ଦେବେନ୍ଦ୍ର ଶର୍ମାଙ୍କୁ କେନ୍ଦ୍ରାପଡାରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

22 March 2025 kanika odisha 0

କେନ୍ଦ୍ରାପଡ଼ା, ୨୨ା୩: କେନ୍ଦ୍ରାପଡ଼ାରେ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍‌କ ପାର୍ଥିବ ଶରୀର ପହଞ୍ଚିବା ପରେ କଂଗ୍ରେସ, ବିଜେଡି, ବିଜେପି, ଅନ୍ୟାନ୍ୟ ଦଳ ଓ ସଂଗଠନ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଶନିବାର […]

ଭାରତୀୟ ଜ୍ଞାନ ବ୍ୟବସ୍ଥା ଦର୍ଶନ ସଂସ୍କୃତି ସମଗ୍ର ବିଶ୍ୱର କଲ୍ୟାଣ ପାଇଁ ପ୍ରେରଣା ଯୋଗାଇଥାଏ

22 March 2025 kanika odisha 0

ଜିଲ୍ଲା ସ୍ତରୀୟ ପ୍ରତିଭା ସମ୍ମାନ ୨୦୨୫ ପଟ୍ଟାମୁଣ୍ଡାଇ ୨୨/୩ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବାଇପାସ ଠାରେ ଜୀବନ ସୁରକ୍ଷା ସମିତି ଆନୁକୁଲ୍ୟରେ ଶୁକ୍ରବାର ଜିଲ୍ଲା ସ୍ତରୀୟ ପ୍ରତିଭା ସମ୍ମାନ ୨୦୨୫ ଉତ୍ସବ ଅନୁଷ୍ଠିତ ହୋଇଯାଇଛି […]

ଡା ସୁଚାରୁହାସିନୀ ପାତ୍ରଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

22 March 2025 kanika odisha 0

ପଟ୍ଟାମୁଣ୍ଡାଇ ୨୨/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଡିଭାଇନ ପ୍ୟାଲେସ ଠାରେ ଦିବଙ୍ଗତା ଡା ସୁଚାରୁହାସିନୀ ପାତ୍ରଙ୍କ ଏକାଦଶାହ ଅବସରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ବରିଷ୍ଠ ନାଗରିକ ମଂଚ ସଭାପତି ପ୍ରଫେସର […]

ଗୁଲନଗର ଗ୍ରାମରେ ଜନବସତିରେ ନୂତନ ଶ୍ମଶାନକୁ ତୀବ୍ର ବିରୋଧ କରି ଜିଲ୍ଲାପାଳଙ୍କୁ ଅଭିଯୋଗ

22 March 2025 kanika odisha 0

କେନ୍ଦ୍ରାପଡା,୨୧ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମ ୭ନଂ ୱାର୍ଡରେ ପ୍ରସ୍ତାବିତ ନୂତନ ଶ୍ମଶାନଗୃହ ନିର୍ମାଣ ସ୍ଥଳକୁ ସ୍ଥାନାନ୍ତର କିମ୍ବା ବାତିଲ କରିବାକୁ ଜିଲ୍ଲାପାଳଙ୍କୁ ଶତାଧିକ ଗ୍ରାମବାସୀ ଦାବିପତ୍ର ପ୍ରଦାନ କରିଛନ୍ତି । ସେମାନେ […]

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

22 March 2025 kanika odisha 0

କେନ୍ଦ୍ରାପଡ଼ା,୨୧ା୩: କେନ୍ଦ୍ରାପଡା ଜିଲ୍ଲାର ଆଳି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ୬୭ ବୟସରେ ପରଲୋକ ହୋଇଯାଇଛି। ସେ କିଛି ଦିନ ଧରି ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ଚିକିତ୍ସାଧୀନ […]

ବିଷ୍ଣୁପୁର ପ୍ରବେଶ ଦ୍ୱାର ତୋରଣ ଉଦଘାଟିତ

21 March 2025 kanika odisha 0

ପଟ୍ଟାମୁଣ୍ଡାଇ ୨୧/୩  -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ପଂଚାୟତ ବିଷ୍ଣୁପୁର ଗ୍ରାମର ନବନିର୍ମିତ ପ୍ରବେଶ ଦ୍ୱାର ତୋରଣ ଶୁକ୍ରବାର ଉଦଘାଟିତ ହୋଇଯାଇଛି। ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟଅତିଥି, […]

ବାରୁଅ ସ୍ଥିତ ଶିଶୁ ଅନନ୍ତ ଆଶ୍ରମରେ ପଦ୍ମଶ୍ରୀ ବାବା ବଳିଆଙ୍କ ପଦାର୍ପଣ

21 March 2025 kanika odisha 0

କେନ୍ଦ୍ରାପଡା,୨୧ା୩: ଆଜି ବାରୁଅ ଗ୍ରାମରେ ଥିବା ଶିଶୁ ଅନନ୍ତ ଆଶ୍ରମରେ ପରିବେଶ, ଗଣତନ୍ତ୍ର ଓ ଧର୍ମ ସମ୍ପର୍କରେ ଅୟୋଜିତ ଏକ ସଚେତନତା କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ପୂଜ୍ୟ ପୂଜକ ବାବା ବଳିଆ ଯୋଗ ଦେଇଥିଲେ । […]

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

21 March 2025 kanika odisha 0

କେନ୍ଦ୍ରାପଡ଼ା, ୨୧ା୩: ସ୍ୱାଧୀନୋତ୍ତର ଓଡିଶା ରାଜନୀତିରେ ଡାକ୍ତର ଦେବେନ୍ଦ୍ର ପ୍ରଧାନ ଜଣେ ପରିପୂର୍ଣ୍ଣ ପ୍ରେରଣାଦାୟୀ ସଫଳ ବ୍ୟକ୍ତିତ୍ୱ। ଅନୁଗୁଳ ଗଡ଼ଜାତ ଖମାର ଅଞ୍ଚଳର ଏକ କୃଷକ ପରିବାରରେ ଜନ୍ମ ହୋଇ ଚିକିତ୍ସା ସେବାକୁ ଜୀବନର […]

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କପରଲୋକ

21 March 2025 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ୬୬ ବର୍ଷ ହୋଇଥିଲା […]

ପଖାଳ ଦିବସ ପାଳନ

20 March 2025 kanika odisha 0

କେନ୍ଦ୍ରାପଡା,୨୦ା୩: ଆଜି ପଖାଳ ଦିବସ ପାଳନ କରାଯାଉଛି । ଏହି ଅବସରରେ ବିଭିନ୍ନ ସ୍ଥାନରେ ପଖାଳ ବଣ୍ଟନ କରାଯାଇଛି । ଏହି ଅବସରରେ ଚଣ୍ଡିଆ ପ୍ୟାଲେସ୍‌ର ମାଲିକ ବଳରାମ ସାହୁ ଡାକ୍ତରଙ୍କ ଉକ୍ତିକୁ ପାଥେୟ […]

ଅଗ୍ନିକାଣ୍ଡ: ଘର ସହ ଆସବାବପତ୍ର ଭସ୍ମୀଭୂତ

20 March 2025 kanika odisha 0

ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଦାଣ୍ଡିସାହି ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଦ୍ରୋପଦି ବାରିକଙ୍କ ଗୋଟିଏ ବଖରା ଜଳିଯାଇଛି । ଘରେ ଥିବା ବିରି, ଧାନ, ଚାଉଳ, ସୁନା, ଟଙ୍କା, କଂସା […]

ରାଜସ୍ୱ ନିରୀକ୍ଷକଙ୍କୁ ଆକ୍ରମଣ ଅଭିଯୋଗ

20 March 2025 kanika odisha 0

ପଟ୍ଟାମୁଣ୍ଡାଇ ୨୦/୩ -ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ଅଣ୍ଢରା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ମଙ୍ଗଳବାର କେତେକ ଦୁର୍ବୁତ ପସି ରାଜସ୍ୱ ନିରୀକ୍ଷକଙ୍କୁ ମରଣାନ୍ତଙ୍କ ଆକ୍ରମଣ କରିବା ସହିତ ଆଲମିରାରେ ଥିବା ୨୪ ହଜାର ୩୪୮ ସରକାରୀ […]

ସରକାରୀ ଜମିକୁ ବେଆଇନ ଦଖଲ କରି କୋଠା ନିର୍ମାଣ ଅଭିଯୋଗ ,କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦେଶ

19 March 2025 kanika odisha 0

କେନ୍ଦ୍ରାପଡ଼ା,୧୯ା୩ : କେନ୍ଦ୍ରାପଡା ସହର କାକଟ ମୈାଜାରେ ସରକାରୀ ଜମିକୁ ଦଖଲକରି ଗୃହ ନିର୍ମାଣ କରିଥିବା ଜନୈକ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉଚ୍ଚ ନ୍ୟାୟାଳୟ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। […]

କେନ୍ଦ୍ରାପଡାରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ

19 March 2025 kanika odisha 0

କେନ୍ଦ୍ରାପଡ଼ା,୧୯ା୩: କେନ୍ଦ୍ରାପଡା ସହର ସମେତ ଆଖପାଖ ଅଞ୍ଚଳରେ ବଡ ଧୁମଧାମରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଛାମୁ ମେଳଣରେ ବିଭିନ୍ନ […]

କେନ୍ଦ୍ରାପଡା କଲେଜରେ ମାଇଁ ଏନସିସି ଆଲୁମିନି ଆସୋସିଏସନର ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ

18 March 2025 kanika odisha 0

କେନ୍ଦ୍ରାପଡ଼ା,୧୮ା୩ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅକାମି ହୋଇ ପଡିଥିବା ଶୁଦ୍ଧ ପାନୀୟଜଳ ପ୍ରକଳ୍ପକୁ ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ କାର୍ଯ୍ୟକ୍ଷମ କରାଯାଇଛି। ଏହି ପ୍ରକଳ୍ପକୁ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର […]

ମୀରପାଟଣା ଗ୍ରାମରେ ଦୋଳ ମହୋତ୍ସବ

18 March 2025 kanika odisha 0

କେନ୍ଦ୍ରାପଡ଼ା, ୧୮ା୩: କେନ୍ଦ୍ରାପଡା ସହରର ମୀରପାଟଣା ଗ୍ରାମରେ ମଙ୍ଗଳବାର ଦିନ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଆରଧ୍ୟା ଦେବତା ଶ୍ରୀ ମା ଥାନପତି ଠାକୁରାଣୀଙ୍କ ପ୍ରାଙ୍ଗଣରେ ପ୍ରତିବର୍ଷ ପରି ଦୋଳ ମହୋତ୍ସବ […]

ବାରୋ ଶିଶୁ ଅନନ୍ତ ଆଶ୍ରମରେ ବିଶାଳ ଆଧ୍ୟାତ୍ମିକ ସମ୍ମିଳନୀ

18 March 2025 kanika odisha 0

କେନ୍ଦ୍ରାପଡା, ୧୮ା୩: କେନ୍ଦ୍ରାପଡ଼ା ବ୍ଲକ ଅର୍ନ୍ତଗତ ବାରୁଅସ୍ଥିତ ଶ୍ରୀ ଶିଶୁ ଅନନ୍ତ ଆଶ୍ରମ ପରିସରରେ ଆସନ୍ତା ଗୁରୁବାର ଅପରାହ୍ନ ୫ଟାରେ ଆଶ୍ରମର ଭକ୍ତବୃନ୍ଦ, ଆଞ୍ଚଳିକ ସଜ୍ଜନ ବୃନ୍ଦ ଏବଂ ଅରିଲୋର ଅନନ୍ତ ବଳିଆ ଟ୍ରଷ୍ଟର […]

ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

18 March 2025 kanika odisha 0

କେନ୍ଦ୍ରାପଡ଼ା,୧୮ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. […]

ପୋଖରୀ ଖୋଳାରେ ଅନିୟମିତତା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ

18 March 2025 kanika odisha 0

କେନ୍ଦ୍ରାପଡ଼ା,୧୭ା୩: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଅଧିନରେ ଫାର୍ମ ପୋଖରୀ ଖୋଳାରେ ଅନିୟମିତତା ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ କୁରୁଜଙ୍ଗା ଗ୍ରାମପଞ୍ଚାୟତର […]

ଶେଷ ହେଲା ତନାର ଦୋଳ ମେଲଣ

18 March 2025 kanika odisha 0

କେନ୍ଦ୍ରାପଡା,୧୭ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ଗ୍ରାମପଞ୍ଚାୟତର ତନାର ଗ୍ରାମରେ ଦୋଳପୂର୍ଣ୍ଣିମା ଓ ହୋଲି ଉତ୍ସବ ଆବହମାନକାଳରୁ ପାଳିତ ହୋଇ ଆସୁଅଛି। ଚଳିତବର୍ଷ ଏହି ଅବସରରେ ପ୍ରାୟ ୭୨ଟି ବିମାନ ତନାର ଗ୍ରାମ […]

ମଦ ଦୋକାନକୁ ବିରୋଧ କଲେ ସାଧାରଣ ମହିଳା।

18 March 2025 kanika odisha 0

କେନ୍ଦ୍ରାପଡା, ୧୭/୩- ମଦ ପାଇଁ ମହାଭାରତ । ତାତିଲେ ମହିଳା ଭଙ୍ଗାରୁଜା ସହ ପୋଡିଲେ ଚାଖେଣା ଦୋକାନ । ଉତ୍ତେଜନା ସ୍ଥଳରେ ପହଁଞ୍ôଚ ବୁଝା ସୁଝା କରୁଛି ପୋଲିସ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ […]

କେନ୍ଦ୍ରାପଡା ମହାବିଦ୍ୟାଳୟକୁ ମିଳୁ ବିଶ୍ୱବିଦ୍ୟାଳୟ ମାନ୍ୟତା

18 March 2025 kanika odisha 0

କେନ୍ଦ୍ରାପଡ଼ା, ୧୭ା୩: ସମାନ କାମ ପାଇଁ ସମାନ ଦରମା ଏବଂ ସମାନ ପଦବୀ ନୀତି ହେଉ। ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଗୁଡିକୁ ସରକାରୀ ଘୋଷଣା କରାଯାଉ। ଜିଲ୍ଲାର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ […]

ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ ଫଗୁ ଆସର

17 March 2025 kanika odisha 0

କେନ୍ଦ୍ରାପଡ଼ା,୧୬ା୩: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ କବି ବସନ୍ତ କୋକିଳଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ମିଳିତ ଫଗୁଆସର ଆଲୋଚନା ଚକ୍ର ଓ କବିତା ପାଠୋତ୍ସବ ସାହିତ୍ୟ ସଂସଦର […]

ବହୁ ପୁରାତନ ଶ୍ୟାମସୁନ୍ଦରପୁର ମହାନ୍ତିସାହି ଦୋଳ ମେଲଣ ଉଦଯାପିତ

17 March 2025 kanika odisha 0

କେନ୍ଦ୍ରାପଡା,୧୬ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ମହାନ୍ତିସାହିର ଦୋଳ ମେଲଣ ଉଦଯାପିତ ହୋଇଯାଇଛି । ଜିଲ୍ଲାର ବହୁ ପୁରାତନ ମେଲଣ ମଧ୍ୟରୁ ମହାନ୍ତି ସାହି ମେଲଣ ପ୍ରାୟ ୨ଶହ ବର୍ଷ ପୂର୍ବେ ପୂର୍ବଜମାନେ […]