ସ୍ନାନପୂର୍ଣ୍ଣିମା ନୀତି ଶେଷ ଅଣସର ଘରକୁ ବିଜେ ଚତୁର୍ଦ୍ଧାମୂତ୍ତ
ପୁରୀ-ସ୍ନାନପୂର୍ଣ୍ଣମୀରେ ଆଜି ଚତୁର୍ଦ୍ଧାମୂର୍ତି ରତ୍ନବେଦିରୁ ପହଣ୍ଡି ହୋଇ ସ୍ନାନବେଦିରେ ବିରାଜମାନ କରିବା ସହ ୧୦୮ ଗଡ଼ୁ ଅଭିମନ୍ତ୍ରିତ ଅଧିବାସ ଜଳରେ ସ୍ନାନ କରିଛନ୍ତି । ଏହାପରେ ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେଇଛନ୍ତି ମହାବାହୁ […]
