କାଥରିନ ଦାସଙ୍କ ସ୍ମୃତିରେ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି

ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ କେନ୍ଦ୍ରାପଡ଼ା,୨୮ା୧୨:ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲାର ୪୮୫ଜଣ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି।ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର…

ଟାଇମ୍ସ ଗୁରୁକୁଳ ସ୍କୁଲର ଦ୍ୱାଦଶ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା ୨୮/୧୨ଜିଲ୍ଲାର କଲେଜ ଛକ ନିକଟ ଉଦୟ ନଗର ଠାରେ ଥିବା ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଟାଇମ୍ସ ଗୁରୁକୁଳ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରତିଷ୍ଠାତା ପ୍ରହ୍ଲାଦ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବାର୍ଷିକ ଉତ୍ସବରେ ଉଦଘାଟକ ଭାବେ…

ଧର୍ମପ୍ରାଣା ମହିଳାଙ୍କ ପରଲୋକ

ପଟ୍ଟାମୁଣ୍ଡାଇ ତା ୨୮/୧୨- ପଟ୍ଟାମୁଣ୍ଡାଇ ପୋଖରୀଆପଡା ଗ୍ରାମର ବିଶିଷ୍ଟ ଧର୍ମପ୍ରାଣା ମହିଳା ତଥା ଗାଳ୍ପିକ ପ୍ରାଧ୍ୟାପକ ଡ଼ ନୀଳମଣି ଲେଙ୍କାଙ୍କ ମାତା ସାବିତ୍ରୀ ଲେଙ୍କାଙ୍କ ୮୬ବର୍ଷ ବୟସରେ ପରଲୋକ ହୋଇଯାଇଛି। ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର କୁଳମଣି ଲେଙ୍କା ଅଶୋକ ଲେଙ୍କା…

ଜୟହିନ୍ଦ ହାଇସ୍କୁଲରେ ଗୁରୁ ପୂଜନ ଓ ବନ୍ଧୁମିଳନ

ପଟାମୁଣ୍ଡାଇ ୨୮/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲର ୧୯୮୯ ମାଟ୍ରିକ ବ୍ୟାଚ ପକ୍ଷରୁ ଗୁରୁ ପୂଜନ ଓ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି  । ପୁରାତନ ଛାତ୍ର ତଥା ପଟ୍ଟାମୁଣ୍ଡାଇ ବ୍ଲକ ପ୍ରାକ୍ତନ ଅଧକ୍ଷ ମାନସ ରଞ୍ଜନ ସାମଲଙ୍କ…

ଦୁହୁରିଆ କ୍ରସିଂ ବଜାରରେ ଦ୍ୱିତୀୟ ପୋଲ ନିର୍ମାଣ ଦାବି

କେନ୍ଦ୍ରାପଡ଼ା,୨୭ା୧୨:କେନ୍ଦ୍ରାପଡାର ଦୁହୁରିଆ କ୍ରସିଂଙ୍ଗ ବଜାର ଛକ ଜିଲ୍ଲାର ମୁଖଶାଳା ହୋଇଥିବା ବେଳେ ଏହା କଟକ, ଯାଜପୁର, ଜଗତସିଂହ ପୁର ଓ ଭଦ୍ରକ ଜିଲ୍ଲାକୁ ସଂଯୋଗ କରୁଅଛି । ୫୩ନମ୍ବର ଜାତୀୟ ରାଜପଥ ଦୁହୁରିଆ କ୍ରସିଂ ଠାରେ କଟକ – ଚାନ୍ଦବାଲି ରାସ୍ତାକୁ…

ବଳଦେବ ହାଇସ୍କୁଲର ୧୯୭୯ବ୍ୟାଚ ବନ୍ଧୁମିଳନ

କେନ୍ଦ୍ରାପଡ଼ା,୨୭ା୧୨:କେନ୍ଦ୍ରାପଡା ଟାଉନ୍ ସ୍ଥିତ ବଳଦେବ ହାଇସ୍କୁଲର ୧୯୭୯ ମାଟ୍ରିକ ବ୍ୟାଚ ପୁରାତନ ଶିକ୍ଷାର୍ଥୀ ମାନଙ୍କ ଏକ ବନ୍ଧୁ ମିଳନ ଉତ୍ସବ ବୁଧବାର ଦାନପୁର ନିକଟ ମା’ ରାମଚଣ୍ଡୀ ପୀଠରେ ଅନୁଷ୍ଠିତ ହୋଇଯାଇଛି । ପୁରାତ୍ତନ ଛାତ୍ର ଜ୍ଞାନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଉକ୍ତ…

ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରରେ ମାତୃ ସମ୍ମିଳନୀ

ପଟ୍ଟାମୁଣ୍ଡାଇ ତା ୨୭/୧୨- ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରରେ ମାତୃ ସମ୍ମିଳନୀ -୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀକୁ ଶିକ୍ଷା ମନ୍ଦିର ସମ୍ପାଦକ ଅମ୍ବୁଜ ଭୂଷଣ ନାୟକ ଉଦଘାଟନ କରିଥିଲେ । ଏହି…

ବିଜୁ ଜନତା ଦଳର ପୁନଃ ପ୍ରତିଷ୍ଠା ପାଇଁ ପ୍ରତିଷ୍ଠା ଦିବସରେ ସଂକଳ୍ପ ବଦ୍ଧ ହେବା ଜରୁରୀ

ବିଜୁଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ    କେନ୍ଦ୍ରାପଡା,୨୬ା୧୨: ଶୃଙ୍ଖଳିତ ଓ ଶସକ୍ତ କରିବା ପାଇଁ ଐକ୍ୟବଦ୍ଧ ଉଦ୍ୟମର ଆବଶ୍ୟ କତା ରହିଛି । ସମସ୍ତ କର୍ମୀ ଏକ ମନ ଏକ ପ୍ରଣରେ ଉଦ୍ୟମ କରିବା ସହ ସଙ୍ଗଠନକୁ ମଦବୁଦ୍ କରିବା…

ସାହିତ୍ୟ ରଚନା ସର୍ବଦା ସଂକେତ ଧର୍ମ ହେବା ଉଚିତ

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ଚତୁବିଂଶ ବାର୍ଷିକ ଉତ୍ସବ ଅନୁଷ୍ଠିତ କେନ୍ଦ୍ରାପଡା,୨୬ା୧୨: କେନ୍ଦ୍ରାପଡା ଜିଲା ସାହିତ୍ୟ ସଂସଦର ଚର୍ତୁବିଂଶ ବାର୍ଷିକ ଉତ୍ସବ କବି କରୁଣା କର ଦାସଙ୍କ ପୈାରାହିତ୍ୟରେ ଅନୁଷ୍ଠିତ ହୋଇଯାଇଅଛି । ମୁଖ୍ୟ ଅତିଥି ଭାବରେ ଓଡିଶା ହାଇକୋର୍ଟ କଟକ…

ସେବା ସ୍ୱାଭିମାନ ଓ ସଂଘର୍ଷ ପାଇଁ ବିଜେଡି କର୍ମୀ ପ୍ରତିଜ୍ଞା କରନ୍ତୁ: ବିଧାୟକ

ପଟ୍ଟାମୁଣ୍ଡାଇରେ ବିଜେଡି ପ୍ରତିଷ୍ଠା ଦିବସ ପଟ୍ଟାମୁଣ୍ଡାଇ ତା ୨୬/୧୨-ଓଡ଼ିଆ ସ୍ୱାଭିମାନର ପ୍ରତୀକ ପ୍ରବାଦପୁରୁଷ ବିଜୁ ପଟନାୟକଙ୍କ ଆଦର୍ଶରେ ଗଠିତ ବିଜେଡି ଦଳ ନବୀନ ପଟନାୟକଙ୍କ ନେତୃତ୍ୱରେ ଓଡିଶାର ବିକାଶ ପାଇଁ ଲଢେଇ ଜାରି ରଖିବ । କୌଣସି ଅପପ୍ରଚାର ବିଜେଡିର ଗତି…

ପଟ୍ଟାମୁଣ୍ଡାଇରେ ଶ୍ରୀରାମ ସେନା ପକ୍ଷରୁ ବାଜପାୟୀ ଜୟନ୍ତୀ ଓ ରକ୍ତଦାନ ଶିବିର

ପଟ୍ଟାମୁଣ୍ଡାଇ ତା ୨୫/୧୨- କେନ୍ଦ୍ରାପଡ଼ା ଜିଲ୍ଲା ଶ୍ରୀରାମ ସେନା ପକ୍ଷରୁ ଜିଲ୍ଲା ସଭାପତି ଯୁବନେତା ଶାରଦା ପ୍ରସାଦ ରାଉତଙ୍କ ନେତୃତ୍ୱରେ ପଟ୍ଟାମୁଣ୍ଡାଇ ଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପାୟୀଙ୍କ ୧୦୧ତମ ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି…

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୨୫ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକ ଅବସରରେ ଜିଲ୍ଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ନବକ୍ରିଷ୍ଣ ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଜିଲ୍ଲା…

ଇଚ୍ଛାପୁର ସ୍ଥିତ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରକଳ୍ପ ପଦର୍ଶନୀରେ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଥମ

କେନ୍ଦ୍ରାପଡା,୨୫ା୧୨: କେନ୍ଦ୍ରାପଡା ଇଚ୍ଛାପୁର ହାଇସ୍କୁଲରେ ଆୟୋଜିତ ୨୫-୨୬ବର୍ଷର ଜିଲ୍ଲାସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀରେ ବେଣୀପୁର ସ୍ଥିତ ସରସ୍ୱତୀ ସରକାରୀ ଉଚ୍ଚ ବିଦ୍ୟାଳୟର ଷଷ୍ଠ ଶ୍ରେଣୀର ଛାତ୍ର ଜ୍ଞାନରଞ୍ଜନ ରାଉତଙ୍କ ପ୍ରକଳ୍ପ ପ୍ରଥମ ସ୍ଥାନ ଅଧିକାର କରିଛି । ଏହି ଜିଲ୍ଲା ସ୍ତରୀୟ…

କେନ୍ଦ୍ରାପଡା କଣ୍ଟ୍ରାକ୍ଟରସ ଫେଡେରେସନର ବୈଠକ

କେନ୍ଦ୍ରାପଡା,୨୪ା୧୨: କେନ୍ଦ୍ରାପଡା କଣ୍ଟ୍ରାକ୍ଟର ଫେଡେରେସନ ତରଫରୁ ଦିବା ୨ ଘଟିକା ସମୟରେ ଜମଧରସ୍ଥିତ ବିନାୟକ ପ୍ରିମିୟମ ହୋଟେଲରେ ରାଜ କିଶୋର ସାହୁଙ୍କ ସଭାପତିତ୍ୱରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଅଲ୍ ଓଡିଶା କଣ୍ଟ୍ରାକ୍ଟର ସଙ୍ଗଠନର ସଭାପତି…

କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୫

କେନ୍ଦ୍ରାପଡ଼ା,୨୩ା୧୨:କେନ୍ଦ୍ରାପଡା ସହରର ଇଛାପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨-୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମହାକାଳପଡା…

ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା

କେନ୍ଦ୍ରାପଡା ୨୩/୧୨ – ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡ଼ା ହାଇସ୍କୁଲ ପଡ଼ିଆରେ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ବକ୍ତା ରୂପେ ଜିଲ୍ଲା ପଞ୍ଚାୟତିରାଜ ବିଭାଗ ଅଧିକାରୀ ରମେଶ…

ଏମପାୱାର ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ‘ପରିଶ୍ରମର କୌଣସି ବିକଳ୍ପ ନାହିଁ’

କେନ୍ଦ୍ରାପଡ଼ା,୨୩ା୧୨: ପରିଶ୍ରମର କୌଣସି ବିକଳ୍ପ ନାହିଁ। ପିଲାମାନେ ପରିଶ୍ରମ କରି ପାଠ ପଢିଲେ ସେ ପାଠ ସଠିକ କାମରେ ବିନିଯୋଗ ହେବ। ପିଲାମାନେ ହେଉଛନ୍ତି ଆମର ଭବିଷ୍ୟତ। ସେମାନେ ହେଉଛନ୍ତି ଆମ ପାଇଁ ବର୍ତ୍ତମାନର ସ୍ୱପ୍ନ ଓ ଆସନ୍ତା କାଲିର ପ୍ରତିଶ୍ରୁତି।…

ଜିଲ୍ଲାପାଳ ଶିଶୁଯତ୍ନ ଅନୁଷ୍ଠାନ ପରିଦର୍ଶନ

କେନ୍ଦ୍ରାପଡ଼ା,୨୨ା୧୨:କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟାର ସୋମବାର ସକାଳ ୯ଟାରେ ପଲ୍ଲିଶ୍ରୀ ମହିଳା ସମିତି ଦ୍ୱାରା ପରିଚାଳିତ କୋରୁଆସ୍ଥିତ ଶିଶୁ ଯତ୍ନ ଅନୁଷ୍ଠାନ ପରିଦର୍ଶନ କରିଛନ୍ତି। ଜିଲ୍ଲାପାଳ ସମସ୍ତ ଅନ୍ତେବାସୀ ପିଲାମାନଙ୍କ ସହିତ ସେମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ, ପରିବେଶ, ପରିଚାଳନାର ଅଗ୍ରଗତି…

ଜିଲ୍ଲା ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ

କେନ୍ଦ୍ରାପଡ଼ା,୨୨ା୧୨:କେନ୍ଦ୍ରାପଡ଼ା ହାଇସ୍କୁଲ ଖେଳ ପଡିଆରେ ଜିଲ୍ଲାସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ଖେଳ ମହୋତ୍ସବ ସଂଯୋଜକ…

ବ୍ଲକ ଏକାଦଶକୁ ହରାଇ ସାମ୍ବାଦିକ ଏକାଦଶ ଚମ୍ପିୟନ

କେନ୍ଦ୍ରାପଡା,୨୨ା୧୨: କେନ୍ଦ୍ରାପଡ଼ା ପଞ୍ଚାୟତ ସମିତି ଆନୁକୂଲ୍ୟରେ ରବିବାର ଦିନ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଆୟୋଜନ କରାଯାଇଥିଲା । ଯେଉଁଥିରେ ବ୍ଲକ ଏକାଦଶ, ସରପଞ୍ଚ ଏକାଦଶ, ପିଓ ଓ ଏଡିଓ ଏକାଦଶ ଏବଂ ସାମ୍ବାଦିକ ଏକାଦଶଙ୍କ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ…

ମନରେଗା ଯୋଜନାରୁ ମହାତ୍ମାଗାନ୍ଧୀଙ୍କ ନାମ ବାଦ ଦିଆଯିବା ଯୋଗୁଁ , ଜିଲ୍ଲା କଂଗ୍ରେସର ବିକ୍ଷୋଭ 

କେନ୍ଦ୍ରାପଡ଼ା,୨୨ା୧୨:ଦେଶର ବେକାର ଯୁବକଯୁବତୀ ଓ ସାଧାରଣ ଲୋକଙ୍କର ଆତ୍ମ ନିଯୁକ୍ତି ପାଇଁ ସରକାରୀ ସ୍ତରରେ ପ୍ରଣୟନ ହୋଇଥିବା “ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା” (ଏମଜିଏନଆରଜିଏସ)ରେ ଲୋକଙ୍କୁ ବର୍ଷରେ ଏକଶହ ଦିନ କର୍ମ ଯୋଗାଇ ଦେବାର ବ୍ୟବସ୍ଥା ଥିବା…

ରାଜ୍ୟପାଳ ପୁରସ୍କୃତ ଶିକ୍ଷୟତ୍ରୀ ଭଗବତୀ ସ୍ୱାଇଁଙ୍କ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ତା୨୨/୧୨-ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷୟତ୍ରୀ ଭଗବତୀ ସ୍ୱାଇଁଙ୍କ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା କଷଣଅଣ୍ଟା ଠାରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ନେତା ପ୍ରମୋଦ ନାୟକଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି, ପଟ୍ଟାମୁଣ୍ଡାଇ…

“ଗୀତା ଜ୍ଞାନ ଯଜ୍ଞ’ ଭକ୍ତମଣ୍ଡଳୀଙ୍କ ଉତ୍ସାହରେ ମନ୍ତ୍ରମୁଗ୍ଧ ହେଲା ସଂସ୍କୃତି ଭବନ

କେନ୍ଦ୍ରାପଡା, ୨୧/୧୨- ଉଦୟନଗର ସଂସ୍କୃତି ଭବନରେ ୧୯ ଡିସେମ୍ବରରୁ ୨୧ ଡିସେମ୍ବର ପର୍ଯ୍ୟନ୍ତ “ଗୀତା ଜ୍ଞାନ ଯଜ୍ଞ’ର ଆୟୋଜନ ପ୍ରଜ୍ଞାନ ମିଶନ ଦ୍ୱାରା ହୋଇଥିଲା। ତିନିଦିନିଆ ଏହି ଆଧ୍ୟାତ୍ମିକ ଅନୁଷ୍ଠାନରେ ୬୦୦ରୁ ଅଧିକ ଭକ୍ତମଣ୍ଡଳୀଙ୍କ ଭିଡ଼, ଉତ୍ସାହ ଓ ଶ୍ରଦ୍ଧାରେ ସମଗ୍ର…

ସାଇବାବଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ

କେନ୍ଦ୍ରାପଡା,୨୧ା୧୨: କେନ୍ଦ୍ରାପଡା ଗରାପୁର ସ୍ଥିତ ଶ୍ରୀ ସିରିଡି ସାଇ ମନ୍ଦିର ପ୍ରାଙ୍ଗଣରେ ମନ୍ଦିରର ଦ୍ୱିତୀୟ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ପବିତ୍ର ଦିବସ ଅବସରରେ ପ୍ରାତଃ ସାତଘଟିକାରେ କଳସାଧିବାସ, ତôତ ପରେ ଶାନ୍ତି ହୋମ ଆରମ୍ଭ ହୋଇ…

ସାଧାରଣ ପୋର୍ଟାଲ, ଖବର ସଂଗ୍ରହକାରୀ, କାହାଣୀ ପ୍ରଦାନ କରେ

Skip to content ↓