ନଦୀକୂଳିଆ ଲୋକଙ୍କୁ କୁମ୍ଭୀର ଭୟ ,ଏକାଧିକ ନଦୀରେ କୁମ୍ଭୀର ଆତଙ୍କ,ନଦୀକୂଳରେ ସୁରକ୍ଷା ଶୂନ

କେନ୍ଦ୍ରାପଡା ଜିଲ୍ଲା ସମୁଦ୍ର ଉପକୂଳ ହୋଇଥିବାରୁ ନଦୀନାଳ ପରିପୂର୍ଣ୍ଣ ଏହି ଅଂଚଳରେ କୁମ୍ଭୀର ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି । ପ୍ରତିମାସରେ କୁମ୍ଭୀର ଓ ମଣିଷ ଲଢ଼େଇରେ...

୧୫ ବର୍ଷର ଗାଡ଼ିକୁ ରାସ୍ତାରୁ ହଟାଇବାକୁ ନିଷ୍ପତି, ଟ୍ରେକରରେ ଯାତ୍ରୀ ପରିବହନ, କାର୍ଯ୍ୟାନୁଷ୍ଠାନ ଶୂନ

ପୁରୁଣା ଗାଡ଼ିରୁ ବାହାରୁଥିବା ଧୂଆଁ ଯୋଗୁଁ ପରିବେଶ ପ୍ରଦୂଷଣ ହେଉଥିବାରୁ ୧୫ ବର୍ଷରୁ ଅଧିକ ସମୟର ଗାଡ଼ିକୁ ରାସ୍ତାରୁ ହଟାଇ ଦେବାକୁ ସରକାର ନିଷ୍ପତି ନେଇଛନ୍ତି ।...

ଶିକ୍ଷକ ଶିକ୍ଷୟିତ୍ରୀ ସାମୁହିକ ଛୁଟିରେ

ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । ୫ଟି ରୁପାନ୍ତରିକରଣରେ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି । ହେଲେ...

କେନ୍ଦ୍ରାପଡ଼ାରେ ମେଡିକାଲ କଲେଜ ଦାବି ଧାରଣା ୬ଷ୍ଠ ଦିନରେ,ପ୍ରତିରୋଧ ଆନ୍ଦୋଳନକୁ ଆଗକୁ ନେବା ପାଇଁ ସବୁ ବର୍ଗର ଲୋକଙ୍କୁ ସାମିଲ କରାଯିବ

କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ନିମନ୍ତେ ଚାଲିଥିବା ଗଣଧାରଣାକୁ ଆଜି ଛଅ ଦିନ ପୁରିଛି । ମେଡିକାଲ କଲେଜ ଦାବି ପ୍ରତି ସରକାର...

କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷତ୍ରୀୟ ମହାସଙ୍ଘର ସମ୍ମିଳନୀ

କେନ୍ଦ୍ରାପଡା ଜିଲ୍ଲା ଖଣ୍ଡାୟତ କ୍ଷତ୍ରୀୟ ମହାସଙ୍ଘର ଏକ ସମ୍ମିଳନୀ ସ୍ଥାନୀୟ ସ୍ୱୟଂସିଦ୍ଧା ହୋଟେଲ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ରାଜ୍ୟ ମହାସଙ୍ଘର ସଭାପତି ଅଶୋକ...

मछली पकड़ते समये जाल में फंसा मगरमच्छ,

रविवार शाम को केंन्द्रापड़ा जिले के पट्टामुंन्डाइ थाने कुलसाही गांव के नदिक ब्राह्मणी नदी में एक ४ फुट लंबे खूंखार...

ମାଛ ଧରା ଜାଲରେ ପଡିଲା ହିଂସ୍ର କୁମ୍ଭୀର, ଗ୍ରାମବାସୀ ଭୟଭୀତ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ନିକଟସ୍ଥ ନାଇଆଡିଆ ଗାଁ ଦେଇ ପ୍ରବାହିତ ହେଉଥିବା ବ୍ରହ୍ମଣୀ ନଦୀରେ ରବିବାର ସଂନ୍ଧ୍ୟା ଦୁଇଜଣ ଧୀବର ମାଛ ଧରିବା ପାଇଁ ଜାଲ...

ମେଡିକାଲ କଲେଜ ଦାବି : ଜାରି ରହିବ ଆନ୍ଦୋଳନ,ସେପ୍ଟେମ୍ବର ୨୩ରେ ହେବ ଅର୍ଥନୈତିକ ଅବରୋଧ

କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ନିମନ୍ତେ ଆନ୍ଦୋଳନ ଥମିବାର ନାଁ ଧରୁନି । ଗତ ମଙ୍ଗଳବାର ଠାରୁ ଗରାପୁରସ୍ଥିତ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ନିକଟରେ ଥିବା...

ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତଙ୍କୁ ସ୍ୱାଗତ

କେନ୍ଦ୍ରାପଡ଼ା, ୯ା୯: ସ୍ଥାନୀୟ ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିବା ପାଇଁ ଅନୁଷ୍ଠିତ ସଭାରେ ପୂର୍ବତନ ଅଧ୍ୟକ୍ଷ ଭଗବତୀ ପ୍ରସାଦ ଦାସ ଅଧ୍ୟକ୍ଷତା...

ମରକ୍କୋରେ ମୃତ୍ୟୁର ତାଣ୍ଡବ : ଶକ୍ତିଶାଳୀ ଭୂକମ୍ପରେ ଭୁଶୁଡ଼ିଲା ବଡ଼ ବଡ଼ କୋଠା, ମୃତ୍ୟୁ ସଂଖ୍ୟା ୬୦୦ ଟପିଲା

ମରକ୍କୋ,୯ା୯: ଭୂକମ୍ପରେ ଥରିଲା ମରକ୍କୋ । ତୁର୍କୀ ପରେ ମରକ୍େକାରେ ଶକ୍ତିଶାଳୀ ଭୂମିକମ୍ପ । ରିକ୍ଟର ସ୍କେଲରେ ତୀବ୍ରତା ୬.୮ । ଭୁଶୁଡ଼ିଲା ବଡ଼ ବଡ଼ କୋଠା...

ଏସିଆ କପ୍‌ : ଆଜି ଭାରତ-ପାକିସ୍ତାନ ମହାଲଢ଼େଇ

ଆଜି ଭାରତ ପାକିସ୍ତାନ ମଧ୍ୟରେ ମହାଲଢେଇ । ଏସିଆ କପର ସୁପର -୪ ରେ ସମ୍ନାସାମ୍ନି ହେବେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ । ଚଳିତ ଏସିଆ କପର...

ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

କେନ୍ଦ୍ରାପଡ଼ା ସିଭିଲ କୋର୍ଟ ପରିସରରେ ଆଇନସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଲୋକଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ଜିଲ୍ଲା ଦୌରାଜଜ୍‌ ଶ୍ରୀ ବିଶ୍ୱଜିତ୍‌ ମହାନ୍ତିଙ୍କ ପ୍ରତ୍ୟକ୍ଷ...

ଆୟବା ପଞ୍ଚାୟତରେ କଂଗ୍ରେସର ବୁଥ୍ କର୍ମୀ ସମ୍ମିଳନୀ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ପଞ୍ଚାୟତର ବୁଥ କଂଗ୍ରେସ କର୍ମୀ ସମ୍ମିଳନୀ ଶ୍ରୀ ମା ଛୁଆଳିଆ ପୀଠରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ କଂଗ୍ରେସ ସଭାପତି ଅଜୟ...

ସେପ୍ଟେମ୍ବର ୧୩ରେ ୫ନଂ ଜୋନ୍‌ର କଂଗ୍ରେସ କର୍ମୀ ସମ୍ମିଳନୀ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ୫ନଂ ଜିଲ୍ଲା ପରିଷଦ ଜୋନ୍‌ର ଏକ ବିଶାଳ କର୍ମୀ ସମ୍ମିଳନୀ ଆସନ୍ତା ସେପ୍ଟେମ୍ବର ୧୩ରେ ମାଳବଣଠାରେ ଅନୁଷ୍ଠିତ ହେବାକୁ ଆଜି ଜୋନ୍ କଂଗ୍ରେସର...

ଗରଦପୁର ବ୍ଲକ ବିଜେଡି ସଭାପତି ବିଜେଡିରୁ ନିଳମ୍ବିତ

କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ବିଜୁଜନତା ଦଳ ସଭାପତି ଶଶାଙ୍କ ଶେଖର ପରିଡାଙ୍କୁ କେନ୍ଦ୍ରାପଡା ଟାଉନଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି । ଏହି ବ୍ଲକର...

ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଗଣଧାରଣାଚତୁର୍ଥ ଦିନରେ

କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ପାଇଁ ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି । ଜିଲ୍ଲାରେ ସ୍ୱାସ୍ଥ୍ୟସେବାରେ ସୁଧାର ପାଇଁ ମେଡିକାଲ...

ପୁନର୍ବାସ ପକ୍ଷରୁ ବିଶ୍ୱ ଫିଜିଓଥେରାପି ଦିବସ ପାଳିତ

କେନ୍ଦ୍ରାପଡା ୮/୯: ପ୍ରତି ବର୍ଷ ସେପ୍ଟେମ୍ବର ୮ ତାରିଖକୁ ବିଶ୍ୱ ଫିଜିଓଥେରାପି ଦିବସ ଭାବେ ପାଳନ କରାଯାଏ । ଏହି ଭୌତିକ ଚିକିତ୍ସା ମାଧ୍ୟମରେ ସମସ୍ତ ପ୍ରକାର...

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ କିଳେଙ୍କାରୀ

ଅଟୋନୋମି ଟିମ ଗସ୍ତର ୮ଦିନ ପୂର୍ବରୁ ୭୧ଲକ୍ଷ ବ୍ୟୟ ଦର୍ଶାଇ ହରିଲୁଟ ଅଭିଯୋଗ କେନ୍ଦ୍ରାପଡ଼ା, ୮ା୯: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ କିଳେଙ୍କାରୀ ଘଟଣାର ଗୋଟିଏ ପରେ...

ଗରାପୁର ଶିବାନନ୍ଦ ଆଶ୍ରମରେ ଶିବାନନ୍ଦଙ୍କ ଜୟନ୍ତୀ

କେନ୍ଦ୍ରାପଡ଼ା, ୮ା୯: ବିଶ୍ୱ ଦିବ୍ୟ ଜୀବନ ସଙ୍ଘର ପ୍ରତିଷ୍ଠାତା ସଦଗୁରୁଦେବ ସ୍ୱାମୀ ଶିବାନନ୍ଦ ମହାରାଜଙ୍କର ୧୩୬ତମ ଜୟନ୍ତୀ କେନ୍ଦ୍ରାପଡାର ଗରାପୁରସ୍ଥିତ ଆଶ୍ରମରେ ମହାସମାରୋହରେ ପାଳିତ ହୋଇଯାଇଛି ।...

ପଟ୍ଟାମୁଣ୍ଡାଇ ସ୍ୱାସ୍ଥ୍ୟକେନ୍ଦ୍ରରେ ନୀଳ ଆକାଶ ସ୍ୱଚ୍ଛ ବାୟୁ ଦିବସ ପାଳନ

ପଟ୍ଟାମୁଣ୍ଡାଇ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିରୋଗ ଓ ସୁସ୍ଥ ରହିବା ପାଇଁ ନୀଳଆକାଶ ଓ ସ୍ୱଚ୍ଛ ବାୟୁ ଦିବସ ପାଳନ କରାଯାଇ ସ୍ୱାସ୍ଥ୍ୟ ସଚେତନତା ବାର୍ତା ଦିଆଯାଇଛି ।...

ଏମ.ଏନ ହାଇସ୍କୁଲ ପୁରାତନ ଛାତ୍ରସଂସଦ ଓ ମୋସ୍କୁଲ ଅଭିଯାନ କମିଟ ମିଳିତ ବୈଠକ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଚଂଳର ସର୍ବପୁରାତନ ଶିକ୍ଷାନୁଷ୍ଠାନ ଏମ.ଏନ ହାଇସ୍କୁଲ ମୋସ୍କୁଲ ଅଭିଯାନ କମିଟି ଓ ପୁରାତନ ଛାତ୍ରସଂସଦ ପକ୍ଷରୁ ଏକ ମିଳିତ ବୈଠକ ଏମଏନ ହାଇସ୍କୁଲ...

ଭିତରକନିକା ଛକଠାରୁ ରାଜନଗର ପର୍ଯ୍ୟନ୍ତ ଆଲୋକୀ କରଣ

ପାଞ୍ଚଟି ଲାଇଟ୍‌କୁ ୫୦ ଲକ୍ଷ ଟଙ୍କା ! କେନ୍ଦ୍ରାପଡା ଜିଲ୍ଲା ରାଜନଗର-ତାଳଚୁଆ ପୂର୍ତ ବିଭାଗ ରାସ୍ତାର ଡାଙ୍ଗମାଳ ପଚାଂୟତ ଭିତରକନିକା ଅଭୟାରଣ୍ୟ ଛକଠାରୁ ରାଜନଗର ବଜାର ପର୍ଯ୍ୟନ୍ତ...

ମହେଶ୍ୱରଙ୍କ ଚିକିତ୍ସା ପାଇଁ ସହାୟତାର ହାତ ବଢାଇଲେ ଅଂଶୁମାନ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଘଡିଆମାଳ ପଚାଂୟତ ଜୁଣଗଡି ଗ୍ରାମର ମହେଶ୍ୱର ରାଉତ ମସ୍ତିଷ୍କ ଯକ୍ଷ୍ମାରୋଗରେ ଆକ୍ରାନ୍ତ ହୋଇ ଏବେ ଶଯ୍ୟାଶାୟୀ । ତାଙ୍କ ଚିକିତ୍ସା ପାଇଁ...

ଜବରଦଖଲକାରୀଙ୍କ କବ୍‌ଜାରେ ନଦୀ ନାଳ, ଜଳାଶୟ,ଜଳସେଚନରେ ବାଧା ,ପଡିଆ ପଡିଛି ଏକରଏକର ଚାଷଜମୀ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସହର ଓ ଅଖପାଖ ଅଂଚଳରେ ପ୍ରାକୃତିକ ନାଳ, କେନାଲ, ନୟନଜୋରୀ ଓ ଜଳାଶୟଗୁଡିକ ଜବରଦଖଲ ହେବାରେ ଲାଗିଛି । ଜବରଦଖଲକାରୀଙ୍କ ବିରୋଧରେ ପ୍ରଶାସନ...

Skip to content ↓