ବିଧାନସଭାରେ ବିଜୟ ପାଇଁ କେନ୍ଦ୍ରାପଡା ପୌରାଞ୍ଚଳରେ ପଦଯାତ୍ରା

କେନ୍ଦ୍ରାପଡ଼ା ୭/୬: କେନ୍ଦ୍ରାପଡା ପୌରାଞ୍ଚଳରେ ନବ ନିର୍ବାଚିତ ବିଧାୟକ ବିଜେଡି ନେତା ଗଣେଶ୍ୱର ବେହେରାଙ୍କ ସମେତ ପୌର ପ୍ରତିନିଧି ଓ କର୍ମୀମାନଙ୍କ ସହ ରବିବାର ଅପରାହ୍ନ ୪ଟା...

ନବ ନିର୍ବାଚିତ ବିଧାୟକ ଗଣେଶ୍ୱର ବେହେରାଙ୍କୁ ଓଷ୍ଟା ପକ୍ଷରୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା ୯/୬: ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ପରିସରରେ ନବନିର୍ବାଚିତ ବିଧାୟକ ଗଣେଶ୍ୱର ବେହେରା ପହଞ୍ôଚ ଶିକ୍ଷକ ନେତାମାନଙ୍କ ସହିତ ସୋହାର୍ଦ୍ଧପୂର୍ଣ୍ଣ...

ପଟ୍ଟାମୁଣ୍ଡାଇରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଭିନ୍ନ ସଂଗଠନର ଭବ୍ୟ ସମ୍ବର୍ଦ୍ଧନା

ରାଜନଗର ବିଧାୟକ ଭାବେ ପ୍ରଭାବଶାଳୀ ବିଜେଡି ଯୁବନେତା ବିଧାୟକ ଧ୍ରୁବ ସାହୁ ପୁନର୍ବାର ବିଜୟ ବାନା ଉଡାଇ ଦ୍ୱିତୀୟ ବାର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି I...

ମର୍ତ୍ତିକା ସ୍ୱାସ୍ଥ୍ୟ ଯତ୍ନ ଓ ପରୀକ୍ଷଣ ସମ୍ପର୍କିତ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡ଼ା ୮/୬ - କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଆୟବା ପଞ୍ଚାୟତ ବାଲିଗୋଠ ଗ୍ରାମରେ ପିପିଏଲ ଓ ରିଲିଆନ୍ସ ଫାଉଣ୍ଡେସନ ମିଳିତ ଆନୁକୂଲ୍ୟରେ ଏକ ମୂର୍ତ୍ତିକା ସ୍ୱାସ୍ଥ୍ୟ ସୁରକ୍ଷା...

ପ୍ରିୟଶ୍ଳୋକ ଆର୍ଯ୍ୟ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ , ଭିନ୍ନକ୍ଷମ ଓ ଅସହାୟଙ୍କୁ ଆର୍ଥିକ ସହାୟତା

କେନ୍ଦ୍ରାପଡ଼ା, ୮ା୬: କେନ୍ଦ୍ରାପଡା ଜିଲ୍ଲା ପ୍ରିୟଶ୍ଳୋକ ଆର୍ଯ୍ୟ ଫାଉଣ୍ଡେସନ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଆଜି ଶନିବାର ଦିନ କେଶପୁର ବଜାରଠାରେ ପାଳିତ ହୋଇଯାଇଛି । ଏହି...

କେନ୍ଦ୍ରାପଡା ବିଧାନସଭାରେ ବିଜୟ , ନଗର ବିଜେଡି ତରଫରୁ ନବୀନ ବାବୁଙ୍କୁ କୃତଜ୍ଞତା

କେନ୍ଦ୍ରାପଡ଼ା ୭/୬: ଆଜି କେନ୍ଦ୍ରାପଡା ନଗର ବିଜେଡି ତରଫରୁ ଏକ ଜରୁରୀ ବୈଠକ ଆହୁତ କରାଯାଇଥିଲା । କାକଟ ସ୍ଥିତ ସ୍ୱୟଂ ସେଲିବ୍ରେସନ ମଣ୍ଡପରେ ଅନୁଷ୍ଠିତ ଏହି...

ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ

ପଟ୍ଟାମୁଣ୍ଡାଇ ଓ ଆଖପାଖ ଅଂଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି । ସାଧାରଣ ଖାଉଟି ଟମାଟୋ ବଜାରରୁ କିଣିପାରୁନାହିଁ । ୨ ସପ୍ତାହ ମଧ୍ୟରେ ଟମାଟୋ ଦର...

ଆଦର୍ଶ ଛାତ୍ରହିଁ ପ୍ରକୃତ ଗୁରୁଦକ୍ଷିଣା ଦେଇପାରେ

ଗୁରୁ ଶିଷ୍ୟର ସମ୍ପର୍କ ଅତୁଟ, ଯଦି ଗୁରୁ ଠିକ୍‌ଭାବରେ ଛାତ୍ରକୁ ଗଢିତୋଳିଥିବ ସେ କେବେ ଗୁରୁନିନ୍ଦା କରିବନାହିଁ । ଆଦର୍ଶ ଛାତ୍ରହିଁ ପ୍ରକୃତ ଗୁରୁଦକ୍ଷିଣା ଦେଇପାରିବ ବୋଲି...

ନବୀନ ନିବାସରେ ଅରୁଣ ପଟ୍ଟନାୟକ , ଉତରାଧିକାରୀ ହେବେ ନା ଦେବାକୁ ଆସିଛନ୍ତି ସାନ୍ତ୍ୱନା

ଭୁବନେଶ୍ୱର,୭/୬: ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ଆଜି ଓଡ଼ିଶା ଆସିଛନ୍ତି ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ । ବିଜେଡିର ବିପର୍ଯ୍ୟୟ ପାଇଁ ଭିକେ ପାଣ୍ଡିଆନ ଓ...

ବିରାମ ଅଢ଼େଇ ଦଶନ୍ଧି ଯାତ୍ରାର : ନବୀନ ବାବୁ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଓଡ଼ିଶା ନୁହେଁ ତମାମ ଭାରତୀୟ ରାଜନୀତିର ଏକ ଅଦ୍ଭୂତ ବ୍ୟକ୍ତିତ୍ୱ ଭାବେ ପରିଗଣିତ ହୋଇଥିବା ନବୀନ ବାବୁ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ । ମୋଦି ସୁନାମୀରେ ବ୍ରାଣ୍ଡ...

ଏ କଣ ହେଲା

ଲୋକସଭା ନିର୍ବାଚନର ଫଳାଫଳ ପରେ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ଦେଖିବାକୁ ମିଳିଛି । ପରାଜିତମାନଙ୍କ ଶିବିରରେ ଆନନ୍ଦ ଉଲ୍ଲାସ ଏବଂ ବିଜୟୀମାନଙ୍କ ଘରେ ଶୋକ । ଭାଜପା...

ଆଦର୍ଶ ଶିକ୍ଷକ ଈଶ୍ୱର ସାହୁଙ୍କ ଦେହାନ୍ତ ଏକ ଯୁଗର ଅବସାନ ତାଙ୍କ ଦ୍ୱାଦଶାହ ଦିବସରେ ବିଶିଷ୍ଟ ବ୍ୟକ୍ତିଙ୍କ ମତାମତ

କେନ୍ଦ୍ରାପଡ଼ା ୭/୬: ଶତାୟୁ ଈଶ୍ୱର ଚନ୍ଦ୍ର ସାହୁଙ୍କ ମହାପ୍ରୟାଣର ଦ୍ୱାଦଶାହରେ କେନ୍ଦ୍ରାପଡା ପୌରସଂସ୍ଥା ଅନ୍ତର୍ଗତ ଚାଟରାପାଟଣାଠାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି...

NDA ବୈଠକରେ ଓଡ଼ିଶାକୁ ନେଇ ବଡ଼ ବୟାନ ଦେଲେ ମୋଦି, କହିଲେ……..

ନୂଆଦିଲ୍ଲୀ,୭।୬: ଶୁକ୍ରବାର ଅନୁଷ୍ଠିତ ଏନଡିଏ ସଂସଦୀୟ ଦଳର ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନଡିଏ ଦଳର ନେତା ଭାବେ ମନୋନୀତ କରାଯାଇଛି। ଏହାପରେ ପରେ ନରେନ୍ଦ୍ର ମୋଦି...

ବିଜେଡି ପରାଜୟର କାରଣ, ଜାଣିଶୁଣି ସର୍ଭେ ରିପୋର୍ଟ ଲୁଚାଉଥିଲେ କିଏ?

BBSR,୭।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ତେବେ ବିଜେଡିର ଶୋଚନୀୟ ପରାଜୟକୁ ନେଇ...

୨୪ ବର୍ଷ ପରେ ଓଡିଶାରେ ପରିବର୍ତ୍ତନ

ଅଷ୍ଠଦଶ ଲୋକ ସଭା ସହ ୪ ରାଜ୍ୟ ଆନ୍ଧ୍ରପ୍ରଦେଶ, ଓଡ଼ିଶା, ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମ୍ ବିଧାନସଭା ଲାଗି ନିର୍ବାଚନ ଶେଷ ହୋଇ ଫଳ ପ୍ରକାଶ ପାଇଛି...

ବିଏସ୍‌କେୱାଇକାର୍ଡକୁ ନେଇ ସ୍ପଷ୍ଟ କରିଛନ୍ତି ମୁଖ୍ୟ ଶାସନ ସଚିବ

BBSR- 6/6-ରାଜ୍ୟରେ BSKY ଯୋଜନାକୁ ନେଇ ଚାଲିଥିବା ଦ୍ୱନ୍ଦ୍ୱକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଦୂର କରିଛନ୍ତି । ଗୁରୁବାର ସେ ଏକ ଭିଡିଓ ଜାରି...

ନବନିର୍ବାଚିତ ସାଂସଦ ଓ ମହାକାଳପଡା ବିଧାୟକଙ୍କୁ ମହାକାଳପଡା ବିକାଶମଞ୍ଚ ତରଫରୁ ଅଭିନନ୍ଦନ

କେନ୍ଦ୍ରାପଡ଼ା, ୫/୬: ସାଧାରଣ ନିର୍ବାଚନ ଅବସରରେ କେନ୍ଦ୍ରାପଡା ଲୋକସଭା ସାଂସଦ ବୈଜୟନ୍ତ ପଣ୍ଡା ଓ ମହାକାଳପଡା ବିଧାନସଭାର ନବନିର୍ବାଚିତ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକଙ୍କର ବିଜୟ ଫଳରେ...

କେନ୍ଦ୍ରାପଡା ଜିଲ୍ଲା ନବନିର୍ବାଚିତ ଲୋକ ପ୍ରତିନିଧିମାନଙ୍କୁ ଜିଲ୍ଲା ବିକାଶ ସାମ୍ମୁଖ୍ୟ ତରଫରୁ ଅଭିନନ୍ଦନ

  କେନ୍ଦ୍ରାପଡ଼ା, ୫ା୬: ସମ୍ପ୍ରତି ୨୦୨୪ ଲୋକସଭା ଓ ରାଜ୍ୟ ବିଧାନସଭାର ନିର୍ବାଚନରେ କେନ୍ଦ୍ରାପଡା ନବନିର୍ବାଚିତ ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ବିଧାନସଭାର ପ୍ରତାପ କେଶରୀ ଦେବ,...

ଶ୍ରୀ ବଳଦେବଜୀୟୁଙ୍କ ଆଶୀର୍ବାଦ ନେଲେ ବୈଜୟନ୍ତ : ବିପୁଳ ସମ୍ବର୍ଦ୍ଧନା ଓ ବିଜୟ ଶୋଭାଯାତ୍ରା

କେନ୍ଦ୍ରାପଡ଼ା, ୫ା୬: କେନ୍ଦ୍ରାପଡା ଲୋକସଭା କ୍ଷେତ୍ର ବିଜୁ ପଟ୍ଟନାୟକଙ୍କ ଗଡ ଭାବେ ଖ୍ୟାତ । ଏହି ଗଡକୁ ବିଜେପି ନେତା ବୈଜୟନ୍ତ ପଣ୍ଡା ଦଖଲ କରି ଇତିହାସ...

ବାଲିପାଟଣା ଗାଁରେ ଅଗ୍ନିକାଣ୍ଡ ଲକ୍ଷା ଧିକ ଟଙ୍କା ସମ୍ପତି ନଷ୍ଟ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ବଳଭଦ୍ରପୁର ପଂଚାୟତ ବାଲିପାଟଣା ଗାଁର ରଙ୍ଗାଧର ପରିଡାଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ଆସବାବ...

ପରାଜୟ ପରେ ଦଳୀୟ ନେତାଙ୍କ ମନୋବଳ ବଢ଼ାଇଲେ ନବୀନ

ଯେତେବେଳେ ମୁଖ୍ୟମନ୍ତ୍ରୀ ହୋଇଥିଲି, ଓଡ଼ିଶାର ୭୦% ଲୋକ ଦାରିଦ୍ରଥିଲେ ହେଲେ ଏବେ ରାଜ୍ୟର ୧୦% ଲୋକେ ଦାରିଦ୍ର ସୀମାରେଖାରେ ଅଛନ୍ତି -ନବୀନ ପଟ୍ଟନାୟକ BBSR 5-6/ ରାଜ୍ୟରେ...

BSKY ନେଇ ଦ୍ୱନ୍ଦ୍ୱ ସୃଷ୍ଟି ନ ହେଉ, ଚିକିତ୍ସା ଜାରି ରହୁ: ବିଜେପି

BBSR,୫।୬ ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(BSKY)କୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା...

ମନମୋହନ ସାମଲଙ୍କ ବଡ଼ ବୟାନ : ଓଡ଼ିଶାରେ ବନ୍ଦ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

BBSR-5/6-ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା । ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଅର୍ଥାତ ଓଡ଼ିଶାବାସୀ ଆଉ...

କେନ୍ଦ୍ରାପଡାରେ ବିଜୁଗଡ ରକ୍ଷାକଲେ ୪ବିଧାୟକ, ଅତନୁଙ୍କ ପରାଜୟ , ବିଜେପିରୁ ସାଂସଦ ବୈଜୟନ୍ତ ଓ ବିଧାୟକ ଦୁର୍ଗା

କେନ୍ଦ୍ରାପଡ଼ା, ୪ା୬: କେନ୍ଦ୍ରାପଡାରେ ପ୍ରଥମ ଥର ପାଇଁ ବିଜେଡିରୁ ଯାଇ ବିଜେପିରେ ସାଂସଦ ପ୍ରାର୍ଥୀ ହୋଇ ପ୍ରାୟ ୫୫ହଜାରରୁ ଉର୍ଦ୍ଧ୍ୱ ବ୍ୟବଧାନରେ ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ...

Skip to content ↓