ଖଡ଼ିଅଣ୍ଟାରେ ନୂତନ ଶିବ ମନ୍ଦିର ପ୍ରତିଷ୍ଠା ଉତ୍ସବ

ପଟ୍ଟାମୁଣ୍ଡାଇ ୨୧/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଣ୍ଟା ଗ୍ରାମର ଶ୍ରୀ ଶ୍ରୀ କପିଳେଶ୍ୱର ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବ ୩ ଦିନ ଧରି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।...

ଅନ୍ତାଲୋ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ଦାବି

କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର ଅନ୍ତାଲୋ ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି...

ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ଦାବିରେ ସିପିଆଇର ଜୋନ ସମ୍ମିଳନୀ

କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡ଼ା ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ପ୍ରଭୃତି ଦାବିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଏକ ଜୋନସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ସାଇ ଗୃପ ଅଫ ଇନ୍‌ଷ୍ଟିଚ୍ୟୁସନ୍ ପକ୍ଷରୁ ବୃକ୍ଷରୋପଣ

କେନ୍ଦ୍ରାପଡ଼ା,୨୧ା୨: ସାଇ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ୍ ପକ୍ଷରୁ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରୁପ୍‌ର ଅଧ୍ୟକ୍ଷ ଚନ୍ଦ୍ରଶେଖର ନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନ...

ସାମାଜିକ ପରିବର୍ତନରେ ସ୍ୱାଧୀନତା ଓ ମୌଳିକ ଶିକ୍ଷା ତାଙ୍କର ଲକ୍ଷ୍ୟ ଥିଲା

ସ୍ୱାଧୀନତା ସଂଗ୍ରାମୀ ଅକ୍ରୁର ଚରଣ ଜେନାଙ୍କ ଶ୍ରଦ୍ଧାଞ୍ଜଳୀ ସଭା କେନ୍ଦ୍ରାପଡ଼ା,୨୦ା୨: କେନ୍ଦ୍ରାପଡ଼ାର ଅସ୍ମିତା, ଗର୍ବ ଗୌରବ ଭୂମିପୁତ୍ର, ପରିବେଶବିତ୍ ତଥା ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ଅକ୍ରୁର ଚରଣ...

ଅଦିନିଆ ବର୍ଷା, ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ ୧୯/୨ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ସ୍ଥାନରେ ବୁଧବାର ସନ୍ଧ୍ୟାରେ ଅଦିନିଆ ଘଡଘଡି ସହ ବର୍ଷା ଓ କେତେକ ସ୍ଥାନରେ କୁଆପଥର ବୃଷ୍ଟି ହୋଇଛି।...

କେନ୍ଦ୍ରାପଡା କଲେଜ ଇତିହାସ ବିଭାଗ ଆଲୁମିନି ମିଟ୍‌

କେନ୍ଦ୍ରାପଡା,୧୯ା୨: କନ୍ଦ୍ରୋପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଇତିହାସ ବିଭାଗ ପୁରାତନ ଛାତ୍ରମାନଙ୍କ ଆଲୁମିନି ମିଟ୍ ସଭାପତି କୈଳାସ ଚନ୍ଦ୍ର ବରାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ...

ବିଜେଡି ଯୁବନେତାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା , କାର୍ଯ୍ୟାନୁଷ୍ଠାନ ନେଉନି ପୋଲିସ, ଜିଲ୍ଲାପାଳଙ୍କୁ ଫେରାଦ

କେନ୍ଦ୍ରାପଡା,୧୯ା୨: ଆଳି ବ୍ଲକର ବିଜେଡି ଯୁବ ସଭାପତି କେଦାରନାଥ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରୁନାହିଁ। ଯାହା ଫଳରେ ଏହି ଅଭିଯୁକ୍ତମାନେ ଅଭିଯୋଗକାରୀଙ୍କୁ...

ଜୋର ଧରିଲା ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ମାନ୍ୟତା ଦାବୀ

ପଟ୍ଟାମୁଣ୍ଡାଇ ୧୭/୨ - ଦେଶ ସ୍ୱାଧିନତା ପରେ ଓଡିଶାର ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନ ମଧ୍ୟରୁ ପଟ୍ଟାମୁଣ୍ଡାଇ ନିର୍ବାଚନ ମଣ୍ଡଳୀ ଗୁରୁତ୍ୱ ବହନକରି ଆସୁଥିଲା । ୨୦୦୮ରେ ସୀମା...

ଜିଲ୍ଲା କୋଷାଗାର ତରଫରୁ ସ୍ୱାସ୍ଥ୍ୟ ଶିବିର

କେନ୍ଦ୍ରାପଡା,୧୮ା୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଅନୁରୋଧ କ୍ରମେ ଜିଲ୍ଲା କୋଷାଗାର ତରଫରୁ ପେନ୍‌ସନ୍‌ଭୋଗୀଙ୍କ ନିମନ୍ତେ ଏକ ସ୍ୱାସ୍ଥ୍ୟ ଶିବିର କୋଷାଗାର କାର୍ଯ୍ୟାଳୟ ପରିସରରେ...

ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୮ା୨:ଆଇଡିଆଲ ପବ୍ଲିକ ସ୍କୁଲର ୩୪ତମ ବାର୍ଷିକ ଉତ୍ସବ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷ...

ପୋଖରୀଆପଡା ସ୍କୁଲରେ ନିପୁଣ ମେଳା

ପଟ୍ଟାମୁଣ୍ଡାଇ ତା୧୮/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ପୋଖରୀଆ ପଡା କ୍ଲଷ୍ଟର ପକ୍ଷରୁ ପୋଖରୀଆ ପଡା ନୋଡାଲ ସ୍କୁଲ ଠାରେ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି ।...

ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା,୧୭ା୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ବାର୍ଷିକ ଉତ୍ସବ ନିମନ୍ତେ କାର୍ଯ୍ୟକାରୀ କମିଟିର ଏକ ପ୍ରସ୍ତୁତି ବୈଠକ ଗରାପୁରସ୍ଥିତ ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି।...

କଖାରୁଣୀରେ ମିଳିତ ଜନଶୁଣାଣୀ ଶିବିର , ୭୪ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦେଶ

ପଟ୍ଟାମୁଣ୍ଡାଇ ତା୧୭/୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ପଂଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।  ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲା...

ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ବୈଠକ ; ପାଞ୍ଚ ଦଫା ବାଦି ପୁରଣ ନହେଲେ ଆନ୍ଦୋଳନ ତିବ୍ର କରିବାକୁ ଚେତାବନୀ

କେନ୍ଦ୍ରାପଡା,୧୭ା୨: ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ଆନ୍ଦୋଳନରେ କେନ୍ଦ୍ରାପଡା ଜିଲ୍ଲା ଶାଖାର ଏକ ଜରୁରୀ ବୈଠକ ଜିଲ୍ଲା ଓଷ୍ଟା କାର୍ଯ୍ୟାଳୟଠାରେ ଜିଲ୍ଲା...

ଗୁଲନଗର ପ୍ରାଥମିକ ସମବାୟ ସମିତି ଧାନମଣ୍ଡି ପରିଦର୍ଶନ କଲେ ବିଡିଓ

କେନ୍ଦ୍ରାପଡା,୧୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପ୍ରାଥମିକ ସମବାୟ ସମିତି ଧାନମଣ୍ଡିକୁ ପରିଦର୍ଶନ କରିଛନ୍ତି କେନ୍ଦ୍ରାପଡା ମଣ୍ଡଳ ଉନ୍ନୟନ ଅଧିକାରୀ ଅଭିଷେକ ସ୍ୱାଇଁ। ଏଥିସହିତ ବିଡିଓ ଶ୍ରୀ...

କଷଣଅଣ୍ଟାରେ ପ୍ରଧାନଶିକ୍ଷକଙ୍କ ତାଲିମ ଶିବିର

ପଟ୍ଟାମୁଣ୍ଡାଇ ତା ୧୭/୨- ପଟ୍ଟାମୁଣ୍ଡାଇ ପୈ।ର ପରିଷଦ ଅନ୍ତର୍ଗତ କଷଣଅଣ୍ଟା ପଂଚାୟତ ହାଇସ୍କୁଲ ଠାରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ମାନଙ୍କର ୩ ଦିନିଆ...

ଦୋଷିଆରେ ନିମ୍ନମାଧ୍ୟମିକ ଶିକ୍ଷକ ସଂଘ ଜିଲ୍ଲା ସମ୍ମିଳନୀ

ପଟ୍ଟାମୁଣ୍ଡାଇ ତା ୧୬/୨- ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ ଜିଲ୍ଲା ସମ୍ମିଳନୀ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦୋଷିଆ ୟୁ ଜି ୟୁ ପି ସ୍କୁଲ...

ବାଲି ଘାଟରେ ଚଢଉ , ୧୯ ହାଇୱା, ୨ ପ୍ରୋକଲିନ ମେସିନ ଜବତ

କେନ୍ଦ୍ରାପଡ଼ା,୧୬ା୨:କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ତହସିଲ ଅନ୍ତର୍ଗତ ବିଞ୍ଚଣା ଅଞ୍ଚଳରେ ଚାଲିଥିବା ହରିଦାସପୁର ବେଆଇନ୍ ବାଲିଘାଟ ଉପରେ ଜିଲ୍ଲା ପ୍ରଶାସନ, ଖଣି ବିଭାଗ ଏବଂ ପାଟକୁରା ଥାନା ପକ୍ଷରୁ...

ମାଦ୍ରାସା ବାହାରୁଲ ଓଲୁମରେ ଭାରତର ପୂର୍ବତନ ରାଷ୍ଟ୍ରପତି ଜାକିର ହୁସେନଙ୍କ ଜନ୍ମଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା,୧୬ା୨: କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ୧୩ ନମ୍ବର ୱାର୍ଡ ରଣପଡା ମାଦ୍ରାସା ବାହାରୁଲ ଓଲୁମଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ଜାକିର ହୁସେନଙ୍କ ଜନ୍ମ ଜୟନ୍ତୀ କୁନିକୁନି ଛାତ୍ରଛାତ୍ରୀଙ୍କ...

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକଉତ୍ସବ

ପଟ୍ଟାମୁଣ୍ଡାଇ ତା ୧୬/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାମନ୍ଦିର ପରିଚାଳନା ସମିତି ସମ୍ପାଦକ...

ପଟ୍ଟାମୁଣ୍ଡାଇରେ ସ୍ବେଛାକୃତ ରକ୍ତଦାନ ଶିବିର

ପଟ୍ଟାମୁଣ୍ଡାଇ ତା ୧୬/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଅରଡ଼ା ବଜ୍ର ମହାକାଳୀ ଯୁବକ ସଂଘ ଓ ଆମ ଓଡିଶା ମିଳିତ ଆନୁକୂଲ୍ୟରେ ଡିଭାଇନ ପ୍ୟାଲେସ ଠାରେ ଏକ...

୫ଦଫା ଦାବୀ ନେଇ ଜନଶକ୍ତି ପାର୍ଟି କରିବ ସଚେତନତା ଯାତ୍ରା

ପଟ୍ଟାମୁଣ୍ଡାଇ ତା ୧୬/୨-ଓଡିଶାର ବିଭିନ୍ନ ସମସ୍ୟା ନେଇ ଜନଶକ୍ତି ପାର୍ଟି ସ୍ୱର ଉତ୍ତୋଳନ କରିବା ସହିତ ଆନ୍ଦୋଳନ କରିଆସୁଛି । ସମ୍ପ୍ରତି ୫ଦାବୀ ଦାବୀ ନେଇ ଏକ...

ବସିପାରୁନି ଡିପିସି, ପଦୋନ୍ନତି ପାଉନାହାନ୍ତି କର୍ମଚାରୀ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି ଜନସାଧାରଣ

କେନ୍ଦ୍ରାପଡା,୧୫ା୨: କେନ୍ଦ୍ରାପଡା ଜିଲ୍ଲାରେ ପ୍ରଶାସନିକ ଅଚଳାବସ୍ଥା ଯୋଗୁଁ କର୍ମଚାରୀଙ୍କ ପଦୋନ୍ନତି ପାଇଁ ରହିଥିବା ବିଧି ବ୍ୟବସ୍ଥା ଡି.ପି.ସି.(ବିଭାଗୀୟ ପଦୋନ୍ନତି କମିଟି)ବସିପାରୁନାହିଁ। ଏହାଦ୍ୱାରା କର୍ମଚାରୀମାନେ ପଦୋନ୍ନତି ପାଇପାରୁନାହାନ୍ତି। ଫଳରେ...

Skip to content ↓