ପ୍ରଫେସର ଭରତ ଚନ୍ଦ୍ର ପାତ୍ର,ଉପସଭାପତି ପ୍ରମୋଦ ସାହୁ, କୋଷାଧକ୍ଷ ଗୋପୀନାଥ ତ୍ରିପାଠୀ, ସାଙ୍ଗଠନିକ ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ସିଂହ, ଶିକ୍ଷାବିତ ସଚିନନ୍ଦନ ଦାସ, ବିଜୟ ସାହୁ, ବ୍ରଜ କିଶୋର ପଣ୍ଡା, ସମାଜସେବୀ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଫେଲ ମାରିଛି କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ପରିମଳ ଯୋଜନା । ପାଇଖାନା ନିର୍ମାଣ ନ ହୋଇ ଆତ୍ମସାତ ହୋଇଛି ଲକ୍ଷାଧିକ ଟଙ୍କା ପୁରସ୍କାର ଅର୍ଥ । ଗାଁ ମୁଣ୍ଡରେ ବାହ୍ୟ ମଳମୁକ୍ତ ଅଂଚଳ ବୋଲି ଘୋଷଣା କରାଯାଇ ସବୁଆଡେ ଫଳକ ମରାଯାଇଛି । ମାତ୍ର ବାସ୍ତବ ଚିତ୍ର ଓଲଟା ହୋଇଥିବା ଦେଖିଲେ ଯେ କେହି ତାଜୁବ ହୋଇଯିବ । ଅଧିକାଂଶ ଗାଁରେ ପାଇଖାନା ନିର୍ମାଣ […]
କେନ୍ଦ୍ରାପଡା ୨୨/୭- ରାଜକନିକା ଥାନା ଅଞ୍ଚଳର ସ୍ନେହଲତା ବେହେରା ଜଣେ ଭିନ୍ନକ୍ଷମ ମେଧାବୀ ଛାତ୍ରୀ । ଦିଲ୍ଲୀର ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ପ୍ରତିଷ୍ଠାନରେ ଉଚ୍ଚଶିକ୍ଷା ପାଇଁ ସେ ଯୋଗ୍ୟା ବିବେଚିତା ହୋଇଛନ୍ତି । ପରିବାରର ଆର୍ଥିକ ସ୍ୱଚ୍ଛଳତା ନଥିବାରୁ ସେ ଏହି ଶିକ୍ଷାନୁଷ୍ଠାନରେ ନାମ ଲେଖାଇବା ସମ୍ଭବ ହୋଇପାରୁନଥିଲା । ଏ ସମ୍ପର୍କରେ କେନ୍ଦ୍ରାପଡା ଜିଲ୍ଲାପାଳ ଅମ୍ରିତ ଋତୁରାଜ ଜାଣିବା ପରେ ଆଜି ଭିନ୍ନକ୍ଷମ ଝିଅ ସ୍ନେହଲତା ଏବଂ […]
କେନ୍ଦ୍ରାପଡ଼ା,୨୨ା୭: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ଓଳାଭର ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଜନୈକ ଅଧ୍ୟାପକଙ୍କର ସେହି ବ୍ଲକ ଅନ୍ତର୍ଗତ ଏସ.ଏନ. ମହାବିଦ୍ୟାଳୟକୁ ବଦଳି ହୋଇଥିବା ବେଳେ ସେ ଗାଦି ଛାଡୁନଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଫଳରେ ସେଠାରେ ଛାତ୍ର ଅଶାନ୍ତି ସୃଷ୍ଟି ହେବା ସହ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଠପଢାରେ ଗୁରୁତ୍ତର ବ୍ୟାଘାତ ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହୋଇଥିଲା । […]
କେନ୍ଦ୍ରାପଡା ୨୨.୭- ପଟ୍ଟାମୁଣ୍ଡାଇ ପୌରପରିଷଦ ଅନ୍ତର୍ଗତ ୧୫ ନମ୍ବର ୱାର୍ଡ କଂଗ୍ରେସ କାଉନସିଲର ଯୁବନେତା ସମ୍ରାଟ କେଶରୀ ଜେନାଙ୍କୁ ନେଇ ଏବେ ସମଗ୍ର ପଟ୍ଟାମୁଣ୍ଡାଇର ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । କଂଗ୍ରେସ ଦଳର ସର୍ବମାନ୍ୟ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଜୋଡ ଯାତ୍ରାରେ ସାମିଲ ହୋଇଥିବା ଦେଶର ୧୧୯ ଜଣ ନେତା ମଧ୍ୟରେ ସ୍ଥାନ ପାଇଥିଲେ ଯୁବନେତା ସମ୍ରାଟ । କନ୍ୟାକୁମାରୀ ଠାରୁ ଆରମ୍ଭ ହୋଇଥିବା ଏହି […]
କେନ୍ଦ୍ରାପଡା ୨୨ା୭- ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଆମ୍ବେର ଗ୍ରାମରେ ଗତ ଦୁଇଦିନ ତଳେ ନିଜ ପତ୍ନୀକୁ ପିଟି ପିଟି ମାରି ପୋଡି ଦେବା ଅଭିଯୋଗରେ ମା ଓ ପୁଅକୁ ପୋଲିସ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି । ପୋଲିସ ତାର ତିନି ଜଣ ନାବାଳିକା ଝିଅକୁ ସିଡବ୍ଳୁସି ବିଭାଗ ଜରିଆରେ କେନ୍ଦ୍ରାପଡା ସଟଷ୍ଟେ ହୋମରେ ରଖାଯାଇଛି ବୋଲି ଗ୍ରାମଚଂଳ ଥାନା ଆଇଆଇସି ବାମଦେବ ନନ୍ଦ ସୂଚନା […]
ଭୁବନେଶ୍ୱର: ଓଡିଶାରେ ଶିକ୍ଷାନୁଷ୍ଠାନ ଦୁର୍ନୀତିର ଗନ୍ତାଘର ହୋଇଛି । ଶିକ୍ଷା କ୍ଷେତ୍ରରେ ସର୍ବ ଭାରତୀୟସ୍ତରରେ ଓଡ଼ିଶାର ସ୍ଥାନ ୨୪ନଂରେ ପଂହଚିଛି । ପିଜିଆଇ କ୍ଷେତ୍ରରେ ଓଡ଼ିଶାର ଶିକ୍ଷା ସବୁଠୁ ତଳେ ରହିଛି । ଓଡିଶାରେ ଶିକ୍ଷାର ବ୍ୟବସ୍ଥା ସମ୍ପୂର୍ଣ୍ଣଭାବେ ଭୂଷୁଡିପଡିଛି । ଶିକ୍ଷା ଆମକୁ ଆତ୍ମନିର୍ଭରଶୀଳ ଓ ସ୍ୱାର୍ଥତ୍ୟାଗୀ କରାଏ କିନ୍ତୁ ୫-ଟି ସ୍କୁଲରେ ଅନ୍ତର୍ଭୁକ୍ତ ହେବାପରେ ସ୍କୁଲ ଗୃହ ନିର୍ମାଣରେ ହେଉଥିବା ବ୍ୟାପକ ଦୁର୍ନୀତି ଓ ହରିଲୁଟ୍କୁ ନିଜ […]
କେନ୍ଦ୍ରାପଡା ୨୧। ୭- କେନ୍ଦ୍ରାପଡା ଜିଲ୍ଲା ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ସାହୁ ଓ ସମ୍ପାଦକ ନିତ୍ୟାନନ୍ଦ ପାଣିଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ସ୍ଥାନୀୟ ଗରାପୁର ଡାକବଙ୍ଗଳା ଛକଠାରୁ ଦିବା ୧୧ ଘଟିକା ସମୟରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଭିମୁଖେ ଯାଇଥିଲା । ଦୀର୍ଘ ୩୦ ବର୍ଷରୁ ୩୫ ବର୍ଷ କାଳ ମଧ୍ୟରେ ବିଦ୍ୟାଳୟ ମାନଙ୍କରେ ଶିକ୍ଷାଦାନ […]
କେନ୍ଦ୍ରାପଡା ୨୧/୭- କେନ୍ଦ୍ରାପଡା ବ୍ଲକ ଅଧିନ ଆୟବା ଗ୍ରାମ ପଞ୍ଚାୟତ ନରଣପୁର ଗ୍ରାମରେ ଜିଲ୍ଲା ପ୍ରାଣୀ ଚିକିତ୍ସା ବିଭାଗ ଓ ରିଲିଆନ୍ସ ଫାଉଣ୍ଡେସନ ମିଳିତ ଆନୁକୂଲ୍ୟରେ ଏକ ପ୍ରାଣୀ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ରିଲିଆନ୍ସ ଫାଉଣ୍ଡେସନ ଜିଲ୍ଲା ସଂଯୋଜକ ଅଶୋକ କୁମାର ମଲିକ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ରିଲିଆନ୍ସ ଫାଉଣ୍ଡେସନ ନିଃଶୁଳ୍କ ସେବା ସମ୍ପର୍କରେ ଚାଷୀ ମାନଙ୍କୁ କହିବା ସହ କାର୍ଡ ଗୁଡିକ […]