ବାଲିପଡ଼ା ସ୍କୁଲ ପୁରାତନ ଛାତ୍ରସଂସଦ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ତା୧୪/୮- ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ବାଲିପଡ଼ା ନୋଡାଲ ଉ. ପ୍ରା. ବିଦ୍ୟାଳୟ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ...

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଣପ୍ରତିଷ୍ଠାତାଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୩ା୮:ନିଗମାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାଣପ୍ରତିଷ୍ଠାତା ତଥା ଗଗୁଆ ପଞ୍ଚାୟତର ରାହାମାସ୍ଥିତ ନିଗମାନନ୍ଦ ହାଇସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ଧ୍ରୁବ ଚରଣ ଦାଶ(୮୩)ଙ୍କର ପରଲୋକ ହୋଇଯାଇଛି। ସେ କିଛିଦିନ...

ରାଧାରମଣ ମଠରେ ଝୁଲଣ ଯାତ୍ରା

ପଟ୍ଟାମୁଣ୍ଡାଇ ତା ୧୩/୮-କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ପଟ୍ଟାମୁଣ୍ଡାଇ ରାଧାରମଣ ମଠରେ ଝୁଲଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି I ୩ଦିନ ଧରି ଆୟୋଜିତ ଝୁଲଣ ଯାତ୍ରା...

ବଗଡା ଗ୍ରାମପଞ୍ଚାୟତରେ ବରିଷ୍ଠ ନାଗରିକଙ୍କ ସମାବେଶ

କେନ୍ଦ୍ରାପଡ଼ା,୧୩ା୮:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଗ୍ରାମପଞ୍ଚାତର ବରିଷ୍ଠ ନାଗରିକମାନଙ୍କ ଏକ ସମାବେଶ ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବ୍ରଜକିଶୋର ବିଶ୍ୱାଳ ଏହି ସମାବେଶରେ...

ତୁଳସୀ ମହିଳା ମହାବିଦ୍ୟାଳୟରେ ଦଳୀୟ ସଭା ପରିଣତ କରିବା ବିରୁଦ୍ଧରେ ପ୍ରତିବାଦ

କେନ୍ଦ୍ରାପଡା,୧୨ା୮:ଆଜି  କେନ୍ଦ୍ରାପଡା ଜିଲ୍ଲା ବିଜୁଜନତା ଦଳର ସଭାପତି ଶିବ ପ୍ରସାଦ ଭଳ ଏକ ପ୍ରତିନିଧି ମଣ୍ଡଳି ତୁଳସୀ ମହିଳା ମହାବିଦ୍ୟାଳୟର ସଭାପତି ତଥା କେନ୍ଦ୍ରାପଡାର ଅତିରିକ୍ତ ଜିଲ୍ଲାପାଳ...

ତୁଳସୀକ୍ଷେତ୍ର ପଣ୍ଡିତସଭାର ଚତୁର୍ଦ୍ଦଶ ଅଧିବେଶନ

କେନ୍ଦ୍ରାପଡା,୧୩ା୮:କେନ୍ଦ୍ରାପଡା ତୁଳସୀକ୍ଷେତ୍ର ପଣ୍ଡିତ ସଭାର ଚତୁର୍ଦ୍ଦଶ ଅଧିବେଶନ ଇଚ୍ଛାପୁର ସ୍ଥିତ ସିଦ୍ଧ ବଳଦେବଜୀୟୁ ମନ୍ଦିର ପରିସରରେ ବରିଷ୍ଠ ସଭ୍ୟ ପ୍ରବଚକ ଦାମୋଦର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି...

ମିଳିତ ଜନଶୁଣାଣୀ ଶିବିର , ୭୫ ଅଭିଯୋଗ ଉପରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ନିର୍ଦେଶ

ପଟ୍ଟାମୁଣ୍ଡାଇ ତା ୧୧/୮- ଆଜି ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।  ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାର...

ଭୋଟର ତାଲିକାରେ ଯୋଗ୍ୟ ନାଗରିକଙ୍କୁ ବାଦ କରିବା ବନ୍ଦ କର ଏବଂ ମାନଦଣ୍ଡ ସରଳ କର- ସିପିଆଇ(ଏମ)

କେନ୍ଦ୍ରାପଡ଼ା,୧୧ା୮ :ଭାରତର କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) କେନ୍ଦ୍ରାପଡା ଜିଲ୍ଲା କମିଟିର ଏକ ପ୍ରତିନିଧି ଦଳ ଆଜି ନିର୍ବାଚନ କମିଶନଙ୍କ ଉଦେଶ୍ୟରେ କେନ୍ଦ୍ରାପଡାର ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନାଙ୍କୁ...

ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ଗୋମଙ୍ଗଳ ସମିତିରେ ଗୋପୂଜନ

କେନ୍ଦ୍ରାପଡ଼ା,୧୧ା୮:ଡେରାବିଶ ବ୍ଲକ ଅନ୍ତର୍ଗତ ନିଳିକଣାସ୍ଥିତ ଗୋମଙ୍ଗଳ ସମିତିରେ ପବିତ୍ର ଗହ୍ମା ପୂର୍ଣ୍ଣିମା (ବଳଭଦ୍ରଙ୍କ ଜନ୍ମ)ଅବସରରେ ବିଧି ଅନୁସାରେ ଗୋପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସମିତିର ସଭାପତି ଫକୀର...

ପଟ୍ଟାମୁଣ୍ଡାଇ ଯୁବଛାତ୍ର ବିଜେଡି ପକ୍ଷରୁ ମହିଳା ନିର୍ଯ୍ୟାତନା ବିରୋଧରେ ଡିଜିଙ୍କ ଉଦେଶ୍ୟରେ ଦାବିପତ୍ର

ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ ପଟ୍ଟାମୁଣ୍ଡାଇ ତା ୧୧/୮- ରାଜ୍ୟ ବିଜେଡି ସୁପ୍ରିମୋ ପୂର୍ବତନ ମୁଖ୍ୟମନ୍ତ୍ରୀ ବିରୋଧୀଦଳ ନେତା ନବୀନ ପଟନାୟକଙ୍କ ଆହ୍ୱାନରେ ସାରା ରାଜ୍ୟରେ ଦେଖାଦେଇଥିବା ମହିଳା...

ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଉଦ୍ ଯାପିତ

କେନ୍ଦ୍ରାପଡା ୧୦/୮- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମ ସ୍ଥିତ ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥଙ୍କ ଗୃହାଙ୍ଗନରେ ସଂସ୍ଥାପିତ ଶ୍ରୀରାମ ମନ୍ଦିରରେ ପ୍ରତିବର୍ଷ ପରି ଏବର୍ଷ...

ଫୋରଡ ଆଶ୍ରମରେ ଝୁଲଣ ମହୋତ୍ସବ , ଭଜନ ଓ ସଙ୍କୀର୍ତ୍ତନର ଅପୂର୍ବ ମୂର୍ଚ୍ଛନାରେ ଶ୍ରଦ୍ଧାଳୁ ବିଭୋର

କେନ୍ଦ୍ରାପଡା ୧୦/୮- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଫୋରଡ ସ୍ଥିତ ନାମାଚାର୍ଯ୍ୟବାୟା ବାବାଙ୍କ ଦ୍ୱାରା ଗୋବରୀ କୂଳରେ ସଂସ୍ଥାପିତ ବାୟା ଆଶ୍ରମରେ ଝୁଲଣ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।...

କଳପଡା ଗ୍ରାମପଞ୍ଚାୟତ ବରିଷ୍ଠ ନାଗରିକଙ୍କ ସମାବେଶ

କେନ୍ଦ୍ରାପଡ଼ା,୧୦ା୮:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଳପଡା ଗ୍ରାମପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଏକ ବୈଠକ କଳପଡା ମାର୍କେଟସ୍ଥିତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କଳପଡା ଗ୍ରାମର ଅଧିବାସୀ...

ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମାହୂତି ଘଟଣା ; ଛାତ୍ରୀଙ୍କ ପୁରୁଷ ବନ୍ଧୁ ଗିରଫ ଓ କୋର୍ଟ ଚାଲାଣ

ପୁରୁଷ ବନ୍ଧୁଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ତେରୋହି ଗ୍ରାମବାସୀଙ୍କ ଗ୍ରାମାଂଚଳ ଥାନା ସମ୍ମୁଖରେ ଧାରଣା ପଟ୍ଟାମୁଣ୍ଡାଇ ୧୦/୮ -ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମର...

ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ସିବର୍ଣ୍ଣବଶେ ଚିତ୍ର ଲୋକାର୍ପିତ

କେନ୍ଦ୍ରାପଡା,୧୦ା୮: ଶ୍ରୀ ଶ୍ରୀ ବଳଦେବଜୀଉଙ୍କର ପବିତ୍ର ଜନ୍ମଭିଷେକ ନୀତି ପାଳନ ହେବା ଅବସରରେ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ସୁବର୍ଣ୍ଣ ଅଳଙ୍କାର ପ୍ରସ୍ତୁତ କମିଟି ଦ୍ୱାରା ପ୍ରସ୍ତୁତ ଏକ...

କ୍ରୀୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ଜନ୍ମ ଜୟନ୍ତୀରେ ରକ୍ତଦାନ ଶିବିର

ପଟ୍ଟାମୁଣ୍ଡାଇ ୧୦/୮ ଆନ୍ତର୍ଜାତିକ ଖ୍ୟାତି ସଂପନ୍ନ କ୍ରୀୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ୬୬ତମ ଜନ୍ମ ଜୟନ୍ତୀ ଅବସରରେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବେଲତଳସ୍ଥିତ ହରିହରାନନ୍ଦ ଧ୍ୟାନ ମନ୍ଦିର ପରିସରରେ...

ବଳଦେବସେନା ପକ୍ଷରୁ ରାକ୍ଷୀପୂର୍ଣ୍ଣିମାରେ ସେବାକାର୍ଯ୍ୟ

କେନ୍ଦ୍ରାପଡ଼ା,୯ା୮:ଆଜି ପବିତ୍ର ରକ୍ଷାବନ୍ଧନ ଓ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଜନ୍ମୋତ୍ସଭ ପାଇଁ ତୁଳସୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି।ଏହି ଦିବସରେ ମହାପ୍ରଭୁଙ୍କ କୃପା ଭିକ୍ଷା କରିବା ପାଇଁ...

ପୁନର୍ବାସ ପକ୍ଷରୁ ଯୌନଶୋଷଣ ନିରୋଧ ସଚେତନତା ସଭା

କେନ୍ଦ୍ରାପଡା ୮/୮- ଉଭୟ ସଂଗଠିତ ଓ ଅସଂଗତିତ କ୍ଷେତ୍ରରେ କାର୍ଯ୍ୟରତା ମହିଳାମାନଙ୍କୁ ଏକ ସୁସ୍ଥ ଓ ନିରାପଦ କର୍ମ ପରିବେଶ ଯୋଗାଇ ଦେବା ଉଦ୍ଦେଶ୍ୟରେ ପୋସ୍ ଆଇନ,...

କେନ୍ଦ୍ରାପଡା ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି

କେନ୍ଦ୍ରାପଡା ସଦର,୮ା୮ - କେନ୍ଦ୍ରାପଡା ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନରେ ୫ଦଫା ଦାବି ନେଇ କେନ୍ଦ୍ରାପଡା ଜିଲ୍ଲା ସମନ୍ୱୟ ସମିତିର...

ବଡପଡା ଛାତ୍ରୀ ପୋଡି ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତପାଇଁ ଦାବି କଲା ବିଜେଡି

କେନ୍ଦ୍ରାପଡା ୭/୮ - ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମର ଛାତ୍ରୀ ପି ଡି ସଂଗୀତା...

ଛାତ୍ରୀ ଆତ୍ମଦାହ ଘଟଣା, ବଡପଡାରେ ରାଜ୍ୟ ବିଜେଡି ଟିମ

ରାଜ୍ୟ ବିଜେଡି ସୁପ୍ରିମୋ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟନାୟକଙ୍କ ନିର୍ଦେଶରେ ରାଜ୍ୟ ବିଜେଡି ତଥ୍ୟ ଅନୁସନ୍ଧାନକାରୀ ଦଳ କଲେଜ ଛାତ୍ରୀ ଆତ୍ମଦାହ ଘଟଣାର...

ବଡପଡା ଛାତ୍ରୀ ପୋଡି ଘଟଣା ଅନୁଧ୍ୟାନ କଲା ପି ସି ସି ଟିମ

ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ପହଂଚି ନିଆଁରେ ପୋଡି ମୃତ୍ୟୁବରଣ କରିଥିବା ଛାତ୍ରୀ ପି...

ବିଜେପି ପ୍ରତିନିଧିଦଳର ସ୍ଥିତି ଅନୁଧ୍ୟାନ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣାର ଅନୁଧ୍ୟାନ କରିଛି ଶାସକ ବିଜେପି ଟିମ I...

ବାମପନ୍ଥୀ ନେତାଙ୍କ ଘଟଣାସ୍ଥଳ ପରିଦର୍ଶନ

ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତ ଛାତ୍ରୀ ମୃତ୍ୟୁ ଘଟଣାର ସ୍ଥିତି ଅନୁସନ୍ଧାନ ପାଇଁ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ବାମପନ୍ଥୀ ଦଳ ନେତାମାନେ I ଜିଲ୍ଲା ସି ପି...

Skip to content ↓