କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଜାତୀୟ କର୍ମଶାଳା

କେନ୍ଦ୍ରାପଡ଼ା,୧୮ା୧୨:କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଗୁଣବତ୍ତା ନିଶ୍ଚିତତା ପ୍ରକୋଷ୍ଠ (ଆଇକ୍ୟୁଏସି) ପକ୍ଷରୁ ଗୁରୁବାର “ଗବେଷଣା ପ୍ରସ୍ତାବ ଲେଖନ ଓ ପାଣ୍ଠି ସଂଗ୍ରହ: ଧାରଣାରୁ ଅନୁମୋଦନ ପର୍ଯ୍ୟନ୍ତ” ଶୀର୍ଷକରେ...

ପିଏମ ଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ, ବନ୍ଧୁତ ପୂର୍ଣ୍ଣ କ୍ରୀଡା ସମାରୋହ

କେନ୍ଦ୍ରାପଡ଼ା, ୧୮ା୧୨: ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରମାନେ, କ୍ରୀଡା ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନଙ୍କ ନେତୃତ୍ୱରେ ଏକ ବନ୍ଧୁତ...

ଜିଲ୍ଲାପାଳଙ୍କ ଦ୍ୱାରା ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା

କେନ୍ଦ୍ରାପଡ଼ା,୧୮ା ୧୨: ଜିଲ୍ଲାପାଳ ରଘୁରାମ ଆର. ଆୟର ଗୁରୁବାର ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗ୍ରାମୀଣ ଗୃହ...

ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ବିରୋଧରେ ନ୍ୟାସନାଲ ହେରାଲ୍ଡ ଆଥିକ ଅନିୟମିତତା ମାମଲା ଖାରଜ

ବିଜେପିର ମିଥ୍ୟା ଆରୋପ ବିରୋଧରେ କେନ୍ଦ୍ରାପଡା କଂଗ୍ରେସର ପ୍ରତିବାଦ କେନ୍ଦ୍ରାପଡ଼ା,୧୮ା୧୨:ନ୍ୟାସନାଲ ହେରାଲ୍ଡ ଓ ମନିଲଣ୍ଡରିଂ ଭଳି ଅର୍ଥ ଆତ୍ମସାତ ଘଟଣାରେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ...

ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ୧୩ତମ ବାର୍ଷିକ କ୍ରୀଡା ଉତ୍ସବ

ପଟ୍ଟାମୁଣ୍ଡାଇ ତା ୧୮/୧୨ -ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରର ୧୩ତମ ବାର୍ଷିକ କ୍ରୀଡା ଉତ୍ସବ ୪ଦିନ ଧରି ଶିଶୁ ଶିକ୍ଷା...

ମଣ୍ଡପଡ଼ା ଠାକୁର ନିଗମାନନ୍ଦ ଆଶ୍ରମର ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ୧୭/୧୨--ପରମହଂସ ସଦଗୁରୁ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବଙ୍କ ମଣ୍ଡପଡ଼ା ଶାଖା ସଂଘର ବାର୍ଷିକ ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏଇ ଅବସରରେ ଶୁଭାଧିବାସ, ସନ୍ଧ୍ୟାପୂଜା,...

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗରେ ମାନବ ସଭ୍ୟତା ସଫଳତା ପଥରେ ଚାଲିଛି

ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ଆଲୋଚନାଚକ୍ର ପଟ୍ଟାମୁଣ୍ଡାଇ ୧୭/୧୨ - ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଶ୍ରେଣୀ କକ୍ଷରେ ପ୍ରଯୁକ୍ତି ବିଦ୍ୟାର ସମନ୍ୱିତ ଆହ୍ୱାନ ଓ...

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଜିଲ୍ଲାପାଳଙ୍କ ଅଚାନକ ଗସ୍ତ

ବିଭିନ୍ନ ୱାର୍ଡ ବୁଲିବା ସହିତ ରୋଗୀଙ୍କ ସହ ଆଲୋଚନା   କେନ୍ଦ୍ରାପଡ଼ା, ୧୭ା୧୨: ଜିଲ୍ଳାପାଳ ରଘୁରାମ ଆର. ଆୟର ବୁଧବାର ମଧ୍ୟାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ...

କେନ୍ଦ୍ରାପଡ଼ା ତହସିଲରେ ଜିଲ୍ଲାପାଳଙ୍କ ରାଜସ୍ୱ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡ଼ା ତହସିଲରେ ବୁଧବାର ଜିଲ୍ଲାପାଳ ରଘୁରାମ ଆର. ଆୟର ରାଜସ୍ୱ ସଂକ୍ରାନ୍ତୀୟ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣିରେ କେନ୍ଦ୍ରାପଡା...

ଚଳଚିତ୍ର ପ୍ରଯୋଜକ ରବୀନ୍ଦ୍ର ସାହୁଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୭ା୧୨:ବିଶିଷ୍ଟ ବ୍ୟବସାୟୀ, ଚଳଚିତ୍ର ପ୍ରଯୋଜକ ରବିନ୍ଦ୍ର ମୋହନ ସାହୁଙ୍କ ୮୧ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ହୃଦଘାତରେ ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ କେନ୍ଦ୍ରପଡା...

ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଇଁ ଆଧ୍ୟାତ୍ମିକ ଆଲୋଚନା

କେନ୍ଦ୍ରାପଡ଼ା,୧୭ା୧୨:ଇନ୍ଦୁପୁରସ୍ଥିତ ବିରୂପା ମହାବିଦ୍ୟାଳୟ ପରିସରରେ ‘ବିଶ୍ୱଶାନ୍ତି ନିମନ୍ତେ ପ୍ରାର୍ଥନା’ ପାଇଁ ଏକ ଆଧ୍ୟାତ୍ମିକ ସଙ୍କଳ୍ପ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଭିଜିତ...

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଦଣ୍ଡାମୁଣ୍ଡ ଛକସ୍ଥିତ ଶ୍ରୀଜଗନ୍ନାଥ ଅଟୋମୋବାଇଲ୍ସ ପକ୍ଷରୁ ଏକ ‘ସଡକ ସୁରକ୍ଷା ଜୀବନ ରକ୍ଷା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

କାକଟ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୨ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।...

ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଧନୁ ସଂକ୍ରାନ୍ତୀ

କେନ୍ଦ୍ରାପଡ଼ା,୧୬ା୧୨:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର କ୍ଷେତାଧିପତି ସିଦ୍ଧ ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଧନୁ ସଂକ୍ରାନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଧନୁ ସଂକ୍ରାନ୍ତିରେ ପ୍ରଭୁଙ୍କ ପାଖରେ ପହିଲି ଭୋଗ ଆରମ୍ଭ ହୋଇ...

“ପୂର୍ବତନ ସୈନିକ ସଂଘ’ ଦ୍ୱାରା ୫୪ ତମ ବିଜୟ ଦିବସ ପାଳନ

କେନ୍ଦ୍ରାପଡା ୧୬/୭ : କେନ୍ଦ୍ରାପଡା ଜିଲ୍ଲାର "ପୂର୍ବତନ ସୈନିକ ସଂଘ’ ଦ୍ୱାରା ୫୪ ତମ ବିଜୟ ଦିବସ ପାଳନ। ପୂର୍ବତନ ସୈନିକ ସଂଘର ଅଧ୍ୟକ୍ଷ କ୍ୟାପଟେନ ଅଭୟ...

ପ୍ରସିଦ୍ଧ କନ୍ତିଆ ମଠରେ ଧନୁଯାତ୍ରା

କେନ୍ଦ୍ରାପଡା,୧୬ା୧୨: କେନ୍ଦ୍ରାପଡା ସହର ଉପକଣ୍ଠସ୍ଥ “କନ୍ତିଆ ମଠ ରେ” ପାରମ୍ପାରିକ ଧନୁଯାତ୍ରାର ଶୁଭ ଉଦ୍‌ଘାଟନ ହୋଇଯାଇଛି । ମଠର ମଠାଧିଶ ସିଦ୍ଧାର୍ଥ ଶଙ୍କର ଦାସଙ୍କ ସଭାପତିତ୍ୱରେ ଓଳାଶୁଣୀ...

ଷଷ୍ଠ ବାର୍ଷିକ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୫ା୧୨:କେନ୍ଦ୍ରାପଡା ସହରର ଫକିରାବାଦ୍ ସ୍ଥିତ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଷଷ୍ଠ ବାର୍ଷିକ ସର୍ବଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୬ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ...

କେନ୍ଦ୍ରାପଡା ଜିଲ୍ଲାର ରାଜ୍ୟ ଜାତୀୟ ଜୁନିୟର ଭଲିବଲ୍ ଓ ମହିଳା ଫୁଟବଲ ଖେଳାଳି ରାଜ୍ୟ ତରଫରୁ ଜାତୀୟ ଚାମ୍ପିୟନ ସିପ୍ ନିମନ୍ତେ ମନୋନୀତ

କେନ୍ଦ୍ରାପଡା,୧୫ା୧୨: ଜାତୀୟ ଜୁନିୟର ବାଳକ ଓ ବାଳିକା ପ୍ରତିଯୋଗିତା ଚଳିତ ମାସ ଡିସେମ୍ବର ୧୬ତାରିଖ ଠାରୁ ଡିସେମ୍ବର ୧୯ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ଠାରେ ଆରମ୍ଭ ହେବାକୁ ଯାଉଅଛି...

ପୁନର୍ବାସର ବାର୍ଷିକ ସାଧାରଣ ପରିଷଦ ବୈଠକ

କେନ୍ଦ୍ରାପଡା ୧୫/୧୨: କେନ୍ଦ୍ରାପଡ଼ା ଜିଲ୍ଲାରେ ଦୀର୍ଘ ଦେଢ଼ ଦଶନ୍ଧିରୁ ଉର୍ଦ୍ଧ୍ୱକାଳ ଥେରାପି ସେବା ଓ ଭିନ୍ନକ୍ଷମଙ୍କ ସଚେତନତା ଓ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସର ବାର୍ଷିକ...

ବଗଡା ସ୍ପୋର୍ଟସ ଏକାଡେମୀର ସଫଳତା

କେନ୍ଦ୍ରାପଡ଼ା,୧୫ା୧୨:ଭୁବନେଶ୍ୱରସ୍ଥିତ କିଟ୍‌ରେ ଅନୁଷ୍ଠିତ ଜାତୀୟ ଭଲିବଲ ଚୟନ ଶିବିରରେ ବଗଡା ସ୍ପୋର୍ଟସ ଏକାଡେମୀର ମୋସୀ ଖେରା ଓ ଚନ୍ଦନ ରାଉତଙ୍କୁ ଚୟନ କରାଯାଇଛି। ଉଭୟ ଖେଳାଳୀ ଜାତୀୟ...

କେନ୍ଦ୍ରାପଡା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ୫ଶହ ମେଟ୍ରିକ ଟନ ଶୀତଳ ଭଣ୍ଡାର ଉଦଘାଟିତ

କେନ୍ଦ୍ରାପଡ଼ା,୧୫ା୧୨:କେନ୍ଦ୍ରାପଡ଼ା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ୫୦୦ ମେଟ୍ରିକ ଟନ କ୍ଷମତା ସମ୍ପନ୍ନ ଏକ ଶୀତଳ ଭଣ୍ଡାରକୁ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ଉଦଘାଟନ କରିଛନ୍ତି।...

ବଳଦେବ ହାଇସ୍କୁଲର ପୁରାତନ ଛାତ୍ରଙ୍କ ବନ୍ଧୁମିଳନ

କେନ୍ଦ୍ରାପଡ଼ା,୧୫ା୧୨:ଜଣେ ବାଲ୍ୟବନ୍ଧୁ ବା ସ୍କୁଲ ସହପାଠୀ ଜୀବନର ଗୋଟିଏ ନିହାତି ଆବଶ୍ୟକୀୟ ଅଂଶ।ଏହି ଧର୍ମକୁ ପ୍ରତିପାଦିତ କରିବାକୁ ଯାଇ କେନ୍ଦ୍ରାପଡ଼ାର ସର୍ବପୁରାତନ ବିଦ୍ୟାଳୟ ବଳଦେବ ହାଇସ୍କୁଲର ୧୯୮୮...

ରାତି ଅଧରେ କେନ୍ଦ୍ରାପଡା କଲେଜ ଜମି ଜବରଦଖଲ ନେଇ ବିସ୍ପୋରକ ସ୍ଥିତି , ଜିଲ୍ଲା ପ୍ରଶାସନର ଆଶୁ ହସ୍ତକ୍ଷେପରେ ବର୍ତ୍ତମାନ ପାଇଁ ଟଳିଛି ସଙ୍କଟ

କେନ୍ଦ୍ରାପଡ଼ା,୧୪ା୧୨:କେନ୍ଦ୍ରାପଡା କଲେଜ ଜମିକୁ ଜବର ଦଖଲ କରିବା ପାଇଁ ଶନିବାର ବିଳମ୍ବିତ ରାତିରେ ଏକ ବିସ୍ପୋରକ ଅବସ୍ଥା ସୃଷ୍ଟି ହୋଇଛି। ଭୀଷଣ ଶୀତରେ ସମସ୍ତେ ଘରେ ଥିବା...

ଶ୍ରୀବଳଦେବଜୀଉ ମଣ୍ଡଳର କର୍ମକର୍ତ୍ତା ନିର୍ବାଚନ

କେନ୍ଦ୍ରାପଡ଼ା,୧୪ା୧୨:ଶ୍ରୀନିଳାଚଳ ନିଖିଳୋତ୍ପଳ ପାଲାଗାୟକ ପରିଷଦର ଶାଖା ଶ୍ରୀବଳଦେବଜୀଉ ମଣ୍ଡଳର ଏକ ବୈଠକ ତିନିମୁହାଣୀସ୍ଥିତ ରାମମନ୍ଦିର ପରିସରରେ ଗାୟକ ରମାକାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି...

Skip to content ↓