କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଉପ ନିର୍ବାଚନ , ଲିଲିତା ଦାସ ନିଦ୍ୱର୍ନ୍ଦ୍ୱରେ ବିଜୟୀ

କେନ୍ଦ୍ରାପଡ଼ା,୨୨ା୮:କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ଉପ ନିର୍ବାଚନରେ କେନ୍ଦ୍ରାପଡା ବ୍ଲକର ୫ ନଂ. ଜୋନ ଜିଲ୍ଲା ପରିଷଦ ସଭ୍ୟା ଲିଲିତା ଦାସ ନିଦ୍ୱର୍ନ୍ଦ୍ୱରେ ବିଜୟୀ ହୋଇଛନ୍ତି। ନବୀନ...

ସିଲିଣ୍ଡର ଫାଟି ଭାଇ ଭଉଣୀଙ୍କ ମୃତ୍ୟୁ ଘଟଣା ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ଆରସିରେ ମାମଲା

କେନ୍ଦ୍ରାପଡ଼ା,୨୨ା୮: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ରନ୍ଧନ ଗ୍ୟାସ ସିଲିଣ୍ଡର ଫାଟି ଭାଇ ଭଉଣୀଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ସଂପୃକ୍ତ ପରିବାରକୁ ୫୦...

ବୈଜୟନ୍ତଙ୍କ ପଟ୍ଟାମୁଣ୍ଡାଇ ଗସ୍ତ ଭବ୍ୟ ସମ୍ବର୍ଦ୍ଧନା ଦେଲେ ଭାଜପା କର୍ମୀ

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଗୁରୁବାର ପଟ୍ଟାମୁଣ୍ଡାଇ ଅଂଚଳ ଗସ୍ତରେ ଆସି ଅଂଚଳର ବିକାଶ ସମ୍ପର୍କରେ ଅନୁଧ୍ୟାନ କରିବା ସହିତ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କ ସହିତ...

ବିପ୍ଳବୀ ଆନନ୍ଦ ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ

କେନ୍ଦ୍ରାପଡ଼ା, ୨୧ା୮: ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ କେନ୍ଦ୍ରାପଡାରେ ନୂତନ ଭାବେ ଯୋଗଦେଇଥିବା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ସ୍ୱାଗତ କରାଯାଇଛି। ଏହି ଉପଲକ୍ଷେ...

ତମାଖୁ ନିୟନ୍ତ୍ରଣ ନିମନ୍ତେ ଜିଲ୍ଲାସ୍ତରୀୟ ସମନ୍ନୟ କମିଟି ବୈଠକ

କେନ୍ଦ୍ରାପଡ଼ା ୨୧ା୮: ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ନିମନ୍ତେ ଜିଲ୍ଲାସ୍ତରୀୟ ସମନ୍ନୟ କମିଟି ବୈଠକ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା...

ବଜ୍ରପାତରେ କୃଷକଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା, ୨୧ା୮: କେନ୍ଦ୍ରାପଡା ସଦରଥାନା ଅନ୍ତର୍ଗତ ଆୟବା ଗ୍ରାମର ଭ୍ରମରବର ନାୟକଙ୍କ ପୁତ୍ର ଜଟିଆ ଓରଫ୍ ବଳରାମ ନାୟକ(୫୩)ଙ୍କ ବଜ୍ରାଘାତରେ ଆଜି ମୃତ୍ୟୁ ହୋଇଯାଇଛି । ସେ...

ପଞ୍ଚାୟତବାସୀଙ୍କ ପକ୍ଷରୁ ବାବର ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ଦାବି କାର୍ଯ୍ୟାନୁଷ୍ଠାନ ନହେଲେ ଅନଶନ ଚେତାବନୀ

କେନ୍ଦ୍ରାପଡ଼ା, ୨୧ା୮: ଶିକ୍ଷାନୁଷ୍ଠାନ, ମନ୍ଦିର ଏବଂ ଗ୍ରାମାଞ୍ଚଳ ବ୍ୟବସାୟୀ କେନ୍ଦ୍ର ନିକଟରେ ଚାଲୁଥିବା ବାବର ବିଦେଶୀ ମଦ ଦୋକାନକୁ ତୁରନ୍ତ ସେଠାରୁ ସ୍ଥାନାନ୍ତର କରାଯିବାକୁ ପଞ୍ଚାୟତବାସୀଙ୍କ ପକ୍ଷରୁ...

ସୁପ୍ରିମ କୋର୍ଟଙ୍କ ବର୍ଗୀକରଣ ରାୟ ପ୍ରତିବାଦରେ ଓ ସଂରକ୍ଷଣ ଦାବିରେ ଭାରତ ବନ୍ଦ

କେନ୍ଦ୍ରାପଡା, ୨୦ା୮: ଅନୁସୂଚିତ ଜାତି ଓ ଜନଜାତିଙ୍କ ମୌଳିକ ଅଧିକାର ସଂରକ୍ଷଣକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ଓ ସୁପ୍ରିମ୍‌କୋର୍ଟଙ୍କ ବହୁଜନ ବର୍ଗୀକରଣ ରାୟ ପ୍ରତିବାଦରେ ଦେଶବ୍ୟାପୀ ଭାରତ...

ପଟ୍ଟାମୁଣ୍ଡାଇରେ ଭାରତ ବନ୍ଦର ଆଂଶିକ ପ୍ରଭାବ

ପଟ୍ଟାମୁଣ୍ଡାଇ ୨୧/୮ -ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି,...

ପାବନ କ୍ଷେତ୍ରରେ ଝୁଲଣ ଯାତ୍ରା ଉଦ୍‌ଯାପିତ

କେନ୍ଦ୍ରାପଡା,୨୧/୮: କେନ୍ଦ୍ରାପଡା କୋରୋସ୍ଥିତ ପାବନ କ୍ଷେତ୍ର ଶ୍ରୀଜଗନ୍ନାଥ ମନ୍ଦିରରେ ଶ୍ରୀକ୍ଷେତ୍ର ନୀତି ପରମ୍ପରା ଅନୁସାରେ ଗତ ୧୪ ତାରିଖରୁ ଆରମ୍ଭ ହୋଇଥିବା ସପ୍ତଦିବସ ବ୍ୟାପୀ ପବିତ୍ର ଝୁଲଣ...

ପଟ୍ଟାମୁଣ୍ଡାଇ ସହରର ସୌନ୍ଦର୍ଯ୍ୟକରଣ ଓ ଟ୍ରାଫିକ ସମସ୍ୟା ଦୂର ପାଇଁ ପଦକ୍ଷେପ , ଜବରଦଖଲକାରୀ ଦୋକାନୀଙ୍କୁ ଉଛେଦ କଲା ପୌରପାଳିକା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହରର ସୌନ୍ଦର୍ଯ୍ୟକରଣ ପାଇଁ ପୌର ପରିଷଦ ପକ୍ଷରୁ ବୁଧବାର ଆରମ୍ଭ ହୋଇଛି ଜବର ଦଖଲ ଉଚ୍ଛେଦ । ସହରର ମୁଖ୍ୟ ରାସ୍ତାରୁ ଜବର...

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଵୃକ୍ଷ ରୋପଣ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ ନାଗରିକ ମଂଚ ସଭାପତି ପ୍ରଫେସର...

ବିଧାନସଭାର ଦ୍ୱିତୀୟ ଦିନ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ଅପରାହ୍ନ ୪ଟା ଯାଏ ଗୃହମୁଲତବୀ

ଭୁବନେଶ୍ୱର,୨୧।୮-ବୁଧବାର ବିଧାନସଭାର ଦ୍ୱିତୀୟ ଦିନ। ତେବେ ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ସହ ନାରାବାଜି ଦେଇଛନ୍ତି। ଏମିତିକି ଗୃହର ମଧ୍ୟଭାଗକୁ ବିଧାୟକମାନେ...

ଗହ୍ମା ପୂର୍ଣ୍ଣିମାରେ ସରୋଜିନୀ ପରିଡାଙ୍କ ଶ୍ରାଦ୍ଧୋତ୍ସବ

କେନ୍ଦ୍ରାପଡା,୨୦/୮: ପବିତ୍ର ଗହ୍ମା ପୂର୍ଣ୍ଣିମାରେ ବାରୁଅସ୍ଥିତ ଅଗ୍ରଣୀ ସାସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ଜିଲ୍ଲାର ଏକମାତ୍ର ଗୋଷ୍ଠୀ ବେତାର କେନ୍ଦ୍ର ରେଡିଓ ଭାବଗ୍ରାହୀର ମିଳିତ...

ଶ୍ରୀରାମ ଚରିତ ମାନସ ପାରାୟଣ ଓ ଭଜନ ସମାରୋହ ଅନୁଷ୍ଠିତ

କେନ୍ଦ୍ରାପଡା,୨୦/୮: ଶ୍ୟାମସୁନ୍ଦରପୁର ଗ୍ରାମ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମର ବିଶିଷ୍ଟ ପ୍ରବକ୍ତା ତଥା ଶିକ୍ଷାବିତ୍ ମାନସ ଭୂଷଣ ପଣ୍ଡିତ ହୃଷିକେଶ ରଥଙ୍କ ଗୃହାଙ୍ଗନରେ ଥିବା ଶ୍ରୀରାମ ମନ୍ଦିରରେ ପବିତ୍ର...

ମୟୀୟସୀ ସରୋଜିନୀ ସାମଲଙ୍କ ଶ୍ରାଦ୍ଧବାର୍ଷିକୀରେ ଭିନ୍ନକ୍ଷମ ସମ୍ବର୍ଦ୍ଧିତ

ପଟ୍ଟାମୁଣ୍ଡାଇ ତା ୨୦/୮ -ପଟ୍ଟାମୁଣ୍ଡାଇ ବ୍ଲକ ବାଛରା ପଂଚାୟତ ମଣ୍ଡପଡା ଗ୍ରାମର ବିଶିଷ୍ଟ ସମାଜସେବୀ ବରାହ ଚରଣ ସାମଲ (କାଁହୁ )ଙ୍କ ଧର୍ମପତ୍ନୀ ମୟୀୟସୀ ମହିଳା ସରୋଜିନୀ...

ପଟ୍ଟାମୁଣ୍ଡାଇ ବ୍ଲକରେ ୱାର୍ଡ ସଭ୍ୟ ତାଲିମ ଶିବିର ଉଦଯାପିତ

ପଟ୍ଟାମୁଣ୍ଡାଇ ତା ୨୦/୮ସମସ୍ତ ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ପଂଚାୟତ ପ୍ରତିନିଧିମାନଙ୍କୁ ଉପଯୁକ୍ତ ଭାବେ ତାଲିମ କରିବା ପାଇଁ ପଟ୍ଟାମୁଣ୍ଡାଇ ବ୍ଲକରେ ୱାର୍ଡ ସଭ୍ୟ ମାନଙ୍କୁ...

ପଟ୍ଟାମୁଣ୍ଡାଇ କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀ ଜୟନ୍ତୀ ପାଳିତ

ପଟ୍ଟାମୁଣ୍ଡାଇ ୨୦/୮-ପଟ୍ଟାମୁଣ୍ଡାଇ କଂଗ୍ରେସ ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୯୧ତମ ଜନ୍ମ ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ କଂଗ୍ରେସ...

କେନ୍ଦ୍ରାପଡ଼ାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଜନ୍ମୋତ୍ସବ

କେନ୍ଦ୍ରାପଡ଼ା,୧୯ା୮: କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରରେ ଆରଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ଜନ୍ମୋତ୍ସବ ସୋମବାର ପାଳିତ ହୋଇଯାଇଛି। ଶ୍ରୀଜୀଉଙ୍କ ଜନ୍ମୋତ୍ସବ ଅବସରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ପାଇଁ ହଜାର...

କେନାଲ ବନ୍ଧ -କଚେରୀଡିହ ରାସ୍ତା ବିଛିନ୍ନ ଶହ ଶହ ଲୋକ ହିନସ୍ତା

କେନ୍ଦ୍ରାପଡ଼ା,୧୯ା୮ : କାକଟ- ଦାନପୁର କେନାଲ ବନ୍ଧ ରାସ୍ତାରୁ ଚକ୍ରୋଡା ଗ୍ରାମପଞ୍ଚାୟତର କଚେରିଡିହ ରାସ୍ତାଟି ୧୫ଦିନ ହେବ ବିଛିନ୍ନ ହୋଇପଡିଛି। ଫଳରେ ସେହି ରାସ୍ତାଦେଇ କଚେରିଡିହ ବଟେଶ୍ୱର...

ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତାଙ୍କୁ ସହାୟତା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଳକ ଚନ୍ଦ୍‌ନନଗର ପଂଚାୟତ ଗୋପ୍ତିରା ଗ୍ରାମର ଦିନ ଦରିଦ୍ର ସରସ୍ୱତୀ ବାୟୀ ଗତ ଦୁଇ ବର୍ଷ ହେବ ରକ୍ତ କର୍କଟ ରୋଗରେ ରୋଗାକ୍ରାନ୍ତ...

ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବରପୁତ୍ରଙ୍କୁ ଅସମ୍ମାନ

କେନ୍ଦ୍ରାପଡ଼ା,୧୯ା୮ : ବିଭିନ୍ନ ସରକାରୀ ଅନୁଷ୍ଠାନ ଓ କାର୍ଯ୍ୟାଳୟରେ ମହାତ୍ମା ଗାନ୍ଧୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଭଳି ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି...

ପୁରୁଷୋତ୍ତମପୁର ଗ୍ରାମରେ ଶ୍ରୀ ରାମଚରିତ ମାନସ ଓ ନବାହ୍ନ ପାରାୟଣ

କେନ୍ଦ୍ରାପଡା ଅଫିସ ,୧୯/୮: କେନ୍ଦ୍ରାପଡା ବ୍ଲକ ଅଧିନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ପୁରୁଷୋତ୍ତମପୁର ଗ୍ରାମସ୍ଥିତ ଶ୍ରୀ ରାମ ମନ୍ଦିରରେ ଚଳିତମାସ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀ ରାମଚରିତ...

ନିରପେକ୍ଷ ଖବର ସାମ୍ବାଦିକକୁ ଗଣତନ୍ତ୍ରରେ ବିଶ୍ୱାସଭାଜନ କରେ , ଏସୟୁଜେର ପ୍ରାନ୍ତୀୟ ସମାବେଶରେ ଆଲୋଚନା

କେନ୍ଦ୍ରାପଡା, ୧୯ା୮ - ରାଜ୍ୟ ସାମ୍ବାଦିକ ସଂଘ କେନ୍ଦ୍ରାପଡା ଶାଖା ପକ୍ଷରୁ ଏକ ପ୍ରାନ୍ତିୟ ସମାବେଶ ଓ ଆଲୋଚନା ଚକ୍ର ଜିଲ୍ଲା ସଂସ୍କୃତି ଭବନରେ ଆୟୋଜିତ ହୋଇଯାଇଛି...

Skip to content ↓