ସ୍ୱାଧୀନତା ସଂଗ୍ରାମୀ ନକୁଳ ଦାସଙ୍କୁ ଶ୍ରଦ୍ଧାଞ୍ଜଳୀ

କେନ୍ଦ୍ରାପଡା, ୨୭/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ନେତାଜୀ ମଡେଲ ସ୍କୁଲ ପରିସରରେ ନକୁଳ ଚରଣ ଦାସଙ୍କ ସ୍ମୃତି କମିଟି ଆନୁକୂଲ୍ୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ...

ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୭/୦୬: ଆଜି ଅପରାହ୍ଣ ୫ଘଟିକା ସମୟରେ ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର...

ପ୍ରଧାନଶିକ୍ଷକଙ୍କ ବଦଳି ଦାବିରେ ସ୍କୁଲରେ ତାଲା ପକାଇଲେ ଅଭିଭାବକ

କେନ୍ଦ୍ରାପଡା ଜିଲା ପଟ୍ଟମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶିଶିର କୁମାର ନାୟକଙ୍କ ମନମାନି କାର୍ଯ୍ୟକ୍ରମକୁ ବିରୋଧ କରି ବୁଧବାର ସକାଳେ...

ଆସନ୍ତା ଜୁଲାଇମାସ ପହିଲାରୁ ଜିଲ୍ଲାରେ ମିଳିତ ଜନଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୨୬ା୬: ଆସନ୍ତା ଜୁଲାଇମାସ ପହିଲାରୁ ପ୍ରତ୍ୟେକ ସୋମବାର କେନ୍ଦ୍ରାପଡା ଜିଲ୍ଲାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ପୂର୍ବ ଭଳି ଚାଲିବ । ଏନେଇ ରାଜ୍ୟ...

ନିଶାକୁ ‘ନା’ ଜୀବନକୁ ‘ହଁ’ : ଜିଲ୍ଲାପାଳ

କେନ୍ଦ୍ରାପଡ଼ା, ୨୬ା୬: ନିଶା ଏକ ସାମାଜିକ ବ୍ୟାଧି । ଏହି ବ୍ୟାଧିରୁ ମୁକ୍ତ ହୋଇ ସୁସ୍ଥ ଓ ଆନନ୍ଦପ୍ରଦ ଜୀବନ ଜୀଇଁବା ସହ ଏକ ନିଶାମୁକ୍ତ ସମାଜ...

କାକଟ-ଦାନପୁର କେନାଲବନ୍ଧ ଆର.ଡି. ରାସ୍ତା ଗମନାଗମନ ପାଇଁ ଅନୁପଯୁକ୍ତ

କେନ୍ଦ୍ରାପଡ଼ା, ୨୬ା୬: କାକଟ- ଦାନପୁର କେନାଲବନ୍ଧ ଆର.ଡି. ରାସ୍ତା ଗମନାଗମନ ପାଇଁ ଅତ୍ୟନ୍ତ ଅନୁପଯୁକ୍ତ ହୋଇପଡିଛି । ଖାଲଖମାରେ ପରିପୂର୍ଣ୍ଣ ହୋଇପଡିଥିବା ଏହି ରାସ୍ତାଟିରେ ଦୈନିକ ଦୂର୍ଘଟଣାମାନ...

କେନ୍ଦ୍ରାପଡା ବିଧାୟକଙ୍କୁ ସମ୍ବର୍ଦ୍ଧିତ କଲେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ

କେନ୍ଦ୍ରାପଡା,୨୬/୬: କେନ୍ଦ୍ରାପଡା ମେଡିକାଲ ରୋଡ ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର କର୍ମକର୍ତ୍ତାଗଣ ନବନିର୍ବାଚିତ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ସେମାନେ ବିଧାୟକଙ୍କ...

ରେଡିଓ ଭାବଗ୍ରାହୀରେ ବିଶ୍ୱ ନିଶାନିବାରଣ ଦିବସ

କେନ୍ଦ୍ରାପଡାତା.୨୬/୬- ପୂର୍ବାହ୍ନରେ ବାରୁଅ ସ୍ଥିତ ଜିଲ୍ଲାର ଏକ ମାତ୍ର ଗୋଷ୍ଠୀବେତାର କେନ୍ଦ୍ର ରେଡିଓ ଭାବଗ୍ରାହୀର ସରୋଜିନୀ ପରିଡାଷ୍ଟୁଡିଓ ପରିସରରେବିଶ୍ୱ ନିଶା ନିବାରଣ ଦିବସଉପରେ ଆଧାରିତ ଏକ ଆଲୋଚନାଚକ୍ର...

ବ୍ୟକ୍ତିଗତ ଜମିରୁ ମାଟି ମାଫିଆ ତାଡିନେଲେ ଶହ ଶହ ଟ୍ରିପ ମାଟି , ଥାନାରେ ଅଭିଯୋଗ ପରେବି କାର୍ଯ୍ୟାନୁଷ୍ଠାନ ଶୂନ

  କେନ୍ଦ୍ରାପଡ଼ା, ୨୫ା୬: କେନ୍ଦ୍ରାପଡାରେ ଦିନକୁ ଦିନ ମାଟି ମାଫିଆଙ୍କ ମନମାନୀ ବଢିବାରେ ଲାଗିଛି । ସରକାରୀ ଜମିରୁ ମାଟି ତାଡିନେଇ ଯାଉଥିବା ବେଳେ ଏବେ ବ୍ୟକ୍ତିଗତ...

ନବକୃଷ୍ଣ ଚୈାଧୁରୀଙ୍କ ଶ୍ରାଦ୍ଧଦିବସ ପାଳନ କଲା ଜନଶକ୍ତି ପାର୍ଟି

କେନ୍ଦ୍ରାପଡ଼ା, ୨୫ା୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାଲିଆ ହନୁମାନଜୀଉ ମନ୍ଦିର ନିକଟରେ ଜନଶକ୍ତି ପାର୍ଟି ପକ୍ଷରୁ ନବକୃଷ୍ଣ ଚୈାଧୁରୀଙ୍କ ଶ୍ରାଦ୍ଧଦିବସ ଅବସରରେ ବରିଷ୍ଠ ଆଇନଜୀବୀ ତଥା ପାର୍ଟିର...

କେନ୍ଦ୍ରାପଡା ବିଜେପି ପକ୍ଷରୁ କଳା ଦିବସ ପାଳନ

କେନ୍ଦ୍ରାପଡ଼ା, ୨୩ା୬: କେନ୍ଦ୍ରାପଡା ଜିଲ୍ଲା ବିଜେପି ପକ୍ଷରୁ କଳା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍ଥାନୀୟ କାକଟସ୍ଥିତ ଏକ ବେସରକାରୀ ମଣ୍ଡପରେ ଜିଲ୍ଲା ବିଜେପି...

ଗ୍ରୀଷ୍ମକାଳୀନ ବ୍ୟାଡ୍‌ମିଣ୍ଟନ ଶିବିର ଉଦ୍‌ଯାପିତ

କେନ୍ଦ୍ରାପଡା,୨୫/୬: କେନ୍ଦ୍ରାପଡାସ୍ଥିତ ଶ୍ୟାମଗୁଡିଆ ନିକଟସ୍ଥ ବିଜୁ ପଟ୍ଟନାୟକ ବହୁମୂଖୀ ଇଣ୍ଡୋର ଷ୍ଟାଡିୟମ ମଧ୍ୟରେ ଦୀର୍ଘ ଏକ ମାସ ଧରି ଚାଲିଥିବା ଗ୍ରୀଷ୍ମକାଳୀନ ବ୍ୟାଡ୍‌ମିଣ୍ଟନ ଶିବିର ଉଦ୍‌ଯାପିତ ହୋଇଯାଇଛି...

ପଟ୍ଟାମୁଣ୍ଡାଇ ବ୍ଲକରେ ଦୁଇ ବିଧାୟକ ସମୀକ୍ଷା ବୈଠକ ପାନୀୟଜଳ ସୁଧାର ଓ ଜନକଲ୍ୟାଣ ପ୍ରକଳ୍ପ ତ୍ୱରାନ୍ୱିତ ପାଇଁ ତାଗିଦ

କେନ୍ଦ୍ରାପଡ଼ା  ଓ ରାଜନଗର ବିଧାନସଭା ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ଲକର ୩୧ (କେନ୍ଦ୍ରାପଡ଼ା -୧୨ ଓ ରାଜନଗର-୧୯) ପଂଚାୟତରେ ପାନୀୟଜଳ ସମସ୍ୟା ଓ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ...

ହୋମିଓ ଚିକିତ୍ସକ ଶରତ ଚନ୍ଦ୍ର ଜେନାଙ୍କ ଅଷ୍ଟମ ବାର୍ଷିକୀ ଶ୍ରାଦ୍ଧୋତ୍ସବ ପାଳନ ଅବସରରେ ଚାରା ବଣ୍ଟନ

କେନ୍ଦ୍ରାପଡା ୨୫/୬: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ନିକିରାଇ ପଞ୍ଚାୟତର ସଫଳ ହୋମିଓ ଚିକିତ୍ସକ ଶରତ ଚନ୍ଦ୍ର ଜେନାଙ୍କ ଅଷ୍ଟମ ବାର୍ଷିକୀ ଶ୍ରାଦ୍ଧୋତ୍ସବ ଅବସରରେ ନିକିରାଇସ୍ଥିତ ବାସ ଭବନ...

ପଟ୍ଟାମୁଣ୍ଡାଇ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ପୋଖରୀପଡା ପତିତପାବନ ରଥ ଯାତ୍ରା ପାଇଁ ପ୍ରସ୍ତୁତି ବୈଠଳ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ...

ପ୍ରହସନ ପାଲଟିଛି ଇଡିପି ଓ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ

ଶିଳ୍ପ ବିହିନ କେନ୍ଦ୍ରାପଡ଼ା ଜିଲା ଅର୍ଥନୀତି ମୁଖ୍ୟତଃ କୃଷି ଉପରେ ନିର୍ଭରଶୀଳ । ଉଦ୍ୟୋଗ ଭଳି କ୍ଷେତ୍ରରେ କେନ୍ଦ୍ରାପଡ଼ା ଜିଲା ଅଗ୍ରଣୀ ହୋଇପାରିନାହିଁ । ଉଦ୍ୟୋଗ କ୍ଷେତ୍ରରେ...

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ସ୍ନାତ୍ତୋକୋତ୍ତର ଛାତ୍ରଛାତ୍ରୀ ଭେଟିଲେ ଜିଲ୍ଲାପାଳଙ୍କୁ , ଶିକ୍ଷାଦାନ ଓ ପରିଚାଳନାରେ ଗୁରୁତ୍ତର ତୃଟି ଅଭିଯୋଗ

କେନ୍ଦ୍ରାପଡ଼ା, ୨୪ା୬: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଲୟରେ ବିଭିନ୍ନ ବିଷୟରେ ସ୍ନାତ୍ତୋକୋତ୍ତର(ପିଜି) ଶିକ୍ଷା ପାଇଁ କ୍ଲାସ ଖୋଲିଥିଲେ ମଧ୍ୟ ପାଠ୍ୟକ୍ରମ ଚୟନ, ଶିକ୍ଷାଦାନ ଓ ପରିଚାଳନାରେ ଗୁରୁତ୍ତର...

ଗାଙ୍ଗପଡା ସମିତିସଭ୍ୟାଙ୍କ ବିୟୋଗରେ କେନ୍ଦ୍ରାପଡା ବ୍ଲକରେ ଶୋକସଭା

କେନ୍ଦ୍ରାପଡ଼ା, ୨୪ା୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡ଼ା ପଞ୍ଚାୟତର ସମିତିସଭ୍ୟା ସନ୍ଧ୍ୟାରାଣୀ ସେଠୀଙ୍କ ଅକାଳ ବିୟୋଗରେ ଆଜି କେନ୍ଦ୍ରାପଡ଼ା ବ୍ଲକରେ ଏକ ଶୋକସଭା ବ୍ଲକ ସଭାଗୃହରେ ଅନୁଷ୍ଠିତ...

ଭରତପୁର ଫୋରପୋଲ ଠାରୁ କେନାଲ ବନ୍ଧ ରାସ୍ତା ଶୋଚନୀୟ

କେନ୍ଦ୍ରାପଡ଼ା, ୨୪ା୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଭରତପୁର ଫୋରପୋଲ ଠାରୁ ଗୋବରୀ କେନାଲ ବନ୍ଧ ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି ।...

ଜ୍ଞାନପ୍ରଭା ମିଶନ ଦ୍ୱାରା ସୃଜନିକା କାର୍ଯ୍ୟକ୍ରମ ଅନୁଷ୍ଠିତ

କେନ୍ଦ୍ରାପଡା, ୨୪/୬: ଜ୍ଞାନପ୍ରଭା ମିଶନ ଦ୍ୱାରା ଆୟୋଜିତ ପରମହଂସ ପ୍ରଜ୍ଞାନାନନ୍ଦଜୀ ମହାରାଜଙ୍କ ମାର୍ଗଦର୍ଶନରେ ଶିକ୍ଷକମାନଙ୍କୁ ନେଇ ସୃଜନିକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ପରମହଂସଜୀ...

ସହଭାଗିତା ବ୍ୟବସାୟ ନାଁ ରେ ଠକାମୀର ଶିକାର ହେଲେ ଯୁବକ , ଶେଷରେ ବନ୍ଧା ହେଇ କୋର୍ଟ ଚାଲଣ ହେଲେ  ସ୍ୱାମୀ ସ୍ତ୍ରୀ

କେନ୍ଦ୍ରାପଡ଼ା,୨୩ା୬: ।  କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ମାର୍ଶାଘାଇ ବ୍ଲକ ବଛରାଇ ଗାଁ ର ମଣିଭୂଷଣ ପରିଡାଙ୍କ ପୁଅ ସନ୍ତୋଷ କୁମାର ପରିଡା ଜଣେ ମେଡ଼ିସିନ ଡିଷ୍ଟ୍ରିବୁଟର ଭାବେ...

ପ୍ରାକ୍ତନ ଶିକ୍ଷା ପରିଦର୍ଶକ ପ୍ରସନ୍ନ ବିଶ୍ୱାଳଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡା,୨୩/୬: ପ୍ରାକ୍ତନ ଶିକ୍ଷା ପରିଦର୍ଶକ ତଥା ମାର୍ଶାଘାଇ ଅଞ୍ଚଳର ଲୋକପ୍ରିୟ ବିଶିଷ୍ଟ ଶିକ୍ଷାବିତ୍ ସ୍ୱର୍ଗତ ପ୍ରସନ୍ନ କୁମାର ବିଶ୍ୱାଳଙ୍କୁ ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନ ତରଫରୁ...

କେନ୍ଦ୍ରାପଡା ଅର୍ବାନ କୋ-ଅପରେଟିଭ୍ ବ୍ୟାଙ୍କର ୨୯ତମ ବାର୍ଷିକ ସାଧାରଣ ଅଧିବେଶନ

କେନ୍ଦ୍ରାପଡା,୨୩/୬: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ୨୯ତମ ବାର୍ଷିର୍କ ସାଧାରଣ ସଭା ରବିବାର ଦିନ ଉଦୟନଗର ସ୍ଥିତ ଜିଲ୍ଲା ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ...

ଜିଲ୍ଲାସ୍ତରୀୟ ୧୯ତମ କ୍ୟୁରୋଗି ଏବଂ ଅଷ୍ଟମ ପୁମ୍‌ସି ଚାମ୍ପିୟନସିପ୍ ଅନୁଷ୍ଠିତ

କେନ୍ଦ୍ରାପଡା ୨୩/୬- କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ୧୯ତମ କ୍ୟୁରୋଗି ଏବଂ ଅଷ୍ଟମ ପୁମ୍‌ସି ଚାମ୍ପିୟନସିପ୍ ପ୍ରତିଯୋଗିତା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା...

Skip to content ↓