ବସପୁର ବାଲି ଖାଦାନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

କେନ୍ଦ୍ରାପଡ଼ା, ୬ା୧୨: ବସପୁର ବାଲି ଖାଦାନକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଖବର ପାଇ କେନ୍ଦ୍ରାପଡା ସଦର ଥାନା ପୋଲିସ ଓ ଖଣି ଅଧିକାରୀ ଘଟଣାସ୍ଥଳରେ...

ମଣ୍ଡଳସ୍ତରୀୟ ବର୍ଣ୍ଣାଳୀ ଓ ପ୍ରୟୋଗ କାର୍ଯ୍ୟକ୍ରମ ଉଦ୍‌ଯାପିତ

କେନ୍ଦ୍ରାପଡ଼ା,୫ା୧୨: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡା ମଣ୍ଡଳ ଅନ୍ତର୍ଗତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କାର୍ଯ୍ୟରତ ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଏକ ତ୍ରିଦିବସୀୟ ସାମାଜିକ ଲିଙ୍ଗଗତ ସମତା...

ଓଉପଦାରେ ନିଗମାନନ୍ଦ ଭକ୍ତ ସମ୍ମିଳନୀ

ପଟ୍ଟାମୁଣ୍ଡାଇ ୫/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଓଉପଦା ଠାରେ ନୀଳାଚଳ ସାରସ୍ୱତ ସଂଘର ୫୬ତମ ବାର୍ଷିକ ସମ୍ମିଳନୀ ଓ ଭକ୍ତ ସମାବେଶ ଅନୁଷ୍ଠିତ ହୋଇଯାଇଛି I ପୁରୀ...

ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ହତାଶ , ଯୁବକୃଷି ଉଦ୍ୟେଗି ଦାଦନ ମୁହାଁ , ଚାଷକରି ଚାଷୀ ଲାଭ ପାଉନି

ପଟ୍ଟାମୁଣ୍ଡାଇ ୫/୧୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳ ଗୋଟିଏ ପୌରପରିଷଦ ଓ ୩୧ ପଂଚାୟତରେ ପାଖାପାଖି ୨.୫ ଲକ୍ଷରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଥିଲାବେଳେ ୮୦ ଭାଗ...

ଗୋଟିଏ ସ୍ଥାନରେ କୁଣ୍ଡଳି ମାରି ବସିରହିଛନ୍ତି ବହୁ ଅଧିକାରୀ : ଅଜବ ନୀତିରେ ଚାଲିଛି ଅଧିକାରୀଙ୍କ ବଦଳି, ଡେପୁଟେଶନ

ପଟ୍ଟାମୁଣ୍ଡାଇ ୫/୧୨ -ରାଜ୍ୟ ସରକାରଙ୍କ ନିୟମାନୁସାରେ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଗୋଟିଏ ସ୍ଥାନରେ ମାତ୍ରାଧିକ ୩ବର୍ଷ କାର୍ଯ୍ୟ କରିପାରିବେ । ୩ବର୍ଷ ପରେ ତାଙ୍କର ଅନ୍ୟ...

ବିଶ୍ବ ଭିନ୍ନକ୍ଷମ ଦିବସ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୫/୧୨ଅନ୍ତର୍ନିବେଶୀ ଶିକ୍ଷା କେନ୍ଦ୍ରର ଆୟୋଜିତ ବିଶ୍ବ ଭିନ୍ନକ୍ଷମ ଦିବସ ଓ ପରିବେଶ ସଚେତନତା କାର୍ଯ୍ୟକ୍ରମ କଷଣଅଣ୍ଟା ହାଇସ୍କୁଲ ଠାରେ ମହାସମାରୋହ ରେ ପାଳିତ ହୋଇଯାଇଅଛି। ପଟ୍ଟାମୁଣ୍ଡାଇ...

ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା

କେନ୍ଦ୍ରାପଡ଼ା, ୫ା୧୨: ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ତିନିମୁହାଣୀ ସ୍ଥିତ ରାମ ମନ୍ଦିର ପରିସରରୁ ବ୍ରହ୍ମଚାରୀ ବିଶ୍ୱଚୈତନ୍ୟ ମହାରାଜ୍‌ଙ୍କ ଅଧ୍ୟକ୍ଷତାରେ ହିନ୍ଦୁ ମାନଙ୍କୁ ସୁରକ୍ଷା ଯୋଗାଇ...

ସରସ୍ୱତୀ ଶିଶୁ ମନ୍ଦିରରେ କ୍ରୀଡା ଉତ୍ସବ

କେନ୍ଦ୍ରାପଡା,୫ା୧୨: ସହରସ୍ଥ ସାନ୍ତସାହିସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରର ଶିଶୁବାଟିକା ବିଭାଗର ବାର୍ଷିକ କ୍ରୀଡା ତିନିଦିନଧରି ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶିଶୁ ପ୍ରାରମ୍ଭ ଓ...

ଭିନ୍ନ ସ୍ୱାଦର ଗଳ୍ପ ସଂକଳନ “ସବୁ ମୋଡ଼ରେ ଜୀବନ’ ଉନ୍ମୋଚିତ

କେନ୍ଦ୍ରାପଡା, ୪ା୧୨: ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଅବସରରେ ସମଗ୍ର ଏସିଆ ମହାଦେଶରେ ପ୍ରସିଦ୍ଧି ଅର୍ଜନ କରିଥିବା ପୁନର୍ବାସ କୈନ୍ଦ୍ରିକ ଅନୁଷ୍ଠାନ ସ୍ୱାମୀ ବିବେକାନନ୍ଦ ପୁନର୍ବାସ ଓ ପ୍ରଶିକ୍ଷଣ...

ଡେରାବିଶ ମଣ୍ଡଳସ୍ତରୀୟ “ବର୍ଣ୍ଣାଳୀ” ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

କେନ୍ଦ୍ରାପଡ଼ା,୪ା୧୨: ସୁଦର୍ଶନ ସରକାରୀ ଉଚ୍ଚ ବିଦ୍ୟାଳୟ କ୍ଲଷ୍ଟର ଅଧୀନସ୍ଥ ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ୩ ଦିନଧରି ଚାଲିଥିବା ଡେରାବିଶ ବ୍ଲକସ୍ତରୀୟ “ବର୍ଣ୍ଣାଳୀ” ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ...

ବିଗତ ୩ ବର୍ଷ ମଧ୍ୟରେ ୨୩୩ ଜଣ ଦାଦନ ପ୍ରାଣ ହରାଇଛନ୍ତି

ଭୁବନେଶ୍ୱର ୩/୧୨-ପେଟ ପୋଷିବା ପାଇଁ ବାହାର ରାଜ୍ୟରେ ଦାଦନ ଖଟିବାକୁ ଯାଇ ଶତାଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ପ୍ରସଙ୍ଗରେ ମଙ୍ଗଳବାର ବିଧାନସଭା ଗୃହରେ ବିଜେପି ବିଧାୟକ ଟଙ୍କଧର...

ପାବନ କ୍ଷେତ୍ରରେ ଦେବ ଦୀପାବଳି ଉତ୍ସବ

କେନ୍ଦ୍ରାପଡା,୩ା୧୨: ସନ୍ଧ୍ୟାରେ କୋରୋସ୍ଥିତ ପାବନ କ୍ଷେତ୍ରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଦେବ ଦୀପାବଳି ଉତ୍ସବ ଯଥାବିଧି ପାଳିତ ହୋଇଯାଇଛି । ମନ୍ଦିର ପରିଚାଳନା ସମିତିର ସଂପାଦକ...

ପଟ୍ଟାମୁଣ୍ଡାଇ କଲେଜରେ ୟୁଥ ରେଡକ୍ରସ ଜିଲ୍ଲା ପ୍ରଶିକ୍ଷଣ ଶିବିର

ପଟ୍ଟାମୁଣ୍ଡାଇ ୩/୧୨ -ପଟ୍ଟାମୁଣ୍ଡାଇ କଲେଜରେ ୟୁଥ ରେଡକ୍ରସ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ୩ଦିନ ବ୍ୟାପି ଆୟୋଜିତ ପ୍ରଶିକ୍ଷଣ ଶିବିରକୁ...

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ, ଭିନ୍ନକ୍ଷମମାନେ କାହାର ଦୟାର ପାତ୍ର ନୁହନ୍ତି

କେନ୍ଦ୍ରାପଡ଼ା,୩ା୧୨: କେନ୍ଦ୍ରାପଡାରେ ଏକ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପୈାରସଂସ୍ଥା ଟାଉନ ହଲ ପରିସରରେ ଖୁବ ଧୁମଧାମ ସହ ପାଳନ ହୋଇଛି । ପୂର୍ବ ପ୍ରସ୍ତୁତି ଅନୁଯାୟୀ...

ମା’ ରମାଦେବୀ ଥିଲେ ନାରୀ ସଶକ୍ତିକରଣର ଅଗ୍ରଧାବିକା

କେନ୍ଦ୍ରାପଡ଼ା,୩ା୧୨: ଆଜିକୁ ଶହେ ବର୍ଷ ପୂର୍ବେ ଯେତେବେଳେ ଦେଶରେ ମହିଳାମାନେ ଘର କୋଣରୁ ବାହାରକୁ ଆସିବା କଳ୍ପନାତୀତ ଥିଲା ସେତେବେଳେ ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ୧୯୨୧ ମସିହାରେ...

ଶିବାନନ୍ଦ ଆଶ୍ରମରେ ଭାଗବତ ସପ୍ତାହ ଉଦଯାପିତ

କେନ୍ଦ୍ରାପଡ଼ା,୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ଗ୍ରାମପଞ୍ଚାୟତର ପିଙ୍ଗଳ ଶିବାନନ୍ଦ ସେବାଶ୍ରମରେ ଶ୍ରୀମଦ୍ ଭାଗବତ ସପ୍ତାହ ମହାଯଜ୍ଞ ଉଦଯାପିତ ହୋଇଯାଇଛି। ଏହି ଭାଗବତ ସପ୍ତାହର ପ୍ରତିଦିନ ଭାଗବତ...

କୋରୋ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆରୋଗ୍ୟ ଶିବିର

କେନ୍ଦ୍ରାପଡା,୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୋସ୍ଥିତ ଆୟୁଷ୍ନାନ ଆରୋଗ୍ୟ ମନ୍ଦିରରେ ଆୟୁଷ୍ମାନ ଆରୋଗ୍ୟ ଶିବିର ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବାରୋ ଗ୍ରାମ ପଞ୍ଚାୟତ ସମେତ...

କାର ଲୁଟ ଘଟଣାର ପର୍ଦାଫାଶ : ଚୋରୀ କାର ଉଦ୍ଧାର କଲା ପୋଲିସ, ୨ କୋର୍ଟ ଚାଲାଣ

ପଟ୍ଟାମୁଣ୍ଡାଇ ୩/୧୧  -ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୋଲିସକୁ ବଡ ସଫଳତା ମିଳିଛି । ଗତ ୨୯ ତାରିଖରେ ସ୍ପଷ୍ଟ ଦିବାଲୋକରେ ଚୋରି ହୋଇଥିବା ହୁଣ୍ଡାଇ କାରକୁ ଭୁବନେଶ୍ୱର...

ପଟ୍ଟାମୁଣ୍ଡାଇ ସବଡିଭିଜନ ଘୋଷଣା ଦାବିରେ ଛାତ୍ରକଂଗ୍ରେସର ବିଧାନ ସଭା ଘେରାଉ ଅଭିଯାନ

ପଟ୍ଟାମୁଣ୍ଡାଇ ତା ୩/୧୨ - ଓଡିଶାର ଅନ୍ୟତମ ପ୍ରମୁଖ ବାଣିଜ୍ୟକ ପେଣ୍ଠ ତଥା କେନ୍ଦ୍ରାପଡ଼ା ଜଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇ ରାଜ୍ୟ ରାଜନୀତିରେ ସ୍ୱତନ୍ତ୍ର ପରିଚୟ...

ଗ୍ରାହକ ବେଶରେ କାର ଲୁଟି ନେବା ଘଟଣା : ଚୋରୀ କାର ଜଗତପୁରରୁ ଉଦ୍ଧାର ,୨ଥାନାରେ ଅଟକ

ପଟ୍ଟାମୁଣ୍ଡାଇ ୨/୧୧ -ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଷଣଅଂଟା ଗ୍ରାମର ଯୁବ ବ୍ୟବସାୟୀଙ୍କ କାରଗାଡିକୁ ଗତ ୨୯ ତାରିଖରେ ସ୍ପଷ୍ଟ ଦିବାଲୋକରେ ଚୋର ମାନେ ଗ୍ରାହକ ବେଶରେ...

ପୁନର୍ବାସ ସୃଜନ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ

କେନ୍ଦ୍ରାପଡା,୨ା୧୨: ଭିନ୍ନକ୍ଷମଙ୍କ ଥେରାପି ସେବା ଓ ସାମାଜିକ ପୁନଃପ୍ରତିଷ୍ଠା ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ମାଧପୁରସ୍ଥିତ ଅମର ଉଦ୍ୟାନ ପରିସରରେ "ପୁନର୍ବାସ ସୃଜନ ସମ୍ମାନ ଓ...

କେନ୍ଦ୍ରାପଡ଼ା ବସ୍ତ୍ର ବଣିକ ସଂଘର ନୂତନ କର୍ମକର୍ତ୍ତା ଚୟନ

କେନ୍ଦ୍ରାପଡା,୨ା୧୨: କେନ୍ଦ୍ରାପଡ଼ା ବସ୍ତ୍ର ବଣିକ ସଂଘର ଏକ ଜରୁରୀକାଳୀନ ବୈଠକ ସ୍ଥାନୀୟ ହୋଟେଲ୍ ଚଣ୍ଡିଆ ପ୍ୟାଲେସଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ସଂଘର କାମଚଳା ସଭାପତି ଗାନୁ...

ବିଜୁ ପଟ୍ଟନାୟକ କଲେଜର ୪୪ତମ ପ୍ରତିଷ୍ଠା ଦିବସ ସମାରୋହ

କେନ୍ଦ୍ରାପଡ଼ା,୧ା୧୨: ଜିଲ୍ଲାର ଗ୍ରାମାଂଚଳରେ ଉଚ୍ଚଶିକ୍ଷାର ପ୍ରସାର କ୍ଷେତ୍ରରେ ଅଗ୍ରଣୀ ଭୂମିକା ନିର୍ବାହ କରି ଆସିଥିବା ଅନ୍ତେଇ ବିଜୁ ପଟ୍ଟନାୟକ କଲେଜ ଆଜି ୪୪ତମ ପ୍ରତିଷ୍ଠା ଦିବସ ପାଳନ...

ରାଷ୍ଟ୍ରବାଦୀ କବିତା ମହୋତ୍ସବ ଅନୁଷ୍ଠିତ କବି ସେନାପତି ପ୍ରଦ୍ୟୁମ୍ନ କେଶରୀ ପାଇଲେ ଜୟରାଷ୍ଟ୍ର କବିତା ସମ୍ମାନ

କେନ୍ଦ୍ରାପଡା,୧ା୧୨: ସାମାଜିକ ସଂଗଠନ "ଜୟରାଷ୍ଟ୍ର ଚାରିଟେବୁଲ ଟ୍ରଷ୍ଟ’ ପକ୍ଷରୁ ତୃତୀୟ ରାଷ୍ଟ୍ରବାଦୀ କବିତା ମହୋତ୍ସବ ସ୍ଥାନୀୟ ସାନ୍ଧ୍ୟ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ପ୍ରାବନ୍ଧିକ...

Skip to content ↓