ପୁରୀରୁ ଚୋରି ହୋଇଥିବା ବସକୁ କେନ୍ଦ୍ରାପଡା ପୋଲିସ ଜବତ କଲା

କେନ୍ଦ୍ରାପଡ଼ା, ୮ା୮: ପୁରୀରୁ ଚୋରି ଯାଇଥିବା ‘ଗୋପିନାଥ’ ନାମକ ଏକ ବସକୁ କେନ୍ଦ୍ରାପଡା ସଦର ଥାନା ପୋଲିସ ଆଜି ଅପରାହ୍ନରେ ଜବତ କରିଛି। ପୁରୀରୁ ଚୋରି ହୋଇଥିବା...

ସ୍ମୃତିରଞ୍ଜନ ପ୍ରଧାନ ହେଲେ କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ

କେନ୍ଦ୍ରାପଡ଼ା, ୮ା୮: କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଭାବେ ଆଇ.ଏ.ଏସ. ସ୍ମୃତିରଞ୍ଜନ ପ୍ରଧାନଙ୍କୁ ନିଯୁକ୍ତି ଦିଆଯାଇଛି। ଶ୍ରୀ ପ୍ରଧାନ ଏବେ ଗଜପତିର ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଅଛନ୍ତି। କେନ୍ଦ୍ରାପଡା...

ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟାଚାର୍ଯ୍ୟଙ୍କ ବିୟୋଗରେ ଶୋକ

କେନ୍ଦ୍ରାପଡ଼ା, ୮ା୮: ସି ପି ଆଇ(ଏମ୍‌)ର ପୂର୍ବତନ ପଲିଟିବ୍ୟୁର ସଭ୍ୟ ତଥା ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ସାଥି ବୁଦ୍ଧଦେବ ଭଟାଚାର୍ଯ୍ୟଙ୍କର ୮୦ବର୍ଷ ବୟସରେ କୋଲକତାସ୍ଥିତ ବାସଭବନରେ ଆଜି...

ବିଶିଷ୍ଟ ମୂର୍ତ୍ତିସାଜ କାରିଗରଙ୍କ ଦେହାନ୍ତ

କେନ୍ଦ୍ରାପଡ଼ା,୮ା୮:କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ବିଶିଷ୍ଟ ମୂର୍ତ୍ତିସାଜ କାରିଗର କ୍ଷେତ୍ରବାସୀ ସାହୁ(୮୯)ଙ୍କର ଦେହାନ୍ତ ହୋଇଯାଇଛି । ଶ୍ରୀ ସାହୁ ବହୁଦିନ ହେବ ବାର୍ଦ୍ଧକ୍ୟ ରୋଗରେ ପିଡିତ...

ଅନୁସୂଚିତ ଜାତି ଓ ଜନଜାତିଙ୍କ ମୌଳିକ ଅଧିକାର ସଂରକ୍ଷଣକୁ ନେଇ ରାଷ୍ଟ୍ରପତିଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୮ା୮: ଅନୁସୂଚିତ ଜାତି ଓ ଜନଜାତିଙ୍କ ମୌଳିକ ଅଧିକାର ସଂରକ୍ଷଣକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ଓ ସୁପ୍ରିମ୍‌କୋର୍ଟଙ୍କ ବହୁଜନ ବର୍ଗୀକରଣ ରାୟ ପ୍ରତିବାଦରେ ଦେଶବ୍ୟାପୀ ଭାରତ...

ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରାପଡା ପାଇଁ ୫ ବିଷୟକୁ ନେଇ ଦାବିପତ୍ର

କେନ୍ଦ୍ରାପଡା, ୮/୮: କେନ୍ଦ୍ରାପଡା ସହରର କ୍ରିଷ୍ଣା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲ୍‌ଚରର ପ୍ରତିଷ୍ଠାତା ଆର୍ନ୍ତଜାତୀୟ ସ୍ତରରେ ବହୁ ସମ୍ମାନରେ ସମ୍ମାନିତ ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକ ଗତ...

ସି ପି ଆଇ ଏମ ଏଲ ପକ୍ଷରୁ ସହିଦ ଦିବସ

ପଟ୍ଟାମୁଣ୍ଡାଇ ସିପିଆଇଏମଏଲ ପକ୍ଷରୁ ପାର୍ଟି ଅଫିସ ଠାରେ କମ୍ରେଡ ଚାରୁ ମଜୁମଦାରଙ୍କ ୫୪ତମ ସହିଦ ଦିବସ ପାଳିତ ହୋଇଯାଇଛି । ସି ପି ଆଇ ଏମ ଏଲ...

କଷଣଅଂଟା ହାଇସ୍କୁଲ ଠାରେ ମଣ୍ଡଳ ସ୍ତରୀୟ ପ୍ରତିଯୋଗିତା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ କଷଣଅଂଟା ହାଇସ୍କୁଲ ଠାରେ ମଣ୍ଡଳ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ଶିକ୍ଷା ମଣ୍ଡଳ ଅଧିନରେ ଥିବା ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କ...

ଚାକିରୀ ହରାଇବା ଆଶଙ୍କାରେ ଏକ ହଜାର ସ୍ୱାସ୍ଥ୍ୟମିତ୍ର

କେନ୍ଦ୍ରାପଡା,୭ା୮: ରାଜ୍ୟରେ ଥିବା ଏକ ହଜାର ସ୍ୱାସ୍ଥ୍ୟମିତ୍ର ଏବେ ଚାକିରୀ ହରାଇବା ଆଶଙ୍କାରେ ରହିଛନ୍ତି। ଏ ନେଇ ଓଡିଶା ସ୍ୱାସ୍ଥ୍ୟମିତ୍ର ସଂଘ ପକ୍ଷରୁ ସ୍ଥାନୀୟ ପବ୍ଲିକ ରିଡିଂ...

ଛାତ୍ରଛାତ୍ରୀଙ୍କୁ ଦୁର୍ବ୍ୟବହାର ଓ ଉପରିସ୍ତ ଅଧିକାରୀଙ୍କୁ ଅସମ୍ମାନ ପାଇଁ ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଳମ୍ବିତ

କେନ୍ଦ୍ରାପଡ଼ା, ୭ା୮: ଛାତ୍ରଛାତ୍ରୀମାନଙ୍କୁ ଦୁର୍ବ୍ୟବହାର ଓ ଉପରିସ୍ତ ଅଧିକାରୀଙ୍କୁ ଅସମ୍ମାନ ଅଭିଯୋଗରେ କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଲୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ସନ୍ତୋଷ କୁଣ୍ଡଙ୍କୁ ଜିଲ୍ଲା ଶିକ୍ଷା...

ମତ୍ସ୍ୟ ଅଧିକାରୀଙ୍କୁ ମାନସିକ ନିର୍ଯ୍ୟାତନା ଅଭିଯୋଗ

କେନ୍ଦ୍ରାପଡ଼ା, ୭ା୮: କେନ୍ଦ୍ରାପଡା ବ୍ଲକରେ କାର୍ଯ୍ୟରତ ଅତିରିକ୍ତ ମତ୍ସ୍ୟଅଧିକାରୀ ମୋନାଲିସା ପଣ୍ଡାଙ୍କୁ ଜିଲ୍ଲା ମତ୍ସ୍ୟ ଅଧିକାରୀ ମାନସିକ ନିର୍ଯ୍ୟାତନା ଦେଉଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ସେ...

ଚାଷଜମି ଜଳାର୍ଣ୍ଣବ, ବୁଲି ଦେଖିଲେ ଜିଲ୍ଲାପାଳ

କେନ୍ଦ୍ରାପଡ଼ା, ୭ା୮: ୫୩ନମ୍ବର ଜାତୀୟ ରାଜପଥର ଚାରିଲେନ ବିଶିଷ୍ଟ ରାସ୍ତା ନିର୍ମାଣ ପରେ ଛଗରିଆ ନିକଟରେ ଚାଷଜମିରୁ ଉଦବୃତ୍ତ ଜଳ ନିଷ୍କାସନ ପାଇଁ ଥିବା ପଥକୁ ବନ୍ଦ...

ଗାଡି ପାର୍କିଂକୁ ନେଇ ରାଜଧାନୀରେ ଡବଲ ମର୍ଡର

ଭୁବନେଶ୍ୱର,୮।୮-ରାଜଧାନୀ ଭୁବନେଶ୍ୱରରେ ବୁଧବାର ବିଳମ୍ବିତ ରାତିରେ ଡବଲ ମର୍ଡର ହୋଇଛି। ଭୁବନେଶ୍ୱରସ୍ଥିତ ହାଇଟେକ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଏହି ହତ୍ୟାକାଣ୍ଡ ଘଟିଛି। ଗାଡି ପାର୍କିଂକୁ ନେଇ...

ପୂର୍ବତନ ଏବିଇଓ ନରହରି ସୂତାରଙ୍କ ପରଲୋକ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଦମଦାଣ୍ଡି ଭୀମସେନ ନୋଡାଲ ୟୁପି ସ୍କୁଲ୍ ପୂର୍ବତନ ପ୍ରଧାନଶିକ୍ଷକ, ଡେରାବିଶ ବ୍ଲକ ପୂର୍ବତନ ଏବିଇଓ କବି ନରହରି ସୂତାରଙ୍କ ହୃଦଘାତରେ ପଟ୍ଟାମୁଣ୍ଡାଇ...

ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସାଙ୍ଗଠନିକ ସମୀକ୍ଷା ବୈଠକ , ଜନସ୍ୱାର୍ଥର ଜାଗ୍ରତ ପ୍ରହରୀ ହେବାକୁ ଆହ୍ୱାନ

ଚଳିତ ସାଧାରଣ ନିର୍ବାଚନ ପରେ ବୁଧବାର କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସାଙ୍ଗଠନିକ ସମୀକ୍ଷା ବୈଠକ ଦଳର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ...

ବହୁ ପ୍ରତୀକ୍ଷିତ ପାଳପାଟଣା ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଟରେ ଅଂଚଳବାସୀଙ୍କ ସୁପାରିଶ

କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଆଳି ଓ ରାଜନଗର ବ୍ଲକ ଅଂଚଳର ଲୋକମାନଙ୍କୁ ଉତମ ଗମନାଗମନ ସୁବିଧା ଯୋଗାଇବା ଦେବା ପାଇଁ ୨୦୧୩ ମସିହାରେ ମହାସାହାଣୀ-ପାଳପାଟଣା ସେତୁର ଶିଳାନ୍ୟାଶ...

ଦୁର୍ଘଟଣା ଆହତଙ୍କୁ ହସ୍ପିଟାଲ ନେଲେ ଅଂଶୁମାନ, ବିଭିନ୍ନ ମହଲରୁ ପ୍ରଶଂସା

କିଛି ବ୍ୟକ୍ତିତ୍ୱ ଥାନ୍ତି ଯିଏ ମାନବିକତାର ପରିଚୟ ଦେଇଥାନ୍ତି । ଦରକାର ପଡିଲେ ଲୋକଙ୍କୁ ସହାୟତା କରିବାକୁ ପଛଘୁଞ୍ଚା ଦିଅନ୍ତି ନାହିଁ । ସେମିତି ଜଣେ ବ୍ୟକ୍ତି...

ସମାଜସେବୀ କଢି ସ୍ୱାଇଁଙ୍କ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡ଼ା, ୬ା୮: କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ଚଁପୁରହାଟ ନିକଟସ୍ଥ ବନ୍ଧସାହି ଠାରେ ସମାଜସେବୀ ତଥା ବରିଷ୍ଠ ସାମ୍ବାଦିକ ମନୋଜ କୁମାର ସ୍ୱାଇଁଙ୍କ ମା’ସ୍ୱର୍ଗତା କଢି...

କେନ୍ଦ୍ରାପଡ଼ା ବିୟୁଟିସିଆନ ୱେଲଫେୟାର ଆସୋସିଏସନ ପକ୍ଷରୁ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡ଼ା,୬ା୮: ଗୋଟେ ନାରୀର କେଶ ହିଁ ତା ସୌନ୍ଦର୍ଯ୍ୟର ବହୁତ ବଡ଼ ଅଂଶ ହୋଇଥାଏ । ସେଇଥିପାଁଇତ କେଶକୁ ନେଇ କିଏ କେତେ ପ୍ରକାରର ଡିଜାଇନ କରିଥାନ୍ତି...

ଖବରଦାତାଙ୍କ ମାତୃ ବିୟୋଗ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର କଳିଙ୍ଗ ଟିଭି ଖବରଦାତା ପ୍ରଦୋଷ ବିଶ୍ୱାଳଙ୍କ ମାତା ପୁଷ୍ପଲତା ନାୟକଙ୍କ କେନ୍ଦ୍ରାପଡ଼ା ବାସଭବନରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ...

ଡେପୁଟେସନ ବାତିଲ ନିର୍ଦ୍ଦେଶ ସ୍ଥଗିତ ପରେ ବିଇଓଙ୍କ ବିଭିନ୍ନ ସ୍କୁଲ ପରିଦର୍ଶନ

କେନ୍ଦ୍ରାପଡା,୬/୮-ପଟ୍ଟାମୁଣ୍ଡାଇ ବ୍ଳକର ୬୬ ପ୍ରାଥମିକ ଶିକ୍ଷକଙ୍କର ଡେପୁଟେସନ ବାତିଲ ନିର୍ଦ୍ଦେଶ ସ୍ଥଗିତ ହେବା ପରେ ପଟ୍ଟାମୁଣ୍ଡାଇ ମଣ୍ଡଳ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସ୍ୱଭାବିକ ହୋଇଥିବା ବେଳେ ଆଜି...

ଶିକ୍ଷାନୁଷ୍ଠାନରେ ଇଟା-ବାଲି-ସିମେଂଟ-ଲୁହାଛଡ଼ ତିଆରି କଂକ୍ରିଟ କୋଠରି କରିଦେଲେ ଗୁଣାତ୍ମକ ଶିକ୍ଷାର ବିକାଶ ହୁଏନାହିଁ

(ଡାଃ ରଶ୍ମିତା ସେଠୀ) ଖାଦ୍ୟ ବସ୍ତ୍ର ବାସଗୃହ ପରେ ଶିକ୍ଷା ହେଇଛି ମନୁଷ୍ୟର ଚତୁର୍ଥ ମୌଳିକ ଆବଶ୍ୟକତା । ଶିକ୍ଷା ସମାଜର ମାନଦଣ୍ଡ । ସମାଜକୁ ଉନ୍ନତ,...

ଗାନ୍ଧୀ ପଦଯାତ୍ରା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା, ୫ା୮: ଗାନ୍ଧୀ ପଦଯାତ୍ରା କମିଟି,କେନ୍ଦ୍ରାପଡା ପକ୍ଷରୁ ଅଗଷ୍ଟ କ୍ରାନ୍ତି ଦିବସ ପାଳନ ଉପଲକ୍ଷେ ଆସନ୍ତା ନଅ ତାରିଖ ଦିନ ସ୍ଥାନୀୟ ତିନିମୁହାଣୀ ସ୍ଥିତ ଗାନ୍ଧୀ ପଦଯାତ୍ରା...

ବଜ୍ରମହାକାଳୀ ସାନମାଣତିଆ ପଞ୍ଚାୟତ ହାଇସ୍କୁଲରେ ଚାରାରୋପଣ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୫/୮: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣତିଆ ପଞ୍ଚାୟତସ୍ଥିତ ଜରିଆବାଡ ବଜ୍ରମହାକାଳୀ ପଞ୍ଚାୟତ ହାଇସ୍କୁଲରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଚାରାରୋପଣ...

Skip to content ↓