ବିଜୟା ଦଶମୀ , ଅପରାଜିତା ଲଟାରେ ପୂଜା ପାଇଲେ ମା’ ଦଶଭୁଜା

ଆଜି ପବିତ୍ର ବିଜୟା ଦଶମୀ । ପବିତ୍ର ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ବିଜୟା ଦଶମୀ ଦଶହରା ପର୍ବ ଅସତ୍ୟ ଉପରେ ସତ୍ୟର ବିଜୟକୁ ପ୍ରତୀକାତ୍ମକ...

ବାତ୍ୟା ‘ହାମୁନ’ ପ୍ରଭାବରେ କେନ୍ଦ୍ରପଡା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା

ଶାରଦୀୟ ପୂଜା ସମୟରେ ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ହାମୁନ’ ପ୍ରଭାବରେ କେନ୍ଦ୍ରପଡା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେଉଛି। ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ଏହି ବାତ୍ୟା ହୋଇଥିବା ବେଳେ...

ସ୍ୱେଚ୍ଛାକୃତ ଅବସର ଗ୍ରହଣ କଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ୫ଟି ସଚିବ ଭି.କେ ପାଣ୍ଡିଆନ୍

ଭୁବନେଶ୍ବର ସ୍ୱେଚ୍ଛାକୃତ ଅବସର ଗ୍ରହଣ କଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ୫ଟି ସଚିବ ଭି.କେ ପାଣ୍ଡିଆନ୍ । ସ୍ୱେଚ୍ଛାକୃତ ଅବସର ପାଇଁ ରାଜ୍ୟ ସରକାର ପଠାଇଥିବା ଆବେଦନକୁ...

ନ୍ୟୁଜିଲାଣ୍ଡକୁ ପରାସ୍ତ କରି ପଏଣ୍ଟ ଟେବୁଲ୍‌ ଶୀର୍ଷରେ ଟିମ୍‌ ଇଣ୍ଡିଆ

ଧର୍ମଶାଳା ୨୨/୧୦: ଚଳିତ ବିଶ୍ୱକପ୍‌ରେ ଦୁଇ ଅପରାଜେୟ ଦଳ ଥିବା ଭାରତ- ନ୍ୟୁଜିଲ୍ୟାଣ୍ଡ ମୁକାବିଲାରେ ଭାରତର ଜିତାପଟ ହୋଇଛି । ଏପର୍ଯ୍ୟନ୍ତ ଅପରାଜେୟ ରହିଥିବା ନ୍ୟୁଜିଲ୍ୟାଣ୍ଡକୁ ରବିବାର...

ପାନୀୟ ଜଳର ଅପବ୍ୟବହାର: ପଞ୍ଚାୟତବାସୀ ପାଣି ପାଉନଥିବା ଅଭିଯୋଗ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ସାହସପୁର ଗ୍ରାମର କୁମ୍ଭାର ସାହି ଗଡାରେ ଜନୈକ ବ୍ୟବସାୟୀ ପଞ୍ଚାୟତ ପକ୍ଷରୁ ଯୋଗାଇ ଦିଆଯାଉଥିବା ପାନୀୟଜଳକୁ ଅପବ୍ୟବହାର କରୁଥିବା ଅଭିଯୋଗ...

କେନାଲ ପାଣିରେ ବୁଡି ଜଣେ ମୃତ

କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମପଞ୍ଚାୟତର ନାନକାର ଗ୍ରାମର ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ପୁତ୍ର ରଘୁନାଥ ବିଶ୍ୱାଳ(୫୮) ରବିବାର ସକାଳେ ସ୍ଥାନୀୟ ଗୋବରୀ କେନାଲର ହୁଡାଘାଟକୁ ଶୈାଚହେବା...

ପୂଜାମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ,ପୀଠରେ ମହାଷ୍ଟମୀ ପୂଜା

ଦଶହରାକୁ ନେଇ ପଟ୍ଟାମୁଣ୍ଡାଇ ଅଂଚଳ ଚଳଚଂଚଳ । ସବୁ ପୂଜାମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ ପୂଜା ଚାଲିଛି । ଚଳିତ ବର୍ଷଧୁମଧାମରେ ମା’ଙ୍କ ପାଳନ କରାଯାଉଛି । ଘରେ...

ସାତ ଭାୟାବାସୀଙ୍କ ଜୀବନ ପାଇଁ ୫ ଦଶନ୍ଧୀର ସଂଘର୍ଷ ଶେଷ ହେଲା ସିନା ଜୀବିକାକୁ ନେଇ ଚିନ୍ତାବଢୁଛି

କେନ୍ଦ୍ରାପଡ଼ା ଜିଲାର ସମୁଦ୍ର ତଟରେ ଜୀବନର ସୁରକ୍ଷା ପାଇଁ ଦୀର୍ଘ ୫ ଦଶନ୍ଧୀ ଧରି ସଂଘର୍ଷ କରୁଥିବା ମାଟିର ମଣିଷ ସାତଭାୟାବାସୀଙ୍କ ସେହି ସଂଘର୍ଷର ବିଳମ୍ବରେ ହେଲେ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ କେନ୍ଦ୍ରାପଡାରୁ ୨୫ଜଣ ବୃଦ୍ଧାଙ୍କ ଶ୍ରୀକ୍ଷେତ୍ର ଯାତ୍ରା

କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଜଇପୁରା ଗ୍ରାମରୁ ୨୫ଜଣ ବୃଦ୍ଧା ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଯାତ୍ରା କରିଛନ୍ତି । ସମାଜସେବୀ ଲୋକନାଥ ଦାସ ଏହି ବୃଦ୍ଧାମାନଙ୍କୁ ନିଜ...

କେନ୍ଦ୍ରାପଡାରେ ୬୪ତମ ପୋଲିସ ସହିଦ ଦିବସ ପାଳିତ

କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ଶନିବାର ୬୪ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସମ୍ବିତ ସମ୍ପଦ...

ଶାରଦୀୟ ଦୂର୍ଗାପୂଜା ପାଇଁ ପଟ୍ଟାମୁଣ୍ଡାଇ ଉତ୍ସବମୁଖର, ଆକର୍ଷଣୀୟ ସାଜସଜ୍ଜା, ତୋରଣ ଓ ଆଲୋକମାଳାରେ ଝଲସୁଛି ସହର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ଅଂଚଳ ଉତ୍ସବ ମୁଖର ହୋଇପଡିଛି । ପ୍ରାୟ ୬୦/୭୦ବର୍ଷର ପୁରୁଣା ଏହି...

ଓଡିଶାର ନାଁ ଉତ୍କଳ କରିବା ପାଇଁ ଜନଶକ୍ତି ପାର୍ଟିର ରଥ ପରିକ୍ରମା

ଓଡିଶାର ସ୍ୱାର୍ଥ ଓ ସ୍ୱାଭିମାନର ସୁରକ୍ଷା ପାଇଁ ବିଭିନ୍ନ ପ୍ରସଙ୍ଗରେ ଲଢେଇ କରି ଆସୁଥିବା ଜନଶକ୍ତି ପାର୍ଟି ପୁଣି ଏକ ସମବେଦନଶୀଳ ପ୍ରସଙ୍ଗକୁ ନେଇ ଅଭିଯାନ ଆରମ୍ଭ...

ମାନସ ବିକାଶ ମଞ୍ଚ ପକ୍ଷରୁ ସ୍ବେଛାସେବୀ ସମ୍ମାନ ସମାରୋହ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସମାଜସେବା ଅନୁଷ୍ଠାନ ମାନସ ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଠାରେ ଏକ ସ୍ବେଛାସେବୀ ସମ୍ମାନ ସମାରୋହ...

ବିଜେପିର ବିଶାଳ ସମାବେଶ ; ଯୋଗଦେଲେ ମନମୋହନ

କେନ୍ଦ୍ରାପଡା ଜିଲ୍ଲା ରାଜକନିକା ବ୍ଲକରେ ଆଳି ନିର୍ବାଚନ ମଣ୍ଡଳୀ ସ୍ତରୀୟ ପୂଜ୍ୟପୂଜା ବିଶାଳ ଯୁବ ସମାବେଶ ଓ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ରାଜକନିକା ଭାରତୀୟ...

ଡେଙ୍ଗୁ ରୋଗୀଙ୍କ ପାଇଁ ଘାତକ କୋଭିଡ୍ ଆଣ୍ଟିବଡିଜ

ଭୁବନେଶ୍ବର-କୋଭିଡ୍‌-୧୯ ମହାମାରୀ ରୋଗପ୍ରତିରୋଧକାରୀ ଶକ୍ତି ଡେଙ୍ଗୁ ଆକ୍ରାନ୍ତଙ୍କ ଉପରେ ପଡିପାରେ ଗମ୍ଭୀର ପ୍ରଭାବ । ସରକାରଙ୍କ ଟ୍ରାନ୍ସନେସନାଲ ହେଲଥ୍ ସାଇନ୍ସ ଆଣ୍ଡ ଟେକନୋଲଜି ପକ୍ଷରୁ କରାଯାଇଥିବା ଏକ...

ଓଡ଼ିଶାରେ ଶକ୍ତିପୂଜା

ଡାକ୍ତର ରଶ୍ମିତା ସେଠୀ ଓଡ଼ିଶା ସର୍ବଧର୍ମ ଓ ସଂସ୍କୃତିର ମହାମିଳନ ପୀଠ । କିନ୍ତୁ ନିଜସ୍ୱ ସଂସ୍କୃତି ଓ ପରମ୍ପରାକୁ ଓଡି଼ଆ ଜାତି କେବେ ଭୁଲିଯାଇନାହିଁ ।...

ଜିଲ୍ଲା ସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଦକ୍ଷଣ ଭବନ ସମ୍ମିଳନୀ କକ୍ଷରେ ଆଜି ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ-୨୦୨୩ ପାଳନ ନିମନ୍ତେ ଏକ...

ଇଭିଏମ ଓ ଭିଭିପିଏଟିର ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ ଶେଷ

ଆଗାମୀ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଅମ୍ରିତ୍ ଋତୁରାଜଙ୍କ...

ନିଖୋଜ ଚାଷୀର ମୃତ ଦେହ ଉଦ୍ଧାର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ଅଣ୍ଢରା ଗ୍ରାମର କୃଷକ ନିଖୋଜ ଘଟଣାର ଦିନକ ପରେ ତାଙ୍କ ମୃତ ଦେହ ଉଦ୍ଧାର ହୋଇଛି ।ପ୍ରକାଶ ଯେ,...

ପଟ୍ଟାମୁଣ୍ଡାଇ ବ୍ଲକରେ ଗ୍ରାମପଂଚାୟତ ବିକାଶ ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ଗ୍ରାମପଂଚାୟତ ବିକାଶ ସମ୍ପର୍କିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ଜିପିଓ ପ୍ରଭାତ କୁମାର ମଲ୍ଲିକଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ...

ବିରି ବୁଣିବାକୁ ଯାଇ ଚାଷୀ ନିଖୋଜ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ଅଣ୍ଢରା ଗ୍ରାମର ଭେଡାକୁ ବିରି ବୁଣି ବାକୁ ଯାଇ ଜଣେ କୃଷକ ନିଖୋଜ ହେବା ଘଟଣା ସ୍ଥାନୀୟ ଅଂଚଳରେ...

ରାଜନଗରରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ୨୯ଟି ପଚାଂୟତ ପାଇଁ ୧୪କୋଟି ୫୦ଲକ୍ଷ ଅର୍ଥ ମଂଜୁର

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ମହିଁଷାସୁର ପଚାଂୟତ ପଡିଆରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଡିଓ ନିଶାନ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ...

କଟକ ଓ କେନ୍ଦ୍ରାପଡାରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଚତୁର୍ଥ ପର୍ଯ୍ୟାୟ ଶୁଭାରମ୍ଭ ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି : ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ...

ସରକାରୀ ଚାକିରୀର ମାନ୍ୟତା ପଦୋନ୍ନତି ଓ ପେନସନ ଦାବିରେ ଆଶାକର୍ମୀଙ୍କ ସମ୍ମିଳନୀ

କେନ୍ଦ୍ରାପଡ଼ା, ୧୯ା୧୦ : ନିଖିଳ ଓଡିଶା ଆଶାକର୍ମୀ ସଙ୍ଘ(ଏ.ଆଇ.ଟି.ୟୁ.ସି.)ଇନ୍ଦୁପୁର ସିଏଚସି କମିଟିର ଏକ ସମ୍ମିଳନୀ କେନ୍ଦ୍ରାପଡା ସହର ନିକଟସ୍ଥ କପାଳେଶ୍ୱର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ...

Skip to content ↓