ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ
କେନ୍ଦ୍ରାପଡା,୧୪ା୨: କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଥିବା ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ...
କେନ୍ଦ୍ରାପଡା,୧୪ା୨: କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଥିବା ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ...
କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ଜିଲ୍ଲା ରାଜ୍ୟର ଏକ ଶିଳ୍ପ କରିଡର ହେବ ବୋଲି କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡା ଶୁକ୍ରବାର ଅପରାହ୍ନରେ ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପରେ ଏକ...
କେନ୍ଦ୍ରାପଡ଼ା,୧୪ା୨: ରାଜ୍ୟରେ ଡବଲ ଇଞ୍ଜିନ୍ ସରକାର ଆସିବା ପରେ କେନ୍ଦ୍ରାପଡା ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବିପର୍ଯ୍ୟସ୍ତ ହେବାରେ ଲାଗିଛି । ହେଲେ, ଅପରାଧକୁ...
କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାର ନବ ନିଯୁକ୍ତ କନିଷ୍ଠ ଶିକ୍ଷକମାନଙ୍କୁ ତାଲିମ ଦେବା ନିମନ୍ତେ ୫୦ଜଣ ବରିଷ୍ଠ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ...
କେନ୍ଦ୍ରାପଡ଼ା,୧୪ା୨: କେନ୍ଦ୍ରାପଡ଼ା ବ୍ଲକ୍ ଅନ୍ତର୍ଗତ କୁତରଙ୍ଗ ପଞ୍ଚାୟତ ହାଇସ୍କୁଲରେ ଜାତିର ପିତା ମହାତ୍ମା ଗାନ୍ଧୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସ ଓ ସ୍କୁଲର ପ୍ରତିଷ୍ଠାତା ପଦ୍ମନାଭ ଛାଟୋଇଙ୍କ...
କେନ୍ଦ୍ରାପଡା,୧୪ା୨: ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡାର ସାଧାରଣ ସମ୍ପାଦକ ସୁବେଦାର ମେଜର ବୀରବର ପାତ୍ରଙ୍କ ସଭାପତିତ୍ୱରେ ପୁଲବାମା ସହିଦ ଦିବସ କାର୍ଯ୍ୟକ୍ରମ ତିନିମୁହାଣ ଛକସ୍ଥିତ ଅମର ଯବାନ...
କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ଜିଲ୍ଲାର ଇନ୍ସପେକ୍ଟର ସ୍ତରରେ ଆରକ୍ଷୀ ଅଧୀକ୍ଷକ ଅଦଳବଦଳ କରିଛନ୍ତି। ସେହି ଅନୁଯାୟୀ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଥିବା ଇନ୍ସପେକ୍ଟର (ଆରକ୍ଷୀ ନିରୀକ୍ଷକ) ସରୋଜ ସାହୁଙ୍କୁ...
କେନ୍ଦ୍ରାପଡ଼ା, ୧୩ା୨: ରାଜ୍ୟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡା, ଭାରତୀୟ ପ୍ରଶାସନିକ ସେବାର ସେବା ନିବୃତ୍ତଅଧିକାରୀ କ୍ଷେତ୍ର ପରିଦର୍ଶନରେ ଆସି କେନ୍ଦ୍ରାପଡା...
କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ସହର ଗୋପଛକ ନିକଟ ଟିଭି ସେଣ୍ଟର ଠାରେ ଅଷ୍ଟମ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗୀତା ଯଜ୍ଞ, ଗୋ-ପୂଜା, ଭଜନ ସନ୍ଧ୍ୟା,...
କେନ୍ଦ୍ରାପଡା,୧୩ା୨: ଭିନ୍ନକ୍ଷମତା ସହିତ ଆର୍ôଥକ ଅନାଗ୍ରସରତା ସର୍ବଦା ଓତଃପ୍ରୋତ ଭାବେ ଜଡ଼ିତ ଥାଏ । ବିଶେଷ କରି ଯେଉଁ ଛାତ୍ରଛାତ୍ରୀମାନେ ଗୁରୁତର ଭିନ୍ନକ୍ଷମତା ସହ ନିମ୍ନ ଆର୍ôଥକ...
କେନ୍ଦ୍ରାପଡା,୧୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସୁଜାନଗର ଗ୍ରାମସ୍ଥିତ ତୈଳିକ ବୈଷ୍ୟ ସମାଜର ଇଷ୍ଟ ଦେବତା ମଦନମୋହନଜୀଉ ମନ୍ଦିରର ଦ୍ୱିତୀୟ ବାର୍ଷିକ ଉତ୍ସବ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି...
କେନ୍ଦ୍ରାପଡ଼ା,୧୨।୨: ରାଜ୍ୟର ଅଗ୍ରଣୀ ବେସରକାରୀ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ୬୭ ତମ ସ୍ୱନକ୍ଷତ୍ର ଦିବସ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ବୁଧବାର ପାଳିତ ହୋଇଯାଇଛି। ଚଳିତ ବର୍ଷ...
କେନ୍ଦ୍ରାପଡା,୧୨ା୨: କେନ୍ଦ୍ରାପଡା ବ୍ଲକ ଗୁଲନଗର ପଞ୍ଚାୟତ ଅନ୍ତର୍ଗତ ରାମନଗରପାଟଣାସ୍ଥିତ ମା’ ବନ୍ଧମଙ୍ଗଳାଙ୍କ ତୃତୀୟ ବାର୍ଷିକ ଉତ୍ସବ ଚଳିତ ମାଘ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥିଠାରୁ ମାଘ...
କେନ୍ଦ୍ରାପଡା,୧୦ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁବ ରେଡକ୍ରସ ଶାଖା ଆନୁକୂଲ୍ୟରେ ଏକ ବିଶାଳ ସ୍ୱେଛାକୃତ ରକ୍ତଦାନ ଶିବିର ଗାନ୍ଧିଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ...
କେନ୍ଦ୍ରାପଡା,୧୦ା୨: କେନ୍ଦ୍ରାପଡା ରାଜପୁତ ଆସୋସିଏସନର ଏକ ବୈଠକ ସହରର ବିନୋଦବିହାରୀ ମନ୍ଦିର ପ୍ରାଙ୍ଗଣରେ ଆଇନଜୀବୀ ହାଡିବନ୍ଧୁ ସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜପୁତ ସମାଜର...
କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତେରଗାଁ ପଞ୍ଚାୟତ ବଜ୍ରବୁଢୀ ବାଳିକା ଉଚ୍ଚ ବିଦ୍ୟାଳୟର "ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା" ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଜ୍ଞାନ ଓ...
କେନ୍ଦ୍ରାପଡା,୧୦ା୨: କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରେ ଅଧ୍ୟୟନରତ ସ୍ନାତକ ଶ୍ରେଣୀର ଆର୍ôଥକ ଅନଗ୍ରସର ମେଧାବୀ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ବାର୍ଷିକ ପ୍ରୋତ୍ସାହନ ରାଶି ପ୍ରଦାନ ନିମନ୍ତେ ପୁନର୍ବାସ ଅନୁଷ୍ଠାନ...
କେନ୍ଦ୍ରାପଡ଼ା,୧୦ା୨: ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘର ଏକ ବୈଠକ କେନ୍ଦ୍ରାପଡାସ୍ଥିତ ଗୃହଲକ୍ଷ୍ମୀ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର...
କେନ୍ଦ୍ରାପଡା,୧୦ା୨:ପଲେଇ ପଂଚାୟତ ଅଧିନସ୍ଥ ମଲ୍ଲିକେଶ୍ୱର ଉଚ୍ଚ ବିଦ୍ୟାଳୟର ୧୯୮୮ ମାଟ୍ରିକ୍ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁ ମିଳନ ସମାବେଶ ଅନୁଷ୍ଠିତ ହୋଇ ଯାଇଛି । ବହୁ ଦୂରଦୂରାନ୍ତରୁ ଆସି...
କେନ୍ଦ୍ରାପଡ଼ା, ୯ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ...
କେନ୍ଦ୍ରାପଡା,୯ା୨: ଆଇଟମ ର୍ଗାଲ ନିଶା ମହରଣା ଙ୍କ ନୃତ୍ୟକୁ ନେଇ ଛୁରା ମାଡ ହୋଇଛି । ଏଥିରେ ଦୁଇଜଣ ଗୁରୁତର ହୋଇ ନିଶ୍ଚନ୍ତ କୋଇଲି ମେଡିକାଲରେ ଚିକିସ୍ୱା...
କେନ୍ଦ୍ରାପଡ଼ା,୯ା୨:ପୂର୍ବତନ ବିଧାୟକ ଇନ୍ଦ୍ରମଣି ରାଉତ ଶିକ୍ଷକତା ଜୀବନରୁ ରାଜନେତା ହୋଇଥିଲେ। ଶିକ୍ଷକତା କରିବା ସମୟରେ ତାଙ୍କର ସମାଜସେବାର ବାସ୍ନା ବାରି ହୋଇଥିଲା। ସେ ନିଜସ୍ୱ ଅର୍ଥରେ ଛାତ୍ରଛାତ୍ରୀଙ୍କ...
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନ ଅନ୍ତର୍ଗତ ବକ୍ତାରପୁର ଛକରେ ଏକ ଦୁଖଃଦ ଘଟଣା ଘଟିଛି । ଏକ ପୂଜା ସାମଗ୍ରୀ ଦୋକାନରେ ନିଆଁ ଲାଗି ଜଣେ...
ପଟ୍ଟାମୁଣ୍ଡାଇ ତା ୭/୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅମୃତମଣୋହି ପଞ୍ଚାୟତ ସିଦ୍ଧବାଲି ସିଦ୍ଧ କଖାରୁଖିଆ ହାଇସ୍କୁଲ ର ୪୫ତମ ବାର୍ଷିକ ଉତ୍ସବ ସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନ...