କେନ୍ଦ୍ରାପଡ଼ା,୪ା୪:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପଞ୍ଚାୟତର ମେହେନ୍ଦିପୁର ସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ସ୍କୁଲ ପ୍ରବେଶ ଓ ଖଡିଛୁଆଁ ଦିବସ ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟଅତିଥି, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ ବିଶିଷ୍ଟ ଅତିଥି ଓ ଜିଲ୍ଲାପାଳ ରଘୁରାମ ଆର. ଆୟର ସମ୍ମାନିତ ଅତିଥି […]

ପଟ୍ଟାମୁଣ୍ଡାଇ ୪/୪ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବେଲତଳ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ବିଶ୍ୱରଞ୍ଜନ ଦାଶଙ୍କ ତତ୍ୱାବଧାନରେ ପ୍ରବେଶ ଉତ୍ସବ ପାଳନ ଅବଶରରେ ଅତିଥି ଭାବେ କାଉନସିଲର ଗୋପିବହ୍ଲଭ ନାୟକ, ଆଇନଜୀବୀ ଗୋପିନାଥ ତ୍ରିପାଠୀ ଓ ପୂର୍ବତନ ପ୍ରଧାନ ଶିକ୍ଷୟୀତ୍ରି ଆରତୀ ଭଳ ପ୍ରମୁଖ ଯୋଗଦେଇ ଖଡିଛୁଆଁ ଆମ ଓଡିଆ ସଂସ୍କୃତିରେ […]

ପଟ୍ଟାମୁଣ୍ଡାଇ ୧/୪- ପଟ୍ଟାମୁଣ୍ଡାଇ ପୈାରପରିଷଦ ଅନ୍ତର୍ଗତ ବେଲତଳ ଗ୍ରାମର ମା ଅନ୍ନପୂର୍ଣ୍ଣା ଦେବୀଙ୍କ ୭୯ ତମ ବାର୍ଷିକ ପୂଜା ଉତ୍ସବ ୫ ଦିନ ଧରି ମହା ସମାରୋହରେ ପାଳିତ ହୋଇଯାଇଛି । ଏଇ ଅବସରରେ ମୁଖ୍ୟ ପୂଜକ ଭ୍ରମରବର ତ୍ରିପାଠୀ ପ୍ରଭାକର ପଣ୍ଡା ଗାଁର ମୁଖ୍ୟ ପୂଜକ ନବ କିଶୋର ପଣ୍ଡା ମା ଖରାଖାଇ ଠାକୁରାଣୀଙ୍କ ପୂଜକ ପିତାମ୍ବର ପଣ୍ଡା ପ୍ରମୁଖ ମା ଅନ୍ନପୂର୍ଣ୍ଣା ଦେବୀ ଙ୍କର ବିଭିନ୍ନ ନୀତି, […]

କେନ୍ଦ୍ରାପଡ଼ା,୩୧ା୩:କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡିଆରେ ୨୪ ମାର୍ଚ୍ଚରୁ ଆରମ୍ଭ ହୋଇଥିବା ସୁଭଦ୍ରା ଶକ୍ତିମେଳା ସୋମବାର ରାତିରେ ଉଦଯାପିତ ହୋଇଯାଇଛି । ଏହି ମେଳା ମହିଳା ସଶକ୍ତିକରଣ ଓ ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କର କୌଶଳ, ସୃଜନଶୀଳତା ଓ ଆର୍ôଥକ ସ୍ୱାବଲମ୍ବନକୁ ପ୍ରଚାର କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ଭାବେ ପରିଗଣିତ ହୋଇଛି। ଉଦଯାପନୀ ଉତ୍ସବରେ ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଉଦ୍ୟମକୁ […]

  କେନ୍ଦ୍ରାପଡ଼ା,୧ା୪:କେନ୍ଦ୍ରାପଡାରେ ୯୧ତମ ଜିଲ୍ଲା ସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଜଜାଙ୍ଗସ୍ଥିତ ପୋଲିସ ରିଜର୍ଭ ପଡିଆରେ ଅନୁଷ୍ଠିତ ପ୍ୟାରେଡ୍‌ରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ ଯୋଗଦେଇ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ କଟ୍ଟାରିଆ ପ୍ରଥମେ ରାଜ୍ୟାପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଠାରୁ ପ୍ରାପ୍ତ ବାର୍ତ୍ତାକୁ ପାଠ କରିବା ପରେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ । ଏଥିସହିତ ଗତ ୨୦୨୫ମସିହାରେ […]

କେନ୍ଦ୍ରାପଡ଼ା,୧ା୪:ଜିଲ୍ଲା ସଂସ୍କୃତି ଭବନରେ ଆଜି ଜିଲ୍ଲାସ୍ତରୀୟ ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ମନ୍ତ୍ରୀ ତାଙ୍କ ଅଭିଭାଷଣରେ ସ୍ୱତନ୍ତ୍ର ଓଡିଶା ଗଠନର ବିନ୍ଧାଣୀ ମାନଙ୍କ ଅବଦାନ ଅବିସ୍ମରଣୀୟ ବୋଲି କହିଥିଲେ। ବୀର ପୁତ୍ରମାନଙ୍କ ଅପୂର୍ବ ଅବଦାନକୁ ସ୍ମରଣ କରିବା ସହ ରାଜ୍ୟ ଓ […]

କେନ୍ଦ୍ରାପଡ଼ା,୧ା୪:ପବିତ୍ର ଉତ୍କଳ ଦିବସ ଉପଲକ୍ଷେ ଜିଲ୍ଲା ସଂସ୍କୃତି ଭବନରେ ଅନୁଷ୍ଠିତ କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ଉତ୍ସବରେ ଓଡିଶା ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟର ନବମ ଓ ଦଶମ ଶ୍ରେଣୀର ଛାତ୍ରୀମାନେ ବିମଳ ପ୍ରସାଦ ପରିଡାଙ୍କ ନିର୍ଦ୍ଦେଶନାରେ ବନ୍ଦେ ଉତ୍କଳ ଜନନୀ ଗାନ କରି ଉପସ୍ଥିତ ଅତିଥିମାନଙ୍କୁ ମନ୍ତ୍ରମୁଗ୍ଧ କରିଦେଇଥିଲେ। ଏହି ଉତ୍ସବରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ […]

କେନ୍ଦ୍ରାପଡ଼ା,୧ା୪:ଓଡ଼ିଶା ସରକାର ବିଧାନସଭା ସଦସ୍ୟ (ବିଧାୟକ) ଏବଂ ଅନ୍ୟାନ୍ୟ ଜନପ୍ରତିନିଧିମାନଙ୍କୁ ଉପଯୁକ୍ତ ସମ୍ମାନ ଦେଖାଇବା ପାଇଁ ଅମଲାତନ୍ତ୍ର ଏବଂ ପୋଲିସ ଅଧିକାରୀମାନଙ୍କୁ  ସେପ୍ଟେମ୍ବର୨୦୨୪ରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ କଡା ନିର୍ଦ୍ଦେଶ ଦେବା ସହ ପ୍ରୋଟକଲ (ପୁସ୍ତକ ସର୍କୁଲାର ୪୭)ମାନିବାକୁ କହିଥିଲେ।ମାତ୍ର ଏହା  କେନ୍ଦ୍ରାପଡା ଜିଲାର ଏକ କାର୍ଯ୍ୟକ୍ରମରେ ଉପେକ୍ଷା କରାଯାଇଛି । ଯାହାକୁ ନେଇ ସ୍ଥାନୀୟ ଅଂଚଳରେ ଆଲୋଚନାର ବିଷୟ ପାଲଟିଛି । ପ୍ରକାଶ ଯେ କେନ୍ଦ୍ରାପଡା […]

ନନ୍ଦିନୀ ଶତପଥୀଙ୍କ ମୁଖ୍ୟମନ୍ତ୍ରିତ୍ୱ କାଳରେ ସରକାରୀ କାର୍ଯ୍ୟକ୍ରମ ଭାବେ ଓଡ଼ିଶା ଦିବସ ଆରମ୍ଭ ହୋଇଥିଲା ସଂପ୍ରତି ଇଂଲିଶ୍ ଏବଂ ହିନ୍ଦୀ ଭାଷା ପ୍ରଭାବରେ ଓଡ଼ିଆ ଏକପ୍ରକାର ଅଣନିଃଶ୍ୱାସୀ ଓଡିଶାର ବରପୁତ୍ର ବିଜୁ ବାବୁଙ୍କ ସମ୍ମାନକୁ ନେଇ ରାଜ୍ୟ ସାରା ବିରୋଧର ସ୍ୱର ଦିଲ୍ଲୀ ପର୍ଯ୍ୟନ୍ତ ଶୁଣାଯାଇଛି ପଟ୍ଟାମୁଣ୍ଡାଇ ୧.୪ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ସ୍ଥାନରେ ବହୁ ଉତ୍ସାହର ସହ ଓଡ଼ିଶା ଦିବସ ପାଳନ କରାଯାଇଛି। ପଟ୍ଟାମୁଣ୍ଡାଇ […]

କେନ୍ଦ୍ରାପଡ଼ା, ୨୯।୩: ରାଜ୍ୟରେ ଥିବା କଳାକାର ଓ କୀର୍ତ୍ତନ ମଣ୍ଡଳୀଙ୍କ ଅଗ୍ରଦୂତ ହେଉଛନ୍ତି ପୂର୍ବତନ ବିଧାୟକ ଡ଼. ପ୍ରଭାତ ରଞ୍ଜନ ବିଶ୍ୱାଳ। ସେ ଓଡ଼ିଶାର କଳାକାର ପରିବାର ଓ କୀର୍ତ୍ତନ ମଣ୍ଡଳୀ ପରିବାର ସଦସ୍ୟଙ୍କ ସହ ଓତପ୍ରୋତ ଭାବେ ଜଡିତ। ସେମାନଙ୍କ ସୁଖ ଦୁଃଖର ସାଥି ହେଉଛନ୍ତି ପୂର୍ବତନ ବିଧାୟକ ଡ଼. ବିଶ୍ୱାଳ। କିନ୍ତୁ ନିକଟରେ ବିଜେଡ଼ି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଏକ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି ଡ଼. ବିଶ୍ୱାଳ […]

କେନ୍ଦ୍ରାପଡ଼ା,୨୯/୩: ବସୁପୁର ଚଉଦକୁଲାଟ ସ୍ଥିତ ମା ବାସନ୍ତୀ ଦେବୀଙ୍କ ପାର୍ବଣ ଅବସରରେ ଓଡିଶାର ପ୍ରତିଷ୍ଠିତ ପୂଜ୍ୟ ପୂଜାର ଅଗ୍ରଗାମୀ ଟ୍ରଷ୍ଟ, ଧନୁର୍ଜୟ ବିଶ୍ୱାଳ ଚାରିଟେବୁଲ ଟ୍ରଷ୍ଟର ୨୧ତମ ପ୍ରତିଭା ସମ୍ମାନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାକୁ ଟ୍ରଷ୍ଟର ସଂପାଦକ ବିଶିଷ୍ଟ ସମାଜ ସେବୀ ସୁବାଶ ଚନ୍ଦ୍ର ବିଶ୍ୱାଳ ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡାସ୍ଥ ତୁଳସୀ ମହିଳା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଏବଂ କେନ୍ଦ୍ରାପଡା […]

ପଟ୍ଟାମୁଣ୍ଡାଇ ତା୨୨/୩ ଧୋୟାଞ୍ଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଦାଣ୍ଡି ସାହି ଜୟହିନ୍ଦ ହାଇସ୍କୁଲର ୧୯୯୦ ମାଟ୍ରିକ ବ୍ୟାଚର ବିଦ୍ୟାର୍ଥୀଙ୍କ ପକ୍ଷରୁ ରବିବାର ଗୁରୁପୂଜନ ଓ ବନ୍ଧୁମିଳନ ସ୍କୁଲ ପରିସରରେ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଧାନ ଶିକ୍ଷକ ଭାସ୍କର ଚନ୍ଦ୍ର ବେହେରା, ପୂର୍ବତନ ପ୍ରଧାନଶିକ୍ଷକ ରଞ୍ଜିତ କୁମାର ରାଉତ,ପ୍ରାକ୍ତନ ଶିକ୍ଷକ ଚତୃର୍ଭୁଜ ରାଉଳ, କେଦାର ଚନ୍ଦ୍ର ପ୍ରଧାନ, ସୁରେଶ ଚନ୍ଦ୍ର ନାୟକ, ଦୁଃଶାସନ ଜେନା ଓ ଭଗବାନ ରାଉତ ପ୍ରମୁଖ […]

ଗ୍ଲୋବାଲ ବ୍ରିଲିଆଣ୍ଟ ସ୍କୁଲ ଗ୍ଲୋରୀ ଫେଷ୍ଟ -୨୬ ପଟ୍ଟାମୁଣ୍ଡାଇ ତା୨୨/୩-ସାମ୍ପ୍ରତିକ ଅବକ୍ଷୟମୁଖୀ ସମାଜରେ ଛାତ୍ରଛାତ୍ରୀ ମାନେ ଶୃଙ୍ଖଳା, ଶିକ୍ଷା ପ୍ରତି ସମର୍ପଣ ଭାବ ଓ ସଦାଚାର ବଜାୟ ରଖିଲେ ଜୀବନରେ ଭଲ ମଣିଷ ହେବା ସହିତ ସଫଳତା ହାସଲ କରିପାରିବେ ବୋଲି ଗତକାଲି ପଟ୍ଟାମୁଣ୍ଡାଇ ଅଂଚଳ ର ଅଗ୍ରଣୀ ଇଂରାଜୀ ମାଧ୍ୟମ ସ୍କୁଲ ଗ୍ଲୋବାଲ ବ୍ରିଲିଆଣ୍ଟ ସ୍କୁଲର ବାର୍ଷିକ ଉତ୍ସବ ଗ୍ଲୋରୀ ଫେଷ୍ଟ-୨୬ ଉପଲକ୍ଷେ ଆୟୋଜିତ ମନୋଜ୍ଞ ଉତ୍ସବରେ ମୁଖ୍ୟଅତିଥି […]

ପଟ୍ଟାମୁଣ୍ଡାଇ ତା ୨୨/୩-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ଶ୍ରୀରାମ ମନ୍ଦିର ପରିଚାଳନା କମିଟି ପକ୍ଷରୁ ମା ଧାନେଶ୍ୱରୀ ପୀଠସ୍ଥ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ଶ୍ରୀରାମ ଜନ୍ମୋତ୍ସବ ଓ ବିଶ୍ୱଶାନ୍ତି ମହାଯଜ୍ଞ ଆସନ୍ତା ୨୩ ତାରିଖର ୨୮ ତାରିଖ ପର୍ଯ୍ୟନ୍ତ ୬ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଯାଉଛି I ୨୩ ତାରିଖରେ ଅଙ୍କୁରାରୋପଣ, ଜାଗ ମଣ୍ଡପ ପ୍ରତିଷ୍ଠା, ବାସ୍ତୁ ପୂଜା ୨୪ତାରିଖରେ କଳସ ଶୋଭାଯାତ୍ରା, ଶ୍ରୀ ଗୁରୁ […]

ପଟ୍ଟାମୁଣ୍ଡାଇ ତା ୨୦/୩-ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ,ବ୍ଲକ ଉପାଧକ୍ଷା ଜୟନ୍ତୀ ସ୍ୱାଇଁ, ପଟ୍ଟାମୁଣ୍ଡାଇ ବିଡ଼ିଓ ଶୀତଲ ଅଗ୍ରୱାଲ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମ କେଶରୀ ବେହୁରା,ବଳଭଦ୍ରପୁର ସରପଞ୍ଚ ପ୍ରିୟବ୍ରତ ଓଝା, ବଡ଼ମୂଳବସନ୍ତ ସରପଞ୍ଚ ସନ୍ତୋଷ […]

ପଟ୍ଟାମୁଣ୍ଡାଇ ତା ୧୯/୩- ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଆୟୋଜିତ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଅଘଟଣ ଦେଖିବାକୁ ମିଳିଛି ।  ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଶ୍ରଦ୍ଧାଳୁ ମାନଙ୍କ ପାଇଁ ପ୍ରସ୍ତୁତ प्रसाद ଡାଲମା ହଣ୍ଡାରେ ସାପ ଦେଖିବାକୁ ମିଳିଥିଲା  । ଡାଲମା ଖାଇଥିବା ଲୋକମାନେ ଭୟଭୀତ ହୋଇପଡ଼ିଥିବା ବେଳେ ସାଧାରଣରେ ଆତଙ୍କ ଦେଖା ଦେଇଥିଲା ।  ବିଷାକ୍ତ ସାପ ପଡ଼ିଥିବା ଡାଲମା ଖାଇଥିବା ଶତାଧିକ ଲୋକ ଭୟ ଭୀତ ହୋଇ ଚିକିତ୍ସା […]

ପଟ୍ଟାମୁଣ୍ଡାଇ ୧୦/୩ – ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲ ୧୯୯୦ ମାଟ୍ରିକ ବ୍ୟାଚ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଗୁରୁପୂଜନ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ରଞ୍ଜନ ନାୟକ ଏବଂ ଦେବାଶିଷ ଦାସଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ପ୍ରାକ୍ତନ ଶିକ୍ଷକ ଖଗେଶ୍ୱର ପରିଡା, କୃଷ୍ଣ ଚନ୍ଦ୍ର ପଣ୍ଡା, ପରୀକ୍ଷିତ ରାୟ ସଂଯୁକ୍ତା କୁଣ୍ଡ, ବଳରାମ ବିଶ୍ୱାଳ, ରବୀନ୍ଦ୍ର ସାହୁ, ଚତୃର୍ଭୁଜ ରାଉଳ ପ୍ରମୁଖ […]

ପଟ୍ଟାମୁଣ୍ଡାଇ ୧୦/୩ – ଓଡ଼ିଶା ସରକାର କନ୍ୟା ବିବାହ ଯୋଜନା ଅଧୀନରେ ବିବାହ ପାଇଁ ଆର୍ôଥକ ସହାୟତା ଯୋଗାଇ ଦେଉଛନ୍ତି। ଏଥିନେଇ କନ୍ୟାକୁ ୫୧ ହଜାର ସହାୟତା ରାଶି ସିଧାସଳଖ ବ୍ୟାଙ୍କଖାତାକୁ ପ୍ରଦାନ କରାଯାଉଛି। ହେଲେ ପଟ୍ଟାମୁଣ୍ଡାଇ ଅଂଚଳର ଏକ ସାମାଜିକ ଅନୁଷ୍ଠାନ ଶ୍ରୀ ସ୍ୱୟଂ ପ୍ରଭା ଗଣବିବାହ ସେବା ସମିତି ପକ୍ଷରୁ ଗରିବ ପୁଅ-ଝିଅଙ୍କ ବିବାହ ପାଇଁ ଆର୍ôଥକ ଓ ସାମଗ୍ରୀକ ସହାୟତା ପ୍ରଦାନ କରି ବିବାହ ଆୟୋଜନ, […]

କେନ୍ଦ୍ରାପଡ଼ା,୧୦ା୩:ଆଜି ସନ୍ଧ୍ୟାରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୨୦୨୫–୨୬ ଖରିଫ ବର୍ଷର ଧାନ ସଂଗ୍ରହ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ମୋଟ ୧୬,୧୨,୦୦୦ କୁଇଣ୍ଟାଲ ଧାନ ସଂଗ୍ରହର ଲକ୍ଷ୍ୟ ନିର୍ଦ୍ଧାରିତ ହୋଇଥିବା ବେଳେ ଆଜି ସୁଦ୍ଧା ୧୨, ୬୧, ୪୭୩ କୁଇଣ୍ଟାଲ ଧାନ କ୍ରୟ କରାଯାଇଛି। ଏପର୍ଯ୍ୟନ୍ତ ଜିଲ୍ଲାର ୩୭,୩୯୯ ଜଣ […]

ପଟ୍ଟାମୁଣ୍ଡାଇ ୯/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌର ଅଡିଟୋରିୟମ ଭବନରେ କର୍ମକାଣ୍ଡ ନିପୁଣ ଓ କଳା ସହିତ୍ୟର ପୁରୋହିତ ଭିକାରୀ ଚରଣ ଦାସଙ୍କ ପୁରାଣ ଗଳ୍ପ ‘ରାତି ପାହିଲେ ନାରାୟଣ ମରିବେ’ ପୁସ୍ତକ ରବିବାର ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ଗାଳ୍ପିକା ଅବନ୍ତି ବେହେରାଙ୍କ ପୁସ୍ତକ ଅର୍ଗଳିରେ ବେକ ମଧ୍ୟ ଉନ୍ମୋଚିତ ହେବା ସହିତ ବାପା ଉପରେ ଆଧାରିତ କବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅବଶରପ୍ରାପ୍ତ ବରିଷ୍ଠ […]

କେନ୍ଦ୍ରାପଡା ୯/୩- ଚଳିତ ବର୍ଷ ମାର୍ଚ୍ଚରେ ଭୂବନେଶ୍ୱର କଳିଙ୍ଗ ଷ୍ଟାଡିଅମ ରେ ଅନୁଷ୍ଠିତ ହେବାକୁ ଯାଉଥିବା ଜାତୀୟ ରଗବି ସିନିଅର ଚାମ୍ପିୟନସିପ ୨୦୨୬ ରେ କେନ୍ଦ୍ରାପଡା ରଗବି ଫୁଟବଲ ଆସୋସିସନରୁ ମୋନାଲିସା ନାୟକ, ସିପା ସେଠି, ଶୁଭଲକ୍ଷ୍ମୀ ବାରିକ ତିନି ଜଣ ମହିଳା ଖେଳାଳୀ ସ୍ଥାନ ପାଇଛନ୍ତି। କେନ୍ଦ୍ରାପଡା ର ଅରୁଆକଦଳୀବଣ ସ୍ଥିତ ବାଳାଶ୍ରମ, ମାର୍ଶାଘାଇ ବାଲିକୁଦା, ପତ୍ରପୁର ଓ ପଟାମୁଣ୍ଡାଇ ଏମ ନ ହାଇସ୍କୁଲ ଠାରେ ପିଲାମାନେ ଆସୋସିଏସନ […]

କେନ୍ଦ୍ରାପଡ଼ା,୯ା୩:ସାଧାରଣ ଲୋକଙ୍କ ଅଭିଯୋଗ ଗୁଡିକର ଶୀଘ୍ର ସମାଧାନ ଓ ଶାସନ ସେବାକୁ ଗ୍ରାମସ୍ତରରେ ସୁଦୃଢ଼ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୧୧. ୦୩. ୨୦୨୬ (ବୁଧବାର) ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସାଧାରଣ ଲୋକେ ନିଜର ଅଭିଯୋଗ ଗୁଡିକୁ ସିଧାସଳଖ ପ୍ରଶାସନ ସମ୍ମୁଖରେ ଉପସ୍ଥାପନ କରିପାରିବେ ଓ ବିଭିନ୍ନ ସରକାରୀ ଯୋଜନା ତଥା ସେବା ସମ୍ବନ୍ଧୀୟ […]

କେନ୍ଦ୍ରାପଡ଼ା,୯ା୩:କେନ୍ଦ୍ରାପଡା ଷଷ୍ଠ ଜିଲ୍ଲା ପରିଷଦର ଅଷ୍ଟମ ସାଧାରଣ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସଭାପତି ସୁଶ୍ରୀ ଲିଲିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ଆଳି ବିଧାୟକ ପ୍ରତାପକେଶରୀ ଦେବ, ମହାକାଳପଡା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ଜିଲ୍ଲାପାଳ ରଘୁରାମ ଆର.ଆୟର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଜିଲ୍ଲା […]

କେନ୍ଦ୍ରାପଡ଼ା,୯ା୩:ତୁଳସୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ବାସନ୍ତୀ ଶୁକ୍ଳାଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ନାରୀ ସଶକ୍ତିକରଣ ସମ୍ପର୍କରେ ଅଧ୍ୟକ୍ଷା ଡ. ଶୁକ୍ଳା ଏକ ସାରଗର୍ଭକ ଅଭିଭାଷଣ ପ୍ରଦାନ କରିଥିଲେ। ନାରୀ ନିଜର ଆତ୍ମବିଶ୍ୱାସ, ସାହସ ଓ କାର୍ଯ୍ୟଦକ୍ଷତା ମାଧ୍ୟମରେ ସଫଳତା ପାଇପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ଓଡିଆ ବିଭାଗ ମୁଖ୍ୟ ପ୍ରାଧ୍ୟାପିକା ଡ. ଏଲୋରା କବି ନାରୀମାନେ ସୁରକ୍ଷିତ ହେଲେ ସମଗ୍ର ସମାଜର ଉନ୍ନତି […]

Stay informed with curated content and the latest headlines, all delivered straight to your inbox. Subscribe now to stay ahead and never miss a beat!

Skip to content ↓