ପରିବେଶ ସୁରକ୍ଷା ପାଇଁ ଏକ ହୁଅ

କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳ ମହିଳା ସମିତି ଆନୁକୂଲ୍ୟରେ ୨୫ବର୍ଷ ତଳେ ହୋଇଥିବା ମହାବାତ୍ୟାର ଭୟବହତାକୁ...

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

କେନ୍ଦ୍ରାପଡ଼ା,୨୮ା୧୦: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଗାନ୍ଧୀଭବନଠାରେ ଉଚ୍ଚଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଏକ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶପଥ...

ସିମ୍ଫୋନି ପକ୍ଷରୁ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ୨୮/୧୦- ପୁନର୍ବାସ ପରିସରରେ ବିବିଧ କଳାର ସମ୍ବିଳିତ ମଞ୍ଚ "ସିମ୍ଫୋନି’ ପକ୍ଷରୁ ଆସନ୍ତା ଡିସେମ୍ବର ମାସରେ ଜିଲ୍ଲାରେ ପ୍ରଥମଥର ହେବାକୁ ଯାଉଥିବା ତ୍ରିଦିବସୀୟ ରାଜ୍ୟସ୍ତରୀୟ ନାଟ୍ୟ...

ଡେରାବିଶ ବ୍ଲକରେ ମିଳିତ ଜନଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୨୮ା୧୦: କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ...

ଜିିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନରେ ଶପଥ ପାଠ

କେନ୍ଦ୍ରାପଡ଼ା,୨୮ା୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ଅକ୍ଟୋବର ୨୮ତାରିଖ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ମୋହନ...

ହାଇୱା ଗାଡରୁି ବ୍ୟାଟେରୀ ଚୋରୀ, ଥାନାରେ ଏତଲା

ପଟ୍ଟାମୁଣ୍ଡାଇ ୨୮/୧୦-ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଷଣଅଂଟା ଗ୍ରାମରୁ ୪ଟି ହାଇୱା ଟ୍ରକର ୮ଟି ବ୍ୟାଟେରୀ ଚୋରୀ ହୋଇଯାଇଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଥାନାରେ ଏତଲା...

ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ

ପଟ୍ଟାମୁଣ୍ଡାଇ ତା ୨୮/୧୦-ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗୋଗୁଆ ଠାରେ ନବ ନିର୍ମିତ ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ ହୋଇଯାଇଛି ।  ଏହି ଉପଲକ୍ଷେ ଏ ବି ଗ୍ରୁପ...

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀଙ୍କ ବାତ୍ୟା ‘ଦାନା’ ପରବର୍ତ୍ତୀ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା

ଭୁବନେଶ୍ୱର, ୨୭/୧୦ : ଆଜି ଅପରାହ୍ଣରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ‘ଦାନା’ର...

ମନ୍ତ୍ରୀ ଓ ସାଂସଦ ପର୍ଯ୍ୟଟକଙ୍କ ଭଳି ଆସି ବୁଲି ଚାଲିଗଲେ : ବାତ୍ୟା ଦାନା ପରିଚାଳନାରେ ସରକାରଙ୍କ ବିଫଳତା ନେଇ ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡା,୨୭ା୧୦- ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ କେନ୍ଦ୍ରାପଡା ଜିଲା ରାଜନଗର...

ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ପକ୍ଷରୁ ବାତ୍ୟା ପିଡିତଙ୍କୁ ସହାୟତା

କେନ୍ଦ୍ରାପଡା,୨୭ା୧୦: ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟ, ପାରାଦୀପ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ବଗପାଟିଆର ସାତଭାୟା ବିସ୍ଥାପିତ ଅଞ୍ଚଳରେ ବାତ୍ୟା ‘ଦାନା’ ପ୍ରପିଡିତ ଏକ...

ବାତ୍ୟା ବିପନ୍ନ ଅଂଚଳ ବୁଲିଲେ ଗଣେଶ୍ୱର ବେହେରା

ପଟ୍ଟାମୁଣ୍ଡାଇ ୨୭/୧୦ - ସାମୁଦ୍ରିକ ଝଡ଼ ‘ଦାନା’ ଯୋଗୁଁ କେନ୍ଦ୍ରାପଡା ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହା ଆକଳନ ପରେ ଜଣାପଡ଼ିବ। ରବିବାର ଅପରାହ୍ଣରେ କେନ୍ଦ୍ରାପଡା...

ଜିଲ୍ଲା ବୋଇତବନ୍ଦାଣ ସମିତିର ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ

କେନ୍ଦ୍ରାପଡ଼ା, ୨୭ା୧୦: ରାଜ୍ୟର ପୁରାତନ ସାଂସ୍କୃତିକ ଅନୁଷ୍ଠାନ ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୬ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ରବିବାର ପୂର୍ବ ନିର୍ଦ୍ଧାରିତ...

ଅସ୍ଥାଇ ବାତ୍ୟା ଆଶ୍ରୟସ୍ଥଳୀରେ ଅବ୍ୟବସ୍ଥା ନେଇ ଲୋକଙ୍କ ମଧ୍ୟରେ ଉତେଜନା , ପଂଚାୟତ ଅଫିସ ଗେଟରେ ପକାଇଲେ ତାଲା

https://youtu.be/MR4DaJp_pBY ପଟ୍ଟାମୁଣ୍ଡାଇ ୨୬/୧୦ -ବାତ୍ୟା ‘ଦାନା’ ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ଅନେକ ପଦକ୍ଷେପ ନିଆଯାଇଛି। ବାତ୍ୟା ଦାଉରୁ ରକ୍ଷା ପାଇଁ ଲୋକମାନଙ୍କୁ ବିଭିନ୍ନ ସ୍ଥାୟୀ ଓ...

ରାଜ୍ୟ ସରକାର ‘ଦାନା’ ମୁକାବିଲା ଓ ପରିଚାଳନା କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ: ବିଜେଡି

ଭୁବନେଶ୍ୱର, : ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା...

ଦାନା ଛଡାଇ ନେଲା ଚାଷୀଙ୍କ ଦାନା

ପଟ୍ଟାମୁଣ୍ଡାଇ ୨୬/୧୦ -ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ବହୁ କଚ୍ଚା ଘର, ଆଜବେଷ୍ଟ ଘର...

ପଟ୍ଟାମୁଣ୍ଡାଇ ବାତ୍ୟା ବିପନ୍ନ ଅଂଚଳ ବୁଲିଲେ ବୈଜୟନ୍ତ

ପଟ୍ଟାମୁଣ୍ଡାଇ ୨୬/୧୦ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଶନିବାର ରାଜନଗର ନିର୍ବାଚନମଣ୍ଡଳୀ ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନରେ ଆସି ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳର...

ବାତ୍ୟା ଦାନା ଅଘଟଣ ଜଣେ ମୃତ

ପଟ୍ଟାମୁଣ୍ଡାଇ ୨୬/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବାତ୍ୟା 'ଦାନା' ଅଘଟଣ ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ନୂଆଗାଁର ଶରତ ମଲିକଙ୍କ ଘର ଉପରେ ଗୁରୁବାର...

ବାତ୍ୟା ପରେ ପଟ୍ଟାମୁଣ୍ଡାଇରେ ଘରଭଙ୍ଗା ତଦନ୍ତ ଆରମ୍ଭ

ପଟ୍ଟାମୁଣ୍ଡାଇ୨୬ା୧୦ -କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ପୈାରାଂଚଳରେ ବାତ୍ୟା ‘ଦାନା’ଜନିତ ଘର ଭଙ୍ଗା ତଦନ୍ତ ତହସିଲ କର୍ମଚାରୀଙ୍କ ଦ୍ୱାରା ଆରମ୍ଭ ହୋଇଯାଇଛି। ରାଜ୍ୟ ସରକାରଙ୍କ ନିର୍ଦେଶ ପରେ ପଟ୍ଟାମୁଣ୍ଡାଇ...

ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଗଣେଶ୍ୱର ବେହେରା

କେନ୍ଦ୍ରାପଡା,୨୬ା୧୦: ବାତ୍ୟା ‘ଦାନା’ ସମୟରେ କେନ୍ଦ୍ରାପଡା ବ୍ଲକ, କେନ୍ଦ୍ରାପଡା ପୌରାଞ୍ଚଳ ଓ ପଟ୍ଟାମୁଣ୍ଡାଇ ବ୍ଲକର ସମସ୍ତ ପଞ୍ଚାୟତର ଆଶ୍ରୟସ୍ଥଳୀମାନଙ୍କରେ ବିଧାୟକ ଗଣେଶ୍ୱର ବେହେରା ୨ଦିନ ଧରି ପରିଦର୍ଶନରେ...

ବାତ୍ୟା ପରିଚାଳନା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷପାତ ନୀତି ଦୁର୍ଭାଗ୍ୟଜନକ

https://youtu.be/7_GHN_vChjQ କେନ୍ଦ୍ରାପଡା,୨୬ା୧୦: ଆଜି ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଏକ ପ୍ରତିକ୍ରିୟା ଦେଇ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା କହିଛନ୍ତି ଯେ କେନ୍ଦ୍ରାପଡା ଜିଲ୍ଲାରେ ସାମୁଦ୍ରିକ ଝଡ ‘ଦାନା’ର ପ୍ରସ୍ତୁତି...

ବାତ୍ୟା ପରେ ରାସ୍ତା ସଫାକଲେ କେନ୍ଦ୍ରାପଡା ପୋଲିସ

କେନ୍ଦ୍ରାପଡ଼ା,୨୬ା୧୦: ବାତ୍ୟା ‘ଦାନା’ର ପ୍ରଭାବ ହ୍ରାସ ପାଇବା ପରେ ଯୋଗାଯୋଗକୁ ସୁଗମ କରିବା ନିମନ୍ତେ ଓଡ୍ରାଫ୍ ଏବଂ ଏନଡିଆରଏଫ୍ ସହିତ ମିଶି ରାସ୍ତା କରିଛନ୍ତି କେନ୍ଦ୍ରାପଡା ପୋଲିସ।...

ଜିଲ୍ଲା ସ୍ତରୀୟ ଚେସ ପ୍ରଶିକ୍ଷଣ ଶିବିର ଉଦଘାଟିତ

କେନ୍ଦ୍ରାପଡ଼ା,୨୬ା୧୦: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ଆନୁକୂଲ୍ୟରେ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ଏକ ଚେସ ସଚେତନତା ଓ ପ୍ରଶିକ୍ଷଣ ଶିବିର ଶନିବାର ଉଦ୍‌ଘାଟିିତ ହୋଇଯାଇଛି। ଏହି...

ବାତ୍ୟାରେ ପଟ୍ଟାମୁଣ୍ଡାଇରେ ବ୍ୟାପକ କ୍ଷୟକ୍ଷତି,କଚ୍ଚା ଘର, ରାସ୍ତାଘାଟ କ୍ଷତିଗସ୍ତ, ଫସଲହାନୀ,ବର୍ଷା ଯୋଗୁଁ ରିଲିଫଓ ଉଦ୍ଧାରକାର୍ଯ୍ୟ ପ୍ରଭାବିତ,ଗଛ କାଟିଲେ ବିଧାୟକ

ପଟ୍ଟାମୁଣ୍ଡାଇ ତା ୨୫/୧୦-ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଲଗାଣ ବର୍ଷା ଓ ପବନରେ ବହୁ...

ଦାନା ବାତ୍ୟା ଅବହେଳା ଅଭିଯୋଗ ଦୁଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଳମ୍ବିତ, ଦୁଇଜଣଙ୍କୁ କାରଣ ଦର୍ଶାଅ ନୋଟିସ

କେନ୍ଦ୍ରାପଡା,୨୫ା୧୦: ଦାନା ବାତ୍ୟା ପରିଚାଳନା ଓ ରିଲିଫ୍ ସହାୟତା ଅବହେଳା ଅଭିଯୋଗରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଦୁଇଜଣ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗରଦପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର...

Skip to content ↓