କେନ୍ଦ୍ରାପଡ଼ା ହାଇସ୍କୁଲ ପରିସରରେ ସାଇବର ସଚେତନତା

କେନ୍ଦ୍ରାପଡ଼ା ୫/୧୨ - କେନ୍ଦ୍ରାପଡ଼ା ଟାଉନ ସରକାରୀ ହାଇସ୍କୁଲ ପରିସରରେ ପ୍ରଧାନ ଶିକ୍ଷକ ମଦନ ମୋହନ କରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ବରିଷ୍ଠ ଆଇନଜୀବି ପ୍ରଦୀପ କୁମାର...

ଗଳ୍ପସଙ୍କଳନ ମୂକସଖୀ ଉନ୍ମୋଚିତ

କେନ୍ଦ୍ରାପଡା ୫/୧୨- ଗାଳ୍ପିକ ମାତୃଦତ୍ତ ମହାନ୍ତିଙ୍କ ଗଳ୍ପସଂକଳନ "ମୂକସଖୀ’ ଶ୍ରୀ ବଳଦେବଜୀଉଙ୍କ ମନ୍ଦିରରେ ଉନ୍ମୋଚିତ ହୋଇଯାଇଛି । ପ୍ରଥମେ ପୂଜାର୍ଚ୍ଚନା କରାଯାଇ ଗଳ୍ପସଙ୍କଳନଟିକୁ ଶ୍ରୀ ଜୀଉମାନଙ୍କୁ ଲାଗି...

ପୁନର୍ବାସ ପକ୍ଷରୁ ସଫଳ ଜାତୀୟ ପାରା କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ୪/୧୨- ଚଳିତ ୨୦୨୫ ମସିହାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଓଡ଼ିଶାର ପାରା କ୍ରୀଡ଼ାବିତ୍‌ମାନେ ଅଜସ୍ର ସଫଳତା ଅର୍ଜନ କରିଛନ୍ତି । ଓଡିଶା ଦଳ ଜାତୀୟ...

କେନ୍ଦ୍ରାପଡା ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବୃକ୍ଷ ରୋପଣ

କେନ୍ଦ୍ରାପଡ଼ା, ୪ା୧୨: କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମଣ୍ଡଳ ଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ,...

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଚୋରି

କେନ୍ଦ୍ରାପଡ଼ା,୪ା୧୨:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ Batteries ଚୋରି ହୋଇଥିବା ଅଭିଯୋଗ ହୋଇଛି। Batteries ପେଟିରେ ପଶି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଏକ ଗୃହରେ ରହିଥିଲା। କେହି ଦୁର୍ବୁତ ଏହାକୁ ଚୋରି କରିନେଇଛନ୍ତି।...

ଚୋରାମଦ ଜବତ,୬ଗିରଫ

କେନ୍ଦ୍ରାପଡ଼ା,୩ା୧୨/ କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ମାର୍ଶାଘାଇ, ପାଟକୁରା, ଡେରାବିଶ ଓ କେନ୍ଦ୍ରାପଡ଼ା ସଦର ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୮୫୦ ଲିଟର ବିଦେଶୀ,...

କ୍ରୀଡା ଶିକ୍ଷକ ବଙ୍ଗାଳି ମଲ୍ଲିକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପଟ୍ଟାମୁଣ୍ଡାଇ ତା ୩/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ପଂଚାୟତ ହାଇସ୍କୁଲ ଓ ସିଦ୍ଧ ପରମହଂସ ଉପ୍ରା ସ୍କୁଲର ପୁରାତନ ଛାତ୍ର ଓ ଛାତ୍ରୀମାନଙ୍କ ଦ୍ୱାରା ଆଦର୍ଶ କ୍ରୀଡ଼ା...

ତାଲୁକ ଆଇନ ସେବା ସମିତି ପକ୍ଷରୁ ଆନ୍ତର୍ଜାତିକ ଦିବ୍ୟାଙ୍ଗ ଦିବସ

ପଟ୍ଟାମୁଣ୍ଡାଇ ତା୩/୧୨- ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ତାଲୁକ ସେବା ସମିତି...

ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ବୈଠକ

କେନ୍ଦ୍ରାପଡ଼ା,୩ା୧୨: ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୮୭ତମ ବୈଠକ ନହଙ୍ଗସ୍ଥିତ ମା’ମଙ୍ଗଳାଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଘର ସଭାପତି ଆର୍ତ୍ତତ୍ରାଣ ପାତ୍ରଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ...

ଡଃ. ଅପୂର୍ବ ରଞ୍ଜନ ନେସନାଲ ପିପୁଲ୍ସ ପାର୍ଟିର ଜିଲ୍ଲା ସଭାପତି

କେନ୍ଦ୍ରାପଡା,୩ା୧୨: ନେସନାଲ ପିପୁଲସ ପାର୍ଟି(ଏନ୍‌ପିପି)ର କେନ୍ଦ୍ରାପଡ଼ା ଜିଲା ସଭାପତି ଭାବେ ଆଇନ୍‌ଜୀବୀ ଡଃ. ଅପୂର୍ବ ରଞ୍ଜନ ସେଠୀ ମନୋନୀତ ହୋଇଛନ୍ତି। ତାଙ୍କୁ ଦଳର ରାଜ୍ୟ ସଭାପତି ସୋମନାଥ...

ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଗାଦି ଓ କଳ୍କୀ ଅବତାରଙ୍କ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ. ତା ୧/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଞ୍ଚାୟତ ଧାନେଶ୍ୱରୀ ପୀଠରେ ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଗାଦି ଓ କଳ୍କୀ ଅବତାର ୧ମ ବାର୍ଷିକ ଉତ୍ସବ ସମାରୋହରେ...

ପୁନର୍ବାସ ପକ୍ଷରୁ ସଚେତନତାଧର୍ମୀ ଚିତ୍ରାଙ୍କନ ପ୍ରତିଯୋଗିତା

କେନ୍ଦ୍ରାପଡା ୩୦/୧୧- ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭିନ୍ନକ୍ଷମତା ସମ୍ପର୍କିତ ସଚେତନତା ତଥା ସମ୍ବେଦନଶୀଳତା ମନୋଭାବ ସୃଷ୍ଟି କରିବା ଉଦ୍ଦେଶ୍ୟରେ ସ୍ୱେଛାସେବୀ ଅନୁଷ୍ଠାନ “ପୁନର୍ବାସ” ପକ୍ଷରୁ ଏକ...

ପ୍ରଥମ ଅସ୍ମିତା ଖେଳ ଇଣ୍ଡିଆ ଦୈାଡ କୁଦ ପ୍ରତିଯୋଗିତା ଉଦ୍‌ଯ।।ପିତ

କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ଜିଲ୍ଲା କ୍ରିଡା ସଂସଦ ଆନୁକୂଲ୍ୟରେ ପ୍ରଥମ ବାର୍ଷିକ ଖେଳ ଇଣ୍ଡିଆ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ଅଟୋନମସ୍ କଲେଜ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି...

ରାଷ୍ଟବାଦୀ କବିତା ମହୋତ୍ସବ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ୩୦/୧୧: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ "ଜୟ ରାଷ୍ଟ୍ର ଚାରିଟେବଲ୍ ଟ୍ରଷ୍ଟ’ ପକ୍ଷରୁ ଆସନ୍ତା ଡିସେମ୍ବର ୨୧ ତାରିଖରେ କେନ୍ଦ୍ରାପଡ଼ାରେ ଚତୁର୍ଥ ରାଷ୍ଟ୍ରବାଦୀ କବିତା ମହୋତ୍ସବ ଅନୁଷ୍ଠିତ...

ସାହିତ୍ୟ ସଂସଦର ବାର୍ଷିକ ଉତ୍ସବର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବ ଆସନ୍ତା ମାସ ୨୬ ତାରିଖରେ ହେବା ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଗରାପୁରସ୍ଥ ଶିବାନନ୍ଦ ଆଶ୍ରମ ପରିସରରେ...

ଓକିଲ ଏକାଦଶକୁ ହରାଇ କେନ୍ଦ୍ରାପଡ଼ା ପୋଲିସ ବିଜୟୀ

କେନ୍ଦ୍ରାପଡ଼ା - ୩୦/୧୧- କେନ୍ଦ୍ରାପଡ଼ା କାର୍ଯ୍ୟରତ ସାମ୍ବାଦିକ ସଙ୍ଘ ଆନୁକୂଲ୍ୟରେରେ କେନ୍ଦ୍ରାପଡ଼ା ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବନ୍ଧୁତାପୂର୍ଣ୍ଣ ଏକ ଦିବସୀୟ କ୍ରିକେଟ ମ୍ୟାଚ ରେ ଆଠଟି ଦଳ...

ସତୀର୍ଥର ବାର୍ଷିକ ସ୍ୱନକ୍ଷେତ୍ର ଦିବସ ଉତ୍ତମ ସମାଜ ଗଠନ ଦିଗରେ ସାହିତ୍ୟିକମାନଙ୍କ ଭୂମିକା ଅବିସ୍ମରଣୀୟ

କେନ୍ଦ୍ରାପଡ଼ା,୩୦ା୧୧: କେନ୍ଦ୍ରାପଡ଼ା ବ୍ଲକ କୋରୋ ଗ୍ରାମର ସିଦ୍ଧବଟ ଠାରେ ସାହିତ୍ୟ ଅନୁଷ୍ଠାନ ସତୀର୍ଥର ଏକାଦଶ ବାର୍ଷିକ ସ୍ୱନକ୍ଷେତ୍ର ଷଠୀପୂଜା ଓ ସାସ୍ୱତ ମହାକୁମ୍ଭ ଅନୁଷ୍ଠିତ ହୋଇଯାଇଛି ।...

ଶରତ ମହୋତ୍ସବ ଓ ମୂର୍ଚ୍ଛନାର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୨୮ା୧୧:ଓଡିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନାର ବାର୍ଷିକ ଉତ୍ସବ ଓ ଓଡ଼ିଶା କଲଚର୍ ଆର୍ଟ ଏକାଡେମୀ (ଓକା) ଅନୁଷ୍ଠାନର ଜାତୀୟ ସ୍ତରୀୟ ଶରତ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।...

ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ କର୍ମଚାରୀଙ୍କ ବିୟୋଗରେ ଶୋକ

କେନ୍ଦ୍ରାପଡ଼ା,୨୮ା୧୧:ଷ୍ଟେଟବ୍ୟାଙ୍କ ଅବସରପ୍ରାପ୍ତ କର୍ମଚାରୀ କାଙ୍ଗାଳି ଚରଣ ମାଝିଙ୍କ ବିୟୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଓ ଷ୍ଟେଟବ୍ୟାଙ୍କ ପେନସନରର୍ସ ସଙ୍ଘ ଓଡିଶା ସର୍କଲର ଆଞ୍ଚଳିକ ସମ୍ପାଦକଙ୍କ ପକ୍ଷରୁ...

Skip to content ↓