ବାରୋ ଶିଶୁ ଅନନ୍ତ ଆଶ୍ରମରେ ବିଶାଳ ଆଧ୍ୟାତ୍ମିକ ସମ୍ମିଳନୀ

କେନ୍ଦ୍ରାପଡା, ୧୮ା୩: କେନ୍ଦ୍ରାପଡ଼ା ବ୍ଲକ ଅର୍ନ୍ତଗତ ବାରୁଅସ୍ଥିତ ଶ୍ରୀ ଶିଶୁ ଅନନ୍ତ ଆଶ୍ରମ ପରିସରରେ ଆସନ୍ତା ଗୁରୁବାର ଅପରାହ୍ନ ୫ଟାରେ ଆଶ୍ରମର ଭକ୍ତବୃନ୍ଦ, ଆଞ୍ଚଳିକ ସଜ୍ଜନ ବୃନ୍ଦ...

ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

କେନ୍ଦ୍ରାପଡ଼ା,୧୮ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ...

ପୋଖରୀ ଖୋଳାରେ ଅନିୟମିତତା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡ଼ା,୧୭ା୩: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଅଧିନରେ ଫାର୍ମ ପୋଖରୀ ଖୋଳାରେ ଅନିୟମିତତା ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କେନ୍ଦ୍ରାପଡା ଜିଲ୍ଲାର...

ଶେଷ ହେଲା ତନାର ଦୋଳ ମେଲଣ

କେନ୍ଦ୍ରାପଡା,୧୭ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ଗ୍ରାମପଞ୍ଚାୟତର ତନାର ଗ୍ରାମରେ ଦୋଳପୂର୍ଣ୍ଣିମା ଓ ହୋଲି ଉତ୍ସବ ଆବହମାନକାଳରୁ ପାଳିତ ହୋଇ ଆସୁଅଛି। ଚଳିତବର୍ଷ ଏହି ଅବସରରେ...

ମଦ ଦୋକାନକୁ ବିରୋଧ କଲେ ସାଧାରଣ ମହିଳା।

କେନ୍ଦ୍ରାପଡା, ୧୭/୩- ମଦ ପାଇଁ ମହାଭାରତ । ତାତିଲେ ମହିଳା ଭଙ୍ଗାରୁଜା ସହ ପୋଡିଲେ ଚାଖେଣା ଦୋକାନ । ଉତ୍ତେଜନା ସ୍ଥଳରେ ପହଁଞ୍ôଚ ବୁଝା ସୁଝା କରୁଛି...

କେନ୍ଦ୍ରାପଡା ମହାବିଦ୍ୟାଳୟକୁ ମିଳୁ ବିଶ୍ୱବିଦ୍ୟାଳୟ ମାନ୍ୟତା

କେନ୍ଦ୍ରାପଡ଼ା, ୧୭ା୩: ସମାନ କାମ ପାଇଁ ସମାନ ଦରମା ଏବଂ ସମାନ ପଦବୀ ନୀତି ହେଉ। ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଗୁଡିକୁ ସରକାରୀ ଘୋଷଣା କରାଯାଉ। ଜିଲ୍ଲାର...

ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ ଫଗୁ ଆସର

କେନ୍ଦ୍ରାପଡ଼ା,୧୬ା୩: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ କବି ବସନ୍ତ କୋକିଳଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ମିଳିତ ଫଗୁଆସର ଆଲୋଚନା ଚକ୍ର...

ବହୁ ପୁରାତନ ଶ୍ୟାମସୁନ୍ଦରପୁର ମହାନ୍ତିସାହି ଦୋଳ ମେଲଣ ଉଦଯାପିତ

କେନ୍ଦ୍ରାପଡା,୧୬ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ମହାନ୍ତିସାହିର ଦୋଳ ମେଲଣ ଉଦଯାପିତ ହୋଇଯାଇଛି । ଜିଲ୍ଲାର ବହୁ ପୁରାତନ ମେଲଣ ମଧ୍ୟରୁ ମହାନ୍ତି ସାହି ମେଲଣ...

କେନ୍ଦ୍ରାପଡା ମହାବିଦ୍ୟାଳୟରେ ପହଞ୍ôଚଲେ ଏନସିସି ସାଇକେଲ ଶୋଭାଯାତ୍ରାକାରୀ

କେନ୍ଦ୍ରାପଡ଼ା,୧୬ା୩: କଟକସ୍ଥିତ ଓଡିଶା ଏନ୍‌ସିସି ମୁଖ୍ୟ ନିର୍ଦ୍ଦେଶାଳୟର କଟକ ଗ୍ରୁପ୍ ଆନୁକୂଲ୍ୟରେ ସାମାଜିକ ଦାୟିତ୍ୱବୋଧକୁ ପ୍ରୋତ୍ସାହିତ କରିବା ପାଇଁ ଏକ ସାଇକେଲ ଶୋଭାଯାତ୍ରା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ...

ଆନନ୍ଦ ଉତ୍ସାହର ସହିତ ଶେଷ ହେଲା ଛଅ ଶହ ବର୍ଷର କନିକା ରାଜ ମେଳଣ ରାଜାରାଣୀଙ୍କ ସହ ରଙ୍ଗ ଖେଳିଲେ ହଜାର ହଜାର ଲୋକ

କେନ୍ଦ୍ରାପଡ଼ା, ୧୬ା୩ : କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ବ୍ଲକ୍‌ରେ ୬ଶହ ବର୍ଷର କନିକା ରାଜମେଳଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି। ପାଂଚଦିନ ଧରି କାଳିକାପୁର, ଆୟତନ,...

ବସନ୍ତକୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟର ଉନବିଂଶତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୬ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ବସନ୍ତ କୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଉନବିଂଶତମ ବାର୍ଷିକ ଉତ୍ସବ ଚିକିତ୍ସାଳୟ ପରିସରରେ ଅନୁଷ୍ଠିତ...

ପଟାମୁଣ୍ଡାଇରେ ହୋଲି ଉତ୍ସବ ଓ ରାଜମେଳଣ

ପଟ୍ଟାମୁଣ୍ଡାଇ ତା ୧୬/୩-ପଟ୍ଟାମୁଣ୍ଡାଇ ଅଂଚଳରେ ପବିତ୍ର ହୋଲି ଉତ୍ସବ ବିପୁଳ ଆନନ୍ଦ ଉଲ୍ଲାସର ସହିତ ସମାରୋହରେ ପାଳିତ ହୋଇଯାଇଛି । ରଙ୍ଗର ପର୍ବ ହୋଲି ଉତ୍ସବକୁ ପଟ୍ଟାମୁଣ୍ଡାଇ...

କାଠିଆଡାରେ ବିଶ୍ୱଶାନ୍ତି ମହାଯଜ୍ଞ ଉଦ୍‌ଯାପନ

ପଟ୍ଟାମୁଣ୍ଡାଇ, ୧୬ା୩ - ପଟ୍ଟାମୁଣ୍ଡାଇ ବ୍ଳକ ବଡପଡା ପଚାଂୟତ କାଠିଆପଡା ଠାରେ ଅନୁଷ୍ଟିତ ୩୬ତମ ବିଶ୍ୱଶାନ୍ତି ମହାଯଜ୍ଞ ଦୋଳପୂର୍ଣ୍ଣିମା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ପଣ୍ଡିତ ପ୍ରଶାନ୍ତ...

ଗୁଲନଗର ପଞ୍ଚାୟତରେ ଭାଗବତ ପାରାୟଣ ଓ ଦୋଳ ଯାତ୍ରା ମହୋତ୍ସବ ।

କେନ୍ଦ୍ରାପଡା,ତା୧୬/୩-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ଶ୍ରୀ ଗୋବିନ୍ଦଜୀଉ ମନ୍ଦିର ପରିସରରେ ୪୨ତମ ବାର୍ଷିକ ଶ୍ରୀମଦ୍ ଭାଗବତ ପାରାୟଣ ସପ୍ତାହ ମାର୍ଚ୍ଚ ୮ତାରିଖ ଶନିବାର ଠାରୁ ୧୪ତାରିଖ...

ସଂଜୀବନୀ ବିଦ୍ୟାମନ୍ଦିରର ପଞ୍ଚଦଶ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୪ା୩: କେନ୍ଦ୍ରାପଡା ସହରସ୍ଥ ଗୁଲନଗର ମାରୁତି ଛକସ୍ଥିତ ସଂଜୀବନୀ ବିଦ୍ୟାମନ୍ଦିରର ପଞ୍ଚଦଶତମ ବାର୍ଷିକ ଉତ୍ସବ ଗୁରୁବାର ଦିନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ଅଞ୍ଚଳର...

ଏବେକାର ଆରାମଦାୟକ , ଭବିଷ୍ୟତ ପିଢ଼ି ପାଇଁ କାଳ

ବିଶ୍ୱର ସମସ୍ତ ଦେଶ, ରାଜ୍ୟ ବିକାଶ ଆଡ଼କୁ ଦ୍ରୁତ ଗତିରେ ବଢିଚାଲୁଛି । ବିକାଶ ଆଡ଼କୁ ଅଗ୍ରଗତି କରି ଲୋକେ କୋଠାବାଟି ଗାଡି ଘୋଡା ବଢିଚାଲିଛି ।...

କେ ସି ସି ଏଲ ପଟ୍ଟାମୁଣ୍ଡାଇ ଶାଖା ୨୨ତମ ସ୍ୱନକ୍ଷତ୍ର ଉତ୍ସବ

ପଟ୍ଟାମୁଣ୍ଡାଇ ତା ୧୩/୩- ଓଡିଶାର ଅନ୍ୟତମ ଅଗ୍ରଣୀ ସମବାୟ ସଂସ୍ଥା କେନ୍ଦ୍ରାପଡ଼ା କ୍ରେଡିଟ କୋପରେଟିଭ ସୋସାଇଟି ପଟ୍ଟାମୁଣ୍ଡାଇ ଶାଖାର ୨୨ତମ ସ୍ୱନକ୍ଷତ୍ର ଉତ୍ସବ ସୋସାଇଟି ଶାଖା ପରିସରରେ...

ଆଇନଜୀବୀଙ୍କ ଅକାଳ ବିୟୋଗ

କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘର ସଦସ୍ୟ ଆଇନଜବୀ ରଞ୍ଜନ କୁମାର ସାମଲ(୫୨)ଙ୍କର ବୁଧବାର ମଧ୍ୟରାତ୍ରିରେ କୁହୁଡିସ୍ଥିତ ବାସଭବନରେ ଅକାଳ ବିୟୋଗ ହୋଇଯାଇଛି । ଗତକାଲି ମଧ୍ୟରାତ୍ରିରେ...

ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡ଼ା,୧୩ା୩: ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ତିନି ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ...

କେନ୍ଦ୍ରାପଡ଼ାରେ ନାନୋ ୟୁନିକର୍ନ୍ ଯୋଜନାର ଉଦଯାପନ ସମାରୋହ

କେନ୍ଦ୍ରାପଡ଼ା, ୧୩ା୩: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ନାନୋ ୟୁନିକର୍ନ୍ ଯୋଜନାର ସଫଳତା ନିମନ୍ତେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା...

ବଡକୋଠା ଦୋଳ ମେଳଣ

କେନ୍ଦ୍ରାପଡ଼ା, ୧୩ା୩: କେନ୍ଦ୍ରାପଡା ସହରର ନୂଆ ବସ୍‌ଷ୍ଟାଣ୍ଡସ୍ଥିତ ବଡକୋଠା ଠାରେ ଦୋଳ ମେଳଣ ଅନୁଷ୍ଠିତ ହୋଇଯାଇଛି । କାକଟର ରାଧାଗୋବିନ୍ଦଜୀଉଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ...

କେନ୍ଦ୍ରାପଡା କଲେଜ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ

କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଉପଭୋକ୍ତା ସୁରକ୍ଷା ଅଧିନିୟମ, ଉପଭୋକ୍ତା ଅଧିକାର, କର୍ତ୍ତବ୍ୟ ଓ...

ଲୋକନାଥପୁର ମା ‘ଛୁଆଳିଆପୀଠରେ ପ୍ରତିଭା ସମ୍ମାନ ଓ ସମ୍ବର୍ଦ୍ଧନା

ପଟ୍ଟାମୁଣ୍ଡାଇ ତା୧୦/୩-ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ମା' ଛୁଆଳିଆ ପୀଠ ମଣ୍ଡପରେ ସିଦ୍ଧ ପରମହଂସ ନୋଡାଲ ୟୁପି ସ୍କୁଲ୍ ଓ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ...

ସାମ୍ବାଦିକ ଅକ୍ଷୟ ସାହୁ ସମ୍ବର୍ଦ୍ଧିତ

ପଟ୍ଟାମୁଣ୍ଡାଇ ତା ୧୦/୩- କେନ୍ଦ୍ରାପଡ଼ା ଜିଲ୍ଲା ସାମ୍ବାଦିକ ୟୁନିୟନ ଉପସଭାପତି ତଥା ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।  ଏହି ଉପଲକ୍ଷେ...

Skip to content ↓