ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତି ଅବସରରେ ବରିଷ୍ଠ କାର୍ଯ୍ୟକର୍ତାଙ୍କ ସମ୍ମିଳନୀ ଜନସମାବେସ

ମୋଦି ସରକାରଙ୍କ ୯ ବର୍ଷ ପୂର୍ତି ଅବସରରେ ରାଜନଗର ନିର୍ବାଚନ ମଣ୍ଡଳୀର ଅନ୍ତର୍ଗତ କଂଟାବଣ ମଣ୍ଡଳ ବରିଷ୍ଠ କାର୍ଯ୍ୟକର୍ତାଙ୍କ ସମ୍ମିଳନୀ ଦୋସିଆ ପଂଚାୟତ ମାର୍କେଟ କମ୍ପଲେକ୍ସ ପ୍ରାଙ୍ଗଣରେ ମଣ୍ଡଳ ସଭାପତି ବନମାଳୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ…

ପଟ୍ଟାମୁଣ୍ଡାଇ ପତିତପାବନଜୀଉଙ୍କ ରଥଯାତ୍ରାରେ ବିମୋହିତ ହେଲେ ହଜାର ହଜାର ଭକ୍ତ॰ ପ୍ରଥମ ଥର ପାଇଁ ବାଲିପାଟଣାରେ ନିଆରା ରଥଯାତ୍ରା

  କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଚଂଳ ପୋଖରୀଆପଡା ପତିତପାବନଜୀଉଙ୍କ ରଥ ସଂନ୍ଧ୍ୟା ସାଢେ ୭ଟା ବେଳେ ବକ୍ତାରପୁର ମାଉସୀ ମା ମନ୍ଦିର ଚକଡା ଛୁଇଁଛି । ପବିତ୍ର ରଥଯାତ୍ରା ଉପଲକ୍ଷେ ପ୍ରତ୍ୟୁଷରୁ ମନ୍ଦିର ପୂଜକ ମାନେ ପହଡ ଖୋଲିଥିଲେ । ମଙ୍ଗଳ…

ତୁଳସୀ କ୍ଷେତ୍ରରେ ରଥଯାତ୍ରା ପରମ୍ପରା ଭାଙ୍ଗିଲା, ପହଣ୍ଡି ବିଜେ ବିଳମ୍ବ ସୂର୍ଯ୍ୟାସ୍ତ ପରେ ବ୍ରହ୍ମ ତାଳଧ୍ୱଜ ରଥ ଟଣା ବନ୍ଦ ,ଆସନ୍ତା କାଲି ରଥଟଣା କାର୍ଯ୍ୟ ଅନୁଷ୍ଠିତ ହେବ

କେନ୍ଦ୍ରାପଡ଼ା ୨୦/୬ – ଆଜି ଶ୍ରୀକ୍ଷେତ୍ର ପୁରୀ ଘୋଷଯାତ୍ରା ସହିତ ବିଶ୍ୱର ବିଭିନ୍ନ ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଛି । ସେହିପରି କେନ୍ଦ୍ରାପଡା ତୁଳସୀ କ୍ଷେତ୍ରରେ ଶ୍ରୀ ବଳଦେବଜୀଊଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥିବାବେଳେ ଶହଶହ ବର୍ଷର ପରମ୍ପରା ଭାଙ୍ଗିଛି । ପ୍ରଥମ…

ଅସହ୍ୟ ତାତିରେ ପାଣି ନପାଇ ଆଉଟୁ ପାଉଟୁ ଜୀବଯନ୍ତୁ ଟ୍ୟାପ ପାଣି ପିଉଛନ୍ତି

ପଟ୍ଟାମୁଣ୍ଡାଇ; ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଖରା ତାତି ସାଙ୍ଗକୁ ଅସହ୍ୟ ଗୁଳୁ ଗୁଳି ଜନ ଜୀବନକୁ ବ୍ୟତିବ୍ୟସ୍ତ କରିପକାଉଛି । ଦୈନିକ ତାପମାତ୍ରା ୪୦ ରୁ ୪୧ ଡିଗ୍ରୀ ରହୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପ଼ଡୁଛି…

ପଟ୍ଟାମୁଣ୍ଡାଇ ଅଂଚଳରେ ନିର୍ଭୟରେ ଚାଲିଛି ଅବାଧ ଗଛକଟା, ଶୋଇଛି ବନବିଭାଗ !

କେନ୍ଦ୍ରାପଡା ୨୦ା୬-ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି । ବର୍ଯ୍ୟବସ୍ତୁ, ଯାନବାହାନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି । ସମ୍ଭାବ୍ୟ ପରିସ୍ଥିତିକୁ ନେଇ ବିଶ୍ୱବ୍ୟାପୀ ସମ୍ମିଳନୀ ହେବା ସହ ପ୍ରତି ଦେଶ ଦାୟିତ୍ୱବାନ ହେବାକୁ…

କ୍ଷୁଦ୍ର ମଧ୍ୟମ ଉଦ୍ୟେଗ ଯୋଜନା ବାଟବଣା ,ଋଣ ଜନ୍ତାରେ ଯୁବତୀ ଯୁବକ , ବ୍ୟାଙ୍କ ତୃତୀୟ ପକ୍ଷଙ୍କ ଦ୍ୱାରା ହେଉଛନ୍ତି ହଟହଟା , ଉଦ୍ୟେଗ ବନ୍ଦକରି ଦାଦନ ଖଟିବାକୁ ଚାଲି ଯାଉଛନ୍ତି, ଆରବିଆଇ ନିର୍ଦ୍ଦେଶନାମକୁ ବେଖାତିରି

କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରାକାରଙ୍କର ଅନେକ ଯୋଜନା କରିଛନ୍ତି । ଏମଏସଏମଇ ଓ ପିଏମଇଜିପି ମାଧ୍ୟମରେ ବେକାରି ଯୁବତୀ ଯୁବକମାନଙ୍କ ପାଇଁ କ୍ଷୁଦ୍ର ମଧ୍ୟମ ଉଦ୍ୟେଗ ଯୋଜନା ମାଧ୍ୟମରେ ବ୍ୟାବସାୟ ପାଇଁ ଋଣ ପ୍ରଦାନ କରାଯାଉଛି ।…

ଦୋଷିଆ ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ – ପଟ୍ଟାମୁଣ୍ଡାଇ ବ୍ଲକର ଦୋଷିଆ ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦୋଷିଆ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ସରପଂଚ ସ୍ମୃତି ରେଖା ସ୍ୱାଇଁ ସମିତିସଭ୍ୟ…

Hello world , This is my first post ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର

ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର କେନ୍ଦ୍ରାପଡ଼ା ସହରସ୍ଥିତ ଶାମଗୁଡ଼ିଆ ରାଜସ୍ୱ ଓ ବଡ଼ ବାରଙ୍ଗ ରାଜସ୍ୱ ଗ୍ରାମଦ୍ୱୟରେ ଅବସ୍ଥିତ । ବଳଦେବଜୀଉଙ୍କ ମନ୍ଦିରର ରତ୍ନ ସିହ୍ନାସନରେ ପ୍ରଭୁ ଶ୍ରୀ ବଲରାମ, ଶ୍ରୀ ଜଗନ୍ନାଥ ଏବଂ ଦେବୀ…

ସାଧାରଣ ପୋର୍ଟାଲ, ଖବର ସଂଗ୍ରହକାରୀ, କାହାଣୀ ପ୍ରଦାନ କରେ

Skip to content ↓