ସୁଭଦ୍ରା ଯୋଜନା ଶୁଭାରମ୍ଭ ନିମନ୍ତେ ବିଏମସିରେ ମଙ୍ଗଳବାର ସ୍କୁଲ-କଲେଜ ଛୁଟି
ଭୁବନେଶ୍ୱର,୧୪/୯- ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ନିମନ୍ତେ ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ସ୍କୁଲ-କଲେଜ ଛୁଟି ରହିବ। ଏହା କେବଳ ଭୁବନଶ୍ୱେର ପାଇଁ ଲାଗୁ ହେବ।...
ଭୁବନେଶ୍ୱର,୧୪/୯- ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ନିମନ୍ତେ ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ସ୍କୁଲ-କଲେଜ ଛୁଟି ରହିବ। ଏହା କେବଳ ଭୁବନଶ୍ୱେର ପାଇଁ ଲାଗୁ ହେବ।...
ପଟ୍ଟାମୁଣ୍ଡାଇ ତା ୧୩/୯-ଓଡିଶାର ପ୍ରମୁଖ ପଞ୍ଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ପ୍ରତିଷ୍ଠାତା ସଭାପତି ଗୀତିକବି ସୁଶାନ୍ତ ପାଣିଙ୍କୁ ଓଡିଶୀ ନୃତ୍ୟ ସଂଗୀତର ପ୍ରଚାର...
ଭୁବନେଶ୍ୱର,୧୩।୯-କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୦୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା।...
କେନ୍ଦ୍ରାପଡ଼ା, ୧୩ା୯: ରାଜ୍ୟରେ ସରକାର ପରିବର୍ତ୍ତନ ପରେ ଜନସାଧାରଣଙ୍କ ଜୀବନ ଜୀବିକାର ସମସ୍ୟା ସମାଧାନ ହେବା ପରିବର୍ତ୍ତେ କ୍ରମେ ସଙ୍ଗୀନ ଆକାର ଧାରଣ କରୁଛି । ନୂଆ...
ପଲ୍ଲୀବାଣୀ ମିଶନ ପକ୍ଷରୁ ପ୍ରତିଭାସମ୍ପନ୍ନ ସାମ୍ବାଦିକମାନଙ୍କୁ ଦିଆଯାଉଥିବା ‘ଓଡ଼ିଶା ଜର୍ନାଲିଜିମ୍ ଆଓ୍ବାର୍ଡ’ର ଷଷ୍ଠ ସଂସ୍କରଣ ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ। ନୂଆଦିଲ୍ଲୀର ଲୋଧିରୋଡ୍ସ୍ଥିତ ସାଇ...
ଭୁବନେଶ୍ୱର,୧୩।୯-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି...
କେନ୍ଦ୍ରାପଡ଼ା,୧୩ା୯: ଭାରତର କମ୍ୟୁନିଷ୍ଟ ପାର୍ଟି(ମାର୍କ୍ସବାଦୀ)ର ସର୍ବଭାରତୀୟ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅକାଳ ବିୟୋଗରେ ସିପିଆଇ(ଏମ୍) କେନ୍ଦ୍ରାପଡ଼ା ଜିଲ୍ଲା କମିଟି ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି।...
କେନ୍ଦ୍ରାପଡ଼ା, ୧୩ା୯: କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ବେଲପାଳ ଗ୍ରାମ ପଞ୍ଚାୟତର ସରପଞ୍ଚ ତିଳୋତ୍ତମା ବରାଳଙ୍କୁ ବହିଷ୍କାର କରିବା ପାଇଁ ପଞ୍ଚାୟତର ୱାର୍ଡ ସଭ୍ୟ/ସଭ୍ୟାମାନେ ଉପଜିଲ୍ଲାପାଳଙ୍କ...
କେନ୍ଦ୍ରାପଡ଼ା,୧୩ା୯: କେନ୍ଦ୍ରାପଡ଼ା ଜିଲାର ସର୍ବପୁରାତନ ମହାବିଦ୍ୟାଳୟ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇଁ ପୁରାତନ ଛାତ୍ରମାନେ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି।...
କେନ୍ଦ୍ରାପଡା , ପଟ୍ଟାମୁଣ୍ଡାଇ ୧୩/୯ -ଦିନକୁ ଦିନ ବହୁସଂଖ୍ୟାରେ ଗଛକଟା ହେବା ଯୋଗୁ ଜଙ୍ଗଲ ଧ୍ୱଂସ ହେଉଛି। ଏଥିଯୋଗୁ ପ୍ରକୃତି ତା’ର ଭାରସାମ୍ୟ ହରାଇବାକୁ ବସିଲାଣି। ପରିବେଶ...
କେନ୍ଦ୍ରାପଡ଼ା,୧୨ା୯:କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ର ପୂର୍ବତନ ଅବସର ପ୍ରାପ୍ତ ବଡବାବୁ କିଶୋର ଚନ୍ଦ୍ର କରଙ୍କ ପରଲୋକ ହୋଇଯାଇଛି । ସେ କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ରାଜସ୍ୱ ବିଭାଗର...
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଧିନ ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ପେଣ୍ଠପାଳ ପଂଚାୟତ କୁଳସାହି ଗ୍ରାମରେ ଗତକାଲି ରାତିରେ ଗଣେଶ ମୂର୍ତି ଭସାଣି ଓ ଶୋଭାଯାତ୍ରାକୁ ନେଇ...
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ ତଳପଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚୋରାମଦ କାରବାର ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ଘରେ...
କେନ୍ଦ୍ରାପଡ଼ା,୧୨/୯: ତରାଣ୍ଡୋ ଭାୟା ବଉଳବିହାର ଖଇରବାଦ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ୧୧/୧୦/୨୦୨୨ରେ ଫଳକ ଲଗାଇବା ଏକବର୍ଷ ପରେ କାମ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ...
କେନ୍ଦ୍ରାପଡା ୧୧/୯ - କେନ୍ଦ୍ରାପଡାର ଅଗ୍ରଣୀ ବିନା ସରକାରୀ ସହାୟତାରେ ଗଢିଉଠିଥିବା “ମୁଡ୍” ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ନିକିରାଇ ମଠସାହିସ୍ଥିତ ୮ ନମ୍ବର ଶାଖା କେନାଲର ଦୁଇ...
କେନ୍ଦ୍ରାପଡ଼ା, ୧୧ା୯: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ବରୁଣା ପ୍ରାଥମିକ କୃଷି ସେବା ସମବାୟ ସମିତିରେ ଅସ୍ଥିରତା ସୃଷ୍ଟି କରିବାକୁ ଉଦ୍ୟମ କରାଯାଉଥିବା ନେଇ ଜିଲ୍ଲାପାଳଙ୍କ...
କେନ୍ଦ୍ରାପଡ଼ା,୧୧ା୯: ଭୋଟର ତାଲିକାରେ ରହିଥିବା ତ୍ରୁଟିର ସଂଶୋଧନ ପାଇଁ ଆଜି ଜିଲ୍ଲା ସଂସ୍କୃତି ଭବନରେ ତିନିଦିନିଆ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ - ୨୦୨୫...
କେନ୍ଦ୍ରାପଡ଼ା,୧୦ା୯: କେନ୍ଦ୍ରାପଡା ଶ୍ରମ କାର୍ଯ୍ୟାଳୟର ଦୁର୍ନୀତି ଅଧୁନା ଚରମ ସୀମାରେ ପହଞ୍ôଚଛି । ଅତୀତରେ ଉଦାହରଣ ଅଛି ଯେ ବଞ୍ôଚଥିବା ଲୋକଙ୍କୁ ମୃତ ଘୋଷଣା କରି ତା...
କେନ୍ଦ୍ରାପଡ଼ା,୯ା୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ଏଣ୍ଡର ଗ୍ରାମରେ ଖାଉଟି ଦୋକାନୀଙ୍କ ମନମାନି ଯୋଗୁଁ ଜନୈକ ୮୫ ବର୍ଷର ବୃଦ୍ଧ ରାସନ ପାଇବାରୁ ବଞ୍ଚିତ ହୋଇଥିବା...
କେନ୍ଦ୍ରାପଡ଼ା, ୯/୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଓ ଗୁଲନଗର ପଞ୍ଚାୟତର ଅଧିବାସୀମାନେ ହନୁମାନ ମନ୍ଦିରଠାରୁ ଗରାପୁର ଭିଆଇପି ରୋଡ଼ କାଳୀମନ୍ଦିର ଛକକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ...
କେନ୍ଦ୍ରାପଡ଼ା,୯ା୯: ଦେ’ପୁରର ତୁଳସୀକ୍ଷେତ୍ର ପଣ୍ଡିତ ସଭା ଓ ଆଞ୍ଚଳିକ ପରିବେଶ ସଚେତନ ପରିଷଦର ମିଳିତ ଆନୁକୂଲ୍ୟରେ ଦେ’ପୁର ସରସ୍ୱତୀ ଉଚ୍ଚ ବିଦ୍ୟାଳୟଠାରୁ ବରୁଣେଇ ଠାକୁରାଣୀ ପର୍ଯ୍ୟନ୍ତ ଦୀର୍ଘ...
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ହାଜତରୁ ଜଣେ ଅଭିଯୁକ୍ତ ପରିସ୍ରା ଯିବା ବାହାନାରେ ରାବିବାର ରାତି ସାଢେ ୭ ରେ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତ ଜଣକ...
କେନ୍ଦ୍ରାପଡ଼ା,୮ା୯:ବିଶ୍ୱ ଫିଜିଓଥେରାପି ଦିବସ ଅବସରରେ ପୁନର୍ବାସ ଏବଂ ନିରତାର, ଓଲଟପୁରର ସ୍ନାତକୋର ଫିଜିଓଥେରାପି ବିଭାଗର ସହଯୋଗରେ ଏକ ମେଗା ଫିଜିଓଥେରାପି ଶିବିର ସହରର ମାଧପୁରସ୍ଥିତ ଅମର ଉଦ୍ୟାନରେ...
କେନ୍ଦ୍ରାପଡ଼ା, ୮ା୯: ତୁଳସୀକ୍ଷେତ୍ର ପଣ୍ଡିତ ସଭା ଓ ଦେପୁର ଆଂଚଳିକ ପରିବେଶ ସଚେତନ ପରିଷଦର ମିଳିତ ଆନୁକୁଲ୍ୟରେ ତାଳ ମଞ୍ଜି ରୋପଣ କରାଯାଇଛି। ଦେପୁର ସରସ୍ୱତୀ ଉଚ୍ଚବିଦ୍ୟାଳୟ...