ଆଶ୍ରମରେ ଶିବାନନ୍ଦଙ୍କ ଜୟନ୍ତୀ ଉତ୍ସବ
କେନ୍ଦ୍ରାପଡ଼ା,୮ା୯: ବିଶ୍ୱ ଦିବ୍ୟଜୀବନ ସଂଘର ପ୍ରତିଷ୍ଠାତା ସଦ୍ଗୁରୁ ଦେବ ସ୍ୱାମୀ ଶିବାନନ୍ଦ ସରସ୍ୱତୀଙ୍କର ୧୩୭ତମ ଜନ୍ମଜୟନ୍ତୀ କେନ୍ଦ୍ରାପଡାର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ମହାସମାରୋହରେ ପାଳିତ ହୋଇଯାଇଛି ।...
କେନ୍ଦ୍ରାପଡ଼ା,୮ା୯: ବିଶ୍ୱ ଦିବ୍ୟଜୀବନ ସଂଘର ପ୍ରତିଷ୍ଠାତା ସଦ୍ଗୁରୁ ଦେବ ସ୍ୱାମୀ ଶିବାନନ୍ଦ ସରସ୍ୱତୀଙ୍କର ୧୩୭ତମ ଜନ୍ମଜୟନ୍ତୀ କେନ୍ଦ୍ରାପଡାର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ମହାସମାରୋହରେ ପାଳିତ ହୋଇଯାଇଛି ।...
କେନ୍ଦ୍ରାପଡ଼ା,୮ା୯: କେନ୍ଦ୍ରାପଡ଼ା ଜିଲ୍ଲାରେ ବାର୍ଡର୍ ଫ୍ଲୁ ହୋଇଥିବା ଶନିବାର ରାତିରେ ସ୍ପଷ୍ଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସଚେତନତା ଗାଡି ବୁଲିଛି। ଏହି ଗାଡି...
କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ-କେନ୍ଦ୍ର ସରକାରଙ୍କ ଦ୍ୱାରା ବିକାଶର ଧାରାକୁ ବଢ଼ାଇବା ଏବଂ ଯୁବକ ଯୁବତୀମାନଙ୍କୁ ଡିଜିଟାଲଇଜେସନ ମାଧ୍ୟମରେ କାର୍ଯ୍ୟ କରିବାର ଉନ୍ନତ ଶୈଳୀ ବିଷୟରେ ଜ୍ଞାନ ପ୍ରଦାନ କରିବାକୁ...
କେନ୍ଦ୍ରାପଡ଼ା,୬ା୯: ସୁଭଦ୍ରା ଯୋଜନାରୁ ଯେପରି କୌଣସି ହିତାଧିକାରୀ ବାଦ ନ ପଡ଼ନ୍ତି ସେଥିପ୍ରତି ରାଜ୍ୟ ସରକାର ସଜାଗ ଅଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।...
ପଟ୍ଟାମୁଣ୍ଡାଇ ତା ୬/୯-ଓଡିଶାର ସର୍ବବୃହତ ପଞ୍ଚକଳା ତୀର୍ଥ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ପକ୍ଷରୁ ବଡ଼ମୂଳବସନ୍ତ -ନସିପୁର ଠାରେ ଗୋପାଳ ଦାଶ ସ୍ମାରକୀ ଭବନରେ ପାଳିତ...
କେନ୍ଦ୍ରାପଡ଼ା,୬ା୯: ଡ଼େରାବିଶ ବ୍ଲକ୍ର ଜହଙ୍ଗର ପ୍ରାଥମିକ ବିଦ୍ୟାଳୟଠାରେ ଗତ ଗୁରୁବାର ଗୁରୁଦିବସ ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ଗୁରୁ ପୂଜନ ଅନୁଷ୍ଠିତ...
କେନ୍ଦ୍ରାପଡା ୬/୯- ସମୁଦାୟ ୨୧ ପ୍ରକାର ଭିନ୍ନକ୍ଷମତା ମଧ୍ୟରୁ ଚଳନଶକ୍ତି ବାଧିତ ଭିନ୍ନକ୍ଷମ ବର୍ଗରେ ଗଣିତ ହେଉଥିବା ମେରୁଦଣ୍ଡ ଆଘାତ ଭିନ୍ନକ୍ଷମମାନେ ସବୁଠାରୁ ଅଧିକ ଦୁର୍ବିସହ ଜୀବନ...
କେନ୍ଦ୍ରାପଡ଼ା,୬ା୯:ପବିତ୍ର ଗୁରୁ ଦିବସ ଅବସରରେ କେନ୍ଦ୍ରାପଡ଼ା ସହରସ୍ଥ ପୁରାତନ ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟରେ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରଭାରାଣୀ...
କେନ୍ଦ୍ରାପଡ଼ା, ୬ା୯: ସଂଖ୍ୟାଲଘୁ ଉନ୍ନୟନ ଟ୍ରଷ୍ଟ ଉର୍ଦ୍ଦୁ ପାଠଗାର ପରିଚାଳନା ସମିତିର ମିଳିତ ଆନୁକୂଲ୍ୟରେ ଜାତୀୟ ଶିକ୍ଷକ ଦିବସ ପାଳନ ଉପଲକ୍ଷେ ଉର୍ଦ୍ଦୁ ପାଠଗାର ତଥା ଗୋଷ୍ଠିକେନ୍ଦ୍ର...
ପଟ୍ଟାମୁଣ୍ଡାଇ ୬/୯ -ରାଜ୍ୟ ସରକାରଙ୍କ ନିର୍ଦେଶରେ ବାଣିଜ୍ୟକର ବିଭାଗ ପକ୍ଷରୁ ଏକ ଜି ଏସ ଟି ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ପୌର ପରିଷଦ ପ୍ରେକ୍ଷାଳୟ ଗୃହରେ ଅନୁଷ୍ଠିତ...
କେନ୍ଦ୍ରାପଡ଼ା,୬ା୯: ବେଆଇନ୍ ଭୃଣହତ୍ୟା ଘଟଣାରେ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ୩ ମହିଳାଙ୍କ ସମେତ ୯ ଜଣଙ୍କୁ ଗିରଫ କରି ଆଜି କୋର୍ଟଚାଲାଣ କରିଛି। ଏହି ମହିଳାଙ୍କ...
ପଟ୍ଟାମୁଣ୍ଡାଇ ୪/୯-ସମାଜବାଦୀ ଆନ୍ଦୋଳନର ଅନ୍ୟତମ ପ୍ରବକ୍ତା କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅର୍ନ୍ତଗତ ଷଣ୍ଢପଲ୍ଲୀ ଗ୍ରାମର ବିଶିଷ୍ଟ ସମାଜସେବୀ ଦିବଗଂତ ବିଶ୍ୱନାଥ ଧଳଙ୍କ ୮୦ତମ ଜନ୍ମଜୟନ୍ତୀ ,...
କେନ୍ଦ୍ରାପଡ଼ା,୫ା୯: କେନ୍ଦ୍ରାପଡା ଟାଉନ ଥାନା ପୋଲିସ ଏକ ବାଇକ ଚୋରୀ ର୍ୟାକେଟ୍ର ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ସେମାନଙ୍କ ଠାରୁ ୯ଟି ଚୋରୀ...
କେନ୍ଦ୍ରାପଡା ୫/୯ - କେନ୍ଦ୍ରାପଡାର ପ୍ରମୁଖ ସଂଗଠନ ମୂର୍ଚ୍ଛନା ଓ ଓଡିଶା କଲଚର୍ ଆର୍ଟ ଏକାଡେମୀ ପକ୍ଷରୁ ଗୀତ ଗୀତ ଗୋବିନ୍ଦ ସଦନ ଠାରେ ଗତ ବୁଧବାର...
କେନ୍ଦ୍ରାପଡ଼ା, ୫/୯: ନିକିରାଇସ୍ଥିତ ବୀର ହନୁମାନଜୀୟୁ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟ ତରଫରୁ ଦିବଂଗତ ପ୍ରାକ୍ତନ ଜୀବ ବିଜ୍ଞାନ ବିଭାଗର ଡେମୋନ୍ଷ୍ଟ୍ରେଟର୍ ସ୍ୱର୍ଗତ ପ୍ରଫୁଲ୍ଲ କୁମାର ରାଉତଙ୍କ ସ୍ମୃତି...
କେନ୍ଦ୍ରାପଡ଼ା,୫ା୯: କେନ୍ଦ୍ରାପଡ଼ା ସ୍ୱଂୟଶାସିତ ମହାବିଦ୍ୟାଳୟ ପଡିଆରେ ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ-୨୦୨୪ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଏବଂ...
କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ତା ୫/୯-ନୈତିକ ଆଧ୍ୟାତ୍ମିକ ଓ ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ପ୍ରଦାନ ପାଇଁ ଗୁରୁକୁଳ ପରମ୍ପରାରେ ଆଧ୍ୟାତ୍ମିକ ପୀଠ ରାଧାରମଣ ମଠ ପରିସରରେ ଗଢି ଉଠିଥିବା...
କେନ୍ଦ୍ରାପଡା ୫/୯ ସରକାରଙ୍କ ସୁଭଦ୍ରା ଯୋଜନା ସମ୍ପର୍କରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଏକ ଖବରଦାତା ସମ୍ମିଳନୀ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଖବରଦାତା...
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ପଞ୍ଚାୟତ ବରିଷ୍ଠ ନାଗରିକ ସମନ୍ୱୟ ସମିତି ବୈଠକ ପବିତ୍ର ଗୁରୁ ଦିବସ ଅବସରରେ ତଳାପଡ଼ିଆ ଦୁର୍ଗା ମଣ୍ଡପ ଠାରେ ଅନୁଷ୍ଠିତ...
ପଟ୍ଟାମୁଣ୍ଡାଇ ୪/୯-ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆବେଦନ ପ୍ରକିୟା ଆରମ୍ଭ ହୋଇଛି । ଆବେଦନ ପରେ କେ ୱାଇ ସି ଯାଂଚ କରାଯାଇ ହିତାଧିକାରୀ ତାଲିକା ଚୂଡାନ୍ତ...
କେନ୍ଦ୍ରାପଡ଼ା, ତା ୦୪/୦୯/୨୦୨୪ : ଜମି ପରିଚାଳନା ଏବଂ ଅଭାବି ଲୋକଙ୍କୁ ଏହାର ବଣ୍ଟନ ହେଉଛି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଦୟିତ୍ୱ ।...
କେନ୍ଦ୍ରାପଡ଼ା,୪ା୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମ ପଞ୍ଚାୟତର ଖଇରାବାଦ ଅଙ୍ଗନୱାଡି କେନ୍ଦ୍ରଟି ଏବେ ଭୁତ କୋଠି ପାଲଟିଛି । କାରଣ କିଛିମାସ ତଳେ ସେଠାରେ ଟାଇଲ...
ଭୁବନେଶ୍ବର ଡ଼.ରଶ୍ମିତା ସେଠୀ: ରେଭେନ୍ସା ବିଶ୍ୱବିଦ୍ୟାଳୟ କଟକରେ ଅବସ୍ଥିତ । ଏହାକୁ ଥୋମାସ ଏଡୱାଡ ରେଭେନ୍ସା (ଞଷକ୍ଟଜ୍ଞବଗ୍ଦ ଋୟଙ୍ଗବକ୍ସୟ ଜବଙ୍ଖରଦ୍ଭଗ୍ଦଷବଙ୍ଗ) , ୧୮୬୮ ମସିହାରେ ପ୍ରତିଷ୍ଠା...
କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ତରଡ଼ିପାଳ ପଂଚାୟତ ବ୍ରାହ୍ମଣୀ ନଦୀ କୂଳରେ ଅବସ୍ଥିତ ପ୍ରକୃତିପଲ୍ଲୀ ରାମନାହାକଡିଆକୁ ଏକ ପଯ୍ୟଟନସ୍ଥଳୀର ମାନ୍ୟତା ଦିଆଗଲେ ଅଂଚଳର ଆର୍ôଥକ ବିକାଶରେ...