ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଭାଜପା ପକ୍ଷରୁ ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ପୋଖରୀଆପଡ଼ା ଭାଜପା କାର୍ଯ୍ୟାଳୟ ନିକଟରେ ମୋ ଦେଶ ଓ ମୋ ମାଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବିଶିଷ୍ଟ ସମାଜସେବୀ ଭଜକୃଷ୍ଣ ରାଉତଙ୍କ ପରଲୋକ

କେନ୍ଦ୍ରାପଡାର ବିଶିଷ୍ଟ ସମାଜସେବୀ, ଶିକ୍ଷା ଓ ଶିକ୍ଷକ ଆନ୍ଦୋଳନର ଅବିସମ୍ବାଦିତ ନେତା, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ, ବଗଡାସ୍ଥିତ ସିଦ୍ଧ ମରିଚାଣୀ ବିଦ୍ୟାପୀଠର ପ୍ରତିଷ୍ଠାତା...

ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ଓ ଧାରଣାକୁ ବିଜେପି ନେତାଙ୍କ ସମର୍ଥନ

ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକମାନଙ୍କ ଆନ୍ଦୋଳନ ଜାରି ରହିଛି ।  ଶହଶହ ଶିକ୍ଷକ ବ୍ଳକ...

କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷତ୍ରୀୟ ମହାସଙ୍ଘର କୋର୍ କମିଟ ବୈଠକ

ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ଓ ସଂକ୍ରାନ୍ତୀ ଉପଲକ୍ଷେ ସିଦ୍ଧ ଶ୍ରୀ ବଳଦେବଜୀଉଙ୍କ ଝୁଲଣମଣ୍ଡପରେ କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷତ୍ରୀୟ ମହାସଙ୍ଘର ଏକ କୋର୍ କମିଟି ବୈଠକ ସ୍ଥାୟୀ...

୧୩ଦିନରେ କେନ୍ଦ୍ରାପଡା ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଗଣଧାରଣା , ଆନ୍ଦୋଳନକୁ ସମର୍ଥନ ଦେଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ

କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ଦାବିରେ ଆଜକୁ ୧୩ଦିନ ହେଲା କ୍ରିୟାନୁଷ୍ଠାନ କମିଟି ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି...

ପଟ୍ଟାମୁଣ୍ଡାଇରେ ଯାକଯମକରେ ପାଳିତ ହେଲା ବିଶ୍ୱକର୍ମା ପୂଜା

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ନିଆରା ଢଙ୍ଗରେ ବିପୁଳ ଆନନ୍ଦ ଉଲ୍ଲାସର ସହିତ ଯାକଯମକରେ ପାଳିତ ହୋଇଯାଇଛି ବିଶ୍ୱକର୍ମା ପୂଜା । ରବିବାର ପ୍ରତ୍ୟୁଷରୁ ବିଶ୍ୱ ସର୍ଜନାର...

ତହସିଲଦାରଙ୍କ ହସ୍ତକ୍ଷେପ ପରେ ଗାଁ ଦାଣ୍ଡ ଜଳ ନିସ୍କାଷନର ବାଟ ଫିଟିଲା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡମୋହନପୁର ହରିଜନ ସାହିରେ ଦୀର୍ଘ ଦିନରୁ ଲାଗି ରହିଥିବା ଜଳ ନିଷ୍କାସନ ସମସ୍ୟାର ସମାଧାନ ହୋଇଛି । ଗାଁ ଦାଣ୍ଡରୁ ବର୍ଷା...

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସ ଉପଲକ୍ଷେ ଚନ୍ଦ୍ରମଉଳି ଶୈବ ପୀଠରେ ଦୀପଦାନ

ମୋ ଦେଶ ମୋ ମାଟି କାର୍ଯ୍ୟକ୍ରମ ଭାରତୀୟ ଜନତା ପାର୍ଟି କେନ୍ଦ୍ରାପଡା ଜିଲ୍ଲା କୃଷକ ମୋର୍ଚ୍ଚା ତରଫରୁ ରାଜନଗର ନିର୍ବାଚନମଣ୍ଡଳୀ ଭାଜପା ନେତା ଅଜୟ କୁମାର ବେହେରାଙ୍କ...

ଆନ୍ଧ୍ରରେ ଆମ୍ବଲାନ୍ସ ଦୁର୍ଘଟଣାରେ ମୃତକଙ୍କ ଶବ ଗାଁରେ ପହଂଚିଲା,

ଶୋକାକୁଳ ପରିବେଶ, ଗୋବିନ୍ଦପୁର ଲୋକାରଣ୍ୟ, ନେତା ଓ ଜନତାଙ୍କ ସୁଅ ଚୁଟିଛି ଭୁବନେଶ୍ୱରରୁ ଆମ୍ବଲାନ୍ସ ଯୋଗେ ଚିକିତ୍ସା ପାଇଁ ବାଙ୍ଗାଲୋର ଯାଇଥିବା ପଟ୍ଟାମୁଣ୍ଡାଇ ଗୋବିନ୍ଦପୁର ଓ ଆଳି...

ଦ୍ୱିତୀୟ ରାଜ୍ୟସ୍ତରୀୟ ହକି ଚମ୍ପିଆନ୍‌ସିପ୍‌ , ସବ୍‌ ଜୁନିଅର ବାଳିକା ବର୍ଗରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଖେଳାଳୀ ମନୋନୀତ

କେନ୍ଦ୍ରାପଡ଼ା, ୧୬ା୯: ଦ୍ୱିତୀୟ ରାଜ୍ୟସ୍ତରୀୟ ହକି ଚମ୍ପିଆନ୍‌ପିସ୍‌ର ସବ୍‌-ଜୁନିଅର୍ ବାଳିକା ବର୍ଗରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣିଆ ଟିମ୍ ସେମାନଙ୍କ କ୍ରୀଡ଼ାନୈପୁଣ୍ୟ ପ୍ରଦର୍ଶନ କରିବେ । ଆଜି...

ଗ୍ୟାଙ୍ଗଷ୍ଟର ହାଇଦରର ପୁଅ ଗିରଫ

କେନ୍ଦ୍ରାପଡ଼ା,୧୬ା୯ : ଗ୍ୟାଙ୍ଗଷ୍ଟର ସ୍ୱର୍ଗତ ହାଇଦରର ପୁଅ ଚୁନେଇ ଓରଫ ସେକ ନାସିରକୁ ଟାଉନ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି ।...

ଜନଶିକ୍ଷଣ ସଂସ୍ଥାନର ପରିଚାଳନା ପରିଷଦ ବୈଠକ

କେନ୍ଦ୍ରାପଡା ଜିଲ୍ଲାରେ ଦକ୍ଷତା ବିକାଶ ଦିଗରେ କାର୍ଯ୍ୟରତ ଜନଶିକ୍ଷଣ ସଂସ୍ଥାନର ଦ୍ୱିତୀୟ ବର୍ଷର ପ୍ରଥମ ପରିଚାଳନା ପରିଷଦ ବୈଠକ ସଂସ୍ଥାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।...

କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଗଣଧାରଣାକୁ ୧୨ଦିନ ପୁରିଲା,ଆନ୍ଦୋଳନରେ ସାମିଲ ହେଲା ବିଜେପି

କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ନିମନ୍ତେ ଚାଲିଥିବା ଗଣଧାରଣା ଆଜି ଦ୍ୱାଦଶ ଦିନରେ ପହଞ୍ଚିଛି । କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ...

ସାକ୍ଷରତା ହିଁ ସଶକ୍ତିକରଣର ଅମୋଘ ଅସ୍ତ୍ର: ଅତିରିକ୍ତ ଜିଲ୍ଲାପାଳ

କେନ୍ଦ୍ରାପଡ଼ା, ୧୬ା୯: “ଆଇନଗତ ସାକ୍ଷରତା ମାଧ୍ୟମରେ ଓଡ଼ିଶାରେ ମହିଳା ସଶକ୍ତିକରଣ” ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଦୁଇଦିନିଆ କର୍ମଶାଳା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ...

ବଢ଼ିବାରେ ଲାଗିଛି ନକଲି ଡାକ୍ତରଙ୍କ ନକଲି ଔଷଦ କାରବାର

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଖୁଲମଖୁଲା ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବା ସହିତ ନକଲି ଔଷଦ ବଜାରରେ ବିକ୍ରି ଓ ସପ୍ଲାଇ କରାଯାଉଛି । ରୋଗରୁ ଆରୋଗ୍ୟ...

ଜିଲ୍ଲା ଶିକ୍ଷା ବିଭାଗ ମନମାନି ; ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟରେ ଶିକ୍ଷାଦାନ ହୋଇପାରୁନି

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକରେ ଗୁଣାତ୍ମକ ଶିକ୍ଷାର ପ୍ରସାର ପାଇଁ ରାଜ୍ୟ ସରକାର ଚନ୍ଦନନଗର ପଂଚାୟତ ବନ୍ତୋ ଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ପ୍ରାୟ...

ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ୯ ଦିନରେ,୧୯୪ ସ୍କୁଲରେ ପାଠପଢ଼ା ଠପ୍

ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘ ଆହ୍ବାନ କ୍ରମେ ଆଜି ପଟ୍ଟାମୁଣ୍ଡାଇ ବ୍ଳକ ଓ ପୌରଚଂଳର ସମସ୍ତ ପ୍ରାଥମିକ ଶିକ୍ଷକ ମାନଙ୍କ ଆନ୍ଦୋଳନ ୯ ଦିନରେ ପହଂଚିଛି ।...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ...

ଆନ୍ଧ୍ର ମର୍ମତୃନ୍ତ ଦୁର୍ଘଟଣା ଘଟଣା , ମୃତ ଦେହ କିପରି କେନ୍ଦ୍ରାପଡ଼ାରେ ପହଁଞ୍ଚିବ ଆଲୋଚନା କଲେ କେନ୍ଦ୍ରାପଡ଼ା ବିଧାୟକ

ଶୁକ୍ରବାର ପ୍ରତ୍ୟୁଷରେ ଆନ୍ଧ୍ରପ୍ରଦେଶର ଚିତ୍ତୂର ଜିଲ୍ଲାରେ ମର୍ମତୃନ୍ତ ଦୁର୍ଘଟଣା ଘଟି କେନ୍ଦ୍ରାପଡ଼ା ଜିଲାର ୪ ଜଣଙ୍କ ଅକାଳ ବିୟୋଗ ଘଟିଛି । ସେମାନେ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା...

କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଗଣଧାରଣା ଅବ୍ୟାହତ ଧାରଣାରେ ସାମିଲ ହେଲେ କେନ୍ଦ୍ରାପଡା ବିଧାୟକ

କେନ୍ଦ୍ରାପଡ଼ା,୧୫ା୯ : କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ନିମନ୍ତେ ଚାଲିଥିବା ଗଣଧାରଣା ଆଜି ଏଗାର ଦିନରେ ପହଞ୍ଚିଛି । ଦାବି ହାସଲ ପର୍ଯ୍ୟନ୍ତ...

ଉତ୍କଳ ସମାଜ ପକ୍ଷରୁ ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ପ୍ରଶାସନକୁ ଦାବିପତ୍ର

କେନ୍ଦ୍ରାପଡ଼ା,୧୫ା୯: ଜଳସେଚନର ଅଭାବ ଯୋଗୁଁ କୃଷି ପ୍ରଧାନ ଜିଲ୍ଲା କେନ୍ଦ୍ରାପଡାର କୃଷକ ପରିବାରର କର୍ମଠ ଯୁବକ ଓ ଯୁବତୀମାନେ ଦାଦନ ଖଟିବା ପାଇଁ ବାହାର ରାଜ୍ୟକୁ ଯିବାକୁ...

ଚିକିତ୍ସା କାରାଇ ଫେରିବା ବାଟରେ ଆନ୍ଧ୍ରରେ ଆମ୍ବୁଲାନ୍‌ସ୍ ଦୁର୍ଘଟଣା: ପଟ୍ଟାମୁଣ୍ଡାଇ ଓ ଆଳି ଅଂଚଳର ୪ଜଣ ମୃତ

ଏମିତି ବି ଆସେ ମୃତ୍ୟୁ । ଚାହୁଁଚାହୁଁ ଚାଲିଗଲା ଅକାଳର ୨ ପରିବାରର ୪ ନିରିହ ଜୀବନ କେହି କିଛି ଭାବିବା ପୂର୍ବରୁ ଓଲଟପାଲଟ ହୋଇଗଲା ସବୁକିଛି...

ଟ୍ରକ୍ ଧକ୍କାରେ ଜଣଙ୍କର ୨ ଗୋଡ଼ କଟିଲା ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ତାଳଚେର ବସ୍‌ଷ୍ଟାଣ୍ଡ ସମ୍ମୁଖ ୧୪୯ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଧକ୍‌କାରେ ଜଣେ ବ୍ୟକ୍ତିଙ୍କର ଦୁଇଟି ଗୋଡ଼ ସମ୍ପୂର୍ଣ୍ଣ ଭାବେ କଟି ଯାଇଥିଲାବେଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ...

Skip to content ↓