କେନ୍ଦ୍ରାପଡା ଜିଲ୍ଲା ଓଷ୍ଟାର ମହିଳା ଶିକ୍ଷକ ଓ କର୍ମଚାରୀ ସମ୍ମିଳନୀ

କେନ୍ଦ୍ରାପଡା,୯ା୧୧: ରାଜ୍ୟ ଓଷ୍ଟାର ନିଷ୍ପତ୍ତି କ୍ରମେ ଜିଲ୍ଲା ଓଷ୍ଟାର ଆହ୍ୱାନରେ ଗୁଲନଗର ହାଇସ୍କୁଲ ପରିସରରେ ମହିଳା ଶିକ୍ଷକ ଓ କର୍ମଚାରୀ ସମ୍ମିଳନୀ ଜିଲ୍ଲା ଓଷ୍ଟାର ସଭାପତି ଆଶୋକ କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଉପସଭାନେତ୍ରୀ ରିନା ରାଉତ…

ସଦର ଥାନା ପକ୍ଷରୁ ଚକ୍ରୋଡା ପଞ୍ଚାୟତରେ ସାଇବର ସୁରକ୍ଷା ସଚେତନତା

କେନ୍ଦ୍ରାପଡ଼ା୮/୧୧- କେନ୍ଦ୍ରାପଡ଼ା ସଦର ଥାନା ପକ୍ଷରୁ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଚକ୍ରୋଡା ପଞ୍ଚାୟତ ଅନ୍ତର୍ଗତ ତାରାପୁର ସାରଳା ମନ୍ଦିର ସମୁଖରେ ସରପଞ୍ଚ ତନୁଜା ନାୟକଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଯାଇଛି। ଏହି ସଚେତନତା ସଭାରେ ସଡିପିଓ ଜ୍ୟୋତିରଞ୍ଜନ ଗୌଡ଼ ମୁଖ୍ୟଅତିଥି ଭାବେ…

ଆଇନସେବା ସଚେତନତା ଶିବିର

କେନ୍ଦ୍ରାପଡ଼ା,୯ା୧୧:ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ ନିକିରାଇ ବୀର ହନୁମାନଜୀଉ +୨ମାଧ୍ୟମିକ ବିଦ୍ୟାଳୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ମୈାଳିକ କର୍ତ୍ତବ୍ୟ, ପୋକ୍ସୋ ଆକ୍ଟ,ଜେଜେ (ସିପିସି)ଆକ୍ଟ ଏବଂ ପିଓଏସଏଚ ଆକ୍ଟ ଉପରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାଜଜ୍ ତଥା…

ଦେଶ ବିଦେଶଗଲେ ଆମେ ଓଡିଶାକୁ ଆଉ କେନ୍ଦ୍ରାପଡାକୁ ଦେଖୁ

ବାଲିଯାତ୍ରା ମହୋତ୍ସବର ୫ମ ସନ୍ଧ୍ୟାରେ ସାଂସଦ ବୈଜୟନ୍ତ ପାଣ୍ଡାଙ୍କ ବକ୍ତବ୍ୟ କେନ୍ଦ୍ରାପଡା,୦୯ା୧୧: ଐତିହାସିକ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବର ୫ମ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦାନକରି କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡା କହିଲେ ଆମେ ଯେଉଁ ଦେଶକୁ ଗଲେବି ଓଡଶା…

କେନ୍ଦ୍ରାପଡାରେ ବନ୍ଦେ ମାତରମ୍‌ର ସାମୁହିକ ଗାନ ଓ ସ୍ୱଦେଶୀ ଶପଥ ପାଠ

କେନ୍ଦ୍ରାପଡ଼ା,୭ା୧୧:ବଙ୍କୀମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଦ୍ୱାରା ରଚିତ ରାଷ୍ଟ୍ରଗୀତ ବନ୍ଦେ ମାତରମର ୧୫୦ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ…

କେନ୍ଦ୍ରାପଡ଼ା ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ

କେନ୍ଦ୍ରାପଡ଼ା, ୭ା୧୧: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ନିର୍ଦ୍ଦେଶ କ୍ରମେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ କୃଷି କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ କୃଷି କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ…

ଜିଲ୍ଲା ସ୍ତରୀୟ ମଡେଲ ପାର୍ଲାମେଣ୍ଟରେ ପିଏମଶ୍ରୀ କୋରୋ ବିଦ୍ୟାଳୟ

କେନ୍ଦ୍ରାପଡ଼ା,୭ା୧୧:ପିଏମଶ୍ରୀ କୋରୋ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜିଲ୍ଲା ସ୍ତରୀୟ ସୁରଭିର ମଡେଲ ପାର୍ଲାମେଣ୍ଟରେ ଯୋଗଦାନ କରି ଜଳବାୟୁ ପରିବର୍ତ୍ତନ ଓ ସସ୍ଥିର ଭବିଷ୍ୟତ ବିଲ -୨୦୨୫ ଉପରେ ଆଲୋଚନା କରିଥିଲେ। ବାଚସ୍ପତି ଭାବେ ମଧୁସ୍ମିତା ସାହୁ, ମୁଖ୍ୟମନ୍ତ୍ରୀ ଭାବେ ହରପ୍ରିୟା ରାଉତ,…

ସେବାର ପସରାନେଇ ଭାଇଚାରାର ମନ୍ତ୍ର ବୁଣିବ ବାଲିଯାତ୍ରା ମହୋତ୍ସବ

୫ଜଣ ଡାକ୍ତରଙ୍କୁ ଚିକିତ୍ସା ସେବାରେ ଅତୁଳନୀୟ ଅବଦାନ ଲାଗି ସମ୍ବର୍ଦ୍ଧିତ କେନ୍ଦ୍ରାପଡା,୦୭ା୧୧: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବର ଦ୍ୱିତୀୟ ସଂଧ୍ୟାରେ ମହୋତ୍ସବରେ ସାହିତ୍ୟ ସଭା, ଆଲୋଚନା ଚକ୍ର ଓ ସମ୍ବର୍ଦ୍ଧନା ପର୍ବ ବାଲିଯାତ୍ରା କମିଟିର ସଭାପତି ପ୍ରଦୀପ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି…

କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

କେନ୍ଦ୍ରାପଡ଼ା,୬ା୧୧:ଜିଲ୍ଲା ସଂସ୍କୃତି ଭବନରେ ଗୁରୁବାର ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଶିଶୁ ହସିଲେ ଦେଶ ହସିବ। ଗାଁ ଗହଳିରେ ପଢ଼ୁଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଲୁକାୟିତ ପ୍ରତିଭାକୁ ଅନ୍ୱେଷଣ କରିବା ଓ ତାହାକୁ ବିକଶିତ କରିବା ଲକ୍ଷ୍ୟ…

କେନ୍ଦ୍ରାପଡା ଓ ମହାକାଳପଡାରେ ହେବ ରାଷ୍ଟ୍ରୀୟ ଏକତା ପଦଯାତ୍ରା

କେନ୍ଦ୍ରାପଡ଼ା,୬ା୧୧:କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ରର ଦୁଇଟି ସ୍ଥାନରେ ଲୌହ ମାନବ ସର୍ଦ୍ଦାର ବଲ୍ଲବ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ଏକତା ପଦଯାତ୍ରା ଅନୁଷ୍ଠିତ ହେବ। ଆସନ୍ତା ୧୦ତାରିଖରେ କେନ୍ଦ୍ରାପଡ଼ା ସଦରମହକୁମା ଏବଂ ୨୦ ତାରିଖରେ ମହାକାଳପଡ଼ାଠାରେ ଏକତା ପଦଯାତ୍ରା…

ନୈାବାଣିଜ୍ୟ ସହିତ ସାହିତ୍ୟର ସଂର୍ପକ ନିବିଡ ଥିଲା

କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବର ୨ୟ ସଂଧ୍ୟାରେ ମତବ୍ୟକ୍ତ କେନ୍ଦ୍ରାପଡା,୦୬ା୧୧: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବର ୨ୟ ସଂଧ୍ୟାରେ କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଅନୁକୂଲ୍ୟରେ ସାହିତ୍ୟ ସଂସଦର କାର୍ଯ୍ୟକାରୀ ସଭାପତି କବି କରୁଣା କର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି…

ଐତିହାସିକ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟିତ

କେନ୍ଦ୍ରାପଡା,୦୫ା୧୧: ଐତିହାସିକ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ ୨୦୨୫କୁ ଉଦଘାଟକ ଭାବେ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଯୋଗଦାନ କରି ଆନୁଷ୍ଠାନିକ ଭାବରେ ଉଦଘାଟନ କରି କହିଲେ ଗୋବରୀ ନଦୀର ବିକାଶ ଆମର ଏକାନ୍ତ କାମ୍ୟ । ଏହି ଅବସରେ ପ୍ରଥମେ ସୁସଜ୍ଜିତ…

ବୋଇତ ବନ୍ଦାଣ ଓ ବାଲିଯାତ୍ରା ଉତ୍ସବ ଇନ୍ଦୁପୁର

କେନ୍ଦ୍ରାପଡା,୦୫ା୧୧: କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ ଇନ୍ଦୁପୁର ବିରୁପାନଦୀ ରେ ବୋଇତ ବନ୍ଦାଣ ଉତ୍ସବ ପାଳିତ ହୋଇଯାଇଅଛି । ମୁଖ୍ୟ ଅତିଥି ପ୍ରଫେସର ଚାରୁ ଚନ୍ଦ୍ର ହାଜରା, ସଭାପତି-ଶିକ୍ଷାବିତ୍ ପ୍ରଣବ କୁମାର ଜେନା ଆଡଭୋକେଟ୍ ଗୋକୁଳ ଚନ୍ଦ୍ର ଦାସ, ନିକିରାଇ ଥାନା ଅଧିକାରିଣୀ…

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଠାରୁ ବାର୍ଷିକ ଜୀବନ ପ୍ରମାଣପତ୍ର ଗ୍ରହଣ

କେନ୍ଦ୍ରାପଡା ୫/୧୧- ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଠାରୁ ବାର୍ଷିକ ଜୀବନ ପ୍ରମାଣପତ୍ର ଗ୍ରହଣ ଉଭୟ ଜିଲ୍ଲା କୋଷାଗାର କାର୍ଯ୍ୟାଳୟ (ଟ୍ରେଜେରୀ ଅଫିସ)ଓ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଚଳିତ ମାସ ପହିଲାରୁ ଆରମ୍ଭ ହୋଇଅଛି । ଜିଲ୍ଲା କୋଷାଗାର ଅଧିକାରୀ…

ପଦ୍ମବେଶରେ ଦର୍ଶନ ଦେଲେ ଶ୍ରୀବଳଦେବଜୀଉ

କେନ୍ଦ୍ରାପଡ଼ା,୫ା୧୧:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉ ବୁଧବାର ପଦ୍ମବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତିି। ବଡ଼ଠାକୁର ଶ୍ରୀଜୀଉଙ୍କ ପଞ୍ଚୁକ ବେଶ ନୀତି ସମ୍ପନ୍ନ ହୋଇଥିବା ବେଳେ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହୋଇଥିଲା। ଆଜି ପବିତ୍ର ରାସପୂର୍ଣ୍ଣିମାରେ ମହାପ୍ରଭୁ ସୁସଜ୍ଜିତ ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ…

ଐତିହାସିକ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ ଉଦ୍‌ଘାଟିତ

କେନ୍ଦ୍ରାପଡା,୦୫ା୧୧: ଐତିହାସିକ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ ୨୦୨୫କୁ ଉଦଘାଟକ ଭାବେ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଯୋଗଦାନ କରି ଆନୁଷ୍ଠାନିକ ଭାବରେ ଉଦଘାଟନ କରି କହିଲେ ଗୋବରୀ ନଦୀର ବିକାଶ ଆମର ଏକାନ୍ତ କାମ୍ୟ । ଏହି ଅବସରେ ପ୍ରଥମେ ସୁସଜ୍ଜିତ…

ରାଜ୍ୟ ମହିଳା ଫି ଡେ ରେଟିଙ୍ଗ ଚେସ ଚୋମ୍ପିଅନସିପ-୨୦୨୫ ଉଦଯାପିତ : ୟାସିତା ଚାମ୍ପିଅନ ଓ ସ୍ମାରକୀ ରାନର୍ସପ

କେନ୍ଦ୍ରାପଡା ୩/୧୧: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ୍ ଆନୁକୁଲ୍ୟ ରେ ଚାଲିଥିବା ଚଳିତ ବର୍ଷ ର ରାଜ୍ୟ ମହିଳା ଫି ଡେ ରେଟିଙ୍ଗ ଚେସ ଚାମ୍ପିଅନସିପ – ୨୦୨୫ର ଉଦଯାପନୀ ଉତ୍ସବ ଏବଂ ପୁରସ୍କାର ବିତରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି…

କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

କେନ୍ଦ୍ରାପଡ଼ା,୩ା୧୧:କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ସୋମବାର ସନ୍ଧ୍ୟାରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ମେହେନ୍ଦିପୁରସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରେ ଉଦ୍‌ଯାପିତ ହୋଇଯାଇଛି। ଏହି ଉପଲକ୍ଷେ ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉଦଯାପନୀ…

ସଦର ମହକୁମାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା,୩ା୧୧:କେନ୍ଦ୍ରାପଡ଼ା ପୌରସଂସ୍ଥା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛିି। ଏହି ଅଭିଯୋଗ ଗୁଡିକର ତ୍ୱରିତ ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଜିଲ୍ଲାପାଳ ରଘୁରାମ ଆର.…

ତୁଳସୀକ୍ଷେତ୍ରରେ ପ୍ରଳମ୍ବାସୁର ବଦ୍ଧ ବେଶ

କେନ୍ଦ୍ରାପଡ଼ା,୨ା୧୧:ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ପ୍ରଳମ୍ବାସୁର ବଦ୍ଧ ବେଶ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଭୁ ଶ୍ରୀବଳଦେବଜୀଉ ଶ୍ରୀକ୍ଷେତ୍ରରୁ ଆସିଥିବା ପାଟ ଶାଢ଼ୀ ପରିଧାନ କରି ସଂହାର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପରମ୍ପରା ଅନୁଯାୟୀ ଆଜି ବଳଦେବଜୀଙ୍କ ମନ୍ଦିରରେ…

ଚାରିଚକିଆ ଯାନ ସହ ୮ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ,୨ଗିରଫ

କେନ୍ଦ୍ରାପଡ଼ା,୨ା୧୧:ଏକ ବିଶେଷ ସୁତ୍ରରୁ ଖବର ପାଇ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ କେନ୍ଦ୍ରାପଡା ଅବକାରୀ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ବାଲିପଡା ଅଞ୍ଚଳରେ ଚଢାଉ କରାଯାଇ ନିମପୁର ଗ୍ରାମର ପିଣ୍ଟୁ ମଲିକ(୨୬)ଙ୍କ ଠାରୁ ୫୦ଗ୍ରାମ ଓଜନର ବ୍ରାଉନସୁଗାର ଏବଂ ମାଟିଆ…

କଥାକାର ରାମଚନ୍ଦ୍ର ବେହେରାଙ୍କ ୮୦ ତମ ସ୍ୱନକ୍ଷତ୍ର ଦିବସ ପାଳିତ

କେନ୍ଦ୍ରାପଡ଼ା,୨/୧୧: ଆଜି କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ ପକ୍ଷରୁ ବିଶିଷ୍ଟ କଥାକାର ରାମଚନ୍ଦ୍ର ବେହେରାଙ୍କ ୮୦ ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି। ପରିଷଦର ସଭାପତି ବିଶିଷ୍ଟ କବି ଅପର୍ଣ୍ଣା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପୂଜ୍ୟପୂଜା କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ…

ଜିଲ୍ଲା ତୈଳିକ ବୈଶ୍ୟ ସମାଜର ସମାବେଶ

କେନ୍ଦ୍ରାପଡା ୨/୧୧- ଆଜି କେନ୍ଦ୍ରାପଡ଼ା ଜିଲ୍ଲା ତୈଳିକ ବୈଶ୍ୟ ସମାଜର ଏକ ସମାବେଶ ଡେରାବିଶ ଛତାଛକ ଜେକେ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା । ସମାବେଶରେ କୈଳାଶ ଚନ୍ଦ୍ର ସାହୁ ସଭାପତିତ୍ୱ କରିଥିଲେ । ଜିଲ୍ଲା ସଭାପତି ସରୋଜ ସାହୁ, ସମ୍ପାଦକ…

ଦିତ୍ୱୀୟ ଦିନରେ ରାଜ୍ୟ ମହିଳା ଫିଡେ ରେଟିଙ୍ଗ ଚେସ ଚୋମ୍ପିଅନସିପ-୨୦୨୫

କେନ୍ଦ୍ରାପଡ଼ା,୧ା୧୧: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ୍ ଆନୁକୁଲ୍ୟରେ ତଥା ଅଲ୍ ଓଡ଼ିଶା ଚେସ ଆସୋସିଏସନ୍ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗର ସହୋଯୋଗରେ ଚାଲି ଥିବା ଓଡ଼ିଶା ମହିଳା ଫିଡେ ରେଟିଙ୍ଗ ଚେସ ଚାମ୍ପିଅନସିପ -୨୦୨୫ ଦ୍ୱିତୀୟ…

ସାଧାରଣ ପୋର୍ଟାଲ, ଖବର ସଂଗ୍ରହକାରୀ, କାହାଣୀ ପ୍ରଦାନ କରେ

Skip to content ↓