ଆୟବା ଗାଁର କୁନି କାଉଡିଆଙ୍କ ଶ୍ରାବଣ ଯାତ୍ରା

କେନ୍ଦ୍ରାପଡ଼ା,୨୮ା୭:ପବିତ୍ର ଶ୍ରାବଣ ମାସରେ ସବୁଆଡ଼େ ଶିବଭକ୍ତ ମାନଙ୍କ ଭିଡ। ମାନସିକ ମନାସି ଶିବଭକ୍ତ ମାନେ ଦୂରଦୂରାନ୍ତକୁ ପାଣି ଭାର ନେଇ ଯାତ୍ରା କରୁଛନ୍ତି। ଭକ୍ତିର ଏହି ଆଧ୍ୟତ୍ମିକ ଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗାଁର କୁନିକୁନି ପିଲାମାନେ।…

ଡାକ୍ତରଖାନା ଟେଣ୍ଡରରେ ଅନିୟମିତା ଅଭିଯୋଗ

କେନ୍ଦ୍ରାପଡ଼ା, ୨୮ା୭: କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସେବା ଅବହେଳା ପରେ ଏବେ ଟେଣ୍ଡର ପରିଚାଳନାରେ ଅନିୟମିତତା ହେଉଛି । ଏପରି ଅଭିଯୋଗ ଉତ୍କଳ ଏଣ୍ଟରପ୍ରାଇଜର୍ସର ମାଲିକ ଶେଖ ମହମ୍ମଦ ନିୟାଜଉଦ୍ଦିନ ଆଣି ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ…

ପ୍ରଧାନମନ୍ତ୍ରୀଙ୍କ ମନ କି ବାତ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୨୭/୭ -ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ପୌରପରିଷଦ ୧୦ ନମ୍ୱର ୱାର୍ଡ ୨୨୯ ନମ୍ୱର ବୁଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୪ ତମ ମନ୍ କି ବାତ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାଜପା ରାଜ୍ୟପରିଷଦ ସଦସ୍ୟ ସୁନାକର…

ହରିହରାନନ୍ଦ ଧ୍ୟାନମନ୍ଦିରରେ ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

ପରମହଂସ ପଜ୍ଞାନନ୍ଦଜୀ ୬୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ପଟ୍ଟାମୁଣ୍ଡାଇ ୨୫/୭ କଳ୍ପତରୁ ନାୟକ-ପରମହଂସ ପଜ୍ଞାନନ୍ଦଜୀ ୬୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଅଗଷ୍ଠ ୧୦ ରେ ରକ୍ତଦାନ ଶିବର ଆୟୋଜନକୁ ନେଇ ଏକ ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ହରିହରାନନ୍ଦ ଧ୍ୟାନମନ୍ଦିର…

କେନ୍ଦ୍ରାପଡାରେ ସନ୍ଥ ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୭ା୭:କେନ୍ଦ୍ରାପଡ଼ା ଜିଲ୍ଲା ଧର୍ମ ଜାଗରଣ ସେନା ପକ୍ଷରୁ ପ୍ରାନ୍ତ ଯୋଜନା ଅନୁସାରେ ଏକ ସନ୍ଥ ସମ୍ମିଳନୀ କେନ୍ଦ୍ରାପଡ଼ା ଜିଲ୍ଲାରେ କରାଯିବା ପାଇଁ ଯୋଜନା କରାଯାଇଛି। ଏହି କାର୍ଯ୍ୟକ୍ରମ କିଭଳି ସରସ ସୁନ୍ଦର କରାଯାଇପାରିବ ସେଥିପାଇଁ ପ୍ରାନ୍ତୀୟ ଅଧିକାରୀ ମାନେ କେନ୍ଦ୍ରାପଡ଼ା ଜିଲ୍ଲା…

ଯୈାନ ଶୋଷଣ ନିବାରଣ ଆଇନ ସଚେତନତା ବୈଠକ

କେନ୍ଦ୍ରାପଡ଼ା,୨୬ା୭ :ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ ) ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଯୌନ ଶୋଷଣ ନିବାରଣ ଆଇନ ସମ୍ପର୍କିତ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ…

ବନ୍ୟାଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ

କେନ୍ଦ୍ରାପଡ଼ା,୨୬ା୭ :କେନ୍ଦ୍ରାପଡ଼ା ଜିଲ୍ଲାରେ ଚାରିଦିନ ତଳେ ଯୋଗଦେଇଥିବା ନୂତନ ଜିଲ୍ଲାପାଳ ରଘୁରାମ ଆର ଆୟାର ଶନିବାର ବନ୍ୟା ପ୍ରଭାବିତ ଆଳି ଏବଂ ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ପରୀକ୍ଷା କରିଛନ୍ତି। ନଦୀ ପାଶ୍ୱର୍ବର୍ତ୍ତୀ ଅଞ୍ଚଳର ଲୋକମାନେ କିପରି ସମସ୍ୟାରେ…

ପେଣ୍ଠପାଳ ଓ ସିଂହଗାଁ ବନ୍ୟା ପରବର୍ତୀ ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

ପଟ୍ଟାମୁଣ୍ଡାଇ ତା ୨୬/୭-କେନ୍ଦ୍ରାପଡ଼ା ଜିଲ୍ଲାର ନବ ନିଯୁକ୍ତ ଜିଲ୍ଲାପାଳ ରଘୁରାମ ଆର ଆୟାର ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଗସ୍ତରେ ଆସି ବନ୍ୟା ପରବର୍ତୀ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଜିଲ୍ଲାପାଳ ଶ୍ରୀ ଆୟାର ପଟ୍ଟାମୁଣ୍ଡାଇ ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ସିଂହଗାଁ…

ବସ ଧକ୍କାରେ ୨ସ୍କୁଟି ଆରୋହୀ ଶଳା ଭିଣୋଇଙ୍କ ମୃତ୍ୟୁ , ପ୍ରତିବାଦରେ ଉତ୍ୟକ୍ତ ଲୋକଙ୍କ ଟାୟାର ଜାଳି ରାସ୍ତାରୋକ

ପଟ୍ଟାମୁଣ୍ଡାଇ ତା ୨୬/୭- ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମଦନପୁର ଛକରେ ଆଜି ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।  ବସ ଧକ୍କା ରେ ଦୁଇ ସ୍କୁଟି ଆରୋହୀ ଶଳା ଭିଣୋଇ ଙ୍କ ମୃତ୍ୟୁ ଘଟିଛି ।  ପ୍ରତିବାଦରେ…

ବିଦ୍ୟାଳୟସ୍ତରୀୟ ବନମହେତ୍ସବ ଓ ସମ୍ବର୍ଦ୍ଧନା ଉତ୍ସବ

କେନ୍ଦ୍ରାପଡା,୨୫ା୭: କେନ୍ଦ୍ରାପଡା ଜିଲ୍ଲା କୁହୁଡିଠାରେ ସିଦ୍ଧମହାପୁରୁଷ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁରୁବାର ଦିନ ବିଦ୍ୟାଳସ୍ତରୀୟ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଭାପତିତ୍ୱ କରିଥିଲେ । କେନ୍ଦ୍ରାପଡା ମଣ୍ଡଳିଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ ମୁଖ୍ୟ…

ଅବସର କାଳୀନ ସମ୍ବର୍ଦ୍ଧନା ସଭା

କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରୁ ନିକଟରେ ଅବସର ନେଇଥିବା ସହକାରୀ…

ଅବସର କାଳୀନ ସମ୍ବର୍ଦ୍ଧନା ସଭା

କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦିର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରୁ ନିକଟରେ ଅବସର ନେଇଥିବା ସହକାରୀ…

ବୀମା ଦାଖଲ ସମୟ ସୀମା ବୃଦ୍ଧି ପାଇଁ ଦାବି

ରାଷ୍ଟ୍ରୀୟ ଫସଲ ବୀମା ପଞ୍ଜିକରଣ ପୋର୍ଟାଲ ବନ୍ଦ . ଚାଷୀ ହତାସ ପଟ୍ଟାମୁଣ୍ଡାଇ ୨୫/୭ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀଙ୍କ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଆସନ୍ତା ୩୧ ତାରିଖ ଗୁରୁବାର ଏହି ଫସଲ…

ବିପ୍ଲବୀ ଆନନ୍ଦ ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ

କେନ୍ଦ୍ରାପଡ଼ା,୨୫ା୭ : ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳ ରଘୁରାମ ଆର.ଆୟାରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କମିଟି ସଭାପତି ବରିଷ୍ଠ ଆଇନିଜୀବୀ ବିଚିତ୍ରାନନ୍ଦ ମହାନ୍ତିଙ୍କ ପରାମର୍ଶ କ୍ରମେ କମିଟି ସାଧାରଣ ସମ୍ପାଦକ ଆଇନିଜୀବୀ ରମଣୀରଞ୍ଜନ…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ କେନ୍ଦ୍ରାପଡାର ତେଜ ତନ୍ମୟ ପ୍ରଥମ

କେନ୍ଦ୍ରାପଡ଼ା,୨୫ା୭:ଓଡିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ସେଣ୍ଟ ଜାଭିୟର ହାଇସ୍କୁଲର ଛାତ୍ର ତେଜ ତନ୍ମୟ ୨ୟ ଥର ପାଇଁ ପ୍ରଥମ ସ୍ଥାନ ଅଧିକାର କରି କେନ୍ଦ୍ରାପଡା ପାଇଁ ଗୈାରବ ଆଣି…

ବୃକ୍ଷରୋପଣ ଓ ପରିବେଶ ସଚେତନତା

କେନ୍ଦ୍ରାପଡ଼ା,୧୪ା୭: ଦିନକୁ ଦିନ ନଷ୍ଟ ହୋଇଯାଉଥିବା ପରିବେଶରେ ପ୍ରକୃତି ତା’ର ସନ୍ତୁଳନ ହରାଇବସିବା ସହ ଅସମୟରେ ପ୍ରାକୃତିକ ବିପର୍ଯ୍ୟୟ ସହ ଋତୁଚକ୍ରରେ ପରିବର୍ତ୍ତର୍ନ ହେବାରେ ଲାଗିଲାଣି । ଆଗାମୀ ପିଢ଼ି ଏକ ସବୁଜ ସୁନ୍ଦର ପୃଥିବି ପାଇବା ସହ ପ୍ରାକୃତିକ ବିପର୍ଯ୍ୟୟରୁ…

ନିର୍ମାଣାଧିନ ୫୩ ନମ୍ବର ଜାତୀୟ ରାଜପଥ ପାଲଟିଛି ମୃତ୍ୟୁଯନ୍ତା

ଦୁର୍ଘଟଣାରେ ଦୁଇ ଗୁରୁତର, ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା ଓ ଠିକାସଂସ୍ଥାକୁ ଦାୟୀ କଲେ ଜନସାଧାରଣ ଡ଼େରାବିଶ ୧୪ । ୦୭ (ବେବର୍ତା ଅଜୟ ଦାସ) – ଚଣ୍ଡିଖୋଲ ପାରାଦ୍ୱୀପ ୫୩ ନମ୍ବର ଜାତୀୟ ରାଜପଥର ଡେରାବିଶ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର…

ଓଡ଼ିଶୀ ନୃତ୍ୟଗୁରୁ ସୁଶ୍ରୀ ଭାନୁପ୍ରିୟାଙ୍କୁ ବଙ୍ଗରତ୍ନ ସମ୍ମାନ

କେନ୍ଦ୍ରାପଡ଼ା,୧୧/୭: ଓଡ଼ିଶୀ ନୃତ୍ୟଗୁରୁ କେନ୍ଦ୍ରାପଡ଼ା ମାଟିର ଝିଅ ଭାନୁପ୍ରିୟା ଖଟୁଆଙ୍କୁ ବଙ୍ଗରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଛି । ଭାରତ ସରକାରଙ୍କ ଅଧିନସ୍ଥ କଲଚରାଲ ଡ଼େଭଲମେଣ୍ଟ ଫାଉଣ୍ଡେସନ ପକ୍ଷରୁ ପଶ୍ଚିମବଙ୍ଗର କୋଲକାତା ଠାରେ ଆୟୋଜିତ ଆନ୍ତର୍ଜାତୀୟ ମେଗା ସୁପରକ୍ଲାସ୍ ଡ଼୍ୟାନ୍ସ ଓ ମ୍ୟୁଜିକ୍…

ମଧ୍ୟହ୍ନ ଭୋଜନରେ ଅବହେଳା ନେଇ ଅସନ୍ତୋଷ

ପଂଚାୟତ ଉନ୍ନତିକରଣ ସୂଚକାଙ୍କ ୨.୦ କର୍ମଶାଳା ଉଦଯାପିତ ପଟ୍ଟାମୁଣ୍ଡାଇ ୧୧/୭– ଆଗାମୀ ଦୁଇ ହଜାର ତିରିଶି ସୁଦ୍ଧା ଦୀର୍ଘ ସ୍ଥାୟୀ ଯୋଜନା ମାଧ୍ୟମରେ ଆଗାମୀ ପିଢ଼ିକୁ ସମସ୍ତ ସୁରକ୍ଷା ପ୍ରଦାନ ଲକ୍ଷରେ ପଟ୍ଟାମୁଣ୍ଡାଇ ବ୍ଲକ୍ ସମ୍ମିଳନୀ କକ୍ଷରେ ତାଲିମ ଶିବିର ୨ଦିନ…

କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧିକୁ ଅଗ୍ରାଧିକାର ଦେବ

ଜନଚେତନା ବହୁମୁଖୀ ସମବାୟ ସମିତିର ପରିଚାଳନା କମିଟି ବୈଠକ କେନ୍ଦ୍ରାପଡ଼ା,୧୧/୭: କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧି ପାଇଁ ଅଗ୍ରାଧିକାର ଭିତ୍ତିରେ ସହଜ ଋଣ ମଂଜୁର କରାଯିବ । କେନ୍ଦ୍ରାପଡ଼ା ଜନଚେତନା ବହୁମୁଖୀ ସମବାୟ ସମିତିର ପରିଚାଳନା କମିଟି ବୈଠକରେ ଆଜି…

ବନ୍ୟା ପାଣିରେ ଭାସୁଛି ସୁନା ଫସଲ, ପନିପରିବା ନଷ୍ଟ , ପରିବା ଦର ଆକାଶ ଛୁଆଁ

ପଟ୍ଟାମୁଣ୍ଡାଇ ୧୧/୭ – ବାରମ୍ବାର ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ଗତ ତିନିଦିନ ହେବ…

ଫୋରଡ ବାୟା ଆଶ୍ରମରେ ଗୁରୁ ପୂର୍ଣ୍ଣିମା ପାଳିତ

କେନ୍ଦ୍ରାପଡା ୧୦/୭ – ପବିତ୍ରବ୍ୟାସ ପୂର୍ଣ୍ଣିମା ଅବସରରେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଫୋରଡ ଗ୍ରାମର ପୁଣ୍ୟତୋୟା ଗୋବରୀ ନଦୀ ତଟ ଦେଶରେ ମହାନ୍ ସନ୍ଥ ନାମାଚାର୍ଯ୍ୟ ବାୟାବାବାଙ୍କ ଦ୍ୱାରା ସଂସ୍ଥାପିତ ବାୟା ଆଶ୍ରମରେ ଗୁରୁ ପୂର୍ଣ୍ଣିମା ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।…

ଗୁରୁ ପୂର୍ଣ୍ଣିମା ଏବଂ ଧର୍ମପ୍ରାଣା ସରୋଜିନୀ ପରିଡାଙ୍କ ଜୟନ୍ତୀ ପାଳିତ ଭକ୍ତି ସଙ୍ଗୀତ ଆଲବମ୍ ଅକ୍ଷୟ ଭଜନାମୃତ ଉନ୍ମୋଚିତ

କେନ୍ଦ୍ରାପଡ଼ା ୧୦/୭- ବାରୁଅ ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡ଼ିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଚିର ସବୁଜ ଅକ୍ଷୟ ମହାନ୍ତି କକ୍ଷରେ ପବିତ୍ର ଗୁରୁ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲୋକ କବି…

ପୁରାତନ ବିଦ୍ୟାର୍ଥୀଙ୍କ ସହଯୋଗରେ ବିଦ୍ୟାଳୟର ଗୌରବ ଓ ଗାରିମା ଅକ୍ଷୁର୍ଣ୍ଣ ରହିପାରିବ

ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ୨୯/୬- କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦର ୧୫ତମ ବାର୍ଷିକ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି । ପୁରାତନ…

ସାଧାରଣ ପୋର୍ଟାଲ, ଖବର ସଂଗ୍ରହକାରୀ, କାହାଣୀ ପ୍ରଦାନ କରେ

Skip to content ↓