କେନ୍ଦ୍ରାପଡ଼ା,୧୪ା୧୨: କେନ୍ଦ୍ରାପଡା ବ୍ଲକ ରୋଡର ଈଶ୍ୱରପୁରସ୍ଥିତ ବ୍ରହ୍ମ ଗୈାଡିୟ ସେବା ସଂସ୍ଥାନ ଭାଗବତ ଦାସ ମଠ ପରିସରରେ ପବିତ୍ର ଗୀତା ଜୟନ୍ତୀ ପାଳିତ ହୋଇଯାଇଛି। ମଠର ମହନ୍ତ ସଚ୍ଚିଦାନନ୍ଦ ଗୈାସ୍ୱାମୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ବିଶିଷ୍ଟ ସଂସ୍କୃତ ପ୍ରବଚକ ପଣ୍ଡିତ ଦାମୋଦର ରାଉତ ଯୋଗଦେଇ ଭଗବାନ ଶ୍ରୀକୃଷ୍ଣଙ୍କ ମୁଖନିସୃତ ଗୀତାଜ୍ଞାନ ଶ୍ରେଷ୍ଠ ମାନବଜୀବନ ଦର୍ଶନ ବୋଲି ବାଖ୍ୟାନ କରି କହିଥିଲେ। ସଂସ୍କୃତ ଭାରତୀ ଜିଲ୍ଲା ସଂଯୋଜକ ପଣ୍ଡିତ ହରେକୃଷ୍ଣ […]
dailyprompt
କେନ୍ଦ୍ରାପଡ଼ା,୨୧ା୧୦ : କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ସୋମବାର ୬୫ତମ ପୋଲିସ ସହିଦ୍ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ ସହିଦ୍ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ୧୯୫୯ମସିହା ଅକ୍ଟୋବର ୨୧ତାରିଖ ଦିନ ସି.ଆର.ପି.ଏଫ.ର ୧୦ଜଣ କର୍ତ୍ତବ୍ୟନିଷ୍ଠ ଜବାନ ଲଦାଖଠାରେ ଭାରତସୀମା ଉଲ୍ଲଙ୍ଘନ କରିବାକୁ ପ୍ରୟାସ କରୁଥିବା ଚୀନ ଦେଶର ସୈନ୍ୟ ବାହିନୀ ସହିତ ଯୁଦ୍ଧ କରି […]
କେନ୍ଦ୍ରାପଡ଼ା, ୧୪ା୧୦: ମାର୍ଶାଘାଇ ମଧ୍ୟ ଇଂରାଜୀ ଓ ମାର୍ଶାଘାଇ ଉଚ୍ଚ ବିଦ୍ୟାଳୟର ୧୯୯୦ ମାଟ୍ରିକ ବ୍ୟାଚର ଏକ ବନ୍ଧୁମିଳନ ଉତ୍ସବ ମାର୍ଶାଘାଇ ଯଜ୍ଞ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପୁରାତନ ଛାତ୍ର ପ୍ରେମାନନ୍ଦ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ୪୦ରୁ ଉର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ଯୋଗଦେଇ ସେମାନଙ୍କର ସେହି ପୁରାତନ ସ୍ମୃତିକୁ ରୋମନ୍ଥନ କରିବା ସହିତ ଅତୀତ ଦିନର ଅଭୁଲା ଦିନକୁ ମନେପକାଇ ଭାବବିହ୍ୱଳ ହୋଇପଡିଥିଲେ। ଏହି ଅବସରରେ […]
କେନ୍ଦ୍ରାପଡ଼ା,୯ା୧୦: କେନ୍ଦ୍ରାପଡା ଜିଲ୍ଲା ତରାପୁର ଆଞ୍ଚଳିକ ସାଧନ କେନ୍ଦ୍ର୍ ଆନୁକୂଲ୍ୟରେ ଓର୍ଷକା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ଅନୁପମା ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଚକ୍ରୋଡା ଗ୍ରାମ ପଞ୍ଚାୟତର ସରପଞ୍ଚ ତନୁଜା ନାୟକ, ମୁଖ୍ୟବକ୍ତା ଭାବେ ଡଃ ମୁରଲୀଧର ରଥ, ବ୍ରଜସୁନ୍ଦର ପରିଡା, ଗଙ୍ଗାଧର ପଣ୍ଡା, ଶଶୀକାନ୍ତ ବେହେରା ଓ ପରିଚାଳନା କମିଟି […]
ପଟ୍ଟାମୁଣ୍ଡାଇ ୯/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ରାମେଶ୍ୱର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପଂଚାୟତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । ପଂଚାୟତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟର ସିଆରସିସି ବିଭୁ ରଞ୍ଜନ ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନ ଉତ୍ସବରେ ପଟ୍ଟାମୁଣ୍ଡାଇ ବି.ଆରସିସି ଚନ୍ଦ୍ର ଶେଖର ତ୍ରିପାଠୀ ମୁଖ୍ୟଅତିଥି, ଡିହାପଡା ପଚାୟତ ସରପଂଚ ଶତ୍ରୁଘ୍ନ ମଲ୍ଲିକ […]
କେନ୍ଦ୍ରାପଡା ୧୦/୭ – ଓଡିଶା ଲଳିତକଳା ଏକାଡେମି ଦ୍ୱାରା ଆୟୋଜିତ ‘ଶ୍ରୀ ଜଗନ୍ନାଥ’ ଚିତ୍ରକଳା ଶିବିର ଭୂବନେଶ୍ୱର ପାନ୍ଥନିବାସ ଠାରେ ପୁରୀ ରଥଯାତ୍ରା ଉପଲକ୍ଷେ ୨୮ ଜଣ ସୁନାମଧନ୍ୟ ଚିତ୍ରଶିଳ୍ପୀଙ୍କୁ ନେଇ ଚିତ୍ର କର୍ମଶାଳା ଅନୁଷ୍ଠିତ ହୋଇଅଛି । ଏହା ୧ ଜୁଲାଇ ଠାରୁ ଆରମ୍ଭ ହୋଇ ୪ ଜୁଲାଇରେ ଶେଷ ହୋଇଥିବା ବେଳେ ପୁରୀଠାରେ ଏହି ପ୍ରଦଶନୀ ବାହୁଡା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ । ଉକ୍ତ […]
କେନ୍ଦ୍ରାପଡ଼ା,୨୯ା୨: କେନ୍ଦ୍ରାପଡା ପୈାରସଂସ୍ଥା ଅନ୍ତର୍ଗତ ୫ଟି ୱାର୍ଡର ଅଧିବାସୀଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସୁଦ୍ଧ ପାନୀୟ ଜଳ ପ୍ରକଳ୍ପର ଆଭାସୀ ମାଧ୍ୟମରେ ଲୋକାର୍ପଣ କରିଛନ୍ତି । ଏହି ଉପଲକ୍ଷେ ପୈାରସଂସ୍ଥା ଟାଉନହଲ ପରିସରରେ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମର ଅଧାରରେ ମୁଖ୍ୟମନ୍ତ୍ରୀ ନବୀନ ଶ୍ରୀ ପଟ୍ଟନାୟକ ଆଭାସୀ ଜରିଆରେ ରାଜ୍ୟର ସହରବାସୀଙ୍କ ପାଇଁ ବିଭିନ୍ନ ସୁବିଧା ଓ ସେବା ମୂଳକ କାର୍ଯ୍ୟକ୍ରମର ଲୋକାର୍ପଣ କରି କହିଲେ ଯେ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲ ପକ୍ଷରୁ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପଟ୍ଟାମୁଣ୍ଡାଇ ସବ ଡିଭିଜନ ହସ୍ପିଟାଲ ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ଼ା ନିରାକାର ପରିଡା ଉତମ ସ୍ୱାସ୍ଥ୍ୟ ରକ୍ଷା ପାଇଁ କୃମିକୁ ସମୂଳେ ବିନାଶ କରିବା ଉପରେ ଗୁରୁତ୍ୱଆରୋପ କରିବା ସହିତ ପିଲାମାନେ କିପରି କୃମି ନାଶକ ଔଷଧ ସେବନ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ପକ୍ଷରୁ “ସ୍ତୋକାଷ୍ଟିକ ପ୍ରୋସେସ ଓ କଂପ୍ଲେକ୍ସ ଡିନାମିକସ ” ରାଜ୍ୟ ସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁଙ୍କ ପୌରହିତରେ ଆୟୋଜିତ ରାଜ୍ୟ ସ୍ତରୀୟ ଆଲୋଚନାଚକ୍ରରେ ଭୁବନେଶ୍ୱର ଆଇଆଇଟି ପ୍ରଫେସର ଡ଼କ୍ଟର ତାରାକାନ୍ତ ନାୟକ ମୁଖ୍ୟଆଲୋଚକ ଓ ଭୁବନେଶ୍ୱର ଆଇଆଇଟି ର ସହକାରୀ ପ୍ରଫେସର ଡ଼କ୍ଟର ଆକାଶ ଆଶୀର୍ବାଦ ପଣ୍ଡା ସହକାରୀ ଆଲୋଚକ ଭାବେ […]
ଶୁକ୍ରବାର ଅପରାହ୍ନ ରେ ହଠାତ ହୋଇଥିବା ଝଡ଼ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି । ଏଥିଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ୍ ଧୋୟାଂଚଳରେ ବ୍ୟାପକ ରବି ଫସଲ କ୍ଷତିଗ୍ରସ୍ତ ହୋଇଛି । ଅଧିକାଂଶ ଜମିରେ ହୋଇଥିବା ମୁଗ, ବିରି ଆଦି ଡାଲିଜାତୀୟ ଫସଲ ଅମଳ ହେବାର ସମୟ ଆସିଯାଇଥିବା ବେଳେ ଏହି ବର୍ଷା ଦାଉ ସାଧିଛି । ବହୁ ଚାଷୀ ବିଲରୁ ମୁଗ, ବିରି ଉପାଡ଼ି ପକାଇଥିବା ବେଳେ ଆଉ କିଛି ଚାଷୀ […]
କେନ୍ଦ୍ରାପଡ଼ା ଜିଲ୍ଲାର ନବନିଯୁକ୍ତ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ପଟ୍ଟାମୁଣ୍ଡାଇ ବ୍ଲକ ପରିଦର୍ଶନରେ ଆସି ବ୍ଲକ ସମ୍ମିଳନୀ କକ୍ଷରେ ଏକ ଉଚ୍ଚସ୍ତରୀୟ ବୈଠକରେ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ସମସ୍ତ ସରକାରୀ ଯୋଜନାର ସଫଳ ରୂପାୟନ କରି ସମାଜର ତଳପାହାଚରେ ଥିବା ଲୋକ ନିକଟରେ ଯୋଜନା ପହଁଚାଇବା ପାଇଁ […]
କେନ୍ଦ୍ରାପଡ଼ା,୨୩ା୧ : ଆଜାଦ ହିନ୍ଦ ଟ୍ରଷ୍ଟ ଏବଂ କଳ୍ପନା କ୍ରିଏଟିଭ କମ୍ ପକ୍ଷରୁ ସ୍ୱାଧୀନତା ସଂଗ୍ରାମୀ ପରିବାର ଓ ଭୁଦାନ କର୍ମୀଙ୍କ ଦ୍ୱାରା ଗଠନ କରାଯାଇଥିବା କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ସୁଜାନଗର ସ୍ଥିତ ନେତାଜୀ ମଡେଲ ଏମ.ଇ. ସ୍କୁଲ ପରିସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପତକା ଉତ୍ତୋଳନ କରାଯିବା ସହ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ […]
କେନ୍ଦ୍ରାପଡ଼ା ୧୪ା୧: ଜିଲ୍ଲା ବେସରକାରୀ ସ୍କୁଲ ସଙ୍ଘର ସାଧାରଣ ପରିଷଦ ବୈଠକ ଗୋପସ୍ଥିତ ସେଣ୍ଟଜାଭିଅର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଙ୍ଘର ସଭାପତି ନିରଞ୍ଜନ ବେହେରାଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ସଭାରେ ଶିକ୍ଷା ଅଧିକାର ଆଇନ ଆଧାରରେ ବେସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କୁ ଓ ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କୁ ମିଳୁଥିବା ସମସ୍ତ ସୁବିଧା ଯୋଗାଇଦେବା, ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ପାଇଁ ସୁଯୋଗ ଦେବା, ସିଇଓଆର ବ୍ୟବସ୍ଥାରେ ସରଳୀ କରଣ […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ପଡା ପଂଚାୟତର ପୂର୍ବତନ ସମିତି ସଭ୍ୟ କଲ୍ୟାଣ କୁମାର ସ୍ୱାଇଁଙ୍କ ହୃଦଘାତରେ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୫୨ବର୍ଷ ବୟସ ହୋଇଥିଲା । ସେ ଜଣେ ମିଷ୍ଠଭାଷୀ ପରୋପକାରୀ ବ୍ୟକ୍ତି ଭାବେ ସାଧାରଣରେ ପରିଚିତ ଥିଲେ । ବଡ଼ପଡା ପଂଚାୟତ ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ତାଙ୍କ ମରଶରୀରକୁ ପଟ୍ଟାମୁଣ୍ଡାଇ ରୁ ଏକ ଶୋଭାଯାତ୍ରାରେ ବଡପଡା ଗ୍ରାମକୁ […]
କେନ୍ଦ୍ରାପଡ଼ା ୧୨ା୧: ରାଜ୍ୟର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ରେସ୍ୱା ଅନ୍ତେବାସୀଙ୍କୁ ଆଜି କମ୍ବଳ ବଣ୍ଟନ କରାଯାଇଛି । ଟ୍ରଷ୍ଟର ମୁଖ୍ୟ ପୃଷ୍ଠପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରଟସ୍ ପ୍ରଫେସର ଡଃ ଦେବେନ୍ଦ୍ର କୁମାର ଦାସ ଗରାପୁର ସ୍ଥିତ ରେସ୍ୱା ସ୍ୱାଧାର ଗୃହରେ ପହଞ୍ôଚ ଅନ୍ତେବାସୀମାନଙ୍କୁ କମ୍ବଳ ବଣ୍ଟନ କରିବା ସହିତ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ଦିଗରେ ବହୁ […]
କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଦକ୍ଷଣ ଭବନ ସମ୍ମିଳନୀ କକ୍ଷରେ ଆଜି ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ-୨୦୨୩ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା଼. ଅନୀତା ପଟ୍ଟନାୟକ, ଅତିରିକ୍ତ ବେସାମରିକ ଯୋଗାଣ ଅଧିକାରୀ ପି.କେ ମହାପାତ୍ର, ସହକାରୀ ଜିଲ୍ଲାପାଳ ଜୟନ୍ତ କୁମାର ରାଉତରାୟ, କେନ୍ଦ୍ରାପଡ଼ା ପୌରପରିଷଦ ନିର୍ବାହୀ […]